କେନ୍ଦ୍ରାପଡା : ମାର୍ଶାଘାଇ ପୋଲିସର ଅପରାଧ ଓ ଅପରାଧି ଦମନ ପ୍ରକ୍ରିୟା ଅବ୍ୟାହତ ରହିଛି । ମାର୍ଶାଘାଇ ପୋଲିସ ପେଟ୍ରୋଲିଂ କରୁଥିବା ବେଳେ ଗତକାଲି ରାତି ପ୍ରାୟ ଦୁଇଟା ତିରିଶ ମିନିଟ୍ ସମୟରେ ଜାତୀୟ ରାଜପଥର ଟ୍ରକ୍ ମାନଙ୍କରୁ ଡକାୟତି କରିବା…
Day: 22 December 2023
ବ୍ଲକ ବିଜେଡି ସଭାପତିଙ୍କ ପୁଅ ସଂସ୍କୃତ ମହାବିଦ୍ୟାଳୟରେ ମଦ ରଖିବା ଘଟଣା ବିଧାୟକ ଓ ସଭାପତିଙ୍କ କୁଶପୁତଳିକା ଦାହ କଲା ବ୍ଲକ ଯୁବ କଂଗ୍ରେସ
କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ ହାତିନା ପଚାଂୟତ ଏଣ୍ଡୁଳାପୁରସ୍ଥିତ ଏନକେ ସଂସ୍କୃତ ମହାବିଦ୍ୟାଳୟ ଭିତରେ ବ୍ଲକ ବିଜେଡି ସଭାପତି ନିରଂଜନ ରାଉତଙ୍କ ପୁଅ ମଦ ବିକ୍ରି କରୁଥିବା ନେଇ ସୋସିଆଲ ମିଡିଆରେ ଭିଡିଓ ଭାଇରାଲ ହେବା ପରେ ରାଜନଗର ବ୍ଲକ ଯୁବ…
କୋଟିପତି ମୁଖ୍ୟ ଯୋଗାଣ ଅଧିକାରୀଙ୍କୁ ବାନ୍ଧିଲା ଭିଜିଲାନ୍ସ
ଭୁବନେଶ୍ୱର ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଶାନ୍ତ କୁମାର ଗନ୍ତାୟତଙ୍କୁ ଭିଜିଲାନ୍ସ ଶୁକ୍ରବାର ଗିରଫ କରିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଶାନ୍ତ ଗନ୍ତାୟତଙ୍କ ସରକାରୀ ବାସଭବନ, ଘର ସମେତ ୮ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ଉ…
ଷ୍ଟେଟବ୍ୟାଙ୍କ ପେନସନରର୍ସ ଅଭିଯୋଗ ସମାଧାନ ପକ୍ଷ ସମ୍ମିଳନୀ ଷ୍ଟେଟବ୍ୟାଙ୍କ ଡିସପେନସରୀ ଖୋଲାଯାଉନଥିବାରୁ ଉଦବେଗ
କେନ୍ଦ୍ରାପଡ଼ା, ୨୨ା୧୨ : ଭାରତୀୟ ଷ୍ଟେଟବ୍ୟାଙ୍କ ଆଞ୍ଚଳିକ କାର୍ଯ୍ୟାଳୟ ପାରାଦୀପ ପକ୍ଷରୁ କେନ୍ଦ୍ରାପଡା ଭାରତୀୟ ଷ୍ଟେଟବ୍ୟାଙ୍କ ମୁଖ୍ୟ ଶାଖା ସମ୍ମିଳନୀ କକ୍ଷରେ ଷ୍ଟେଟବ୍ୟାଙ୍କ ପେନସନରର୍ସ ଅଭିଯୋଗ ସମାଧାନ ପକ୍ଷ ବୈଠକ ଅନୁଷ୍ଠିତ ହୋଇଯାଇଛି । ଷ୍ଟେଟବ୍ୟାଙ୍କ ଆଞ୍ଚଳିକ କାର୍ଯ୍ୟାଳୟର ମୁଖ୍ୟ ପରିଚାଳକ…
ଷଷ୍ଠ ଜିଲ୍ଲା ପରିଷଦର ଚତୁର୍ଥ ସାଧାରଣ ବୈଠକ ଅନୁଷ୍ଠିତ
କେନ୍ଦ୍ରାପଡ଼ା, ୨୨/୧୨: ଷଷ୍ଠ ଜିଲ୍ଲା ପରିଷଦର ଚତୁର୍ଥ ସାଧାରଣ ବୈଠକ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକକୁ ଜିଲ୍ଲାପାଳ ଅମ୍ରିତ ଋତୁରାଜ ପ୍ରଦୀପ ପ୍ରଜ୍ଜେ୍ୱାଳନ କରି ଆନୁଷ୍ଠାନିକଭାବେ ଉଦ୍ଘାଟନ କରିଥିଲେ । ଜିଲ୍ଲା ପରିଷଦ ଅଧ୍ୟକ୍ଷା…
ହାରିହରାନନ୍ଦ ବାଳାଶ୍ରମର ବାର୍ଷିକଉତ୍ସବ
କେନ୍ଦ୍ରାପଡା, ୨୨/୧୨- ହରିହରାନନ୍ଦ ବାଳାଶ୍ରମର ୧୯ ତମ ବାର୍ଷିକ ଉତ୍ସବ ଶୁକ୍ରବାର ଦିନ କେନ୍ଦ୍ରାପଡା ବ୍ଲକ ପଟ୍ଟାମୁଣ୍ଡାଇ ଅରୁଆ କଦଳିବଣ ଠାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଘଠନର ସ୍ୱତନ୍ତ୍ର ପ୍ରକଳ୍ପ ନିର୍ଦେଶିକା ୟାମିନୀ ଷଡଙ୍ଗୀ…
ସମାଜସେବୀ ରଘୁନାଥ ସ୍ୱାଇଁଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ ଓ ସ୍ମୃତି ସଭା
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଧୋୟାଞ୍ଚଳର ବିଶିଷ୍ଟ ସମାଜସେବୀ ରଘୁନାଥ ନାଥ ସ୍ୱାଇଁଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ଅଣ୍ଢରା ଠାରେ ତାଙ୍କର ପୂର୍ଣ୍ଣଅବୟବ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ ବ୍ଲକ ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ ସ୍ବର୍ଗତ ସ୍ୱାଇଁଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ…
ଓଷ୍ଟା ପକ୍ଷରୁ ସପ୍ତବିଂଶତମ ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ-୨୦୨୩ ଅନୁଷ୍ଠିତ
ଓଡିଶା ମାଧ୍ୟ୍ୟମିକ ଶିକ୍ଷକ ସଂଘ (ଓଷ୍ଟା) ଆନୁକୂଲ୍ୟରେ ପଟ୍ଟାମୁଣ୍ଡାଇ ଏମଏନ ହାଇସ୍କୁଲ ପରିସରରେରେ ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ-୨୦୨୩ ଅନୁଷ୍ଠିତ ହୋଇଯାଇଛି । ଓଷ୍ଟା ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ ଦ୍ୱାରା ପରିଚାଳିତ ସମସ୍ତ ସରକାରୀ, ସରକାର ଅନୁଦାନପ୍ରାପ୍ତ…
ସରସ୍ୱତୀ ଶିଶୁ ଶିକ୍ଷା ମନ୍ଦିର ବାର୍ଷିକ କ୍ରୀଡା
ପଟ୍ଟାମୁଣ୍ଡାଇ ରାଧାରମଣ ମଠ ପରିସରରେ ଥିବା ସରସ୍ୱତୀ ଶିଶୁ ଶିକ୍ଷା ମନ୍ଦିର ବାର୍ଷିକ କ୍ରୀଡା ଉତ୍ସବ ତିନି ଦିନ ଧରି ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଆଚାର୍ଯ୍ୟ ନାରାୟଣ ଚନ୍ଦ୍ର ସାହୁ ଓ ସମ୍ପାଦକ ଆମ୍ବୁଜଭୂଷଣ ନାୟକଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ବାର୍ଷିକ…










