କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ପଟ୍ଟାମୁଣ୍ଡାଇ ପୌର ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ରାଜସ୍ୱ କର୍ମଶାଳା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଏହି କର୍ମଶାଳାରେ କେନ୍ଦ୍ରାପଡ଼ା ଜିଲ୍ଲାପାଳ ଅମ୍ରିତ ଋତୁରାଜ ମୁଖ୍ୟଅତିଥି ଭାବେ ଯୋଗ ଦେଇ ରାଜ୍ୟ ସରକାର ଜନସାଧାରଣଙ୍କୁ ଉତମ ଓ ତ୍ୱରିତ ରାଜସ୍ୱସେବା ଯୋଗାଇବା ଉପରେ ଗୁରୁତ୍ୱଆରୋପ କରୁଥିବାରୁ ସେ ଦିଗରେ ଯତ୍ନବାନ ହେବାକୁ ରାଜସ୍ୱ ବିଭାଗ ଅଧିକାରୀମାନଙ୍କୁ ପରାମର୍ଶ ଦେବା ସହିତ ଆସନ୍ତା ଏକ ମାସ […]

କେନ୍ଦ୍ରାପଡାର ସୁପ୍ରସିଦ୍ଧ ଗଣପର୍ବ ଗଜଲକ୍ଷ୍ମୀ ପୂଜା ଅବସରରେ କେନ୍ଦ୍ରାପଡା ଜିଲ୍ଲାର ବରପୁତ୍ର ଚିର ସବୁଜ ଅକ୍ଷୟ ମହାନ୍ତି ସଙ୍ଗୀତ ସନ୍ଧ୍ୟାରେ ବନ୍ଧୁ ମିଳନ ଏକ ନିଆରା କାର୍ଯ୍ୟକ୍ରମ ଥିଲା । ଗତକାଲି ସନ୍ଧ୍ୟାରେ ଯୁବ ସମାଜସେବୀ ଶୁଭଙ୍କର ନାୟକଙ୍କ ଦ୍ୱାରା ଆୟୋଜିତ ଗରାପୁରସ୍ଥିତ ସ୍ୱୟଂ ସିଦ୍ଧା କଣ୍ଟିନେଣ୍ଟାଲ ପରିସରରେ ମହାସମାରୋହରେ ଅନୁଷ୍ଠିତ ହୋଇଥିଲା । ଜିଲ୍ଲାର ଅଗ୍ରଣୀ ସାଂସ୍କୃତିକ ପ୍ରତିଷ୍ଠାନ ଭାବଗ୍ରାହୀ କଳା ନିକେତନ ଏବଂ ରେଡିଓ ଭାବଗ୍ରାହୀ ଆନୁକୂଲ୍ୟରେ […]

କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ସମ୍ମିଳନୀ କକ୍ଷରେ ଗ୍ରାମପଂଚାୟତ ବିକାଶ ସମ୍ପର୍କିତ ଦୁଇ ଦିନିଆ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଗ୍ରାମ ପଂଚାୟତ ଅଧିକାରୀ ପ୍ରଭାତ କୁମାର ମଲ୍ଲିକଙ୍କ ପୌରହିତ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ପଟ୍ଟାମୁଣ୍ଡାଇ ବ୍ଲକ ଅଧକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ ମୁଖ୍ୟଅତିଥି ଭାବେ ଯୋଗ ବିଭିନ୍ନ ସରକାରୀ ଯୋଜନାକୁ ସ୍ୱଚ୍ଛତାର ସହିତ ସଫଳ ରୂପାୟନ କରି ସରକାରଙ୍କ ଲକ୍ଷ୍ୟ ଓ ଆଭିମୁଖ୍ୟକୁ ପୂରଣ କରିବା ସଙ୍ଗେ ସଙ୍ଗେ ଜନସାଧାରଣଙ୍କ […]

କେନ୍ଦ୍ରାପଡ଼ା, ୩୧ା୧୦ : ଜନୈକ ଦୁର୍ଘଟଣା ଗ୍ରସ୍ତ ବ୍ୟକ୍ତିଙ୍କୁ ତତକ୍ଷଣାତ ନିଜ ଗାଡିରେ ନେଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚାଇ ମାନବିକତାର ପରିଚୟ ଦେଇଛନ୍ତି ଡିଏସପି ଜ୍ୟୋତିରଞ୍ଜନ ସାମନ୍ତରାୟ । ତୁରନ୍ତ ଚିକିତ୍ସା ପାଇବା ଯୋଗୁଁ ସଂପୃକ୍ତ ବ୍ୟକ୍ତିଙ୍କ ମୂଲ୍ୟବାନ ଜୀବନ ରକ୍ଷା ହୋଇପାରିଛି । କେବଳ ସେତିକି ନୁହେଁ ସଂପୃକ୍ତ ବ୍ୟକ୍ତିଙ୍କୁ ତୁରନ୍ତ ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ଡିଏସପି ଶ୍ରୀ ସାମନ୍ତରାୟ ଦାୟୀତ୍ୱରେ ଥିବା ଡାକ୍ତରଙ୍କୁ ଅନୁରୋଧ […]

କେନ୍ଦ୍ରାପଡ଼ା, ୩୧ା୧୦ : ସାରା ଭାରତର କୋଣ ଓ ଅନୁକୋଣରେ ଲୌହମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜନ୍ମଜୟନ୍ତୀ ଉତ୍ସବକୁ ‘ରାଷ୍ଟ୍ରୀୟ ଏକତା ଦିବସ” ରୂପେ ପାଳନ କରାଯାଉଛି । ଏହି ଉପଲକ୍ଷେ କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହରେ ଅନୁଷ୍ଟିତ ଜିଲ୍ଲାସ୍ତରୀୟ ଶପଥ ପାଠରେ ଡେପୁଟି କଲେକ୍ଟର ଶିବାଶିଷ ପରିଡା ଅଧ୍ୟକ୍ଷତା କରିଥିଲେ ଓ ସ୍ୱାଧୀନ ଭାରତର ଏକତା ଓ ଅଖଣ୍ଡତା ନିମନ୍ତେ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ତ୍ୟାଗ ଓ […]

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ କୋର୍ଟ ତାଲୁକ ଆଇନ ସେବା ସମିତି ପକ୍ଷରୁ ତହସିଲ କାର୍ଯ୍ୟାଳୟରେ ଯୌନ ଉତ୍ପୀଡ଼ନର ପ୍ରତିରୋଧ ଆଇନ (poSH act) ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସିନିୟର ସିଭିଲ ଜଜ୍ ତଥା ତାଲୁକ ଆଇନ ସେବା ସମିତିର ଅଧ୍ୟକ୍ଷା ସୁଶ୍ରୀ ସଂଗିତା ମଲ୍ଲିକ ଯୋଗଦେଇ କର୍ମକ୍ଷେତ୍ରରେ ମହିଳାମାନଙ୍କ ଉପରେ ହେଉଥିବା ଯୌନ ନିର୍ଯ୍ୟାତନା ଓ ଆଇନର […]