କେନ୍ଦ୍ରାପଡାରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର
କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ସଦର ମହକୁମାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ପୈାରସଂସ୍ଥା ଟାଉନ୍ହଲ୍ରେ ଜିଲ୍ଲାପାଳ ଅମ୍ରିତ୍ ଋତୁରାଜ୍ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି […]
