ନରସିଂହପୁର ପଂଚାୟତରେ ଆମ ବ୍ୟାଙ୍କ ଉଦଘାଟିତ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ମଙ୍ଗଳବାର ରାଜ୍ୟର ବିଭିନ୍ନ ଗ୍ରାମାଞ୍ଚଳରେ ବ୍ୟାଙ୍କିଙ୍ଗ ସେବାର ଆଭାସୀ ଜରିଆରେ ଶୁଭାରମ୍ଭ କରାଯାଇଛି। ଏହି ଅବସରରେ କେନ୍ଦ୍ରାପଡା ଜିଲ୍ଲା  ପଟ୍ଟାମୁଣ୍ଡାଇ ବ୍ଲକ ନରସିଂହପୁର ପଂଚାୟତରେ ଆମ ବ୍ୟାଙ୍କକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସ ଯୋଗେ…

ଡବ୍ଲ୍ୟୁ ଟି ଆଇ ପକ୍ଷରୁ କୁମ୍ଭୀର ଆକ୍ରମଣରେ ମୃତ ଓ ଆହତ ପରିବାରକୁ ଭେଟି ସର୍ଭେ

କେନ୍ଦ୍ରାପଡା : ୱାଇ୍ଲଡ଼ ଲାଇଫ ଟ୍ରଷ୍ଟ ଅଫ ଇଣ୍ଡିଆ (ଡ଼ବ୍ଲ୍ୟ ଟି ଆଇ ) ପକ୍ଷରୁ ଗତ କିଛିଦିନ ହେବ ପଟ୍ଟାମୁଣ୍ଡାଇ ବ୍ଲକରେ କୁମ୍ଭୀର ଆକ୍ରମଣରେ ମୃତ ଓ ଆହତ ସମ୍ପର୍କରେ ସର୍ଭେ କରାଯିବା ସହିତ ଏ ଦିଗରେ ସୁରକ୍ଷିତ ରହିବା…

ପଟ୍ଟାମୁଣ୍ଡାଇ ଧୋୟାଚଂଳରେ ବାର୍‌ହା ଉପଦ୍ରବ ; ଉଜୁଡି ଯାଉଛି ଫସଲ ମୁଣ୍ଡରେ ହାତ ଦେଇ ବସିଛି ଚାଷୀ

କେନ୍ଦ୍ରାପଡା ଜିଲା ରାଜନଗର ବନଖଣ୍ଡ ଅଧିନ ଜଙ୍ଗଲ ଗୁଡ଼ିକରେ ବାରାହାଙ୍କ ସଂଖ୍ୟା ଆଶାତୀତ ଭାବେ ବୃଦ୍ଧି ପାଇ ଥିବା ବେଳେ ନିକଟବର୍ତି ସିମାନ୍ତ ଇଲାକା ପଟ୍ଟାମୁଣ୍ଡାଇ ଅଂଚଳର ବିଭିନ୍ନ ଗ୍ରାମରେ ପ୍ରବେଶ କରିଛନ୍ତି । ଜଙ୍ଗଲ ଭିତରେ ଆବଶ୍ୟକ ଖାଦ୍ୟ ଅଭାବ…

କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବୀରେ , ଛାତ୍ର କଂଗ୍ରେସର ବିକ୍ଷୋଭ

କେନ୍ଦ୍ରାପଡା ଜିଲ୍ଲା ଛାତ୍ର କଂଗ୍ରେସ ପକ୍ଷରୁ ଜିଲ୍ଲା ଛାତ୍ର କଂଗ୍ରେସ ସଭାପତି ପରଭେଜ ଅକତରଙ୍କ ନେତୃତ୍ୱରେ କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ହୋଇଥିବା ଦୁର୍ନୀତି ଦାବୀରେ ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କ ମାଧ୍ୟମରେ ଦାବୀପତ୍ର ଦିଆଯାଇଛି । ଗରାପୁର କଂଗ୍ରେସ କାର୍ଯ୍ୟଳୟଠାରୁ ଏକ…

 ହରିହରାନନ୍ଦ ବାଳାଶ୍ରମ ପକ୍ଷରୁ ଜିଲ୍ଲା ସ୍ତରୀୟ ଗୀତା ଆବୃତ୍ତି ପ୍ରତିଯୋଗିତା : ୧୨ଜଣ ପ୍ରତିଯୋଗୀ ରାଜ୍ୟସ୍ତରକୁ ମନୋନୀତ ହେଲେ

କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଅରୁଆ ଗ୍ରାମରେ ଥିବା ହରିହରାନନ୍ଦ ବାଳାଶ୍ରମରେ ଜିଲ୍ଲା ସ୍ତରୀୟ ଗୀତା ଆବୃତ୍ତି ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାରୁ ବିଭିନ୍ନ ବ୍ଲକରେ ୧୬ଟି ସ୍ଥାନରେ ଏହି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗିତା ୪ଟି ବିଭାଗରେ…

8-day long Baliyatra kicks off in Cuttack

Cuttack : The historic Baliyatra got off to a colorful start in Cuttack Monday evening. Finance Minister Bikram Keshari Arukha, in the presence of local MPs and MLAs, inaugurated the…

ବଢୁଛି ବେଆଇନ ଇଟାଭାଟି ,

    କେନ୍ଦ୍ରାପଡ଼ା ଜିଲା ବିଭିନ୍ନ ଅଞ୍ଚଳରେ ମାଟି ନିର୍ମିତ ଇଟାଭାଟି ବଢ଼ିଚାଲିଛି। ନଦୀ ଶଯ୍ୟାର ୫୦୦ ମିଟର ମଧ୍ୟରେ ମାଟି ଓ ବାଲି ଉଠା ପାଇଁ କଟକଣାକୁ ସ୍ଥାନୀୟ ଭାଟି ନିର୍ମାତା ମାନୁନାହାନ୍ତି। ଏହି ବେଆଇନ ଇଟାଭାଟି ସ୍ଥାନୀୟ ପରିବେଶ…