ନୁଆ-ଓ ଯୁବ ଓଡିଶା ନବିନ ଓଡିଶା କାର୍ଯ୍ୟକ୍ରମ ବ୍ୟାନରରେ ବିଧାୟକଙ୍କ ଫଟୋଚିତ୍ର ଥିବା ନେଇ ପଟ୍ଟାମୁଣ୍ଡାଇ ଭାଜପା ପକ୍ଷରୁ ପ୍ରତିବାଦର ସ୍ୱର ଉଠିବା ସହିତ ଶନିବାର ସଂନ୍ଧ୍ୟାରେ ବାଇପାସ ଛକ ଠାରେ ବିଧାୟକଙ୍କ କୁଶପୁତଳିକା ଦାହ କରାଯାଇଥିଲା । ଗତକାଲି ରାଜ୍ୟ…
Month: December 2023
କଳିଙ୍ଗ ନଗର ୧୩ ଆଦିବାସୀ ହତ୍ୟାକାଣ୍ଡ , ସମସ୍ତ ବ୍ଲକ ଓ ମ୍ୟୁନିସିପାଲିଟିରେ କଂଗ୍ରେସ ଦେବ ଶ୍ରଦ୍ଧାଞ୍ଜଳି
କେନ୍ଦ୍ରାପଡା, ୩୦/୧୨- ଆଜି କେନ୍ଦ୍ରାପଡା ଜିଲ୍ଲା କଂଗ୍ରେସ ତରଫରୁ ଏକ ସାମ୍ବାଦିକ ସମ୍ମିଳନୀ କଂଗ୍ରେସ ଭବନଠାରେ ଅନୁଷ୍ଠିତ ହୋଇଥିଲା । ଏହି ସାମ୍ବାଦିକ ସମ୍ମିଳନୀରେ ଅଭିଭାଷଣ ଦେଇ ଜିଲ୍ଲା କଂଗ୍ରେସର ମୁଖ୍ୟ ମୁଖପାତ୍ର ପ୍ରଫୁଲ୍ଲ ଦାସ କହିଥିଲେ ଯେ ରାଜ୍ୟ ବିଜେଡି…
ମଣ୍ଡଳସ୍ତରୀୟ ଦିବ୍ୟାଙ୍ଗ କ୍ରୀଡା ଉତ୍ସବ
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଶିକ୍ଷାଧିକାରୀ କାର୍ଯ୍ୟାଳୟ ଅଧିନ ଅନ୍ତର୍ନିବେଶୀ ଶିକ୍ଷା କେନ୍ଦ୍ର ପକ୍ଷରୁ କଷଣଅଂଟା ପଂଚାୟତ ଉଚ୍ଚବିଦ୍ୟାଳୟ ଠାରେ ଦୁଇଦିନିଆ ଆୟୋଜିତ ମଣ୍ଡଳସ୍ତରୀୟ ଦିବ୍ୟାଙ୍ଗ କ୍ରୀଡା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଚିତ୍ରାଙ୍କନ, ସଙ୍ଗୀତ,…
ସୁଦୃଢ ଶିକ୍ଷା ବ୍ୟବସ୍ଥା,ବିକଶିତ ଯୁବଶକ୍ତି ଓ ଦୀର୍ଘସ୍ଥାୟୀ ବିକାଶ ନବୀନ ଓଡିଶାର ଲକ୍ଷ୍ୟ
ପଟ୍ଟାମୁଣ୍ଡାଇ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ଓ ଡିଗ୍ରୀ କଲେଜରେ ଯୁବଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ସୁଦୃଢ ଶିକ୍ଷା ବ୍ୟବସ୍ଥା, ଦୀର୍ଘସ୍ଥାୟୀ ବିକାଶ ଓ ବିକଶିତ ଯୁବଶକ୍ତି ନବୀନ ଓଡିଶାର ଏକମାତ୍ର ଲକ୍ଷ୍ୟ ବୋଲି ରାଜ୍ୟ ସରକାରଙ୍କ ନୂଆ -ଓ ଯୁବଓଡିଶା ନବୀନ ଓଡିଶା…
ଅବସରପ୍ରାପ୍ତ କର୍ମଚାରୀ ସଂଘର ଗୁରୁତ୍ୱପୂର୍ଣ୍ଣ ବୈଠକ
କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ସରକାରୀ ଅବସରପ୍ରାପ୍ତ କର୍ମଚାରୀ ସଂଘର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଗୁରୁବାର ରାମ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି । ଅବସରପ୍ରାପ୍ତ କର୍ମଚାରୀ ସଂଘର ସଭାପତି ପ୍ରଫେସର ଅନିରୁଦ୍ଧ ରାଉଳଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ସମ୍ପାଦକ ଚତୁର୍ଭୁଜ…
ବାଲି ଚୋରା ଚାଲାଣ ବେଳେ ଚଢାଉ, ୨ ହାଇଓ୍ବା ଜବତ , ଲକ୍ଷେ ଜରିମାନା
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ବେଶ କିଛି ଦିନ ହେବ ଦିନ ଦିପହରରେ ଖୁଲମ ଖୁଲା ଭାବରେ ବାଲି ଚୋରା ଚାଲାଣ ହେଉଥିବା ସମ୍ପର୍କରେ ବିଭିନ୍ନ ସମୟରେ ଖବର ପ୍ରକାଶ ପାଇଛି । ପ୍ରଶାସନ ଏସବୁ ଜାଣି ନଜାଣିବା ପରି ଚୁପ…
ଏକବିଂଶତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡା ପୁସ୍ତକମେଳାର ପ୍ରସ୍ତୁତି ବୈଠକ
କେନ୍ଦ୍ରାପଡା ୨୮/୧୨-ଏକବିଂଶତମ ରାଜ୍ୟସ୍ତରୀୟ ପୁସ୍ତକମେଳା ବିଗତ ବର୍ଷଭଳି ଚଳିତ ବର୍ଷ କେନ୍ଦ୍ରାପଡାର ମହୀପାଳ ସ୍ଥିତ ଟେଲିକମ ପଡିଆରେ ଜାନୁଆରୀ ୬ତାରିଖରୁ ଆରମ୍ଭ ହୋଇ ୧୩ତାରିଖରେ ଶେଷ ହେବ । ଏହି ଉପଲକ୍ଷେ ମାଧପୁର ସ୍ଥିତ ଉପଦେଷ୍ଠା ଡଃ ବିରଜା ରାଉତରାୟଙ୍କ ଭାସଭବନରେ…
ବ୍ରାହ୍ମଣୀ କଲେଜରେ ବାଲ୍ୟ ବିବାହ ଓ ଯୌତୁକ ସଚେତନତା
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଦାଣ୍ଡିସାହି ବ୍ରାହ୍ମଣୀ କଲେଜରେ ନୂଆ-ଓ ଯୁବଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ସାମାଜିକ ସଚେତନତା ପାଇଁ ବାଲ୍ୟ ବିବାହ ଓ ଯୌତୁକ ବିରୋଧରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ କଲେଜ ଅଧ୍ୟକ୍ଷ…
କ୍ରୀଡାବିତମାନେ ହେଉଛନ୍ତି ନବୀନ ଓଡିଶାର ଗୋଟିଏ ଗୋଟିଏ ସ୍ତମ୍ଭ
ପଟ୍ଟାମୁଣ୍ଡାଇ ବ୍ଲକ ସ୍ତରୀୟ ନୂଆ -ଓ କ୍ରୀଡା ପ୍ରତିଯୋଗିତା ବିଭିନ୍ନ ଜାତୀୟ ଓ ଅନ୍ତର୍ଜାତୀୟ କ୍ରୀଡା ପ୍ରତିଯୋଗିତା ଆୟୋଜନ କରିବା ଓଡିଶା କ୍ରୀଡାର ହବ ପାଲଟିଥିବାରୁ ଗ୍ରାମାଞ୍ଚଳରୁ ବିଶ୍ୱସ୍ତରୀୟ କ୍ରୀଡାବିତ ସୃଷ୍ଟି କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଯୁବଓଡିଶା…
ଏମ ଏନ ହାଇସ୍କୁଲ ୧୯୮୬ ମାଟ୍ରିକ ବ୍ୟାଚ ନିଆରା ବନ୍ଧୁମିଳନ, ଗରିବ ଓ ରୋଗୀଙ୍କୁ ଫଳ ବଣ୍ଟନ
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳର ସର୍ବପୁରାତନ ସରକାରୀ ଶିକ୍ଷାନୁଷ୍ଠାନ ଏମଏନ ହାଇସ୍କୁଲ ୧୯୮୬ ମାଟ୍ରିକ ବ୍ୟାଚ ପକ୍ଷରୁ ସ୍କୁଲ ପରିସରରେ ଏକ ନିଆରା ବନ୍ଧୁମିଳନ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ସମ୍ମିଳିତ ପୁରାତନ ଛାତ୍ରଛାତ୍ରୀମାନେ ଚିତ୍ରାଙ୍କନ ପ୍ରତିଯୋଗିତା କରିବା ସହିତ…
ବିକାଶର ସାରଥୀ ନାରୀ ଶକ୍ତି ନବୀନ ଓଡିଶାର ଅସଲଶକ୍ତି
ପଟ୍ଟାମୁଣ୍ଡାଇ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଯୁବଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ, ବିକାଶର ସାରଥୀ ନାରୀ ଶକ୍ତି ନବୀନ ଓଡିଶାର ଅସଲ ଶକ୍ତି ବୋଲି ପଟ୍ଟାମୁଣ୍ଡାଇ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ନୂଆ -ଓ କାର୍ଯ୍ୟକ୍ରମ ଅନ୍ତର୍ଗତ ଯୁବଓଡିଶା ନବୀନ…
ରାଜନଗର ହାଇସ୍କୁଲ ୧୯୮୬ ବ୍ୟାଚର ବନ୍ଧୁମିଳନ
କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ ପେଣ୍ଠଠାରେ ରାଜନଗର ହାଇସ୍କୁଲ ୧୯୮୬ ମସିହା ମାଟ୍ରିକ୍ ବ୍ୟାଚର ବନ୍ଧୁମିଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରମୋଦକୁମାର ମିଶ୍ରଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ହାଇସ୍କୁଲର ପ୍ରାକ୍ତନ ଶିକ୍ଷକ ରଘୁନାଥ ଦାସ, ନିରଂଜନ ପଣ୍ଡା, ପ୍ରଭାତଚନ୍ଦ୍ର…
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ନିମନ୍ତ୍ରଣକୁ କେନ୍ଦ୍ରାପଡାରେ ଭବ୍ୟ ସ୍ୱାଗତ
କେନ୍ଦ୍ରାପଡା, ୨୭ା୧୨: ରାଜ୍ୟ ସରକାରଙ୍କ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିିଛି । ଆସନ୍ତା ଜାନୁଆରୀ ମାସ ୧୭ ତାରିଖରେ ଏହାର ଲୋକାର୍ପଣ ଉତ୍ସବ ମୁଖ୍ୟମନ୍ତ୍ରୀଙ୍କ କରକମଳରେ ଅନୁଷ୍ଠିତ ହେବ । ଏହି ଉତ୍ସବକୁ ଭବ୍ୟ ଓ ଦିବ୍ୟ…
ସ୍ୱାଧୀନତା ସଂଗ୍ରାମୀ ମାନଗୋବିନ୍ଦ ମଲ୍ଲିକଙ୍କ ସ୍ମୃତିସଭା
କେନ୍ଦ୍ରାପଡା ଗରାପୁରସ୍ଥିତ ଡାକବଙ୍ଗଳା ପରିସରରେ ସ୍ୱାଧୀନତା ସଂଗ୍ରାମୀ ମାନଗୋବିନ୍ଦ ମଲ୍ଲିକଙ୍କ ବିୟୋଗରେ ଏକ ସ୍ମୃତିସଭା କେନ୍ଦ୍ରାପଡା ଜିଲ୍ଲା ସ୍ୱାଧୀନତାଉ ସଂଗ୍ରାମୀ ସମିତି ସଭାପତି ବିମ୍ବାଧର ମୁଦୁଲିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଇସ୍ପାତ ଓ ଖଣିଜ ସମ୍ପଦ ବିଭାଗ ମନ୍ତ୍ରୀ…
ଦୁଷ୍କର୍ମ ଅଭିଯୁକ୍ତକୁ ୧୨ବର୍ଷ କାରାଦଣ୍ଡାଦେଶ
କେନ୍ଦ୍ରାପଡା ଅତିରିକ୍ତ ଆଡହକ ଫାଷ୍ଟଟ୍ରାକ କୋର୍ଟ ସେସନସ ଜଜ ତ୍ରିବୀକ୍ରମ କେଶରୀ ଚିନ୍ନାରା ଜଣେ ଦୁଷ୍କର୍ମ ଅଭିଯୁକ୍ତକୁ ଆଜି ୧୨ବର୍ଷ କାରାଦଣ୍ଡାଦେଶ ପ୍ରଦାନ କରିଛନ୍ତି । ଘଟଣାରୁ ପ୍ରକାଶ ଯେ ଗତ ୨୦୨୧ମସିହା ମଇମାସ ୨୦ତାରିଖ ସନ୍ଧ୍ୟା ପ୍ରାୟ ୭ଟାରେ କେନ୍ଦ୍ରାପଡା…
ପଟ୍ଟାମୁଣ୍ଡାଇ କଲେଜରେ ରକ୍ତଦାନ ଶିବିର
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ କଲେଜ ୱାଇ ଆର ସି, ଏନ ଏସ ଏସ ଓ ଏନ ସି ସି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ ପୌର ପରିଷଦ ଅଧ୍ୟକ୍ଷ ହେମନ୍ତ ସାହୁ ଉଦଘାଟନ କରିଥିଲେ । …
ଭାରତ ରତ୍ନ ମହାନ ଜନନାୟକ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ଜୟନ୍ତୀ ଓ ସୁଶାସନ ଦିବସ
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବିଜେପି ପକ୍ଷରୁ ଦଳୀୟ କାର୍ଯ୍ୟାଳୟ ଠାରେ ଭାରତବର୍ଷର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପାୟୀଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ମଣ୍ଡଳ ସଭାପତି ବନମାଳୀ ମହାପାତ୍ରଙ୍କ ପୌରହିତ୍ୟରେ ଆୟୋଜିତ ଜୟନ୍ତୀ ସଭାରେ ରାଜନଗର ପୂର୍ବତନ ବିଧାୟକ…
ସ୍ୱେଛାସେବୀ ସଂଗଠନ ପକ୍ଷରୁ ବରିଷ୍ଠ ନାଗରିକ ସମ୍ବର୍ଦ୍ଧନା
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ବଡମହନପୁର ପଂଚାୟତ କଣିପାଳ ଗ୍ରାମରେ ନବଦିଗନ୍ତ ସ୍ୱେଛାସେବୀ ସଂଗଠନ ପକ୍ଷରୁ ଏକ ବରିଷ୍ଠ ନାଗରିକ ସମ୍ବର୍ଦ୍ଧନା ସଭା ସୋମବାର ଅନୁଷ୍ଟିତ ହୋଇଯାଇଛି । ଶିକ୍ଷାବିତ ପଦ୍ମନାଭ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ପଟ୍ଟାମୁଣ୍ଡାଇ, ରାଜନଗର ଓ…
ପୂର୍ବତନପ୍ରଧାନମନ୍ତ୍ରୀ ଭାରତରତ୍ନ ବାଜପାୟୀ ଜୟନ୍ତୀ ପାଳିତ
କେନ୍ଦ୍ରାପଡା ଜିଲ୍ଲା ରାଜନଗର ନିର୍ବାଚନ ମଣ୍ଡଳୀ ପଟ୍ଟାମୁଣ୍ଡାଇ ଭାଜପା ପକ୍ଷରୁ ପବିତ୍ରଶୈବପୀଠ ଚନ୍ଦ୍ରମୌଳୀ ମନ୍ଦିର ଠାରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ୯୯ତମ ଜୟନ୍ତୀ ଉତ୍ସବକୁ ପୂର୍ବବର୍ଷମାନଙ୍କ ପରି “ସୁଶାସନ ଦିବସ”ଭାବେ ପାଳିତ ହୋଇଯାଇଛି । ଭାଜପା…
କେନ୍ଦ୍ରାପଡା ମହାବିଦ୍ୟାଳୟ ୧୯୯୩ ସ୍ନାତକ ବ୍ୟାଚ ବନ୍ଧୁମିଳନ
କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ୧୯୯୩ ସ୍ନାତକ ବ୍ୟାଚ(କଳା, ବିଜ୍ଞାନ ଓ ବାଣିଜ୍ୟ)ର ଏକ ବନ୍ଧୁମିଳନ କାର୍ଯ୍ୟକ୍ରମ ମହାବିଦ୍ୟାଳୟର ବାଣିଜ୍ୟ ବିଭାଗ ପରିସରରେ ଅନୁଷ୍ଠିତ ହୋଇଥିଲା । ବନ୍ଧୁ ଦାମୋଦର ପଣ୍ଡାଙ୍କ ପୈାରହିତ୍ୟରେ ଅନୁଷ୍ଠିତ ଏହି ବନ୍ଧୁମିଳନ ଉତ୍ସବର ପ୍ରାରମ୍ଭରେ ଶ୍ରୀବଳଦେବଜୀଉଙ୍କ…
ବିଶ୍ୱ ପ୍ରାର୍ଥନା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ
କେନ୍ଦ୍ରାପଡା ଗରାପୁରସ୍ଥିତ ଦିବ୍ୟଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମ ପରିସରରେ ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ଅଧ୍ୟକ୍ଷତାରେ ଆସନ୍ତା ଜାନୁଆରୀମାସ ପହିଲାରେ ପାଳନ ହେବାକୁ ଥିବା ବିଶ୍ୱ ପ୍ରାର୍ଥନା ଦିବସ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି ।…
ଶ୍ରୀ ଶ୍ରୀ ନୀଳାଚଳ ନିଖିଳୋତ୍କଳ ପାଲାଗାୟକ ପରିଷଦର ୨୬ତମ ବାର୍ଷିକ ଉତ୍ସବ
କେନ୍ଦ୍ରାପଡା, ୨୬ା୧୨: ଶ୍ରୀ ଶ୍ରୀ ନୀଳାଚଳ ନିଖିଳୋତ୍କଳ ପାଲାଗାୟକ ପରିଷଦର କେନ୍ଦ୍ରାପଡା ଜିଲ୍ଲା ପାଲାଗାୟକ ପରିଷଦର ସଭାପତି ଗାୟକ ପ୍ରକୃତିବନ୍ଧୁ ଗଗନ ବିହାରୀ ସିଂହଙ୍କ ସଭାପତିତ୍ୱରେ ୨୬ତମ ବାର୍ଷିକ ଉତ୍ସବ ଗରାପୁରସ୍ଥିତ ଦିବ୍ୟଜୀବନ ସଂଘ ଶିବାନନ୍ଦ ଆଶ୍ରମ ପରିସରରେ ଉଦ୍ଘାଟିତ ହୋଇଯାଇଛି…
ଅଣୁକବି ବ୍ରହ୍ମାନନ୍ଦ ଦାସଙ୍କ ଅଷ୍ଟଦଶ ପୁଣ୍ୟ ତିଥି ଅନୁଷ୍ଠିତ
କେନ୍ଦ୍ରାପଡା ଜିଲ୍ଲା ସାହିତ୍ୟ ସଂସଦ ଆନୁକୂଲ୍ୟରେ ସାହିତ୍ୟ ସଂସଦର ପ୍ରତିଷ୍ଠାତା ସଭାପତି ଅଣୁକବି ବ୍ରହ୍ମାନନ୍ଦ ଦାସଙ୍କ ଅଷ୍ଟାଦଶ ପୁଣ୍ୟତିଥି ସାହିତ୍ୟ ସଂସଦର କାର୍ଯ୍ୟକାରୀ ସଭାପତି କବି କରୁଣାକର ଦାସଙ୍କ ପୌରୋହିତ୍ୟରେ ଆଜି ସ୍ଥାନୀୟ ପବ୍ଲିକ ରିଡିଂରୁମ ପରିସରରେ ଅନୁଷ୍ଠିତ ହୋଇଯାଇଛି ।…
ପଟ୍ଟାମୁଣ୍ଡାଇ କଲେଜରେ ଆବର୍ଜନା ସଫେଇ ଓ ପରିଚାଳନା ସଚେତନତା
ପଟ୍ଟାମୁଣ୍ଡାଇ କଲେଜ ପକ୍ଷରୁ ସାଧାରଣ ଲୋକମାନଙ୍କ ମଧ୍ୟରେ ସାମାଜିକ ସଚେତନତା ସୃଷ୍ଟି କରିବା ପାଇଁ ଆବର୍ଜନା ସଫେଇ ଓ ଏହାର ସୁପରିଚାଳନା ସଚେତନତା ନୂଆ -ଓ ଯୁବଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଯାୟୀ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ କଲେଜ…










