କେନ୍ଦ୍ରାପଡ଼ା ବିଧାନସଭା ବିଜେପି କାର୍ଯ୍ୟକର୍ତ୍ତା ସମ୍ମିଳନୀ

କେନ୍ଦ୍ରାପଡ଼ା ତା.୦୪/୧୨ଆଜି ଭାରତୀୟ ଜନତା ପାର୍ଟିର କାର୍ଯ୍ୟକର୍ତ୍ତା ସମ୍ମିଳନୀ ଶ୍ରୀ ବଳଦେବଜୀଉ ମନ୍ଦିର ଇଚ୍ଛାପୁର ଠାରେ ଆୟୋଜନ କରାଯାଇଛି । ଜିଲ୍ଲା କାର୍ଯ୍ୟାଳୟଠାରୁ ଏକ ବିରାଟ ଶୋଭାଯାତ୍ରା ବାହାରି ବଳଦେବଜୀଉ ମନ୍ଦିର ପର୍ଯ୍ୟନ୍ତ ଯାଇଥିଲା ।ବଳଦେବଜୀଉଙ୍କ ଦର୍ଶନ କରିବା ପରେ କେନ୍ଦ୍ରାପଡ଼ା…

ତରଡ଼ିପାଳ ପଂଚାୟତରେ ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ

ପଟ୍ଟାମୁଣ୍ଡାଇ ବ୍ଲକର ତରଡ଼ି ପାଳ ପଂଚାୟତରେ ଆଜି ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ ବିଡ଼ିଓ ଶୁଭ୍ରାଂଶୁ ସାହୁଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ ବ୍ଲକ ଅଧକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ କାର୍ଯ୍ୟକ୍ରମକୁ ଉଦଘାଟନ କରି ପ୍ରଶାସନ ଜନସାଧାରଣ ସମସ୍ୟା ସମାଧାନ ଦିଗରେ…

ପଟ୍ଟାମୁଣ୍ଡାଇ କଲେଜରେ ସମନ୍ୱିତ ଯୁବବିକାଶ କାର୍ଯ୍ୟକ୍ରମ ଉଦଘାଟିତ

ରାଜ୍ୟ ସରକାରଙ୍କ ନୂଆ-ଓ କାର୍ଯ୍ୟକ୍ରମ ଅନ୍ତର୍ଗତ ସମନ୍ୱିତ ଯୁବବିକାଶ କାର୍ଯ୍ୟକ୍ରମ ପଟ୍ଟାମୁଣ୍ଡାଇ କଲେଜରେ ଶୁଭାରମ୍ଭ କରାଯାଇଛି । ଏହି ଉପଲକ୍ଷେ ପଟ୍ଟାମୁଣ୍ଡାଇ କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟ ଆୟୋଜିତ ଉଦଘାଟନୀ ଉତ୍ସବରେ ପଟ୍ଟାମୁଣ୍ଡାଇ ବ୍ଲକ ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ.…

ପଟ୍ଟାମୁଣ୍ଡାଇ଼ ପୋଖରିଆପଡାରେ ଉଦଘାଟିତ ହେଲା ସହରାଂଚଳ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର

ଲୋକଙ୍କ ହାତ ପାହାନ୍ତାରେ ଉଚ୍ଚ ଗୁଣବତା ସମ୍ପନ୍ନ ଏବଂ ମାଗଣା ସ୍ୱାସ୍ଥ୍ୟସେବା ଯୋଗାଇବା ଉଦ୍ଦେଶ୍ୟରେ ପଟ୍ଟାମୁଣ୍ଡାଇ ପୌରାଂଚଳ ୧୩ ନମ୍ବର ୱାର୍ଡ ସ୍ଥିତ ପୋଖରିଆପଡା ଠାରେ ସହରାଂଚଳ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ଉଦଘାଟିତ ହୋଇଯାଇଛି । ରାଜନଗର ବିଧାୟକ ଧ୍ରୁବ…

ନିଶା ଦେଇ ଲୁଟି ନେଲେ ଟଙ୍କା ଓ ବ୍ୟାଗ , ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତି

ଭୁବନେଶ୍ୱରରେ ଲୁଟିଆଙ୍କ ଉତ୍ପାତ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଜଣେ ଯାତ୍ରୀଙ୍କୁ ନିଶା ଦେଇ ଲୁଟପାଟ କରିବା ପରେ ଚେତାଶୂନ୍ୟ ଅବସ୍ଥାରେ ତାଙ୍କୁ ଏକ ଜଙ୍ଗଲିଆ ସ୍ଥାନରେ ଛାଡିଦବା ଘଟଣା ରବିବାର ସଂନ୍ଧ୍ୟା ସମୟରେ ନିଜ ଗାଁରେ ପହଁଚି…