ସମର୍ଥ କୋଚିଂ ସେଟଂରରେ ଶିଶୁ ଦିବସ ପାଳିତ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ସମର୍ଥ କୋଚିଂ ସେଟଂର ପକ୍ଷରୁ ମଙ୍ଗଳବାର ଶିଶୁ ଦିବସ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । କୋଚିଂ ସେଟଂରର ପରିଚାଳକ ଶଶୀକାନ୍ତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟଅତିଥି ଭାବେ ଭଦ୍ରକ ସ୍ୱୟଂଶାସିତ ମହାବିଦ୍ୟାଳୟ ଅଧ୍ୟାପକ ନରେଶ…

ସଙ୍ଘବଦ୍ଧ ଆକ୍ରମଣରେ ହତ୍ୟା ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ

କେନ୍ଦ୍ରାପଡା ଜିଲ୍ଲା ଦୈାରାଜଜ୍ ବିଶ୍ୱିଜତ ମହାନ୍ତି ଏକ ସଙ୍ଘବଦ୍ଧ ଆକ୍ରମଣ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ପ୍ରଦାନ କରିବା ସହିତ ୫ହଜାର ଟଙ୍କା ଜୋରିମାନାରେ ଦଣ୍ଡିତ କରିଛନ୍ତି । ଘଟଣା ଅନୁଯାୟୀ କେନ୍ଦ୍ରାପଡା ଜିଲ୍ଲାର ରାଜକନିକା ଥାନା…

ରାଜଶ୍ରୀର ମନୋଜ୍ଞ ଆକାଶୀୟ ଆଲୋଚନା ଚକ୍ର, ଇପତ୍ରିକା “ରାଜଶ୍ରୀ’ ଅକ୍ଟୋବର ସଂଖ୍ୟା ଉନ୍ମୋଚନ ଏବଂ କବିତା ପାଠୋତ୍ସବ

କେନ୍ଦ୍ରାପଡା – ରାଜଶ୍ରୀ କଳା ଓ ସାହିତ୍ୟ ସଂସଦର ମାସିକ ବନ୍ଧୁ ମିଳନ ପର୍ବ ଗତ ସୋମବାର ଦିନ ଆବାସୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ବନ୍ଧୁ ମିଳନର ଏହି ମାହେନ୍ଦ୍ର ମୁହୂର୍ତ୍ତର୍ରେ ମାସିକ ରାଜଶ୍ରୀ “ଇ’ ପତ୍ରିକାର ଅକ୍ଟୋବର ସଂଖ୍ୟା…

ପିଆଜ ଦର ବୃଦ୍ଧିର ପ୍ରତିବାଦ ଜାରୀ ; ଇନ୍ଦୁପୁରରେ ୨୫ଟଙ୍କାରେ ବିକିଲା କଂଗ୍ରେସ

ରାଜ୍ୟରେ ପିଆଜ ବଜାରରେ ନିଆଁ ଲାଗିଛି। ରାଜ୍ୟର ୨୩ବର୍ଷର ଅପାରଗ ସରକାର ପ୍ରତିବର୍ଷ ଖାଉଟିଙ୍କୁ ଚଢ଼ା ଦରରେ ପିଆଜ ଓ ଆଳୁକୁ ବିକ୍ରି କରୁଛନ୍ତି। ପିଆଜରେ ସ୍ବାବଲମ୍ବୀ ହୋଇଥିବା ସରକାର କହୁଥିବା ବେଳେ ରାଜ୍ୟବାସୀ ୮୦ ଟଙ୍କାରେ ପିଆଜ କିଣିବାକୁ ବାଧ୍ୟ…