କେନ୍ଦ୍ରାପଡା ଜିଲ୍ଲା ଡ୍ରାଇଭର ମହାସଙ୍ଘର ସମାବେଶ

କେନ୍ଦ୍ରାପଡା ଜିଲ୍ଲା ଡ୍ରାଇଭର ମହାସଙ୍ଘର ଏକ ସମାବେଶ ଓ ବନ୍ଧୁମିଳନ ଉତ୍ସବ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ହାଇସ୍କୁଲ ଖେଳପଡିଆରେ ଅନୁଷ୍ଠିତ ହୋଇଯାଇଛି । ସଦରବ୍ଲକ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମହାସଙ୍ଘର ଜିଲ୍ଲା ସଭାପତି ରଞ୍ଜନ କୁମାର ଦାସ ସଭାପତିତ୍ୱ…

ମୋଦି ସରକାରରେ ସମ୍ବିଧାନ ଅସୁରକ୍ଷିତ

କେନ୍ଦ୍ରାପଡ଼ା ୨୬/୧୧: ଆଜି କେନ୍ଦ୍ରାପଡା ଜିଲ୍ଲା କଂଗ୍ରେସ କମିଟି ତରଫରୁ କଜଳା କଂଗ୍ରେସ ଭବନଠାରେ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ “ଆମ ସମ୍ବିଧାନ କେତେ ସୁରକ୍ଷିତ?” ଆଲୋଚନା ଚକ୍ର ସଭାପତି ଅଂଶୁମାନ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା…

ତାଳୁକ ଆଇନ ସେବା ସମିତି ତରଫରୁ ସାମ୍ବିଧାନିକ ଦିବସ ପାଳିତ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ତାଳୁକ ଆଇନ ସେବା ସମିତି ପକ୍ଷରୁ ପଟ୍ଟାମୁଣ୍ଡାଇ କୋର୍ଟ ପରିସରରେ ରବିବାର ସାମ୍ବିଧାନିକ ଦିବସ ପାଳିତ ହୋଇଯାଇଛି । ତାଳୁକ ଆଇନ ସେବା ସମିତି ଅଧ୍ୟକ୍ଷା ସିନିୟର୍ ସିଭିଲ ଜଜ୍ ସୁଶ୍ରୀ ସଙ୍ଗୀତା ମଲ୍ଲିକ ଅଧ୍ୟକ୍ଷତା କରି…

ଅରଡ଼ପଲ୍ଲୀ ଓ ସାନଜରିଆ ପଂଚାୟତରେ ୬କୋଟି ଟଙ୍କା ବ୍ୟୟରେ ବିଭିନ୍ନ ପ୍ରକଳ୍ପ ଶିଳାନ୍ୟାସ

କେନ୍ଦ୍ରାପଡା ଜିଲ୍ଲା ରାଜନଗର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପଟ୍ଟାମୁଣ୍ଡାଇ ବ୍ଲକର ଅରଡ଼ପଲ୍ଲୀ ଓ ସାନଜରିଆ ପଂଚାୟତ ବିକାଶକୁ ଆହୁରି ଆଗକୁ ନେବା ପାଇଁ ରବିବାର ରାଜନଗର ବିଧାୟକ ଧ୍ରୁବ ସାହୁ ୫କୋଟି ଟଙ୍କା ବ୍ୟୟରେ ଅରଡ଼ପଲ୍ଲୀ-ବଡ଼ଜରିଆ ଲୁଣା ସେତୁ ଶୁଭ ଶିଳାନ୍ୟାସ…

ଗହୀରମଥା କଇଁଛ ସୁରକ୍ଷା ସମିତି, ଡି.ଏଫ.ଓ ଶୁଭେନ୍ଦୁ ବେହେରାଙ୍କୁ ସମ୍ବର୍ଦ୍ଧନା

କେନ୍ଦ୍ରାପଡ଼ା, ୨୫/୧୧: ଜଣେ ସାଧୁ ସଚ୍ଚୋଟ କେନ୍ଦ୍ରାପଡା ମାଟିର ଗର୍ବ ଓ ଗୌରବ ନବରଙ୍ଗପୁର ନୂତନ ଭାବରେ ପଦୋନ୍ନତି ପାଇ ଯୋଗ ଦେଇଥିବା ଡି.ଏଫ.ଓ ଶୁଭେନ୍ଦୁ ପ୍ରସାଦ ବେହେରାଙ୍କୁ ମୁଖ୍ୟ ବକ୍ତା ଭାବରେ ସାହିତ୍ୟ ସଂସଦର ସମ୍ପାଦକ ତଥା ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ…

ତୁଳସୀକ୍ଷେତ୍ର କେନ୍ଦ୍ରାପଡାର ବିଭିନ୍ନ ସ୍ଥାନରେ ପୁରାଣ ବର୍ଣ୍ଣିତ ନାମ କରଣର ବୈଶିଷ୍ଟ ସମ୍ବଦ୍ଧରେ ଦ୍ୱିତୀୟ ବାର୍ଷୀକ ଆଲୋଚନା ସଭା

କେନ୍ଦ୍ରାପଡ଼ା ୨୫/୧୧: ଶୁକ୍ରବାର ଅପରାହ୍ନ ୩ଟା ସମୟରେ ନିଖିଳ ଓଡିଶା ତୁଳସି-ଶ୍ରୀ ବଳରାମ ସାମାଜିକ ସାଂସ୍କୃତିକ ପରିଷଦ ଆନୁକୂଲ୍ୟରେ ଖଡିଅଙ୍ଗ ସ୍ଥିତ ସତୀଶ ଚନ୍ଦ୍ର ସାମନ୍ତଙ୍କ ବାସଭବନ ପରିସରରେ କେନ୍ଦ୍ରାପଡା ଜିଲ୍ଲାର ବିଭିନ୍ନ ସ୍ଥାନରୁ ତଥା ତୁଳସୀ କ୍ଷେତ୍ରର ପୁରଣ ବର୍ଣ୍ଣିତ…

କଖାରୁଣୀ ଓ ଖଡିଅଣ୍ଟା ପଂଚାୟତ ବିଭିନ୍ନ ପ୍ରକଳ୍ପ ଶିଳାନ୍ୟାସ କଲେ ବିଧାୟକ -ଗ୍ରାମାଞ୍ଚଳ ବିକାଶରେ ଆମ ଓଡିଶା ନବୀନ ଓଡିଶା ଭୂମିକା ଅନନ୍ୟ

ପଟ୍ଟାମୁଣ୍ଡାଇ ତା ୨୫/୧୧-ଏକ ବିକଶିତ ସମୃଦ୍ଧ ଓ ସଶକ୍ତ ଗାଁ ତିଆରି କରିବା ସହିତ ଗ୍ରାମାଞ୍ଚଳର ସାମଗ୍ରିକ ବିକାଶରେ ଆମ ଓଡିଶା ନବୀନ ଓଡିଶା ଯୋଜନା ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଏକ ବଳିଷ୍ଠ ପଦକ୍ଷେପ ବୋଲି ଆଜି କଖାରୁଣୀ ପଂଚାୟତ ଓସଙ୍ଗରା…

ଶୁନ୍ୟ ମୃତ୍ୟୁ ସପ୍ତାହ ପାଳନ ଉପଲକ୍ଷେ ବୈଠକ

ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡା ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ପରିବହନ ବିଭାଗର ମିଳିତ ଆନୁକୂଲ୍ୟରେ “ଶୂନ୍ୟ ମୃତ୍ୟୁ ସପ୍ତାହ” ପାଳନ ଉପଲକ୍ଷେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ନିଲୁ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦ୍‌ଭାବନା ସଭାଗୃହରେ…

ମଞ୍ଜୁରୀପ୍ରାପ୍ତ ଋଣ ପ୍ରଦାନ ଦାବୀରେ କଟକ କେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣା

କଟକ କେନ୍ଦ୍ର ସମବାୟ ବ୍ୟାଙ୍କ ପଟ୍ଟାମୁଣ୍ଡାଇ ଶାଖା ଅଧୀନରେ ଥିବା ବଡ଼ମୂଳବସନ୍ତ ପ୍ରାଥମିକ କୃଷି ସମବାୟ ସମିତିର ଚାଷୀମାନେ ଚଳିତବର୍ଷର ଖରିଫ ଋଣ ପାଇବାରୁ ବଂଚିତ ହେଇଥିବା ଓ  ଚାଷୀମାନଙ୍କ ଜମା ଖାତା ଟଙ୍କା ବାରମ୍ବାର ବ୍ୟାଙ୍କକୁ ଦୌଡ଼ି ଟଙ୍କା ନପାଇବାରୁ…

ସରକାରୀ ଜମି ଜବରଦଖଲ ନେଇ ତହସିଲଦାରଙ୍କୁ ଦାବିପତ୍ର

କେନ୍ଦ୍ରାପଡା ଜିଲ୍ଲା  ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଳପୁଆ ପଂଚାୟତରେ ଥିବା ସେଠୀ ସାହି ନିକଟ ସରକାରୀ ଜମିକୁ ନାରାୟଣ ସେଠୀ ଓ ଗଗନ ସେଠୀ ଜବରଦଖଲ କରିବା ସହିତ ରାସ୍ତାକୁ ଅବରୋଧ କରି ବାଉଁଶ ବାର ବୁଲାଇଛନ୍ତିା ଏହାକୁ ନେଇ ସ୍ଥାନୀୟ…

ସ୍ମରଣୀୟ ଦିବସ ପାଳିଲା ବାଲିଆ ବଜାର କମିଟି: ବାଣ ବିଷ୍ପୋରଣକୁ ପୁରିଲା ବର୍ଷେ

କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବାଲିଆ ବାଣ ବିଷ୍ପୋରଣକୁ ବର୍ଷେ ପୁରିଥିବା ବେଳେ ସେହି ଘଟଣାକୁ ନେଇ ବାଲିଆ କାର୍ତ୍ତିକେଶ୍ୱର ପୂଜା କମିଟି, ବଜାର କମିଟି ଓ ଶାନ୍ତି କମିଟି ପକ୍ଷରୁ ସ୍ମରଣ ଦିବସ ଭାବେ ପାଳନ କରିବା ସହିତ ସେହି ବାଣ…

ଜୀବେ ନିଷ୍ଠୁରତା ପ୍ରତିଷେଧକ ସମିତିର ଉପାଧ୍ୟକ୍ଷ ନିର୍ବାଚନ

କେନ୍ଦ୍ରାପଡା ଜିଲ୍ଲା ଜୀବେ ନିଷ୍ଠୁରତା ପ୍ରତିଷେଧକ ସମିତିର ଉପାଧ୍ୟକ୍ଷ ନିର୍ବାଚନ ଜିଲ୍ଲା କୃଷି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ପ୍ରାଣୀ ସମ୍ପଦ ଚିକିତ୍ସା ବିଭାଗ ଆନୁକୂଲ୍ୟରେ ଅନୁଷ୍ଠିିତ ଏହି ଉପାଧ୍ୟକ୍ଷ ନିର୍ବାଚନରେ ସମାଜସେବୀ ଫକୀର ଚରଣ ଖଟୁଆ…

ସମବାୟ ସମିତିରେ ପଞ୍ଜୀକୃତ ଅଛନ୍ତି ଚାଷୀ , ଫାଇଦା ନେଉଛନ୍ତି ଦଲାଲ

ରାଜ୍ୟ ଓ କେନ୍ଦ୍ର ସରକାର ଚାଷୀମାନଙ୍କ ପାଇଁ ବିଭିନ୍ନ ଯୋଜନା କରୁଛନ୍ତି । କୃଷି ସମ୍ବନ୍ଧୀୟ ସରକାରୀ ଯୋଜନାଗୁଡ଼ିକ ଚାଷୀମାନଙ୍କ ପାଖରେ ପହଁଚାଇବା ପାଇଁ ସେବା ସମବାୟ ସମିତି କାର୍ଯ୍ୟ କରୁଛି । ଏବେ ସମବାୟ ସମିତି ପକ୍ଷରୁ ସମବାୟ ସପ୍ତାହ…

ଗୋବରୀ ନଦୀ ପୁନରୁଦ୍ଧାର ନାମରେ କୋଟି କୋଟି ଟଙ୍କା ଚଳୁ , ଅସୁବିଧା ଭୋଗୁଛନ୍ତି ସ୍ଥାନୀୟ ଲୋକେ

କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଂଚଳ ଦେଇ ପ୍ରବାହିତ ହେଉଥିବା ଗୋବରୀ ନଦୀର ପୁନରୁଦ୍ଧାର ନାଁରେ ଗତ ୧୧ ବର୍ଷରେ ପାଖାପାଖି୧୧ କୋଟି ଟଙ୍କା ଚଳୁ ହୋଥିବା ଅଭିଯୋଗ ହେଉଛି । ନଦୀର ମାଟି ଖୋଳା ଓ ଦଳ ସଫା ପାଇଁ ଗତ…

ପଟ୍ଟାମୁଣ୍ଡାଇ କଲେଜ ଶିକ୍ଷା ବିଭାଗ ସେମିନାର

  ପଟ୍ଟାମୁଣ୍ଡାଇ କଲେଜ ଶିକ୍ଷା ବିଭାଗ ପକ୍ଷରୁ ଗୁଣମୂଲ୍ୟ ଶିକ୍ଷାରେ ଆଇସିଟି ସଂଘାଟନ ଶୀର୍ଷକ ସେମିନାର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟରେ ଆୟୋଜିତ ସେମିନାରରେ କେନ୍ଦ୍ରାପଡ଼ା ସ୍ୱୟଂ ଶାସିତ ମହାବିଦ୍ୟାଳୟ ବରିଷ୍ଠ ଅଧ୍ୟାପକ ପ୍ରଭାକର…

ଏମ ଏନ ହାଇସ୍କୁଲରେ ବିପର୍ଯୟ ମୁକାବିଲା ଓ ପ୍ରଦୂଷଣ ସଚେତନତା ତାଲିମ

ସମ୍ପ୍ରତି ସାରା ବିଶ୍ୱରେ ବିପର୍ଯୟ ମୁକାବିଲା ଓ ପରିବେଶ ପ୍ରଦୂଷଣ ଏକ ଆହ୍ୱାନ ଭାବେ ଦେଖାଦେଇଛି । ବିଭିନ୍ନ ପ୍ରାକୃତିକ ବିପର୍ଯୟର ସଫଳ ମୁକାବିଲା ଓ ପରିବେଶ ପ୍ରଦୂଷଣ ରୋକିବା ପାଇଁ ସରକାରୀ ଓ ବେସରକାରୀ ସ୍ତରରେ ବ୍ୟାପକ କାର୍ଯ୍ୟକ୍ରମ ଓ…

ପଦ୍ମାଳୟା ପ୍ରଧାନ ନୂତନ ଗ୍ରାମାଂଚଳ ଥାନା ଆଇ ଆଇ ସି

ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଆଇ ଆଇ ସି ବାମଦେବ ନନ୍ଦଙ୍କ ବଦଳି ହୋଇଯାଇଛି । ତାଙ୍କ ସ୍ଥାନରେ ନୂତନ ଆଇ ଆଇ ସି ଭାବେ ମହିଳା ପୋଲିସ ଇନ୍ସପେକ୍ଟର ପଦ୍ମାଳୟା ପ୍ରଧାନ ଯୋଗ ଦେଇଛନ୍ତି ।ଏଥି ପୂର୍ବରୁ ସେ ଜଗତସିଂହପୁର ଜିଲ୍ଲା…

ଶିଳ୍ପଉଦ୍ୟୋଗୀ ସଚେତନତା କାର୍ଯ୍ୟକ୍ରମ

କେନ୍ଦ୍ରାପଡା କଲେଜ ଛକ ସ୍ଥିତ ଆଇଆଇଆଇଟି ଠାରେ ଭାରତ ସରକାରଙ୍କ ଏମ୍‌ଏସଏମ୍‌ଇ ମନ୍ତ୍ରାଣାଳୟ ଅଧିନସ୍ଥ କଟକର ଏମବିଏମଏଫ ଡିଏଫଓ ଆନୂକୁଲ୍ୟରେ ଏକ ଶିଳ୍ପଉଦ୍ୟୋଗୀ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ କଟକ ଏମ୍‌ଏସଏମ୍‌ଇଡି ଏଫଓ କାର୍ଯ୍ୟାଳୟର ସହ ନିର୍ଦ୍ଦେଶକ…

ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୧୨ ବର୍ଷ କାରାଦଣ୍ଡ

କେନ୍ଦ୍ରାପଡା,୧୨ ବର୍ଷ ପରେ ମିଳିଛି ପୀଡିତାଙ୍କୁ ନ୍ୟାୟ  । ମାନ୍ୟବର ଆଡହକ ଫାଷ୍ଟଟ୍ରାକ ସ୍ପେଶାଲ କୋର୍ଟର ବିଚାରପତି ତ୍ରିବିକ୍ରମ କେଶରୀ ଚିନେରା ଅଭିଯୁକ୍ତମାନଙ୍କୁ ୧୨ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରାଯାଇଛି । ଘଟଣାରୁ ପ୍ରକାଶ ଯେ ପଟ୍ଟାମୁଣ୍ଡାଇ ଅନ୍ତର୍ଗତ ଗଣ୍ଡକୂଳ ଅଂଚଳର ଜନୈକ…

କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ମହାଦୁର୍ନୀତି ନେଇ ବିଧାନସଭାରେ ପ୍ରଶ୍ନ

କେନ୍ଦ୍ରାପଡ଼ା, ୨୩ା୧୧ : କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଲୟରେ ହୋଇଥିବା ମହାଦୁର୍ନୀତି ସମ୍ପର୍କରେ ଓଡିଶା ବିଧାନସଭାରେ ପ୍ରଶ୍ନ କରାଯାଇଛି । ବିଧାନସଭାରେ କଂଗ୍ରେସ ବିଧାୟକ ନରସିଂହ ମିଶ୍ର ୬୩୫ନମ୍ବରରେ ପ୍ରଶ୍ନ କରିଛନ୍ତି ଯେ ଉଚ୍ଚଶିକ୍ଷାନ୍ତ୍ରୀ ଅନୁଗ୍ରହ କରି କହିବେକି କେନ୍ଦ୍ରାପଡା ସ୍ୱୟଂ…

ଭାଗବତପୁର ଗ୍ରାମପଞ୍ଚାୟତରେ ଆତସବାଜି ଜନିତ ଦୂର୍ଘଟଣା ଓ ନିୟନ୍ତ୍ରଣ ସଚେତନତା

କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭାଗବତପୁର ଗ୍ରାମପଞ୍ଚାୟତ ପକ୍ଷରୁ ପଞ୍ଚାୟତ କାର୍ଯ୍ୟାଳୟରେ ଆତସବାଜି ଜନିତ ଦୂର୍ଘଟଣା ଓ ନିୟନ୍ତ୍ରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ପୂର୍ବତନ ସମିତିସଭ୍ୟ ଧିରେନ୍ଦ୍ର ନାଥ ସ୍ୱାଇଁଙ୍କ ପୈାରହିତ୍ୟରେ ଅନୁଷ୍ଠିତ ସଭାରେ ସରପଞ୍ଚ ପ୍ରିୟଙ୍କା…

ଆଶାକର୍ମୀଙ୍କ ମାସିକ ଭତ୍ତା ଦାବିରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ନିଖିଳ ଓଡିଶା ଆଶାକର୍ମୀ ସଙ୍ଘ କେନ୍ଦ୍ରାପଡା ଜିଲ୍ଲା କମିଟି ପକ୍ଷରୁ ଜିଲ୍ଲା ଉପସଭାପତି ଅଜୟ ସାମଲଙ୍କ ସଭାପତିତ୍ୱରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ପ୍ରାରମ୍ଭରେ ମହାକାଳପଡା ବିଜୟ ନଗରର ଆଶାକର୍ମୀ ସାଥି ଅମୀତା ଦାସଙ୍କ ବିୟୋଗରେ ୨ମିନିଟ ନୀରବ ଶ୍ରଦ୍ଧାଞ୍ଜଳି…

କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଉଦ୍‌ଘାଟିତ

କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟ ପରିସରରେ ରାଜ୍ୟସରକାରଙ୍କ “ଯୁବ ଓଡିଶା ନବୀନ ଓଡିଶା” ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଉଦ୍‌ଘାଟିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଗୋପାଳ ଚନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବରେ ଶିକ୍ଷାବିତ ତଥା ମହାବିଦ୍ୟାଳୟ ପରିଚାଳନା କମିଟିର…

ଡବ୍ଲ୍ୟୁ ଟି ଆଇ ପକ୍ଷରୁ କୁମ୍ଭୀର ଆକ୍ରମଣ ନେଇ ସର୍ଭେ

କୁମ୍ଭୀର ଆକ୍ରମଣରେ ଚଳିତବର୍ଷ କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକରେ ୬ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଏକାଧିକ ଲୋକ ଆହତ ହୋଇଛନ୍ତି । ଏଭଳି ଏକ ଅଭାବନୀୟ ପରିସ୍ଥିତିରେ ୱାଇ୍ଲଡ଼ ଲାଇଫ ଟ୍ରଷ୍ଟ ଅଫ ଇଣ୍ଡିଆ (ଡବ୍ଲ୍ୟଟିଆଇ) ପକ୍ଷରୁ ବିଗତ ବର୍ଷମାନଙ୍କ କୁମ୍ଭୀର…