କବି କୁଞ୍ଜ ବିହାରୀ ପୃଷ୍ଟିଙ୍କ କାଳ୍ପନିକ କାବ୍ୟ ମା’ମାଟି ମୋହ ଲୋକାର୍ପିତ

କେନ୍ଦ୍ରାପଡା ସାନ୍ଧ୍ୟ ମହାବିଦ୍ୟାଳୟ ସଭାଗୃହରେ କବି ନିକୁଞ୍ଜ ବିହାରୀ ପୃଷ୍ଟିଙ୍କ ଦ୍ୱିତୀୟ କାଳ୍ପନିକ କାବ୍ୟ “ମା’ ମାଟି ମୋହ” ଲୋକାର୍ପର୍ିତ ହୋଇଯାଇଛି । “ଆମ ଗାଁ ସାହିତ୍ୟ ପରିଷଦ” ଆନୁକୂଲ୍ୟରେ ଅନୁଷ୍ଠିତ ଅଷ୍ଟମ ବାର୍ଷିର୍କ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ…

କେନ୍ଦ୍ରାପଡା ଜିଲ୍ଲା ସାହିତ୍ୟ ସଂସଦର କର୍ମକର୍ତ୍ତା ନିର୍ବାଚନ

କେନ୍ଦ୍ରାପଡା ଜିଲ୍ଲା ସାହିତ୍ୟ ସଂସଦର କର୍ମକର୍ତ୍ତା ନିର୍ବାଚନ ଆଜି ସ୍ଥାନୀୟ ସଖୀବଟଠାରେ ସଂସଦର ନିର୍ବାଚନ କମିଶନର ଡଃ ସୁରେନ୍ଦ୍ରନାଥ ଆଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିଥିଲେ ପ୍ରାକ୍ତନ ଏଲିମେଣ୍ଟାରୀ ଡେପୁଟି ଡାଇରେକ୍ଟର ବିଶିଷ୍ଟ ଗାଳ୍ପିକା…

ପିଏମ୍‌ଶ୍ରୀ ଯୋଜନାରେ ରୂପାନ୍ତରିତ କେନ୍ଦ୍ରାପଡା କେନ୍ଦ୍ରୀୟ ବିଦ୍ୟାଳୟ

କେନ୍ଦ୍ର ସରକାରଙ୍କ ପିଏମ୍‌ଶ୍ରୀ (ପ୍ରାଇମ୍ ମିନିଷ୍ଟର ସ୍କୁଲସ୍ ଫର୍ ରାଇଜିଂ ଇଣ୍ଡିଆ) ଯୋଜନାରେ ରୂପାନ୍ତରିତ ହୋଇଛି କେନ୍ଦ୍ରୀୟ ବିଦ୍ୟାଳୟ କେନ୍ଦ୍ରାପଡା । ଏଠାରେ ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ତଥା ଅତ୍ୟାଧୁନିକ ଶିକ୍ଷା ପ୍ରଦାନ କରିବାରେ ପୁଣି ଗୋଟିଏ ପାହାଚ ଆଗରେ ରହିବ…

ଜିଲ୍ଲା ବୋଇତବନ୍ଦାଣ ସମିତିର ଜିଲ୍ଲା ସ୍ତରୀୟ ପ୍ରତିଯୋଗୀ ସମାବେଶ

ରାଜ୍ୟର ପୁରାତନ ସାସ୍କୃତିକ ଅନୁଷ୍ଠାନ କେନ୍ଦ୍ରାପଡ଼ା ଜିଲ୍ଲା ବୋଇତ ବନ୍ଦାଣ ସମିତି କେନ୍ଦ୍ରାପଡାର ୫୫ତମ ବୋଇତ ବନ୍ଦାଣ ଉତ୍ସବର ଅବ୍ୟବହିତ ପୂର୍ବରୁ ଆଜି ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ତୁଳସୀ ମହିଳା ମହାବିଦ୍ୟାଳୟ ପରିସରରେ ବିଭିନ୍ନ ବିଭାଗରେ ୪ଶହରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀଙ୍କୁ…

ଜିଲ୍ଲା କଂଗ୍ରେସ ପକ୍ଷରୁ ଇନ୍ଦିରା ଗାନ୍ଧୀଙ୍କ ୧୦୬ତମ ଜୟନ୍ତୀ ପାଳିତ

କେନ୍ଦ୍ରାପଡ଼ା ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତା ଇନ୍ଦିରା ଗାନ୍ଧୀଙ୍କ ୧୦୬ତମ ଜୟନ୍ତୀ କଜଳାସ୍ଥିତ କଂଗ୍ରେସ ଭବନ ପରିସରରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଜିଲ୍ଲା କଂଗ୍ରେସ ଉପସଭାପତି ପ୍ରଫୁଲ୍ଲ କୁମାର ଦାସ, ପୂର୍ବତନ ବିଧାୟକ ଚିନ୍ମୟ…