କେନ୍ଦ୍ରାପଡା ମହାବିଦ୍ୟାଳୟର ଅଧ୍ୟକ୍ଷ ଚାକିରୀରୁ ଅବସର ନେଲେ

କେନ୍ଦ୍ରାପଡ଼ା ୩୦/୧୧:- କେନ୍ଦ୍ରାପଡା ମହାବିଦ୍ୟାଳୟର ଅଧ୍ୟକ୍ଷ ଗୋପାଳ ଚନ୍ଦ୍ର ବେହେରା ଆଜି ଗୁରୁବାର ଦିନ ଅବସର ନେଇଛନ୍ତି । ସେ ରିଡର ଅଶୋକ ଦାସଙ୍କୁ ଦାୟୀତ୍ୱ ହସ୍ତାନ୍ତର କରିଛନ୍ତି । ସେ ୨୦୨୨ମସିହା ୩୦ତାରିଖରେ କେନ୍ଦ୍ରାପଡା ମହାବିଦ୍ୟାଳୟରେ ଅଧ୍ୟକ୍ଷଭାବେ ଯୋଗ ଦେବା…

କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟ ଅଧ୍ୟକ୍ଷ ନିଯୁକ୍ତିର ନାଟକୀୟ ମୋଡ ୩ ବରିଷ୍ଠଙ୍କୁ ଛାଡି ପରିଚାଳନା ପରିଷଦ ଅନୁମୋଦନ ବିନା ୪ର୍ଥ ଜଣଙ୍କୁ ଅଧ୍ୟକ୍ଷ ଦାୟୀତ୍ୱ

କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ଅଧ୍ୟକ୍ଷ ନିଯୁକ୍ତି ନାଟକୀୟ ମୋଡ ନେଇଛି । ଓଡିଶା ଉଚ୍ଚ ନ୍ୟାୟାଳୟଙ୍କ ଆଜିର ଆଦେଶକୁ କାର୍ଯ୍ୟକାରୀ କରିବାକୁ ଯାଇ କଲେଜର ବିଦାୟୀ ଅଧ୍ୟକ୍ଷ ଗୋପାଳ ବେହେରା ଅପରାହ୍ନରେ ଏକ ଟେଲିଫୋନ ବାର୍ତ୍ତାରେ ମୈାଖିକ ନିର୍ଦେଶ ବଳରେ…

କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ସମୀକ୍ଷା ବୈଠକ

କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦ୍‌ଭାବନା ସଭାଗୃହରେ କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତ ସୁରେଶ ଚନ୍ଦ୍ର ଦଳାଇ ଜିଲ୍ଲା କାର୍ଯ୍ୟାଳୟର ସମସ୍ତ ବିଭାଗ, ସମସ୍ତ ୯ଟି ପଂଚାୟତ ସମିତି ଓ ତହସିଲ୍ କାର୍ଯ୍ୟାଳୟର କାର୍ଯ୍ୟକୁ ସମୀକ୍ଷା କରିଥିଲେ । ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ଅତିରିକ୍ତ…

ଜିଲ୍ଲା ସ୍ତରୀୟ ଚାଷୀ ସମ୍ମାନ ପର୍ବ

କେନ୍ଦ୍ରାପଡ଼ା ଜିଲ୍ଲାର ମହାକାଳପଡା ବ୍ଲକ ଅନ୍ତର୍ଗତ ଯଦୁପୁରୁ ଗ୍ରାମ ପଂଚାୟତରେ ସାଇ ଏଜୁକେସନାଲ ଆଣ୍ଡ ଚାରିଟେବୁଲୁ ଟ୍ରଷ୍ଟ ଭୁବନେଶ୍ୱର ଶାଖା ପକ୍ଷରୁ ଏକ ଜିଲ୍ଲା ସ୍ତରୀୟ ଚାଷୀ ସମ୍ମାନ ପର୍ବ ଅନୁଷ୍ଠିତ ହୋଇଥରଲା । ଆଜିର ସମାଜରେ ଜଣେ ଚାଷୀ ଯେପରି…

ନିଯୁକ୍ତି ଭିତ୍ତିକ ବିକାଶ ତାଲିମ ପାଇଁ ବ୍ଲକ ସ୍ତରୀୟ ପରାମର୍ଶ ଶିବିର

ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଓ କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଆୟୋଜନ ହେବାକୁ ଯାଉଛି ନିଯୁକ୍ତି ଭିତିକ ବିକାଶ ତାଲିମ ନିମନ୍ତେ ବ୍ଲକ୍‌ସ୍ତରୀୟ ପରାମର୍ଶ ଶିବିର । ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ସହ ଚୁକ୍ତି କରିଥିବା ତାଲିମ…

ପଟ୍ଟାମୁଣ୍ଡାଇ ଏସ ଆଇ ପି ଟି ରେ ଯୁବବିକାଶ କାର୍ଯ୍ୟକ୍ରମ

ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରାୟୋଜିତ ନୂଆ -ଓ କାର୍ଯ୍ୟକ୍ରମ ଅନ୍ତର୍ଗତ ସମନ୍ୱିତ ଯୁବବିକାଶ କାର୍ଯ୍ୟକ୍ରମ ଓଡିଶାର ଏକମାତ୍ର ପାଣି ପାଇପ କାରିଗର ପ୍ରଶିକ୍ଷଣ ପ୍ରତିଷ୍ଠାନ (ଏସ ଆଇ ପି ଟି )ସରକାରୀ ଶିଳ୍ପ ତାଲିମ କେନ୍ଦ୍ର ପକ୍ଷରୁ ଶୁଭାରମ୍ଭ କରାଯାଇଛି ।…

ସାନଜରିଆ ସ୍ୱାସ୍ଥ୍ୟକେନ୍ଦ୍ରରେ ଜନଆରୋଗ୍ୟ ସମିତି ବୈଠକ

ଜାତୀୟ ସ୍ୱାସ୍ଥ୍ୟ ମିଶନ କେନ୍ଦ୍ରାପଡା ଆନୁକୂଲ୍ୟରେ ପଟ୍ଟାମୁଣ୍ଡାଇ ବ୍ଲକ ସାନଜରିଆ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଜନଆରୋଗ୍ୟ ସମିତି ବୈଠକ ଗୁରୁବାର ସମିତି ଅଧ୍ୟକ୍ଷା ତଥା ଜିଲ୍ଲା ପରିଷଦ ସଦସ୍ୟା ଜ୍ୟୋତିର୍ମୟୀ ବେହେରାଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇ ଯାଇଛି । ପଟ୍ଟାମୁଣ୍ଡାଇ ସମିତି ଅଧ୍ୟକ୍ଷା…