ବଢ଼େଇପଦା ଗ୍ରାମରେ ପାନୀୟଜଳ ସଂକଟ, ନଳକୂପ ଅବରୋଧ

କେନ୍ଦ୍ରାପଡା : ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବିଲିକଣା ପଂଚାୟତ ବଢ଼େଇପଦା ଗ୍ରାମର ନଳକୂପକୁ ଜନୈକ ବ୍ୟକ୍ତି ମାଟି ପକାଇ ଅବରୋଧ କରିଥିବାରୁ ନଳକୂପ ନିକଟକୁ ଗ୍ରାମବାସୀ ଯାଇନପାରି ପାନୀୟଜଳ ସଙ୍କଟର ସମ୍ମୁଖୀନ ହେଉଛନ୍ତି । ବାରମ୍ବାର ବିଭାଗୀୟ କତୃପକ୍ଷ ଓ ସ୍ଥାନୀୟ…

ଗୁମର ଖୋଲିଲା ଆରଟିଆଇ ତଥ୍ୟ , ଉଠାଦୋକାନୀଙ୍କୁ କୋଭିଡ ସହାୟତା ପ୍ରଦାନରେ ହେରେଫେର

କେନ୍ଦ୍ରାପଡା :କରୋନା ମହାମାରୀ ସମୟରେ ଲକ୍ଷ ଲକ୍ଷ ଜନସାଧାରଣ କୋଭିଡ୍ ପଞ୍ଝାରେ ପଡି ଜୀବନ ଓ ଜୀବିକା ହରାଇ ଆର୍ଥିକ ସଙ୍କଟର ସମ୍ମୁଖୀନ ହୋଇଥିଲେ । ସେଥିନେଇ ସରକାରଙ୍କ ପକ୍ଷରୁ ବହୁମୁଖୀ ଯୋଜନା ପ୍ରସ୍ତୁତ କରିଯାଇ ଜନ ସାଧାରଣଙ୍କୁ ସହଯୋଗର ହାତ…

 “ଶିଶୁ ପାଇଁ ଦିନଟିଏ”ର ତ୍ରୈମାସିକ ସମୀକ୍ଷା ବୈଠକ ଅନୁଷ୍ଠିତ

କେନ୍ଦ୍ରାପଡ଼ା : ଶିଶୁ ହସିଲେ ଦେଶ ହସିବ । ତେଣୁ ଶିଶୁମାନଙ୍କ ସୁରକ୍ଷା ଓ ବିକାଶ ପାଇଁ ଏକ ତ୍ରୈମାସିକ ସମୀକ୍ଷା ବୈଠକ ପ୍ରଦକ୍ଷଣ ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । “ଶିଶୁ ପାଇଁ ଦିନଟିଏ”ର ଏହି ସମୀକ୍ଷା ବୈଠକରେ…

କେନ୍ଦ୍ରାପଡାର ଗଣପର୍ବ ଗଜଲକ୍ଷ୍ମୀ ପୂଜା ପାଇଁ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା: ପୈାର ଟାଉନହଲ ପରିସରରେ କେନ୍ଦ୍ରାପଡାର ଗଣପର୍ବ ଗଜଲକ୍ଷ୍ମୀ ପୂଜା ନିମନ୍ତେ ତୃତୀୟ ପ୍ରସ୍ତୁତି ବୈଠକ ଆଜି ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି । ଉପଜିଲ୍ଲାପାଳ ରବୀନ୍ଦ୍ର କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ ନିଲୁ ମହାପାତ୍ର, ଅତିରିକ୍ତ ଆରକ୍ଷୀ…

୨୮ରେ ପୁନର୍ବାସ ମେଧାଛାତ୍ର ବୃତ୍ତି ପ୍ରଦାନ କାର୍ଯ୍ୟକ୍ରମ

କେନ୍ଦ୍ରାପଡ଼ା ୨୬ ।୧୦: ଆର୍ଥିକ ଅନଗ୍ରସର ଭିନ୍ନକ୍ଷମ ମେଧାବୀ ଛାତ୍ରଛାତ୍ରୀଙ୍କୁ ଉଚ୍ଚ ଶିକ୍ଷା ନିମନ୍ତେ ପ୍ରୋତ୍ସାହିତ କରିବା ପାଇଁ ପୁନର୍ବାସ ସ୍ୱେଚ୍ଛାସେବୀ ଅନୁଷ୍ଠାନ ତରଫରୁ ବାର୍ଷିକ ମେଧାବୃତ୍ତି ପ୍ରଦାନ କରାଯାଉଅଛି । ଚଳିତ ବର୍ଷ କେନ୍ଦ୍ରାପଡା ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ…

ଜୀବନରେ ଭଲ ହେବା ଓ ସଫଳ ହେବାର ସଂକଳ୍ପ ନେବା -ପରମହଂସ ପ୍ରଜ୍ଞାନାନନ୍ଦ

  ନୈତିକ ଶିକ୍ଷା ଶିବିର ‘ସଂକଳ୍ପ’ ଉଦ୍‌ଯାପିତ କେନ୍ଦ୍ରାପଡ଼ା : “ଯେକୌଣସି କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ଭଲ ଭାବରେ ଚିନ୍ତା କରି, ମନକୁ ସ୍ଥିର ଓ ଦୃଢ କରି ଭଗବାନଙ୍କୁ ପ୍ରାର୍ଥନା ପୂର୍ବକ କାର୍ଯ୍ୟ କରିବା ହେଉଛି ‘ସଂକଳ୍ପ’” ।…

ଗୋପରେ ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟନ କଲେ ବିଧାୟକ

କେନ୍ଦ୍ରାପଡା ପୌରାଞ୍ଚଳ ଅନ୍ତର୍ଗତ ୫ନଂ ୱାର୍ଡ ଗୋପରେ କେନ୍ଦ୍ରାପଡା ବିଧାୟକ ଶଶୀ ଭୂଷଣ ବେହେରା ଦୁଇଟି ପ୍ରକଳ୍ପକୁ ଉଦ୍‌ଘାଟନ କରିଥିବା ବେଳେ ଗୋଟିଏ ପ୍ରକଳ୍ପର ଶିଳାନ୍ୟାସ କରିଥିଲେ । ଗୋପ ପ୍ରଥମିକ ବିଦ୍ୟାଳୟ ପରିସରରେ ୭ଲକ୍ଷ ଟଙ୍କା ବିନିଯୋଗରେ ଅଙ୍ଗନୱାଡି କେନ୍ଦ୍ର,…

ଇନ୍ଦୁପୁର ଦୁର୍ଗା ଭସାଣୀ ଉତ୍ସବ , ମେଲଣ ପଡିଆକୁ ସଫେଇକଲେ ବିଧାୟକ

କେନ୍ଦ୍ରାପଡା ଜିଲ୍ଲାର ଅନ୍ୟ ଏକ ପ୍ରସିଦ୍ଧ ଇନ୍ଦୁପୁର ଦୁର୍ଗାପୂଜା ମେଲଣ ଓ ଭାସାଣୀ ଉତ୍ସବ ଆଜି ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ମେଲଣ ଓ ଭସାଣୀ ଉତ୍ସବରେ ଇନ୍ଦୁପୁର ଓ ଧୂମାତ ଗ୍ରାମପଞ୍ଚାୟତର ୧୪ଟି ମେଢ ଅଂଶ ଗ୍ରହଣ କରିଥିଲେ…

କୁମାର ପୂର୍ଣ୍ଣିମା ରାହୁ ସ୍ତ୍ରସ୍ତ ଖଣ୍ଡଗ୍ରାସ ଚନ୍ଦ୍ର ଗହଣରେ ଶ୍ରୀବଳଦେବଜୀଉଙ୍କ ନୀତି ନିର୍ଘଣ୍ଟ

କେନ୍ଦ୍ରାପଡ଼ା, ୨୫ା୧୦ : ଆସନ୍ତା ୨୮ ତାରିଖ ଶନିବାର ଆଶ୍ୱିନ ଶୁକ୍ଳ ପୂର୍ଣ୍ଣିମାରେ ରାହୁଗ୍ରସ୍ତ ଖଣ୍ଡଗ୍ରାସ ଚନ୍ଦ୍ରଗ୍ରହଣ ଲାଗୁଥିବାରୁ ତୁଳସୀ କ୍ଷେତ୍ରାଧିପତି ଶ୍ରୀବଳଦେବଜୀଉଙ୍କ ନୀତିକାନ୍ତି ନିମନ୍ତେ କୋହେନୁର୍ ପ୍ରେସ୍ ପଞ୍ଜିକା ପାଳନ ଏବଂ ପାଳିଆ ନିଯୋଗୀ, ମନ୍ଦିର ପୁରୋହିତ, ଗୋସେଇଁ ଓ…

ଶିବାନନ୍ଦ ଆଶ୍ରମରେ ଶାରଦୀୟ ନବରାତ୍ର ଅବସରରେ ନବଦୂର୍ଗା ପୂଜା

କେନ୍ଦ୍ରାପଡ଼ା,୨୫ା୧୦: ଗରାପୁରସ୍ଥିତ ଦିବ୍ୟ ଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମ ପରିସରରେ ଶାରଦୀୟ ନବରାତ୍ର ଅବସରରେ ନବଦୂର୍ଗା ପୂଜା (କୁମାରୀ ପୂଜନ) ଉତ୍ସବ ଦଶହରା ଅବସରରେ ଅନୁଷ୍ଠିତ ହୋଇଯାଇଛି । ବିଶ୍ୱଶାନ୍ତି ଏବଂ ବିଶ୍ୱର କଲ୍ୟାଣ କାମନା କରି ଶ୍ରୀମା’ ସ୍ୱାମୀ ଦିବ୍ୟ…

ବିଜେଡି ସଂଖ୍ୟାଲଘୁ ସେଲ ପକ୍ଷରୁ ସଂଖ୍ୟାଲଘୁ ଅନୁଷ୍ଠାନର ଉନ୍ନତିକରଣ ପାଇଁ ବୈଠକ

କେନ୍ଦ୍ରାପଡ଼ା, ୨୫ା୧୦ : କେନ୍ଦ୍ରାପଡା ବିଜେଡି ସଂଖ୍ୟାଲଘୁ ସେଲ ଆନୁକୂଲ୍ୟରେ ଜିଲ୍ଲାର ସଂଖ୍ୟାଲଘୁ ଅନୁଷ୍ଠାନ ଗୁଡିକର ଉନ୍ନତିକରଣ ନିମନ୍ତେ ସ୍ଥାନୀୟ ଉର୍ଦ୍ଧୁ ପାଠାଗାର ପରିସରରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ବିଜେଡି ସଂଖ୍ୟାଲଘୁ ସେଲର ସଭାପତି ମହମ୍ମଦ୍ ସେକ…

ପଟ୍ଟାମୁଣ୍ଡାଇରେ ମା’ଜଗତଜନନୀ ଦୁର୍ଗାଙ୍କ ଭସାଣି ଯାତ୍ରା ଆରମ୍ଭ , ବାଲିପଡା କାଠପାଇ ଅସ୍ଥାୟୀ ପୋଖରୀରେ ହେଉଛି ବିସର୍ଜ୍ଜନ

ମା’ଜଗତଜନନୀ ଦୁର୍ଗାଙ୍କ ଭସାଣି ଯାତ୍ରା ପଟ୍ଟମୁଣ୍ଡାଇରେ ବୁଧବାର ପୂର୍ବାହ୍ନରୁ ଆରମ୍ଭ ହୋଇଯାଇଛି । ଆଜି ଧରାପୃଷ୍ଠରୁ ମେଲାଣି ନେଉଛନ୍ତି ମା ଦୁର୍ଗା । ପଟ୍ଟାମୁଣ୍ଡାଇ ସହର ଏବେ ପାରମ୍ପରିକ ବାଦ୍ୟର ଧ୍ୱନିରେ କମ୍ପୁଛି । ବିଭିନ୍ନ ମଣ୍ଡପରୁ ମା’ଦୁର୍ଗାଙ୍କ ଭସାଣି ଯାତ୍ରା…

ମୋବାଇଲ ଘୁଁ ଘୁଁ କମ୍ପନ ସହ ଥରି  ଆସୁଛି ଏମରଜେନ୍ସି ଆଲର୍ଟ

ବୁଧବାର ମଧ୍ୟାହ୍ନ ପର୍ଯ୍ୟନ୍ତ ମୋବାଇଲ  ଘୁଁ ଘୁଁ କମ୍ପନ ସହ ଥରି  ଆସୁଛି ଏମରଜେନ୍ସି ଆଲର୍ଟ। ଅଚାନକ ବାଜିଉଠୁଛି ମୋବାଇଲ ସ୍କ୍ରିନରେ ଆସୁଛି ହାଇଆଲର୍ଟ ମେସେଜ ଉଭୟ ଓଡ଼ିଆ ଓ ଇଂରାଜି ଭାଷାରେ । ହଠାତ ଏପରି ଆଲର୍ଟ ମେସେଜ ଦେଖି…

ପଟ୍ଟାମୁଣ୍ଡାଇରେ ଦେଖିବାକୁ ମିଳେ ନିଜସ୍ୱ ସ୍ୱତନ୍ତ୍ର ପୂଜା ପଦ୍ଧତି ଏବଂ ପରମ୍ପରା।

କେନ୍ଦ୍ରାପଡାର ପଟ୍ଟାମୁଣ୍ଡାଇର ନିଳକଣ୍ଠପୁରରେ ନବମୀ ଦୃର୍ଗାପୂଜାରେ ଭକ୍ତମାନେ ମାଙ୍କୁ ଏକ ନିଆରା ଶୈଳୀରେ ଝୁଣା ଅର୍ପଣ କରିଥିବା ଦେଖିବାକୁ ମିଳିଥିଲା । ନବମୀରେ ଦିନସାରା ନିର୍ଜଳ ଉପବାସ କରିଥିବା ଭକ୍ତ ବ୍ରାହ୍ମଣଙ୍କ ଠାରୁ ମନ୍ତ୍ରଗ୍ରହଣ କରି ନିଜକୁ ସର୍ମପିତ କରନ୍ତି ମା…

ବିଜୟା ଦଶମୀ , ଅପରାଜିତା ଲଟାରେ ପୂଜା ପାଇଲେ ମା’ ଦଶଭୁଜା

ଆଜି ପବିତ୍ର ବିଜୟା ଦଶମୀ । ପବିତ୍ର ଶାରଦୀୟ ଦୁର୍ଗାପୂଜାର ଶେଷ ଦିନ । ବିଜୟା ଦଶମୀ ଦଶହରା ପର୍ବ ଅସତ୍ୟ ଉପରେ ସତ୍ୟର ବିଜୟକୁ ପ୍ରତୀକାତ୍ମକ ଭାବେ ଦର୍ଶାଇଥାଏ । ଏଦିନ ମା’ ଦୁର୍ଗା ଅତ୍ୟାଚାରୀ ମହିଷାସୁରକୁ ନିଧନ କରି…

ବାତ୍ୟା ‘ହାମୁନ’ ପ୍ରଭାବରେ କେନ୍ଦ୍ରପଡା ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା

ଶାରଦୀୟ ପୂଜା ସମୟରେ ବଙ୍ଗୋପସାଗରରେ ସୃଷ୍ଟି ବାତ୍ୟା ‘ହାମୁନ’ ପ୍ରଭାବରେ କେନ୍ଦ୍ରପଡା ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେଉଛି। ପଶ୍ଚିମକେନ୍ଦ୍ର ବଙ୍ଗୋପସାଗରରେ ସୃଷ୍ଟି ଏହି ବାତ୍ୟା ହୋଇଥିବା ବେଳେ ଆଗାମୀ ୧୨ ଘଣ୍ଟାରେ ଏହା ଆହୁରି ଘନୀଭୂତ ହେବା ଆଶଙ୍କା ରହିଥିବା ପାଣିପାଗ…

ସ୍ୱେଚ୍ଛାକୃତ ଅବସର ଗ୍ରହଣ କଲେ ବରିଷ୍ଠ ଆଇଏଏସ୍ ଅଧିକାରୀ ୫ଟି ସଚିବ ଭି.କେ ପାଣ୍ଡିଆନ୍

ଭୁବନେଶ୍ବର ସ୍ୱେଚ୍ଛାକୃତ ଅବସର ଗ୍ରହଣ କଲେ ବରିଷ୍ଠ ଆଇଏଏସ୍ ଅଧିକାରୀ ୫ଟି ସଚିବ ଭି.କେ ପାଣ୍ଡିଆନ୍ । ସ୍ୱେଚ୍ଛାକୃତ ଅବସର ପାଇଁ ରାଜ୍ୟ ସରକାର ପଠାଇଥିବା ଆବେଦନକୁ କେନ୍ଦ୍ର କାର୍ମିକ ମନ୍ତ୍ରାଳୟ ମଂଜୁର କରିଛନ୍ତି । ରାଜ୍ୟ ସରକାର ଅକ୍ଟୋବର ୨୦…

ନ୍ୟୁଜିଲାଣ୍ଡକୁ ପରାସ୍ତ କରି ପଏଣ୍ଟ ଟେବୁଲ୍‌ ଶୀର୍ଷରେ ଟିମ୍‌ ଇଣ୍ଡିଆ

ଧର୍ମଶାଳା ୨୨/୧୦: ଚଳିତ ବିଶ୍ୱକପ୍‌ରେ ଦୁଇ ଅପରାଜେୟ ଦଳ ଥିବା ଭାରତ- ନ୍ୟୁଜିଲ୍ୟାଣ୍ଡ ମୁକାବିଲାରେ ଭାରତର ଜିତାପଟ ହୋଇଛି । ଏପର୍ଯ୍ୟନ୍ତ ଅପରାଜେୟ ରହିଥିବା ନ୍ୟୁଜିଲ୍ୟାଣ୍ଡକୁ ରବିବାର ଖେଳାଯାଇଥିବା ମୁକାବିଲାରେ ପରାଜିତ କରି ଟିମ୍‌ଇଣ୍ଡିଆ ଚଳିତ ବିଶ୍ୱକପ୍‌ରେ ବିଜୟ ଧାରା ଜାରି…

ପାନୀୟ ଜଳର ଅପବ୍ୟବହାର: ପଞ୍ଚାୟତବାସୀ ପାଣି ପାଉନଥିବା ଅଭିଯୋଗ

କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କଂସାର ଗ୍ରାମପଞ୍ଚାୟତର ସାହସପୁର ଗ୍ରାମର କୁମ୍ଭାର ସାହି ଗଡାରେ ଜନୈକ ବ୍ୟବସାୟୀ ପଞ୍ଚାୟତ ପକ୍ଷରୁ ଯୋଗାଇ ଦିଆଯାଉଥିବା ପାନୀୟଜଳକୁ ଅପବ୍ୟବହାର କରୁଥିବା ଅଭିଯୋଗ ହୋଇଛି । ଅଭିଯୋଗରୁ ପ୍ରକାଶ ଯେ କଂସାର ପଞ୍ଚାୟତର ପାନୀୟ ଜଳ ପ୍ରକଳ୍ପରୁ…

କେନାଲ ପାଣିରେ ବୁଡି ଜଣେ ମୃତ

କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଗ୍ରାମପଞ୍ଚାୟତର ନାନକାର ଗ୍ରାମର ପ୍ରାଣକୃଷ୍ଣ ବିଶ୍ୱାଳଙ୍କ ପୁତ୍ର ରଘୁନାଥ ବିଶ୍ୱାଳ(୫୮) ରବିବାର ସକାଳେ ସ୍ଥାନୀୟ ଗୋବରୀ କେନାଲର ହୁଡାଘାଟକୁ ଶୈାଚହେବା ପାଇଁ ଯାଇଥିବା ବେଳେ ତାଙ୍କୁ ହଠାତ ବାତ ମାରିବାରୁ ସେ କେନାଲ ପାଣିରେ…

ପୂଜାମଣ୍ଡପରେ ମହାମାୟାଙ୍କ ମହାସପ୍ତମୀ,ପୀଠରେ ମହାଷ୍ଟମୀ ପୂଜା

ଦଶହରାକୁ ନେଇ ପଟ୍ଟାମୁଣ୍ଡାଇ ଅଂଚଳ ଚଳଚଂଚଳ । ସବୁ ପୂଜାମଣ୍ଡପରେ ମହାମାୟାଙ୍କ ମହାସପ୍ତମୀ ପୂଜା ଚାଲିଛି । ଚଳିତ ବର୍ଷଧୁମଧାମରେ ମା’ଙ୍କ ପାଳନ କରାଯାଉଛି । ଘରେ ଘରେ ମା’ଙ୍କ ପୂଜା ପାଇଁ ସମସ୍ତେ ନୂଆ ବସ୍ତ୍ର ପରିଧାନ କରୁଛନ୍ତି ।…

ସାତ ଭାୟାବାସୀଙ୍କ ଜୀବନ ପାଇଁ ୫ ଦଶନ୍ଧୀର ସଂଘର୍ଷ ଶେଷ ହେଲା ସିନା ଜୀବିକାକୁ ନେଇ ଚିନ୍ତାବଢୁଛି

କେନ୍ଦ୍ରାପଡ଼ା ଜିଲାର ସମୁଦ୍ର ତଟରେ ଜୀବନର ସୁରକ୍ଷା ପାଇଁ ଦୀର୍ଘ ୫ ଦଶନ୍ଧୀ ଧରି ସଂଘର୍ଷ କରୁଥିବା ମାଟିର ମଣିଷ ସାତଭାୟାବାସୀଙ୍କ ସେହି ସଂଘର୍ଷର ବିଳମ୍ବରେ ହେଲେ ବି ଅନ୍ତଘଟିଛି । ଜିଲ୍ଲା ପ୍ରଶାସନ ପ୍ରଥମେ ୫୭୧ଟି ପରିବାର ଓ ପରେ…

ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ କେନ୍ଦ୍ରାପଡାରୁ ୨୫ଜଣ ବୃଦ୍ଧାଙ୍କ ଶ୍ରୀକ୍ଷେତ୍ର ଯାତ୍ରା

କେନ୍ଦ୍ରାପଡା ପୈାରାଞ୍ଚଳ ଅନ୍ତର୍ଗତ ଜଇପୁରା ଗ୍ରାମରୁ ୨୫ଜଣ ବୃଦ୍ଧା ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ ଶ୍ରୀକ୍ଷେତ୍ର ଯାତ୍ରା କରିଛନ୍ତି । ସମାଜସେବୀ ଲୋକନାଥ ଦାସ ଏହି ବୃଦ୍ଧାମାନଙ୍କୁ ନିଜ ଖର୍ଚ୍ଚରେ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ କରାଇବାକୁ ନେଇଛନ୍ତି । ଏସମ୍ପର୍କରେ ଶ୍ରୀଜୀଉଙ୍କ ଦଶନାର୍ଥୀ…

କେନ୍ଦ୍ରାପଡାରେ ୬୪ତମ ପୋଲିସ ସହିଦ ଦିବସ ପାଳିତ

କେନ୍ଦ୍ରାପଡାର ଜଝାଙ୍ଗସ୍ଥିତ ଜିଲ୍ଲା ପୋଲିସ ରିଜର୍ଭ ପଡିଆରେ ଶନିବାର ୬୪ତମ ପୋଲିସ ସହିଦ ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଆରକ୍ଷୀ ଅଧିକ୍ଷକ ସମ୍ବିତ ସମ୍ପଦ ମଡ଼କର ସହିଦମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରି କହିଥିଲେ ଯେ ୧୯୫୯ମସିହା ଅକ୍ଟୋବର…