ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ ଦିବସ , ଗଣମାଧ୍ୟମ ସମାଜର ଜାଗ୍ରତ ପ୍ରହରୀ- ଅତିରିକ୍ତ ଜିଲ୍ଲାପାଳ
କେନ୍ଦ୍ରାପଡ଼ା, ୧୬ା୧୧ : ଗଣମାଧ୍ୟମ ସମାଜର ଦର୍ପଣ । ଯେଉଁଠି ପ୍ରତଫଳିତ, ପ୍ରତିଧ୍ୱନିତ ଓ ପ୍ରତିବିମ୍ବିତ ହୁଏ ସମାଜର ପ୍ରକୃତ ରୂପ । ସାମ୍ବାଦିକମାନେ ସମାଜର ଜାଗ୍ରତ ପ୍ରହରୀ । ସେମାନେ ନିଷ୍ଠାର ସହ […]
