ପାଣିସାଉଁଳିଆ ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ,୩ ବଖରା ଘର ପୋଡି ନଷ୍ଟ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ସିଂହଗା ପଞ୍ଚାୟତ ପାଣି ସାଉଁଳିଆ ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ ଘଟି ସୁରେନ୍ଦ୍ର ମଳିକଙ୍କ ୩ ବଖରା ଘର ପୋଡି ନଷ୍ଟ ହୋଇଯାଇଛି। ମଙ୍ଗଳବାର ରାତି ପ୍ରାୟ ସାଢେ ୮ଟା ବେଳେ ଘରେ ନିଆଁ ଲାଗି ଯାଇଥିଲା।…

ନେତାଜୀ ମଡେଲ ସ୍କୁଲରେ ବିଜ୍ଞାନ ଓ ଶିଶୁମେଲା

କେନ୍ଦ୍ରାପଡା ସହରର ମାଧପୁର ସ୍ଥିତ ନେତାଜୀ ମଡେଲ ସ୍କୁଲରେ ଶିଶୁମେଳା ଓ ବିଜ୍ଞାନମେଳା ଅନୁଷ୍ଠିତ ହୋଇଯାଇଛି । ସ୍କୁଲର ଅଧ୍ୟକ୍ଷ ଅଜୟ କୁମାର ପୃଷ୍ଠିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ଅବସରପ୍ରାପ୍ତ ଜିଲ୍ଲା ବିଜ୍ଞାନ ପରିଦର୍ଶକ ପିତବାସ ପଣ୍ଡା ମୁଖ୍ୟ ଅତିଥି…

ମଦ୍ରାସା ଆରବିଆ ତାଲିମୁଲ ଇସଲାମରେ ଜାତୀୟ ଶିକ୍ଷା ଦିବସ ପାଳିତ

କେନ୍ଦ୍ରାପଡା ସହରର ବଡହାଟସ୍ଥିତ ମଦ୍ରାସା ତାଲିମୁଲ ଆରବିଆ ଇସଲାମରେ ଜାତୀୟ ଶିକ୍ଷା ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ମଦ୍ରାସାର ସଭାପତି ମୀର ହସିମୁଲ୍ଲାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦର ପ୍ରୋଗ୍ରାମ ମ୍ୟାନେଜର (ସ୍କିଲ…

ରାସ୍ତା ଜବରଦଖଲ ଉଛେଦ ପାଇଁ ଉପଜିଲ୍ଲାପାଳଙ୍କୁ ଦାବିପତ୍ର

କେନ୍ଦ୍ରାପଡା ଜିଲ୍ଲାର ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଳପୁଅ ଗ୍ରାମପଞ୍ଚାୟତର ତିନୋଟି ରାସ୍ତା ଜବରଦଖଲ ହେତୁ ଅନେକ ଅସୁବିଧା ସୃଷ୍ଟି ହେଉଥିବାରୁ ପଞ୍ଚାୟତବାସୀ ଏସମ୍ପର୍କରେ ଉପଜିଲ୍ଲାପାଳ ରବୀନ୍ଦ୍ର କୁମାର ପ୍ରଧାନଙ୍କୁ ସାକ୍ଷାତ କରି ସମସ୍ୟାର ତୁରନ୍ତ ସମାଧାନ ପାଇଁ ଏକ ଦାବିପତ୍ର ପ୍ରଦାନ…

ଭରତପୁର ଦକ୍ଷୀଣକାଳୀ ମନ୍ଦିରରେ କାଳୀ ପୂଜା

କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଶକ୍ତିପୀଠ ଭରତପୁର ମା’ଦକ୍ଷୀଣକାଳୀ ମନ୍ଦିରରେ କାଳୀ ପୂଜା ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ମା’ଦକ୍ଷୀଣକାଳୀଙ୍କର ଷୋଡଶ ଉପଚାରରେ ପୂଜା କରାଯିବା ସହ ଅଭିଷେକ, ଚଣ୍ଡିପାଠ, ହୋମଯଜ୍ଞ ଓ ଭଜନ ସମାରୋହ ପ୍ରଭୃତି ଅନୁଷ୍ଠିତ…

ପଟ୍ଟାମୁଣ୍ଡାଇ ବ୍ଲକ ଘେରାଉ ପାଇଁ ଭାଜପାର ପ୍ରସ୍ତୁତି ବୈଠକ

ଦୁର୍ନୀତି ଓ ପିସି କାରବାର ବନ୍ଦ ପାଇଁ ରାଜ୍ୟ ଭାଜପା ପକ୍ଷରୁ ଓଡିଶାର ୩୧୪ ବ୍ଲକ ଘେରାଉ ପାଇଁ ନିଷ୍ପତି ନିଆଯାଇଛି । ରାଜ୍ୟ ଭାଜପା ଆହ୍ୱାନରେ ପଟ୍ଟାମୁଣ୍ଡାଇ ବ୍ଲକ ଘେରାଉ ପାଇଁ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର ପଟ୍ଟାମୁଣ୍ଡାଇ ଭଜପା…

ବିଦେଶରେ ଫସିଛନ୍ତି ୨୧ ଜଣ ଶ୍ରମିକ,ଭିଡିଓ ଜାରି କରି କହିଲେ ନିର୍ଯାତନାର କାହାଣୀ

ରୋଜଗାର କରି  ନିଜ ପରିବାରର ପ୍ରତିପୋଷଣ କରିବା ଆଶାରେ ବିଦେଶ ଯାଇ କାମ କରୁଥିବା ଓଡିଆ ଯୁବକ ମାନେ ସେଠାରେ ନିର୍ଯ୍ୟାତିତ ହେବା ସହ ଶାରୀରିକ, ମାନସିକ ତଥା ଶୋଷଣର ଚରମ ଶିକାରରେ ଜୀବନ ବିତାଉଛନ୍ତି । ଯଦି ଏଥିପାଇଁ ମୁହଁ…