ନ୍ୟୁଜିଲାଣ୍ଡକୁ ପରାସ୍ତ କରି ପଏଣ୍ଟ ଟେବୁଲ୍‌ ଶୀର୍ଷରେ ଟିମ୍‌ ଇଣ୍ଡିଆ

ଧର୍ମଶାଳା ୨୨/୧୦: ଚଳିତ ବିଶ୍ୱକପ୍‌ରେ ଦୁଇ ଅପରାଜେୟ ଦଳ ଥିବା ଭାରତ- ନ୍ୟୁଜିଲ୍ୟାଣ୍ଡ ମୁକାବିଲାରେ ଭାରତର ଜିତାପଟ ହୋଇଛି । ଏପର୍ଯ୍ୟନ୍ତ ଅପରାଜେୟ ରହିଥିବା ନ୍ୟୁଜିଲ୍ୟାଣ୍ଡକୁ ରବିବାର ଖେଳାଯାଇଥିବା ମୁକାବିଲାରେ ପରାଜିତ କରି ଟିମ୍‌ଇଣ୍ଡିଆ ଚଳିତ ବିଶ୍ୱକପ୍‌ରେ ବିଜୟ ଧାରା ଜାରି…

ପାନୀୟ ଜଳର ଅପବ୍ୟବହାର: ପଞ୍ଚାୟତବାସୀ ପାଣି ପାଉନଥିବା ଅଭିଯୋଗ

କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କଂସାର ଗ୍ରାମପଞ୍ଚାୟତର ସାହସପୁର ଗ୍ରାମର କୁମ୍ଭାର ସାହି ଗଡାରେ ଜନୈକ ବ୍ୟବସାୟୀ ପଞ୍ଚାୟତ ପକ୍ଷରୁ ଯୋଗାଇ ଦିଆଯାଉଥିବା ପାନୀୟଜଳକୁ ଅପବ୍ୟବହାର କରୁଥିବା ଅଭିଯୋଗ ହୋଇଛି । ଅଭିଯୋଗରୁ ପ୍ରକାଶ ଯେ କଂସାର ପଞ୍ଚାୟତର ପାନୀୟ ଜଳ ପ୍ରକଳ୍ପରୁ…

କେନାଲ ପାଣିରେ ବୁଡି ଜଣେ ମୃତ

କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଗ୍ରାମପଞ୍ଚାୟତର ନାନକାର ଗ୍ରାମର ପ୍ରାଣକୃଷ୍ଣ ବିଶ୍ୱାଳଙ୍କ ପୁତ୍ର ରଘୁନାଥ ବିଶ୍ୱାଳ(୫୮) ରବିବାର ସକାଳେ ସ୍ଥାନୀୟ ଗୋବରୀ କେନାଲର ହୁଡାଘାଟକୁ ଶୈାଚହେବା ପାଇଁ ଯାଇଥିବା ବେଳେ ତାଙ୍କୁ ହଠାତ ବାତ ମାରିବାରୁ ସେ କେନାଲ ପାଣିରେ…