ବରିଷ୍ଠ ନାଗରିକଙ୍କ ତୀର୍ଥଯାତ୍ରାର ଶୁଭାରମ୍ଭ

ଆଧ୍ୟାତ୍ମିକ ଯାତ୍ରାର ଦିବ୍ୟ ଅନୁଭବ ସାଉଁଟିବା ପାଇଁ କେନ୍ଦ୍ରାପଡ଼ାରୁ ବରିଷ୍ଠ ନାଗରିକଙ୍କ ତୀର୍ଥଯାତ୍ରା ଆରମ୍ଭ ହୋଇଛି । ଏହି ଯାତ୍ରାକୁ ପତାକା ଦେଖାଇ ଜିଲ୍ଲାପାଳ ଅମ୍ରିତ୍ ଋତୁରାଜ ଶୁଭାରମ୍ଭ କରିବା ସହ ବରିଷ୍ଠ ନାଗରିକମାନଙ୍କୁ ସେମାନଙ୍କ ଯାତ୍ରା ପାଇଁ ଶୁଭେଚ୍ଛା ଓ…

ବିକଶିତ ଭାରତ ସଙ୍କଳ୍ପ ଯାତ୍ରା ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା, ୨୦ା୧୧ :“ବିକଶିତ ଭାରତ ସଙ୍କଳ୍ପ ଯାତ୍ରା” ନିମନ୍ତେ ଏକ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦ୍‌ଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ନିଲୁ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଉପଜିଲ୍ଲାପାଳ ରବିନ୍ଦ୍ର…

ମଞ୍ଜୁରୀପ୍ରାପ୍ତ ଋଣ ପ୍ରଦାନ ଦାବୀରେ ୨୪ରେ କଟକ କେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣା

କଟକ କେନ୍ଦ୍ର ସମବାୟ ବ୍ୟାଙ୍କ ପଟ୍ଟାମୁଣ୍ଡାଇ ଶାଖା ଅଧୀନରେ ଥିବା ବଡ଼ମୂଳବସନ୍ତ ପ୍ରାଥମିକ କୃଷି ସମବାୟ ସମିତିର ଚାଷୀମାନେ ଚଳିତବର୍ଷର ଖରିଫ ଋଣ ପାଇବାରୁ ବଂଚିତ ହେବାକୁ ଯାଉଥିବା ନେଇ ଅଭିଯୋଗ ହୋଇଛି । ବଡ଼ମୂଳବସନ୍ତ ପ୍ରାଥମିକ କୃଷି ସମବାୟ ସମିତି…

ଦକ୍ଷତା ବିକାଶ ପରାମର୍ଶ ଶିବିର

କେନ୍ଦ୍ରାପଡ଼ା ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ କାର୍ଯ୍ୟାଳୟ ପରିସରରେ ଏକ ଦକ୍ଷତା ବିକାଶ ପରାମର୍ଶ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ବ୍ୟାଙ୍କିଙ୍ଗ୍‌, ଫାଇନାନ୍ସ ଏବଂ ଇନ୍ସୁରାନ୍ସ ସେକ୍ଟରରେ ତାଲିମ୍ ପାଇଁ ୭୯ ଜଣ ଆଶାୟୀ ପ୍ରାର୍ଥିନୀ ଯୋଗ ଦେଇଥିଲେ…