ଯୈାନ ଶୋଷଣ ନିରୋଧ ଆଇନ ସଚେତନତା ଶିବିର

କେନ୍ଦ୍ରାପଡ଼ା ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ନୂତନ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମ୍ମିଳନୀ କକ୍ଷରେ କର୍ମ କ୍ଷେତ୍ରରେ ମହିଳାମାନଙ୍କ ଉପରେ ହେଉଥିବା ଯୌନ ଶୋଷଣ ବିରୋଧରେ ଏକ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଆଇନ ସେବା ପ୍ରାଧିକରଣ…

ନବଜାତ ଶିଶୁ ଯତ୍ନ ସପ୍ତାହ ପାଳିତ

ଶିଶୁ ଜନ୍ମର ପ୍ରଥମ ୨୪ ଘଂଟା ଓ ପ୍ରଥମ ୨୮ ଦିନ ଅତ୍ୟନ୍ତ ସମ୍ବେଦନଶୀଳ । ତେଣୁ ନବଜାତ ଶିଶୁଙ୍କ ଯତ୍ନ ଦିଗରେ ସମସ୍ତେ ସଚେତନ ହେବା ଜରୁରୀ ବୋଲି ଶନିବାର କେନ୍ଦ୍ରାପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମ୍ମିଳନୀ କକ୍ଷରେ“ନବଜାତ ଶିଶୁ…

୭୦ତମ ସର୍ବ ଭାରତୀୟ ସମବାୟ ସପ୍ତାହ ପାଳନ , ଜିଲ୍ଲା ସ୍ତରୀୟ ମହୋତ୍ସବ

ସମବାୟ ବିଭାଗ ଓ କେନ୍ଦ୍ରାପଡା  ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଜିଲ୍ଲା ସଂସ୍କୃତି ଭବନ ପରିସରରେ ୭୦ତମ ସର୍ବ ଭାରତୀୟ ସମବାୟ ସପ୍ତାହ ପାଳନ ଅବସରରେ ଜିଲ୍ଲା ସ୍ତରୀୟ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ନିଲୁ ମହାପାତ୍ରଙ୍କ ଅଧ୍ୟକ୍ଷତାରେ…

ପୁନର୍ବାସ ପକ୍ଷରୁ ବୌଦ୍ଧିକ ଭିନ୍ନକ୍ଷମ ଶିଶୁଙ୍କ ବାକ୍ ଓ ଶ୍ରବଣ ପରୀକ୍ଷା ଶିବିର

ସାଧାରଣତଃ ବୌଦ୍ଧିକ ଭିନ୍ନକ୍ଷମ ଶିଶୁମାନେ ବାକ୍ ଓ ଶ୍ରବଣ ଶକ୍ତି ବାଧିତ ହୋଇଥିବାର ପରିଲଖିତ ହୁଏ । ଭିନ୍ନକ୍ଷମଙ୍କ ନିମନ୍ତେ କାର୍ଯ୍ୟରତ ସ୍ୱେଚ୍ଛାସେବୀ ଅନୁଷ୍ଠାନ ପୁନର୍ବାସ ଦ୍ୱାରା ଏହି ସ୍ୱତନ୍ତ୍ର ଶିଶୁମାନଙ୍କୁ ସାମାଜିକ ସୁରକ୍ଷା ବିଭାଗ ସହାୟତାରେ ନିଃସୁଳ୍କ ଫିଜିଓଥେରାପି ସହିତ…

ପୁତୁରା ଶବସତ୍କାର ବେଳେ ବଡବାପା ହୁଦଘାତରେ ମୃତ

ମଣିଷ ଜୀବନରେ  ମୃତ୍ୟୁ କେତେବେଳେ ଓ କେମିତି ଆସେ ତାହା କେହି କହିପାରିବେନି। ଏମିତି ଏକ ମୃତ୍ୟୁ ମଣିଷ  ଜୀବନରେ ଘଟିଛି ଯେ ପୁତୁରାର ଶବ ସତ୍କାର କରିବାକୁ ଯାଇ ବଡବାପାର  ହୁଦଘାତରେ ମୃତ୍ୟୁ ହୋଇଛି । ଏଭଳି ଦୁଃଖଦ ଘଟଣା…

ନଦୀକୁ ଗାଧେଇବାକୁ ଯାଇ ଯୁବକ ନିଖୋଜ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅଣ୍ଢରା ଗ୍ରାମପାଖ ବ୍ରାହ୍ମଣୀ ନଦୀରେ ଗାଧେଇବାକୁ ଯାଇ ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି । ଯୁବକ ଜଣକ ଅଣ୍ଢରା ଗାଁର ବିକ୍ରାନ୍ତ ମଲ୍ଲିକ (ବିଟୁ) ବୟସ ୪୭ ବୋଲି ଜଣାପଡିଛି । ଖବର ପାଇ ପଟ୍ଟାମୁଣ୍ଡାଇ…

ଜିଲ୍ଲା ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଉଦଯାପିତ

କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟ ଖେଳପଡ଼ିଆରେ ଦୁଇ ଦିନ ଧରି ଚାଲିଥିବା ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳା ଆଜି ଉଦ୍‌ଯାପିତ ହୋଇଯାଇଛି । ଜିଲ୍ଲା ପ୍ରଶାସନ ଏବଂ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ଉତ୍ସବର ଉଦ୍‌ଯାପନୀ…