ରାଜ୍ୟ ସ୍ତରୀୟ ପଲ୍ଲିଶ୍ରୀ ମେଳା ପାଇଁ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା, ରାଜ୍ୟସ୍ତରୀୟ ପଲ୍ଲିଶ୍ରୀ ମେଳା ପାଇଁ ଏକ ପ୍ରସ୍ତୁତି ବୈଠକ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ରାଜେନ୍ଦ୍ର କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ଡିସେମ୍ବର ୧୨ରୁ…

ପଟ୍ଟାମୁଣ୍ଡାଇ ନଗର ଓ ବ୍ଲକ କଂଗ୍ରେସ ପକ୍ଷରୁ ସଂକୀର୍ତନ ସତ୍ୟାଗ୍ରହ

ପଟ୍ଟାମୁଣ୍ଡାଇ ୯/୧୧ -ଶ୍ରୀମନ୍ଦିରର ଚାରି ଦ୍ୱାର ଅବିଳମ୍ବେ ଖୋଲାଯିବା, ରତ୍ନଭଣ୍ଡାର ଖୋଲାଯାଇ ମହାପ୍ରଭୁଙ୍କ ଅଳଙ୍କାର ଗଣତି ଓ ମଣତି ସହ ଭଣ୍ଡାର ଘର ମରାମତି ଦାବିରେ ପ୍ରଦେଶ କଂଗ୍ରେସ କମିଟିର ନିଷ୍ପତି ଓ ସଭାପତି ଶରତ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ଆଜି…

ରାଜନଗର ନିର୍ବାଚନ ମଣ୍ଡଳୀ ବିଜେଡି ପକ୍ଷରୁ ପ୍ରଶିକ୍ଷଣ ଶିବିର , ୧୫ ଶହରୁ ଉର୍ଦ୍ଧ୍ୱ କର୍ମକର୍ତା ତାଲିମ ନେଲେ

କେନ୍ଦ୍ରାପଡା ଜିଲ୍ଲାର ରାଜନଗର ନିର୍ବାଚନ ମଣ୍ଡଳି ପଟ୍ଟାମୁଣ୍ଡାଇ ବ୍ଲକ ସଂସାରଫଳ ଠାରେ ଗୁରୁବାର ବିଜେଡିର ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ତିନି ଦିନ ବ୍ୟାପି ଆୟୋଜିତ ତାଲିମ ଶିବିର  ଆଜି ଦ୍ୱୀତିୟ ଦିବସ ।ପ୍ରଥମ ଦିବସର ପ୍ରଥମ ଅଧିବେଶନରେ ରାଜନଗର…