ବରିଷ୍ଠ ନାଗରିକଙ୍କ ତୀର୍ଥଯାତ୍ରାର ଶୁଭାରମ୍ଭ

ଆଧ୍ୟାତ୍ମିକ ଯାତ୍ରାର ଦିବ୍ୟ ଅନୁଭବ ସାଉଁଟିବା ପାଇଁ କେନ୍ଦ୍ରାପଡ଼ାରୁ ବରିଷ୍ଠ ନାଗରିକଙ୍କ ତୀର୍ଥଯାତ୍ରା ଆରମ୍ଭ ହୋଇଛି । ଏହି ଯାତ୍ରାକୁ ପତାକା ଦେଖାଇ ଜିଲ୍ଲାପାଳ ଅମ୍ରିତ୍ ଋତୁରାଜ ଶୁଭାରମ୍ଭ କରିବା ସହ ବରିଷ୍ଠ ନାଗରିକମାନଙ୍କୁ ସେମାନଙ୍କ ଯାତ୍ରା ପାଇଁ ଶୁଭେଚ୍ଛା ଓ…

ବିକଶିତ ଭାରତ ସଙ୍କଳ୍ପ ଯାତ୍ରା ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା, ୨୦ା୧୧ :“ବିକଶିତ ଭାରତ ସଙ୍କଳ୍ପ ଯାତ୍ରା” ନିମନ୍ତେ ଏକ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦ୍‌ଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ନିଲୁ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଉପଜିଲ୍ଲାପାଳ ରବିନ୍ଦ୍ର…

ମଞ୍ଜୁରୀପ୍ରାପ୍ତ ଋଣ ପ୍ରଦାନ ଦାବୀରେ ୨୪ରେ କଟକ କେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣା

କଟକ କେନ୍ଦ୍ର ସମବାୟ ବ୍ୟାଙ୍କ ପଟ୍ଟାମୁଣ୍ଡାଇ ଶାଖା ଅଧୀନରେ ଥିବା ବଡ଼ମୂଳବସନ୍ତ ପ୍ରାଥମିକ କୃଷି ସମବାୟ ସମିତିର ଚାଷୀମାନେ ଚଳିତବର୍ଷର ଖରିଫ ଋଣ ପାଇବାରୁ ବଂଚିତ ହେବାକୁ ଯାଉଥିବା ନେଇ ଅଭିଯୋଗ ହୋଇଛି । ବଡ଼ମୂଳବସନ୍ତ ପ୍ରାଥମିକ କୃଷି ସମବାୟ ସମିତି…

ଦକ୍ଷତା ବିକାଶ ପରାମର୍ଶ ଶିବିର

କେନ୍ଦ୍ରାପଡ଼ା ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ କାର୍ଯ୍ୟାଳୟ ପରିସରରେ ଏକ ଦକ୍ଷତା ବିକାଶ ପରାମର୍ଶ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ବ୍ୟାଙ୍କିଙ୍ଗ୍‌, ଫାଇନାନ୍ସ ଏବଂ ଇନ୍ସୁରାନ୍ସ ସେକ୍ଟରରେ ତାଲିମ୍ ପାଇଁ ୭୯ ଜଣ ଆଶାୟୀ ପ୍ରାର୍ଥିନୀ ଯୋଗ ଦେଇଥିଲେ…

ବ୍ରିଟିଶ ଶାସନ ସମୟ କାଳ ରେ ଓଡିଆ ଭାଷା ଅଞ୍ଚଳ ର ମାନଚିତ୍ର

ଭାଜପା ତରଫରୁ ଜନ ଆକ୍ରୋଶ ବ୍ଲକ ଘେରାଉ

ଭାରତୀୟ ଜନତା ପାର୍ଟି,କେନ୍ଦ୍ରାପଡ଼ା ବ୍ଲକ ତରଫରୁ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାରେ ଦୁର୍ନୀତି, ଭ୍ରଷ୍ଟାଚାର ଓ ବ୍ୟଭିଚାର ବିରୁଦ୍ଧରେ ଜନ ଆକ୍ରୋଶ ବ୍ଲକ ଘେରାଉ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ବୁଢ଼ୀବିଳାଶୁଣୀ ମନ୍ଦିର ସାନ୍ତସାହି ଠାରୁ ଏକ ବିଶାଳ ଶୋଭାଯାତ୍ରାରେ ଯାଇ…

ଖଣତା ପଂଚାୟତରେ ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକର ଖଣତା ପଂଚାୟତରେ ସୋମବାର ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ ବିଡ଼ିଓ ଶୁଭ୍ରାଂଶୁ ସାହୁଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିରିକ୍ତ ବିଡ଼ିଓ ସନ୍ତୋଷ କୁମାର ମନ୍ତ୍ରୀ,ଖଣତା ସରପଂଚ ଅନିଲ ଲେଙ୍କା ସମିତିସଭ୍ୟ ସୁରେଶ ଜେନା…

ଉଷା ଦେବୀ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ତମାଖୁ ସଚେତନତା

ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଣ୍ଢରା ଉଷା ଦେବୀ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟ ଯୁବ ରେଡକ୍ରସ ପକ୍ଷରୁ ତମାଖୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ଅଧ୍ୟକ୍ଷା ସଲୀଳା ବାରିକ ଉଦଘାଟନ କରିଥିଲେ । ଏହି ଉପଲକ୍ଷେ ଛାତ୍ରୀମାନେ ଯୁବରେଡ଼କ୍ରସ…

ବ୍ଲକସ୍ତରୀୟ ମିଶନ ଶକ୍ତି ଋଣ ପ୍ରଦାନ ମେଳା

ଓଡ଼ିଶା ସରକାରଙ୍କ ମିଶନ ଶକ୍ତି ବିଭାଗ ମାଧ୍ୟମରେ ମହିଳାମାନଙ୍କୁ ସଶକ୍ତିକରଣ ଓ ଆତ୍ମନିର୍ଭରଶିଳ ହେବାକୁ ବିଭିନ୍ନ ଯୋଜନା ରାଜ୍ୟ ସରକାର ଗ୍ରହଣ କରିଛନ୍ତି । ସେଥିମଧ୍ୟରୁ ମିଶନ ଶକ୍ତି ମାଧ୍ୟମରେ ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କୁ ଋଣ ପ୍ରଦାନ କରାଯାଉଅଛି ।ଏହି…

ଅଗ୍ନିବିପନ୍ନଙ୍କୁ ସହାୟତା ପ୍ରଦାନ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ସିଂହଗାଁ ଗ୍ରାମପଞ୍ଚାୟତର ପାଣି ସାଉଁଳିଆ ଗ୍ରାମର ସୁରେନ୍ଦ୍ର ମଲିକ, ଦୀନବନ୍ଧୁ ମଲିକ ଓ କୃପାସିନ୍ଧୁ ମଲିକଙ୍କ ବାସଗୃହ ପୋଡି ଯାଇଥିବା ଏବଂ ସେମାନେ ଅତ୍ୟନ୍ତ ଅସାହାୟ ଅବସ୍ଥାରେ ପଡିରହିଥିବାର ଖବର ପାଇ ବା ପରେ ସମାଜସେବୀ…

ବିଜେପି ପକ୍ଷରୁ ପଟ୍ଟାମୁଣ୍ଡାଇ ବ୍ଲକ ଘେରାଉ , ବ୍ଲକ ଘେରାଉ କାର୍ଯ୍ୟକ୍ରମ କେବଳ ଏକ ଆନ୍ଦୋଳନ ନୁହେଁ, ଏହା ହେଉଛି ଲୋକଙ୍କ ଅସନ୍ତୋଷର ପ୍ରତିଫଳନ-ଭୁବନମୋହନ ଜେନା

ରାଜନଗର ନିର୍ବାଚନ ମଣ୍ଡଳୀ ପଟ୍ଟାମୁଣ୍ଡାଇ ଭାଜପା ପକ୍ଷରୁ ବ୍ଲକରେ ଚାଲିଥିବା ଦୁର୍ନୀତି ପିସି କାରବାର ଓ ସାଧାରଣ ଲୋକ ନ୍ୟାୟ ପାଉ ନ ଥିବା ଦାବିକରି ସୋମବାର ପୂର୍ବାହ୍ନରେ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଘେରାଉ କରାଯାଇଥିଲା । ପଟ୍ଟାମୁଣ୍ଡାଇ ଭାଜପା କର୍ଯ୍ୟାଳୟ…

କବି କୁଞ୍ଜ ବିହାରୀ ପୃଷ୍ଟିଙ୍କ କାଳ୍ପନିକ କାବ୍ୟ ମା’ମାଟି ମୋହ ଲୋକାର୍ପିତ

କେନ୍ଦ୍ରାପଡା ସାନ୍ଧ୍ୟ ମହାବିଦ୍ୟାଳୟ ସଭାଗୃହରେ କବି ନିକୁଞ୍ଜ ବିହାରୀ ପୃଷ୍ଟିଙ୍କ ଦ୍ୱିତୀୟ କାଳ୍ପନିକ କାବ୍ୟ “ମା’ ମାଟି ମୋହ” ଲୋକାର୍ପର୍ିତ ହୋଇଯାଇଛି । “ଆମ ଗାଁ ସାହିତ୍ୟ ପରିଷଦ” ଆନୁକୂଲ୍ୟରେ ଅନୁଷ୍ଠିତ ଅଷ୍ଟମ ବାର୍ଷିର୍କ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ…

କେନ୍ଦ୍ରାପଡା ଜିଲ୍ଲା ସାହିତ୍ୟ ସଂସଦର କର୍ମକର୍ତ୍ତା ନିର୍ବାଚନ

କେନ୍ଦ୍ରାପଡା ଜିଲ୍ଲା ସାହିତ୍ୟ ସଂସଦର କର୍ମକର୍ତ୍ତା ନିର୍ବାଚନ ଆଜି ସ୍ଥାନୀୟ ସଖୀବଟଠାରେ ସଂସଦର ନିର୍ବାଚନ କମିଶନର ଡଃ ସୁରେନ୍ଦ୍ରନାଥ ଆଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିଥିଲେ ପ୍ରାକ୍ତନ ଏଲିମେଣ୍ଟାରୀ ଡେପୁଟି ଡାଇରେକ୍ଟର ବିଶିଷ୍ଟ ଗାଳ୍ପିକା…

ପିଏମ୍‌ଶ୍ରୀ ଯୋଜନାରେ ରୂପାନ୍ତରିତ କେନ୍ଦ୍ରାପଡା କେନ୍ଦ୍ରୀୟ ବିଦ୍ୟାଳୟ

କେନ୍ଦ୍ର ସରକାରଙ୍କ ପିଏମ୍‌ଶ୍ରୀ (ପ୍ରାଇମ୍ ମିନିଷ୍ଟର ସ୍କୁଲସ୍ ଫର୍ ରାଇଜିଂ ଇଣ୍ଡିଆ) ଯୋଜନାରେ ରୂପାନ୍ତରିତ ହୋଇଛି କେନ୍ଦ୍ରୀୟ ବିଦ୍ୟାଳୟ କେନ୍ଦ୍ରାପଡା । ଏଠାରେ ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ତଥା ଅତ୍ୟାଧୁନିକ ଶିକ୍ଷା ପ୍ରଦାନ କରିବାରେ ପୁଣି ଗୋଟିଏ ପାହାଚ ଆଗରେ ରହିବ…

ଜିଲ୍ଲା ବୋଇତବନ୍ଦାଣ ସମିତିର ଜିଲ୍ଲା ସ୍ତରୀୟ ପ୍ରତିଯୋଗୀ ସମାବେଶ

ରାଜ୍ୟର ପୁରାତନ ସାସ୍କୃତିକ ଅନୁଷ୍ଠାନ କେନ୍ଦ୍ରାପଡ଼ା ଜିଲ୍ଲା ବୋଇତ ବନ୍ଦାଣ ସମିତି କେନ୍ଦ୍ରାପଡାର ୫୫ତମ ବୋଇତ ବନ୍ଦାଣ ଉତ୍ସବର ଅବ୍ୟବହିତ ପୂର୍ବରୁ ଆଜି ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ତୁଳସୀ ମହିଳା ମହାବିଦ୍ୟାଳୟ ପରିସରରେ ବିଭିନ୍ନ ବିଭାଗରେ ୪ଶହରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀଙ୍କୁ…

ଜିଲ୍ଲା କଂଗ୍ରେସ ପକ୍ଷରୁ ଇନ୍ଦିରା ଗାନ୍ଧୀଙ୍କ ୧୦୬ତମ ଜୟନ୍ତୀ ପାଳିତ

କେନ୍ଦ୍ରାପଡ଼ା ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତା ଇନ୍ଦିରା ଗାନ୍ଧୀଙ୍କ ୧୦୬ତମ ଜୟନ୍ତୀ କଜଳାସ୍ଥିତ କଂଗ୍ରେସ ଭବନ ପରିସରରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଜିଲ୍ଲା କଂଗ୍ରେସ ଉପସଭାପତି ପ୍ରଫୁଲ୍ଲ କୁମାର ଦାସ, ପୂର୍ବତନ ବିଧାୟକ ଚିନ୍ମୟ…

ଯୈାନ ଶୋଷଣ ନିରୋଧ ଆଇନ ସଚେତନତା ଶିବିର

କେନ୍ଦ୍ରାପଡ଼ା ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ନୂତନ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମ୍ମିଳନୀ କକ୍ଷରେ କର୍ମ କ୍ଷେତ୍ରରେ ମହିଳାମାନଙ୍କ ଉପରେ ହେଉଥିବା ଯୌନ ଶୋଷଣ ବିରୋଧରେ ଏକ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଆଇନ ସେବା ପ୍ରାଧିକରଣ…

ନବଜାତ ଶିଶୁ ଯତ୍ନ ସପ୍ତାହ ପାଳିତ

ଶିଶୁ ଜନ୍ମର ପ୍ରଥମ ୨୪ ଘଂଟା ଓ ପ୍ରଥମ ୨୮ ଦିନ ଅତ୍ୟନ୍ତ ସମ୍ବେଦନଶୀଳ । ତେଣୁ ନବଜାତ ଶିଶୁଙ୍କ ଯତ୍ନ ଦିଗରେ ସମସ୍ତେ ସଚେତନ ହେବା ଜରୁରୀ ବୋଲି ଶନିବାର କେନ୍ଦ୍ରାପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମ୍ମିଳନୀ କକ୍ଷରେ“ନବଜାତ ଶିଶୁ…

୭୦ତମ ସର୍ବ ଭାରତୀୟ ସମବାୟ ସପ୍ତାହ ପାଳନ , ଜିଲ୍ଲା ସ୍ତରୀୟ ମହୋତ୍ସବ

ସମବାୟ ବିଭାଗ ଓ କେନ୍ଦ୍ରାପଡା  ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଜିଲ୍ଲା ସଂସ୍କୃତି ଭବନ ପରିସରରେ ୭୦ତମ ସର୍ବ ଭାରତୀୟ ସମବାୟ ସପ୍ତାହ ପାଳନ ଅବସରରେ ଜିଲ୍ଲା ସ୍ତରୀୟ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ନିଲୁ ମହାପାତ୍ରଙ୍କ ଅଧ୍ୟକ୍ଷତାରେ…

ପୁନର୍ବାସ ପକ୍ଷରୁ ବୌଦ୍ଧିକ ଭିନ୍ନକ୍ଷମ ଶିଶୁଙ୍କ ବାକ୍ ଓ ଶ୍ରବଣ ପରୀକ୍ଷା ଶିବିର

ସାଧାରଣତଃ ବୌଦ୍ଧିକ ଭିନ୍ନକ୍ଷମ ଶିଶୁମାନେ ବାକ୍ ଓ ଶ୍ରବଣ ଶକ୍ତି ବାଧିତ ହୋଇଥିବାର ପରିଲଖିତ ହୁଏ । ଭିନ୍ନକ୍ଷମଙ୍କ ନିମନ୍ତେ କାର୍ଯ୍ୟରତ ସ୍ୱେଚ୍ଛାସେବୀ ଅନୁଷ୍ଠାନ ପୁନର୍ବାସ ଦ୍ୱାରା ଏହି ସ୍ୱତନ୍ତ୍ର ଶିଶୁମାନଙ୍କୁ ସାମାଜିକ ସୁରକ୍ଷା ବିଭାଗ ସହାୟତାରେ ନିଃସୁଳ୍କ ଫିଜିଓଥେରାପି ସହିତ…

ପୁତୁରା ଶବସତ୍କାର ବେଳେ ବଡବାପା ହୁଦଘାତରେ ମୃତ

ମଣିଷ ଜୀବନରେ  ମୃତ୍ୟୁ କେତେବେଳେ ଓ କେମିତି ଆସେ ତାହା କେହି କହିପାରିବେନି। ଏମିତି ଏକ ମୃତ୍ୟୁ ମଣିଷ  ଜୀବନରେ ଘଟିଛି ଯେ ପୁତୁରାର ଶବ ସତ୍କାର କରିବାକୁ ଯାଇ ବଡବାପାର  ହୁଦଘାତରେ ମୃତ୍ୟୁ ହୋଇଛି । ଏଭଳି ଦୁଃଖଦ ଘଟଣା…

ନଦୀକୁ ଗାଧେଇବାକୁ ଯାଇ ଯୁବକ ନିଖୋଜ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅଣ୍ଢରା ଗ୍ରାମପାଖ ବ୍ରାହ୍ମଣୀ ନଦୀରେ ଗାଧେଇବାକୁ ଯାଇ ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି । ଯୁବକ ଜଣକ ଅଣ୍ଢରା ଗାଁର ବିକ୍ରାନ୍ତ ମଲ୍ଲିକ (ବିଟୁ) ବୟସ ୪୭ ବୋଲି ଜଣାପଡିଛି । ଖବର ପାଇ ପଟ୍ଟାମୁଣ୍ଡାଇ…

ଜିଲ୍ଲା ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଉଦଯାପିତ

କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟ ଖେଳପଡ଼ିଆରେ ଦୁଇ ଦିନ ଧରି ଚାଲିଥିବା ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳା ଆଜି ଉଦ୍‌ଯାପିତ ହୋଇଯାଇଛି । ଜିଲ୍ଲା ପ୍ରଶାସନ ଏବଂ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ଉତ୍ସବର ଉଦ୍‌ଯାପନୀ…

ଗୋବରୀ କେନାଲ ମଟାମ ହେବାରୁ ଫକିରାବାଦରେ କୃତିମ ବନ୍ୟା

କେନ୍ଦ୍ରାପଡା ଗୋବରୀ କେନାଲରେ ଚାଷ ପାଇଁ ବହୁ ବିଳମ୍ବରେ ପାଣି ଛଡା ଯିବାରେ କେନାଲରେ ପାଣି ମଟାମ ହୋଇଛି । ଫଳରେ କେନ୍ଦ୍ରାପଡା ପୈାରାଞ୍ଚଳ ଅନ୍ତର୍ଗତ ଫକିରାବାଦ, ବଡହାଟ, ମୀରପାଟଣା ଓ ନସଡିପୁର ଭଳି ତଳିଆ ଅଞ୍ଚଳରେ ଥିବା ରାସ୍ତା ଓ…