ଷ୍ଟିଲ୍ ପ୍ଲାଂଟ୍ ପାଇଁ ଜମି ଅଧିଗ୍ରହଣର ଜନଶୁଣାଣିକୁ ପୂର୍ଣ୍ଣ ସମର୍ଥନ ଦାରିଦ୍ର‌୍ୟ ଓ ଅଭାବର ଅନ୍ତ ପାଇଁ ଶିଳ୍ପକୁ ମହାକାଳପଡ଼ାରେ ସ୍ୱାଗତ

କେନ୍ଦ୍ରାପଡ଼ା, ୧୩/୧୨: ବତୀଘର ପଂଚାୟତର ଦାରିଦ୍ର‌୍ୟରେ ପୂର୍ଣ୍ଣଛେଦ ଟାଣିବା ପାଇଁ ଆମେ ସାଦରେ ସ୍ୱାଗତ କରୁଛୁ ଶିଳ୍ପକୁ । ବେକାରୀ ସମସ୍ୟାର ଦୂରୀକରଣ ଓ ଅଭାବର ଅନ୍ତ ପାଇଁ ଆମେ ଶିଳ୍ପ ପ୍ରତିଷ୍ଠାକୁ ପୂର୍ଣ୍ଣ ପ୍ରାଣରେ ସମର୍ଥନ କରୁଛୁ ବୋଲି ଆର୍ସଲର୍…

ଆସନ୍ତା ଫେବୃୟାରୀ ୨୦ରୁ ମାଟ୍ରିକ ପରୀକ୍ଷା

ଆସନ୍ତା ଫେବୃୟାରୀ ୨୦ ତାରିଖ ଠାରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ଏହି ପରୀକ୍ଷା ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ବୋର୍ଡ ପକ୍ଷରୁ ମିଳିଥିବା ସୂଚନା ଜଣାପଡିଛି । ପ୍ରକାଶ ପାଇଥିବା ସୂଚୀ ଅନୁଯାୟୀ ୨୦ରେ ଓଡ଼ିଆ, ୨୩ରେ…

ଆବର୍ଜନା ଗଦାରେ ନିଆଁ ଲଗାଇ ବାୟୁ ପ୍ରଦୁଷଣ

  ପଟ୍ଟାମୁଣ୍ଡାଇ ପୌରପରିଷଦ ସହର ସାରା କୁଢ କୁଢ ଆବର୍ଜନା        ନାମକୁ ମାତ୍ର ବର୍ଜ୍ୟବସ୍ତୁ ପରିଚାଳନା କମ୍ପୋଷ୍ଠ ସେଂଟର ସହରର ସ୍ୱଚ୍ଛ ଓ ସୁସ୍ଥ ପରିମଳ ପ୍ରତ୍ୟେକ ସ୍ୱାୟତ ଶାସନ ସଂସ୍ଥାର ମୌଳିକ ଦାୟିତ୍ୱ । ଏ…

ନୂଆ ବାଇପାସ ରାସ୍ତା ନିର୍ମାଣ କାର୍ଯ୍ୟ ଅଗ୍ରଗତି ସମୀକ୍ଷା କଲେ ବିଧାୟକ

କ୍ରମବର୍ଦ୍ଧିଷ୍ଣୁ ପଟ୍ଟାମୁଣ୍ଡାଇ ସହରରୁ ଟ୍ରାଫିକ ସମସ୍ୟା ଦୂର କରିବା ଓ ଜନସାଧାରଣଙ୍କୁ ଉତ୍ତମ ଗମନାଗମନ ସେବା ଯୋଗାଇ ଦେବା ପାଇଁ ରାଜନଗର ବିଧାୟକ ଧ୍ରୁବ ସାହୁଙ୍କ ଦାବୀକୁ ବିଚାରକୁ ନେଇ ରାଜ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ପଟ୍ଟାମୁଣ୍ଡାଇ ନୂତନ ବାଇ ପାସ…

ମଦନପୁର ୟୁକେ ମହାବୀର କଲେଜ ରେ ନୂଆ-ଓ ଯୁବବିକାଶ କାର୍ଯ୍ୟକ୍ରମ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ମଦନପୁର ୟୁକେ ମହାବୀର ଉଚ୍ଚମାଧ୍ୟମିକ ବିଦ୍ୟାଳୟ ଓ ୟୁକେ ମହାବୀର ଡିଗ୍ରୀ କଲେଜରେ ଓଡିଶା ସରକାରଙ୍କ ନୂଆ-ଓ ଯୁବଓଡିଶା ନବୀନ ଓଡିଶା ସମନ୍ୱିତ ଯୁବବିକାଶ କାର୍ଯ୍ୟକ୍ରମ କଲେଜ ଅଧ୍ୟକ୍ଷ ପ୍ରଫେସର ସବ୍ୟସାଚୀ ତ୍ରିପାଠୀଙ୍କ ପୌରହିତ୍ୟ…

କେନ୍ଦ୍ରାପଡା ଜିଲ୍ଲା କ୍ଷତ୍ରୀୟ ଖଣ୍ଡାୟତ ମହାସଙ୍ଘ ପକ୍ଷରୁ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା

କେନ୍ଦ୍ରାପଡ଼ା, ୧୨ା୧୨ : କେନ୍ଦ୍ରାପଡା ଜିଲ୍ଲା କ୍ଷତ୍ରୀୟ ଖଣ୍ଡାୟତ ମହାସଙ୍ଘ ପକ୍ଷରୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ଉଚ୍ଚଶିକ୍ଷା ଓ ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କୁ ଉତ୍ସସିତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ମହାସଙ୍ଘର ଜିଲ୍ଲା ସଭାପତି ଶରତ…