କେନ୍ଦ୍ରାପଡ଼ା, ୧୬ା୧୧ : ଗଣମାଧ୍ୟମ ସମାଜର ଦର୍ପଣ । ଯେଉଁଠି ପ୍ରତଫଳିତ, ପ୍ରତିଧ୍ୱନିତ ଓ ପ୍ରତିବିମ୍ବିତ ହୁଏ ସମାଜର ପ୍ରକୃତ ରୂପ । ସାମ୍ବାଦିକମାନେ ସମାଜର ଜାଗ୍ରତ ପ୍ରହରୀ । ସେମାନେ ନିଷ୍ଠାର ସହ ଦାୟିତ୍ୱ ସମ୍ପନ୍ନ କଲେ ବ୍ୟବସ୍ଥାରେ ପରିବର୍ତ୍ତନ…
Month: November 2023
ଅତ୍ୟାବଶ୍ୟକ ସାମଗ୍ରୀ ଦର ବୃଦ୍ଧି ରୋକାଯାଉ :ଜନଶକ୍ତି ପାର୍ଟି
ବିଭିନ୍ନ ଅତ୍ୟାବଶ୍ୟକ ସାମଗ୍ରୀର ଆକାଶଛୁଆଁ ଦର ବୃଦ୍ଧି ଘଟିଥିଲେ ମଧ୍ୟ ଉଭୟ କେନ୍ଦ୍ର ବିଜେପି ଓ ରାଜ୍ୟ ବିଜେଡି ସରକାର ଚୁପ ହୋଇବସିଛନ୍ତି । କେନ୍ଦ୍ର ଓ ରାଜ୍ୟ ସରକାର ଅବିଳମ୍ବେ ଦର ବୃଦ୍ଧି ନରୋକିଲେ ଜନଶକ୍ତି ପାର୍ଟି ପକ୍ଷରୁ ରାଜ୍ୟ…
ଅଳଭା ଗଣ୍ଡାକିଆ ଲକ କାର୍ଯ୍ୟକାରୀ ହେଲେ ଶିଳ୍ପର ବିକାଶ ହେବା ସହ ଉତିକଣ ଅଂଚଳର ଚାଷୀଙ୍କ ମୁହଁରେ ହସ ଫୁଟିବ
ତାଳଦଣ୍ଡା କେନାଲର ଭଳି ବୋଟିଂର ଭ୍ରମ ସୃଷ୍ଟି କରିବ ଜଳସେଚନ ଓ ବାଣିଜ୍ୟ କାରବାରର ଏକମାତ୍ର ବିକଳ୍ପ ଆମ ରାଜ୍ୟର ସର୍ବ ପୁରାତନ ପଟ୍ଟାମୁଣ୍ଡାଇ ମେନ କେନାଲକୁ ଲଗିଥିବା ଗୋବାରି ସର୍ମ୍ପସାରିତ କେନାଲ ଏବେ ବିପଦରେ । ଏହି କେନାଲ ଉପରେ…
ଆସନ୍ନ ମରୁଡିର ପ୍ରତିକାର କର- କୃଷକସଭା
ସମଗ୍ର କେନ୍ଦ୍ରାପଡା ଜିଲ୍ଲାକୁ ମରୁଡି ଘୋଷଣା ଦାବିରେ ଆଜି ଓଡିଶା କୃଷକ ସଭା (ଏଆଇକେଏସ) କେନ୍ଦ୍ରାପଡା ଜିଲ୍ଲା କମିଟି ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ସହିତ ଅତିରିକ୍ତ ଜିଲ୍ଲାପାଳ ନିଲୁ ମହାପାତ୍ରଙ୍କୁ ଏକ ଦାବିପତ୍ର ପ୍ରଦାନ କରା ଯାଇଛି ।…
ସମର୍ଥ କୋଚିଂ ସେଟଂରରେ ଶିଶୁ ଦିବସ ପାଳିତ
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ସମର୍ଥ କୋଚିଂ ସେଟଂର ପକ୍ଷରୁ ମଙ୍ଗଳବାର ଶିଶୁ ଦିବସ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । କୋଚିଂ ସେଟଂରର ପରିଚାଳକ ଶଶୀକାନ୍ତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟଅତିଥି ଭାବେ ଭଦ୍ରକ ସ୍ୱୟଂଶାସିତ ମହାବିଦ୍ୟାଳୟ ଅଧ୍ୟାପକ ନରେଶ…
ସଙ୍ଘବଦ୍ଧ ଆକ୍ରମଣରେ ହତ୍ୟା ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ
କେନ୍ଦ୍ରାପଡା ଜିଲ୍ଲା ଦୈାରାଜଜ୍ ବିଶ୍ୱିଜତ ମହାନ୍ତି ଏକ ସଙ୍ଘବଦ୍ଧ ଆକ୍ରମଣ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ପ୍ରଦାନ କରିବା ସହିତ ୫ହଜାର ଟଙ୍କା ଜୋରିମାନାରେ ଦଣ୍ଡିତ କରିଛନ୍ତି । ଘଟଣା ଅନୁଯାୟୀ କେନ୍ଦ୍ରାପଡା ଜିଲ୍ଲାର ରାଜକନିକା ଥାନା…
ରାଜଶ୍ରୀର ମନୋଜ୍ଞ ଆକାଶୀୟ ଆଲୋଚନା ଚକ୍ର, ଇପତ୍ରିକା “ରାଜଶ୍ରୀ’ ଅକ୍ଟୋବର ସଂଖ୍ୟା ଉନ୍ମୋଚନ ଏବଂ କବିତା ପାଠୋତ୍ସବ
କେନ୍ଦ୍ରାପଡା – ରାଜଶ୍ରୀ କଳା ଓ ସାହିତ୍ୟ ସଂସଦର ମାସିକ ବନ୍ଧୁ ମିଳନ ପର୍ବ ଗତ ସୋମବାର ଦିନ ଆବାସୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ବନ୍ଧୁ ମିଳନର ଏହି ମାହେନ୍ଦ୍ର ମୁହୂର୍ତ୍ତର୍ରେ ମାସିକ ରାଜଶ୍ରୀ “ଇ’ ପତ୍ରିକାର ଅକ୍ଟୋବର ସଂଖ୍ୟା…
ପିଆଜ ଦର ବୃଦ୍ଧିର ପ୍ରତିବାଦ ଜାରୀ ; ଇନ୍ଦୁପୁରରେ ୨୫ଟଙ୍କାରେ ବିକିଲା କଂଗ୍ରେସ
ରାଜ୍ୟରେ ପିଆଜ ବଜାରରେ ନିଆଁ ଲାଗିଛି। ରାଜ୍ୟର ୨୩ବର୍ଷର ଅପାରଗ ସରକାର ପ୍ରତିବର୍ଷ ଖାଉଟିଙ୍କୁ ଚଢ଼ା ଦରରେ ପିଆଜ ଓ ଆଳୁକୁ ବିକ୍ରି କରୁଛନ୍ତି। ପିଆଜରେ ସ୍ବାବଲମ୍ବୀ ହୋଇଥିବା ସରକାର କହୁଥିବା ବେଳେ ରାଜ୍ୟବାସୀ ୮୦ ଟଙ୍କାରେ ପିଆଜ କିଣିବାକୁ ବାଧ୍ୟ…
ପାଣିସାଉଁଳିଆ ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ,୩ ବଖରା ଘର ପୋଡି ନଷ୍ଟ
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ସିଂହଗା ପଞ୍ଚାୟତ ପାଣି ସାଉଁଳିଆ ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ ଘଟି ସୁରେନ୍ଦ୍ର ମଳିକଙ୍କ ୩ ବଖରା ଘର ପୋଡି ନଷ୍ଟ ହୋଇଯାଇଛି। ମଙ୍ଗଳବାର ରାତି ପ୍ରାୟ ସାଢେ ୮ଟା ବେଳେ ଘରେ ନିଆଁ ଲାଗି ଯାଇଥିଲା।…
ନେତାଜୀ ମଡେଲ ସ୍କୁଲରେ ବିଜ୍ଞାନ ଓ ଶିଶୁମେଲା
କେନ୍ଦ୍ରାପଡା ସହରର ମାଧପୁର ସ୍ଥିତ ନେତାଜୀ ମଡେଲ ସ୍କୁଲରେ ଶିଶୁମେଳା ଓ ବିଜ୍ଞାନମେଳା ଅନୁଷ୍ଠିତ ହୋଇଯାଇଛି । ସ୍କୁଲର ଅଧ୍ୟକ୍ଷ ଅଜୟ କୁମାର ପୃଷ୍ଠିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ଅବସରପ୍ରାପ୍ତ ଜିଲ୍ଲା ବିଜ୍ଞାନ ପରିଦର୍ଶକ ପିତବାସ ପଣ୍ଡା ମୁଖ୍ୟ ଅତିଥି…
ମଦ୍ରାସା ଆରବିଆ ତାଲିମୁଲ ଇସଲାମରେ ଜାତୀୟ ଶିକ୍ଷା ଦିବସ ପାଳିତ
କେନ୍ଦ୍ରାପଡା ସହରର ବଡହାଟସ୍ଥିତ ମଦ୍ରାସା ତାଲିମୁଲ ଆରବିଆ ଇସଲାମରେ ଜାତୀୟ ଶିକ୍ଷା ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ମଦ୍ରାସାର ସଭାପତି ମୀର ହସିମୁଲ୍ଲାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦର ପ୍ରୋଗ୍ରାମ ମ୍ୟାନେଜର (ସ୍କିଲ…
ରାସ୍ତା ଜବରଦଖଲ ଉଛେଦ ପାଇଁ ଉପଜିଲ୍ଲାପାଳଙ୍କୁ ଦାବିପତ୍ର
କେନ୍ଦ୍ରାପଡା ଜିଲ୍ଲାର ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଳପୁଅ ଗ୍ରାମପଞ୍ଚାୟତର ତିନୋଟି ରାସ୍ତା ଜବରଦଖଲ ହେତୁ ଅନେକ ଅସୁବିଧା ସୃଷ୍ଟି ହେଉଥିବାରୁ ପଞ୍ଚାୟତବାସୀ ଏସମ୍ପର୍କରେ ଉପଜିଲ୍ଲାପାଳ ରବୀନ୍ଦ୍ର କୁମାର ପ୍ରଧାନଙ୍କୁ ସାକ୍ଷାତ କରି ସମସ୍ୟାର ତୁରନ୍ତ ସମାଧାନ ପାଇଁ ଏକ ଦାବିପତ୍ର ପ୍ରଦାନ…
ଭରତପୁର ଦକ୍ଷୀଣକାଳୀ ମନ୍ଦିରରେ କାଳୀ ପୂଜା
କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଶକ୍ତିପୀଠ ଭରତପୁର ମା’ଦକ୍ଷୀଣକାଳୀ ମନ୍ଦିରରେ କାଳୀ ପୂଜା ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ମା’ଦକ୍ଷୀଣକାଳୀଙ୍କର ଷୋଡଶ ଉପଚାରରେ ପୂଜା କରାଯିବା ସହ ଅଭିଷେକ, ଚଣ୍ଡିପାଠ, ହୋମଯଜ୍ଞ ଓ ଭଜନ ସମାରୋହ ପ୍ରଭୃତି ଅନୁଷ୍ଠିତ…
ପଟ୍ଟାମୁଣ୍ଡାଇ ବ୍ଲକ ଘେରାଉ ପାଇଁ ଭାଜପାର ପ୍ରସ୍ତୁତି ବୈଠକ
ଦୁର୍ନୀତି ଓ ପିସି କାରବାର ବନ୍ଦ ପାଇଁ ରାଜ୍ୟ ଭାଜପା ପକ୍ଷରୁ ଓଡିଶାର ୩୧୪ ବ୍ଲକ ଘେରାଉ ପାଇଁ ନିଷ୍ପତି ନିଆଯାଇଛି । ରାଜ୍ୟ ଭାଜପା ଆହ୍ୱାନରେ ପଟ୍ଟାମୁଣ୍ଡାଇ ବ୍ଲକ ଘେରାଉ ପାଇଁ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର ପଟ୍ଟାମୁଣ୍ଡାଇ ଭଜପା…
ବିଦେଶରେ ଫସିଛନ୍ତି ୨୧ ଜଣ ଶ୍ରମିକ,ଭିଡିଓ ଜାରି କରି କହିଲେ ନିର୍ଯାତନାର କାହାଣୀ
ରୋଜଗାର କରି ନିଜ ପରିବାରର ପ୍ରତିପୋଷଣ କରିବା ଆଶାରେ ବିଦେଶ ଯାଇ କାମ କରୁଥିବା ଓଡିଆ ଯୁବକ ମାନେ ସେଠାରେ ନିର୍ଯ୍ୟାତିତ ହେବା ସହ ଶାରୀରିକ, ମାନସିକ ତଥା ଶୋଷଣର ଚରମ ଶିକାରରେ ଜୀବନ ବିତାଉଛନ୍ତି । ଯଦି ଏଥିପାଇଁ ମୁହଁ…
ଗୋପବନ୍ଧୁ କର୍ମଜୀବୀ ସାମ୍ବାଦିକ ସ୍ୱାସ୍ଥ୍ୟବୀମା କାର୍ଡ଼ ବଂଟନ
କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ନିଲୁ ମହାପାତ୍ର ଆଜି ଗୋପବନ୍ଧୁ କର୍ମଜୀବୀ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର କାର୍ଡ଼ ବଂଟନ କରିଛନ୍ତି । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦ୍ଭାବନା ସଭାଗୃହରେ ଏହି ବଂଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ୧୩୨ ଜଣ ଯୋଗ୍ୟ…
ଝୁଲନ୍ତା ଅବସ୍ଥାରେ ଯୁବକର ମୃତଦେହ ଉଦ୍ଧାର
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଥାନା ଚଉଦକୁଲାଟ ଫାଣ୍ଡି ଅନ୍ତର୍ଗତ ଗୋଗୁଆ-ଚଉଦକୁଲାଟ ରାସ୍ତାର ଏକ ଗଛରେ ସୋମବାର ଜନୈକ ଯୁବକଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ମିଳିଛି । ଗଛ ତଳେ ଏକ ବଜାଜ ମୋଟର ସାଇକେଲ ସହିତ ହେଲମଟ୍ ଓ ପ୍ଲାଷ୍ଟିକ ବୋଟଲ…
ବେଲତଳ ଧ୍ୟାନମନ୍ଦିରରେ ଗୀତା ଜ୍ଞାନ ଯଜ୍ଞ ଉଦଯାପିତ
ପ୍ରଜ୍ଞାନ ମିଶନ ପଟ୍ଟାମୁଣ୍ଡାଇ ଶାଖା ପକ୍ଷରୁ ବେଲତଳ ହରିହରାନନ୍ଦ ଧ୍ୟାନ ମନ୍ଦିରରେ ୮ ତାରିଖରୁ ଆରମ୍ଭ ହୋଇଥିବା ଗୀତା ଜ୍ଞାନ ଯଜ୍ଞ ୧୧ ତାରିଖରେ ଉଦଯାପିତ ହୋଇଯାଇଛି ।ଏହି ଅବସରରେ ଆନ୍ତର୍ଯ୍ୟାତିକ ଖ୍ୟାତିସମ୍ପନ୍ନ କ୍ରିୟାଯୋଗୀ ପରମହଂସ ପ୍ରଜ୍ଞାନାନନ୍ଦ ଗୀତା ଜ୍ଞାନ ଯଜ୍ଞକୁ…
କେନ୍ଦ୍ରାପଡ଼ା ଜିଲ୍ଲାକୁ ମରୁଡି ଘୋଷଣା କରାଯାଉ :ଓଡିଶା କୃଷକସଭା
କେନ୍ଦ୍ରାପଡ଼ା ଜିଲ୍ଲାକୁ ମରୁଡି ଘୋଷଣା କରିବା ପାଇଁ ଓଡିଶା କୃଷକସଭା କେନ୍ଦ୍ରାପଡ଼ା ଜିଲ୍ଲା ଶାଖା ପକ୍ଷରୁ ଦାବୀ କରାଯାଇଛି । ଏ ସମ୍ପର୍କରେ କାର୍ଯ୍ୟକ୍ରମ ପ୍ରସ୍ତୁତ କରିବା ପାଇଁ ଜିଲ୍ଲା କମିଟି ବୈଠକ ପଟ୍ଟାମୁଣ୍ଡାଇ ବ୍ଲକ ସାନଜରିଆ ପଂଚାୟତ ବୋଧଗାଁ ଠାରେ…
ବିଜେପି ଓ କଂଗ୍ରେସକୁ କଡା ଜବାବ ଦେବାକୁ ବିଜେଡି ନେତା ଓ କର୍ମୀଙ୍କୁ ପ୍ରଶିକ୍ଷଣ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ପ୍ରତି ନିର୍ବାଚନ ମଣ୍ଡଳୀରେ ଦଳୀୟ ଜନପ୍ରତିନିଧି , କର୍ମକର୍ତା ଓ କର୍ମୀମାନଙ୍କୁ ପ୍ରଶିକ୍ଷଣ ପ୍ରଦାନ କାର୍ଯ୍ୟକ୍ରମ ରାଜନଗର ନିର୍ବାଚନ ମଣ୍ଡଳୀରେ ଗତ ୮ ତାରିଖଠାରୁ ଆରମ୍ଭ ହୋଇଥିବା ତିନି ଦିନିଆ ପ୍ରଶିକ୍ଷଣ ଶିବିର ଶୁକ୍ରବାର…
କଲିକତାରୁ ପାରାଦୀପ ଆସୁଥିବା ସଦାନନ୍ଦ ବସରେ ଅଗ୍ନିକାଣ୍ଡ, ଜଣେ ମହିଳା ମୃତ
କେନ୍ଦ୍ରାପଡ଼ା : କଲିକତାରୁ ପାରାଦୀପ ଆସୁଥିବା ବସରେ ଅଗ୍ନିକାଣ୍ଡ ଘଟି ଜଣେ ମହିଳା ମୃତ୍ୟୁ ବରଣ କରିଥିବା ସୂଚନା ମିଳିଛି । ସୂଚନା ଅନୁଯାୟୀ ୧୬ନମ୍ବର ଜାତୀୟ ରାଜପଥରେ ୩୮ଜଣ ଯାତ୍ରୀଙ୍କୁ ନେଇ କଲିକତାରୁ ପାରାଦୀପ ଆସୁଥିବା ଶିବମ ଟ୍ରାଭେଲସ୍ର ସଦାନନ୍ଦ…
କୋଲକାତାରୁ ପାରାଦୀପ ଆସୁଥିବା ବସ୍ ଜଳିଗଲା
କୋଲକାତା ବାବୁଘାଟ ବସ୍ ଟର୍ମିନାଲରୁ ପାରାଦୀପ ଆସୁଥିବା ଏକ ଶତୀତାପ ନିୟନ୍ତ୍ରିତ ଯାତ୍ରୀବାହୀ ବସ୍ ‘ଶିବମ୍ ଟ୍ରାଭେଲ୍ସ’ ଶୁକ୍ରବାର ରାତି ପ୍ରାୟ ସାଢ଼େ ୧୦ଟାରେ ଚଳନ୍ତା ଅବସ୍ଥାରେ ଜଳିଯାଇଛି । ପଶ୍ଚିମବଙ୍ଗର ଖଡ଼ଗପୁର ଥାନା ଅନ୍ତର୍ଗତ ମାଡ଼ପୁରଠାରେ ଏହି ଘଟଣା ଘଟିଛି…
ସେଣ୍ଟ ଯୋସେଫ ସ୍କୁଲରେ ବାର୍ଷିକ ବିଜ୍ଞାନ କମ୍ପ୍ୟୁଟର ଚିତ୍ରାଙ୍କନ ଓ ହସ୍ତକଳା ପ୍ରଦର୍ଶନୀ
କେନ୍ଦ୍ରାପଡା ସହର ଉପକଣ୍ଠରେ ଅବସ୍ଥିତ ଜିଲ୍ଲାର ଏକମାତ୍ର ଆଇ.ସି.ଏସ.ଇ ବିଦ୍ୟାଳୟରେ ବିଜ୍ଞାନ, କମ୍ପ୍ୟୁଟର, ଚିତ୍ରାଙ୍କନ ଓ ହସ୍ତକଳା ପ୍ରଦର୍ଶନୀ ଆଜି ଉତ୍ସାହ, ପ୍ରେରଣା ଓ ଆନନ୍ଦ ମୁଖରିତ ମୁହୂର୍ତ୍ତରେ ବିଦ୍ୟାଳୟର ଅଧ୍ୟକ୍ଷ ଫାଦର ନବ କିଶୋର ଡିିଗାଲଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଥିଲା…
ବ୍ୟାଙ୍କରେ ପଶି ଗଣ୍ଡଗୋଳ କରିବାରୁ ଯୁକବକୁ ଗିରଫ କଲା କେନ୍ଦ୍ରାପଡା ଟାଉନଥାନା ପୋଲିସ
କେନ୍ଦ୍ରାପଡ଼ା ଟାଉନ ଥାନା ଅନ୍ତର୍ଗତ ତିନିମୁହାଣୀସ୍ଥିତ ଆଇଆଇଏଫ୍ଏଲ୍ ଘରୋଇ ବ୍ୟାଙ୍କରେ ସହକାରୀ ମ୍ୟାନେଜର ଜ୍ଞାନଜ୍ୟୋତି ମହାପାତ୍ର ଟାଉନ ଥାନାରେ ଅଭିଯୋଗରେ ଜଣେ ଯୁବକକୁ ଗିରଫ କରି କୋର୍ଟ ଚାଲାଣ କରିଛି । ଘଟଣାରୁ ପ୍ରକାଶ ଯେ ତିନିବର୍ଷ ହେବ କେନ୍ଦ୍ରାପଡା ସହରର…










