କେନ୍ଦ୍ରାପଡ଼ା, ୩୦ା୧୦ : ସାରା କେନ୍ଦ୍ରାପଡା ସହର ପୋଲିସ ଛାଉଣୀରେ ଭର୍ତ୍ତି ହୋଇଥିବା ବେଳେ ପୋଲିସକୁ ଚ୍ୟାଲେଞ୍ଜ ଦେଇ ଜୟୀପୁରାରୁ ୧୨ଲକ୍ଷରୁ ଅଧିକ ପରିମାଣର ସାମଗ୍ରୀ ଓ ନଗଦ ଅର୍ଥ ଚୋରୀ ହୋଇଥିବା ଜଣାପଡିଛି । ଅଭିଯୋଗ ଅନୁଯାୟୀ ଟାଉନ ଥାନା ଅନ୍ତର୍ଗତ ଜୟୀପୁରା ଗ୍ରାମର ସେକ ସାହାଜୁଦ୍ଦିନ ଦୁଇ ଦିନ ହେବ ସପରିବାର କଟକ ଯାଇଥିବା ବେଳେ ତାଙ୍କ ଘର ବାହାରୁ ଲକ ଥିଲା । ଏହାର ସୁଯୋଗ […]
Day: 30 October 2023
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଥାନା ଅଂଚଳର ଏକ ଡକାୟତି ମାମଲାର ବିଚାର କରି ପଟ୍ଟାମୁଣ୍ଡାଇ ସହକାରୀ ଦୈାରା ଜଜ୍ ଶ୍ରୀମତୀ ସୁଶ୍ରୀ ସଂଗୀତା ମଲ୍ଲିକ ୪ ଜଣ ଦୋଷୀଙ୍କୁ ୫ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ଏଥି ସହିତ ୫ ହଜାର ଟଙ୍କା ଜରିମାନା ଓ ଅନାଦାୟେ ଅଧିକ ୨ ମାସ କାରାଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ରାୟ ଶୁଣାଇଛନ୍ତି । ଏହି ମାମଲାରେ ଅନ୍ୟ ୩ଜଣ ଅଭିଯୁକ୍ତଙ୍କୁ […]
କେନ୍ଦ୍ରାପଡ଼ା, ୩୦ା୧୦ : ନିଜ କର୍ମସ୍ଥାନକୁ ସ୍ୱର୍ଗ ବନାଇବାକୁ ହେଲେ ମହିଳାମାନଙ୍କ ପାଇଁ ଏକ ନିରାପଦ ଏବଂ ଅନୁକୂଳ କାର୍ଯ୍ୟ ପରିବେଶ ଆମକୁ ସୃଷ୍ଟି କରିବାକୁ ହେବ । ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଜିଲ୍ଲାପାଳଙ୍କ ସଦ୍ଭାବନା ସଭାଗୃହରେ କର୍ମ ସ୍ଥାନରେ ଯୌନ ଉତ୍ପୀଡ଼ନର ପ୍ରତିରୋଧ ଆଇନ (PoSH Act)) ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ଅବସରରେ ଏଭଳି କହିଛନ୍ତି ଜିଲ୍ଲା ଆଇନସେବା ପ୍ରାଧିକରଣର ସଚିବ ସୁମିତ୍ରା ସାହୁ । […]
କେନ୍ଦ୍ରାପଡ଼ା, ୩୦ା୧୦ : କେନ୍ଦ୍ରାପଡା ଜିଲ୍ଲା ପ୍ରଶାସନ ଓ ସ୍ୱଳ୍ପ ସଞ୍ଚୟ ବିଭାଗର ମିଳିତ ଆନୁକୂଲ୍ୟରେ ବିଶ୍ୱ ମିତବ୍ୟୟିତା ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଆଜି ସକାଳ ୧୦ ଘଟିକା ସମୟରେ ଏକ ସଚେତନତା ରଥକୁ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ନିଲୁ ମହାପାତ୍ର ଓ ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ପୀତାମ୍ବର ସାମଲ ମିତବ୍ୟୟିତା ପତାକା ଦେଖାଇ ଶୁଭ ଉଦ୍ଘାଟନ କରିଥିଲେ । ଜନସାଧାରଣଙ୍କ ମନରେ ମିତବ୍ୟୟିତା ପ୍ରତି ସଚେତନତା ସୃଷ୍ଟି […]
କେନ୍ଦ୍ରାପଡ଼ା, ୩୦ା୧୦ : ପ୍ରଶାସନକୁ ସ୍ୱଚ୍ଛ, ନିର୍ମଳ ଓ ଉତ୍ତରଦାୟୀ କରିବା ଉପଲକ୍ଷେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ କରାଯାଇଛି । ଓଡିଶା ସରକାରଙ୍କ ନିର୍ଦ୍ଦେଶାନୁଯାୟୀ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ-୨୦୨୩ ଅକ୍ଟୋବର ୩୦ ଠାରୁ ନଭେମ୍ବର ୫ ପର୍ଯ୍ୟନ୍ତ ପାଳନ କରାଯାଉଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସୀ ମାଧ୍ୟମରେ ରାଜ୍ୟର ସମସ୍ତ ବିଭାଗର ଉଚ୍ଚ ପଦସ୍ତ ଅଧିକାରୀ ଓ କର୍ମଚାରୀମାନଙ୍କୁ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ […]
ବିଜୟନଗରମ୍ବା : ହାନଗା ଟ୍ରେନ୍ ଦୁର୍ଘଟଣା ମନରୁ ଲିଭି ନଥିବା ବେଳେ ଆନ୍ଧ୍ରପ୍ରଦେଶର ବିଜୟନଗରମ୍ ଜିଲ୍ଲାର କଣ୍ଟାକାପଲ୍ଲୀ ଏବଂ ଆଲାମଣ୍ଡା ଷ୍ଟେସନ ମଧ୍ୟରେ ଆଜି ସନ୍ଧ୍ୟାରେ ମର୍ମନ୍ତୁଦ ଟ୍ରେନ୍ ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି । ଏହି ଟ୍ରେନ୍ ଦୁର୍ଘଟଣାରେ ରିପୋର୍ଟ ଲେଖାଯିବା ବେଳକୁ ୧୧ ଜଣଙ୍କର ମୃତ୍ୟୁ ହୋଇସାରିଥିବା ବେଳେ ଅନ୍ୟ ୫୦ ଜଣ ଆହତ ହୋଇଛନ୍ତି । ପୂର୍ବତଟ ରେଳପଥ ପକ୍ଷରୁ ହେଲ୍ପଲାଇନ୍ ନମ୍ବର ଜାରି କରାଯାଇଛି । […]
କେନ୍ଦ୍ରାପଡ଼ା, ୨୯ା୧୦ : ଆରକ୍ଷୀ ଅଧିକ୍ଷକ ସମ୍ବିତ ସମ୍ପଦ ମଡ଼କରଙ୍କ ଦ୍ୱାରା ଦୁହୁରିଆ ଆଇନ କଲେଜ ଛକସ୍ଥିତ ସଦଭାବନା କ୍ଲବର ମଣ୍ଡପ ଓ ତୋରଣକୁ ଉଦଘାଟନ କରିଛନ୍ତି । ଏଥିସହିତ ଚଳିତ ପୂଜାକୁ ଶାନ୍ତିଶୃଙ୍ଖଳାର ସହିତ ପାଳନ କରିବାକୁ କ୍ଲବର କର୍ମକର୍ତ୍ତା ଓ ସାଦସ୍ୟମାନଙ୍କୁ ଅନୁରୋଧ କରିଥିଲେ । ଏହି ଉପଲକ୍ଷେ ଆରକ୍ଷୀ ଅଧିକ୍ଷକ ଶ୍ରୀ ମଡ଼କର ପତ୍ନୀ ଓ କୁନିଝିଅଙ୍କ ସହିତ ସଦଭାବନା ପୂଜା ମଣ୍ଡପରେ ପହଞ୍ଚିବା ପରେ […]
କେନ୍ଦ୍ରାପଡ଼ା, ୨୯ା୧୦ : ଚଳିତବର୍ଷ ଶ୍ରୀ ଗଙ୍ଗାଭଗିରଥ ପୂଜା କମିଟି ତା’ର ୮୨ବର୍ଷ ପୂର୍ତ୍ତି ଉତ୍ସବ ପାଳନ କରୁଅଛି । ଏବର୍ଷ ପୂଜା କମିଟି ଚାନ୍ଦି ମେଢ ଓ ସିଂହାସନ ନିର୍ମାଣରେ ଦୁଇ କ୍ୱିଣ୍ଟାଲ ୨୦ କି.ଗ୍ରା ଚାନ୍ଦି ରୂପା ବ୍ୟବହାର କରିଛି । ମା’ଙ୍କ ମୁକୁଟ ନିର୍ମାଣରେ ମଧ୍ୟ ୭ଶହ ଗ୍ରାମ ସୁନା ବ୍ୟବହାର କରାଯାଇଛି । ଚଳିତବର୍ଷ ବିଶେଷ ଆକର୍ଷଣ ହେଉଛି ସୁନା ମୁକୁଟ ଓ ଚାନ୍ଦି […]
କେନ୍ଦ୍ରାପଡ଼ା, ୨୯ା୧୦ : କେନ୍ଦ୍ରାପଡା ସହରସ୍ଥିତ ଶ୍ରୀ ଶ୍ରୀ ସିଦ୍ଧ ବାଲାବାବା ମନ୍ଦିର ପ୍ରାଙ୍ଗଣରେ ଜିଲ୍ଲା କ୍ଷେତ୍ରୀୟ ଖଣ୍ଡାୟତ ମହାସଙ୍ଘର ସାଂଗଠନିକ ସମାବେଶ ଓ ଉପଦେଷ୍ଟାମଣ୍ଡଳୀ ଗଠନ ପାଇଁ ଏକ ସମାବେଶର ଆୟୋଜନ କରାଯାଇଥିଲା । ଏହି ସମାବେଶରେ ଜିଲ୍ଲା ସଂଗଠନର ସଭାପତି ଶରତ କୁମାର ବେହୁରା ସଭାପତିତ୍ୱ କରିଥିଲେ । ଏଥିରେ ମୁଖ୍ୟ ଅତିଥି ଭାବରେ ରାଜ୍ୟ ସଂଗଠନର ସଭାପତି ଅଶୋକ କୁମାର ଲେଙ୍କା ଯୋଗଦେଇଥିଲେ । ଜିଲ୍ଲାର […]










