ବରିଷ୍ଠ ନାଗରିକଙ୍କ ତୀର୍ଥଯାତ୍ରାର ଶୁଭାରମ୍ଭ
ଆଧ୍ୟାତ୍ମିକ ଯାତ୍ରାର ଦିବ୍ୟ ଅନୁଭବ ସାଉଁଟିବା ପାଇଁ କେନ୍ଦ୍ରାପଡ଼ାରୁ ବରିଷ୍ଠ ନାଗରିକଙ୍କ ତୀର୍ଥଯାତ୍ରା ଆରମ୍ଭ ହୋଇଛି । ଏହି ଯାତ୍ରାକୁ ପତାକା ଦେଖାଇ ଜିଲ୍ଲାପାଳ ଅମ୍ରିତ୍ ଋତୁରାଜ ଶୁଭାରମ୍ଭ କରିବା ସହ ବରିଷ୍ଠ ନାଗରିକମାନଙ୍କୁ […]
ଆଧ୍ୟାତ୍ମିକ ଯାତ୍ରାର ଦିବ୍ୟ ଅନୁଭବ ସାଉଁଟିବା ପାଇଁ କେନ୍ଦ୍ରାପଡ଼ାରୁ ବରିଷ୍ଠ ନାଗରିକଙ୍କ ତୀର୍ଥଯାତ୍ରା ଆରମ୍ଭ ହୋଇଛି । ଏହି ଯାତ୍ରାକୁ ପତାକା ଦେଖାଇ ଜିଲ୍ଲାପାଳ ଅମ୍ରିତ୍ ଋତୁରାଜ ଶୁଭାରମ୍ଭ କରିବା ସହ ବରିଷ୍ଠ ନାଗରିକମାନଙ୍କୁ […]
କେନ୍ଦ୍ରାପଡ଼ା, ୨୦ା୧୧ :“ବିକଶିତ ଭାରତ ସଙ୍କଳ୍ପ ଯାତ୍ରା” ନିମନ୍ତେ ଏକ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦ୍ଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ନିଲୁ ମହାପାତ୍ରଙ୍କ ଅଧ୍ୟକ୍ଷତାରେ […]
କଟକ କେନ୍ଦ୍ର ସମବାୟ ବ୍ୟାଙ୍କ ପଟ୍ଟାମୁଣ୍ଡାଇ ଶାଖା ଅଧୀନରେ ଥିବା ବଡ଼ମୂଳବସନ୍ତ ପ୍ରାଥମିକ କୃଷି ସମବାୟ ସମିତିର ଚାଷୀମାନେ ଚଳିତବର୍ଷର ଖରିଫ ଋଣ ପାଇବାରୁ ବଂଚିତ ହେବାକୁ ଯାଉଥିବା ନେଇ ଅଭିଯୋଗ ହୋଇଛି । […]
କେନ୍ଦ୍ରାପଡ଼ା ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ କାର୍ଯ୍ୟାଳୟ ପରିସରରେ ଏକ ଦକ୍ଷତା ବିକାଶ ପରାମର୍ଶ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ବ୍ୟାଙ୍କିଙ୍ଗ୍, ଫାଇନାନ୍ସ ଏବଂ ଇନ୍ସୁରାନ୍ସ ସେକ୍ଟରରେ ତାଲିମ୍ ପାଇଁ ୭୯ […]
ଭାରତୀୟ ଜନତା ପାର୍ଟି,କେନ୍ଦ୍ରାପଡ଼ା ବ୍ଲକ ତରଫରୁ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାରେ ଦୁର୍ନୀତି, ଭ୍ରଷ୍ଟାଚାର ଓ ବ୍ୟଭିଚାର ବିରୁଦ୍ଧରେ ଜନ ଆକ୍ରୋଶ ବ୍ଲକ ଘେରାଉ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ବୁଢ଼ୀବିଳାଶୁଣୀ ମନ୍ଦିର ସାନ୍ତସାହି […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକର ଖଣତା ପଂଚାୟତରେ ସୋମବାର ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ ବିଡ଼ିଓ ଶୁଭ୍ରାଂଶୁ ସାହୁଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିରିକ୍ତ ବିଡ଼ିଓ ସନ୍ତୋଷ କୁମାର ମନ୍ତ୍ରୀ,ଖଣତା ସରପଂଚ […]
ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଣ୍ଢରା ଉଷା ଦେବୀ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟ ଯୁବ ରେଡକ୍ରସ ପକ୍ଷରୁ ତମାଖୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ଅଧ୍ୟକ୍ଷା ସଲୀଳା ବାରିକ ଉଦଘାଟନ କରିଥିଲେ […]
ଓଡ଼ିଶା ସରକାରଙ୍କ ମିଶନ ଶକ୍ତି ବିଭାଗ ମାଧ୍ୟମରେ ମହିଳାମାନଙ୍କୁ ସଶକ୍ତିକରଣ ଓ ଆତ୍ମନିର୍ଭରଶିଳ ହେବାକୁ ବିଭିନ୍ନ ଯୋଜନା ରାଜ୍ୟ ସରକାର ଗ୍ରହଣ କରିଛନ୍ତି । ସେଥିମଧ୍ୟରୁ ମିଶନ ଶକ୍ତି ମାଧ୍ୟମରେ ସ୍ୱୟଂ ସହାୟକ ଗୋଷ୍ଠୀ […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ସିଂହଗାଁ ଗ୍ରାମପଞ୍ଚାୟତର ପାଣି ସାଉଁଳିଆ ଗ୍ରାମର ସୁରେନ୍ଦ୍ର ମଲିକ, ଦୀନବନ୍ଧୁ ମଲିକ ଓ କୃପାସିନ୍ଧୁ ମଲିକଙ୍କ ବାସଗୃହ ପୋଡି ଯାଇଥିବା ଏବଂ ସେମାନେ ଅତ୍ୟନ୍ତ ଅସାହାୟ ଅବସ୍ଥାରେ ପଡିରହିଥିବାର […]
ରାଜନଗର ନିର୍ବାଚନ ମଣ୍ଡଳୀ ପଟ୍ଟାମୁଣ୍ଡାଇ ଭାଜପା ପକ୍ଷରୁ ବ୍ଲକରେ ଚାଲିଥିବା ଦୁର୍ନୀତି ପିସି କାରବାର ଓ ସାଧାରଣ ଲୋକ ନ୍ୟାୟ ପାଉ ନ ଥିବା ଦାବିକରି ସୋମବାର ପୂର୍ବାହ୍ନରେ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଘେରାଉ […]
କେନ୍ଦ୍ରାପଡା ସାନ୍ଧ୍ୟ ମହାବିଦ୍ୟାଳୟ ସଭାଗୃହରେ କବି ନିକୁଞ୍ଜ ବିହାରୀ ପୃଷ୍ଟିଙ୍କ ଦ୍ୱିତୀୟ କାଳ୍ପନିକ କାବ୍ୟ “ମା’ ମାଟି ମୋହ” ଲୋକାର୍ପର୍ିତ ହୋଇଯାଇଛି । “ଆମ ଗାଁ ସାହିତ୍ୟ ପରିଷଦ” ଆନୁକୂଲ୍ୟରେ ଅନୁଷ୍ଠିତ ଅଷ୍ଟମ ବାର୍ଷିର୍କ […]
କେନ୍ଦ୍ରାପଡା ଜିଲ୍ଲା ସାହିତ୍ୟ ସଂସଦର କର୍ମକର୍ତ୍ତା ନିର୍ବାଚନ ଆଜି ସ୍ଥାନୀୟ ସଖୀବଟଠାରେ ସଂସଦର ନିର୍ବାଚନ କମିଶନର ଡଃ ସୁରେନ୍ଦ୍ରନାଥ ଆଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିଥିଲେ ପ୍ରାକ୍ତନ […]
କେନ୍ଦ୍ର ସରକାରଙ୍କ ପିଏମ୍ଶ୍ରୀ (ପ୍ରାଇମ୍ ମିନିଷ୍ଟର ସ୍କୁଲସ୍ ଫର୍ ରାଇଜିଂ ଇଣ୍ଡିଆ) ଯୋଜନାରେ ରୂପାନ୍ତରିତ ହୋଇଛି କେନ୍ଦ୍ରୀୟ ବିଦ୍ୟାଳୟ କେନ୍ଦ୍ରାପଡା । ଏଠାରେ ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ତଥା ଅତ୍ୟାଧୁନିକ ଶିକ୍ଷା ପ୍ରଦାନ କରିବାରେ […]
ରାଜ୍ୟର ପୁରାତନ ସାସ୍କୃତିକ ଅନୁଷ୍ଠାନ କେନ୍ଦ୍ରାପଡ଼ା ଜିଲ୍ଲା ବୋଇତ ବନ୍ଦାଣ ସମିତି କେନ୍ଦ୍ରାପଡାର ୫୫ତମ ବୋଇତ ବନ୍ଦାଣ ଉତ୍ସବର ଅବ୍ୟବହିତ ପୂର୍ବରୁ ଆଜି ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ତୁଳସୀ ମହିଳା ମହାବିଦ୍ୟାଳୟ ପରିସରରେ […]
କେନ୍ଦ୍ରାପଡ଼ା ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତା ଇନ୍ଦିରା ଗାନ୍ଧୀଙ୍କ ୧୦୬ତମ ଜୟନ୍ତୀ କଜଳାସ୍ଥିତ କଂଗ୍ରେସ ଭବନ ପରିସରରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଜିଲ୍ଲା କଂଗ୍ରେସ ଉପସଭାପତି ପ୍ରଫୁଲ୍ଲ […]
କେନ୍ଦ୍ରାପଡ଼ା ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ନୂତନ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମ୍ମିଳନୀ କକ୍ଷରେ କର୍ମ କ୍ଷେତ୍ରରେ ମହିଳାମାନଙ୍କ ଉପରେ ହେଉଥିବା ଯୌନ ଶୋଷଣ ବିରୋଧରେ ଏକ ଆଇନ ସଚେତନତା ଶିବିର ଅନୁଷ୍ଠିତ […]
ଶିଶୁ ଜନ୍ମର ପ୍ରଥମ ୨୪ ଘଂଟା ଓ ପ୍ରଥମ ୨୮ ଦିନ ଅତ୍ୟନ୍ତ ସମ୍ବେଦନଶୀଳ । ତେଣୁ ନବଜାତ ଶିଶୁଙ୍କ ଯତ୍ନ ଦିଗରେ ସମସ୍ତେ ସଚେତନ ହେବା ଜରୁରୀ ବୋଲି ଶନିବାର କେନ୍ଦ୍ରାପଡା ଜିଲ୍ଲା […]
ସମବାୟ ବିଭାଗ ଓ କେନ୍ଦ୍ରାପଡା ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଜିଲ୍ଲା ସଂସ୍କୃତି ଭବନ ପରିସରରେ ୭୦ତମ ସର୍ବ ଭାରତୀୟ ସମବାୟ ସପ୍ତାହ ପାଳନ ଅବସରରେ ଜିଲ୍ଲା ସ୍ତରୀୟ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । […]
ସାଧାରଣତଃ ବୌଦ୍ଧିକ ଭିନ୍ନକ୍ଷମ ଶିଶୁମାନେ ବାକ୍ ଓ ଶ୍ରବଣ ଶକ୍ତି ବାଧିତ ହୋଇଥିବାର ପରିଲଖିତ ହୁଏ । ଭିନ୍ନକ୍ଷମଙ୍କ ନିମନ୍ତେ କାର୍ଯ୍ୟରତ ସ୍ୱେଚ୍ଛାସେବୀ ଅନୁଷ୍ଠାନ ପୁନର୍ବାସ ଦ୍ୱାରା ଏହି ସ୍ୱତନ୍ତ୍ର ଶିଶୁମାନଙ୍କୁ ସାମାଜିକ ସୁରକ୍ଷା […]
ମଣିଷ ଜୀବନରେ ମୃତ୍ୟୁ କେତେବେଳେ ଓ କେମିତି ଆସେ ତାହା କେହି କହିପାରିବେନି। ଏମିତି ଏକ ମୃତ୍ୟୁ ମଣିଷ ଜୀବନରେ ଘଟିଛି ଯେ ପୁତୁରାର ଶବ ସତ୍କାର କରିବାକୁ ଯାଇ ବଡବାପାର ହୁଦଘାତରେ ମୃତ୍ୟୁ […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅଣ୍ଢରା ଗ୍ରାମପାଖ ବ୍ରାହ୍ମଣୀ ନଦୀରେ ଗାଧେଇବାକୁ ଯାଇ ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି । ଯୁବକ ଜଣକ ଅଣ୍ଢରା ଗାଁର ବିକ୍ରାନ୍ତ ମଲ୍ଲିକ (ବିଟୁ) ବୟସ ୪୭ ବୋଲି […]
କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟ ଖେଳପଡ଼ିଆରେ ଦୁଇ ଦିନ ଧରି ଚାଲିଥିବା ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳା ଆଜି ଉଦ୍ଯାପିତ ହୋଇଯାଇଛି । ଜିଲ୍ଲା ପ୍ରଶାସନ ଏବଂ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର […]
କେନ୍ଦ୍ରାପଡା ଗୋବରୀ କେନାଲରେ ଚାଷ ପାଇଁ ବହୁ ବିଳମ୍ବରେ ପାଣି ଛଡା ଯିବାରେ କେନାଲରେ ପାଣି ମଟାମ ହୋଇଛି । ଫଳରେ କେନ୍ଦ୍ରାପଡା ପୈାରାଞ୍ଚଳ ଅନ୍ତର୍ଗତ ଫକିରାବାଦ, ବଡହାଟ, ମୀରପାଟଣା ଓ ନସଡିପୁର ଭଳି […]
Copyright © 2026 | WordPress Theme by MH Themes