ଜିଲ୍ଲା ସ୍ତରୀୟ ଓଡିଶା ରାଜ୍ୟ ବିପର୍ଯ୍ୟୟ ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଦକ୍ଷଣ ଭବନ ସମ୍ମିଳନୀ କକ୍ଷରେ ଆଜି ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ପୀତାମ୍ବର ସାମଲଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ଓଡିଶା ରାଜ୍ୟ ବିପର୍ଯ୍ୟୟ ଦିବସ-୨୦୨୩ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଜିଲ୍ଲା ମୁଖ୍ୟ ଚିକିତ୍ସା…

ଇଭିଏମ ଓ ଭିଭିପିଏଟିର ପ୍ରଥମ ପର୍ଯ୍ୟାୟ ପରୀକ୍ଷଣ ଶେଷ

ଆଗାମୀ ସାଧାରଣ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ କରାଯାଇଛି । ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଅମ୍ରିତ୍ ଋତୁରାଜଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଇଭିଏମ୍ ଓ ଭିଭିପିଏଟିର ପ୍ରଥମ ପର୍ଯ୍ୟାୟ ପରୀକ୍ଷଣ କାର୍ଯ୍ୟ ସଫଳତାର…

ନିଖୋଜ ଚାଷୀର ମୃତ ଦେହ ଉଦ୍ଧାର

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଧୋୟାଂଚଳର ଅଣ୍ଢରା ଗ୍ରାମର କୃଷକ ନିଖୋଜ ଘଟଣାର ଦିନକ ପରେ ତାଙ୍କ ମୃତ ଦେହ ଉଦ୍ଧାର ହୋଇଛି ।ପ୍ରକାଶ ଯେ, ଗୁରୁବାର ପଟ୍ଟାମୁଣ୍ଡାଇ ଧୋୟାଂଚଳ ଅଣ୍ଢରା ଗ୍ରାମର ଚାଷୀ ଗଣେଶ ଚନ୍ଦ୍ର ମଲ୍ଲିକ ଗୁଡ଼ିଆ…

ପଟ୍ଟାମୁଣ୍ଡାଇ ବ୍ଲକରେ ଗ୍ରାମପଂଚାୟତ ବିକାଶ ସମ୍ପର୍କିତ ପ୍ରଶିକ୍ଷଣ ଶିବିର

ପଟ୍ଟାମୁଣ୍ଡାଇ ବ୍ଲକ ସମ୍ମିଳନୀ କକ୍ଷରେ ଗ୍ରାମପଂଚାୟତ ବିକାଶ ସମ୍ପର୍କିତ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଭାରପ୍ରାପ୍ତ ଜିପିଓ ପ୍ରଭାତ କୁମାର ମଲ୍ଲିକଙ୍କ ପୌରହିତ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ପଟ୍ଟାମୁଣ୍ଡାଇ ବ୍ଲକ ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ ମୁଖ୍ୟଅତିଥି ଭାବେ ଯୋଗ ବିଭିନ୍ନ ସରକାରୀ…

ବିରି ବୁଣିବାକୁ ଯାଇ ଚାଷୀ ନିଖୋଜ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଧୋୟାଂଚଳର ଅଣ୍ଢରା ଗ୍ରାମର ଭେଡାକୁ ବିରି ବୁଣି ବାକୁ ଯାଇ ଜଣେ କୃଷକ ନିଖୋଜ ହେବା ଘଟଣା ସ୍ଥାନୀୟ ଅଂଚଳରେ ଚହଳ ପକାଇଚି । ନିଖୋଜ ଚାଷୀ ଜଣଙ୍କ ହେଉଛନ୍ତି ଅଣ୍ଢରା ଗ୍ରାମର ଗଣେଶ…

ରାଜନଗରରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଉଦ୍‌ଘାଟିତ ୨୯ଟି ପଚାଂୟତ ପାଇଁ ୧୪କୋଟି ୫୦ଲକ୍ଷ ଅର୍ଥ ମଂଜୁର

କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ ମହିଁଷାସୁର ପଚାଂୟତ ପଡିଆରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଡିଓ ନିଶାନ ମିଶ୍ରଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫେରନ୍ସ ମାଧ୍ୟମରେ ଉଦ୍‌ଘାଟନ…

କଟକ ଓ କେନ୍ଦ୍ରାପଡାରେ ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମର ଚତୁର୍ଥ ପର୍ଯ୍ୟାୟ ଶୁଭାରମ୍ଭ ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି : ମୁଖ୍ୟମନ୍ତ୍ରୀ

ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ୱକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ । ଏହି କାର୍ଯ୍ୟକ୍ରମର ଫୋକସ୍ ହେବ ପ୍ରତି ପଞ୍ଚାୟତ, ପ୍ରତି…