ଭେଙ୍କଟେଶ୍ୱର ସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳର ସୁନାମଧନ୍ୟ ଇଂରାଜୀ ମାଧ୍ୟମ ସ୍କୁଲ ଭେଙ୍କଟେଶ୍ୱର ଇଂଲିଶ ମିଡିୟମ ସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ତିନି ଦିନ ଧରି ଅନୁଷ୍ଠିତ ହୋଇଯାଇଛି । ଏହି କ୍ରୀଡା ଉତ୍ସବକୁ ସ୍କୁଲ ନିର୍ଦେଶକ ଆଡ଼ଭୋକେଟ ସଞ୍ଜୟ ସାହୁ ଉଦଘାଟନ…

ବଡପଡା ଉଚ୍ଚମାଧ୍ୟମିକ ବିଦ୍ୟାଳୟ ଓ ଡିଗ୍ରୀ କଲେଜରେ ଯୁବଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ

ପଟ୍ଟାମୁଣ୍ଡାଇ ତା ୨୩/୧୨-ସୁଦୃଢ ଶିକ୍ଷା ବ୍ୟବସ୍ଥା, ଦୀର୍ଘସ୍ଥାୟୀ ବିକାଶ ଓ ଯୁବଶକ୍ତିର ପୂର୍ଣ୍ଣ ବିନିଯୋଗ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ମୂଳମନ୍ତ୍ର ବୋଲି ରାଜ୍ୟ ସରକାରଙ୍କ ଯୁବଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନ୍ତର୍ଗତ ସମନ୍ୱିତ ଯୁବବିକାଶ କାର୍ଯ୍ୟକ୍ରମ ପାଇଁ ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ…

ମଦ୍ରାସା ଇସଲାମିଆ ଆରାବିୟାରେ ବାର୍ଷିକ କ୍ରୀଡା ଉତ୍ସବ

କେନ୍ଦ୍ରାପଡା ପୈାରାଞ୍ଚଳ ଅନ୍ତର୍ଗତ ଦିଲାୱାରପୁରସ୍ଥିତ ମଦ୍ରାସା ଇସଲାମିଆ ଆରାବିୟାର ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଜନାବ ସେକ ଗୋଫ୍ରାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ଅତିଥି ଭାବେ ପୈାର ଉପାଧ୍ୟକ୍ଷା ଆକବରୀ ଖାତୁନ, କାଉନସିଲରଙ୍କ ପ୍ରତିନିଧି ସେକ ଇମ୍ରାନ ମହମ୍ମଦ(ବୁଲୁ)…

ଗୁରୁଜୀ ଡଃ. ଚନ୍ଦ୍ରଭାନୁ ଶତପଥୀଙ୍କ କରକମଳରେ ଶିରିଡି ସାଇ ମନ୍ଦିର ପ୍ରତିଷ୍ଠା ଉତ୍ସବ

କେନ୍ଦ୍ରାପଡ଼ା, ୨୩ା୧୨: ଜୀବନରେ ଦୁଃଖ ନଥିଲେ ସୁଖର ସନ୍ଧାନ ମିଳେନି । ସୁଖ ଓ ଦୁଃଖକୁ ସମାନ ମନେକରି ନିଜକୁ ପ୍ରଭୁଙ୍କ ନିକଟରେ ବା ସଦଗୁରୁଙ୍କ ନିକଟରେ ସମର୍ପଣ କରିପାରିଲେ ଜୀବନରେ ସାର୍ଥକତା ମିଳେ ଓ ଦୁଖଃ ଯନ୍ତ୍ରଣା ଲାଘବ ହୁଏ…

କ୍ରୀଡା ଶାରୀରିକ ଗଠନ ଓ ସାମାଜିକ ପରିଚୟ ଦେଇଥାଏ

କ୍ରୀଡା ଶାରୀରିକ ଗଠନ ଓ ସାମାଜିକ ପରିଚୟ ଦେବାରେ ସହାୟକ ହୋଇଥାଏ ବୋଲି ପଟ୍ଟାମୁଣ୍ଡାଇ ପୌର ପରିଷଦ ପକ୍ଷରୁ ନୂଆ-ଓ ଯୁବଓଡ଼ିଆ ନବୀନ ଓଡିଶା କାର୍ଯ୍ୟକ୍ରମରେ କଷଣଅଂଟା ହାଇସ୍କୁଲ ପଡିଆରେ ଆୟୋଜିତ କ୍ରୀଡା ପ୍ରତିଯୋଗିତାର ଉଦଯାପନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗ…

କେନ୍ଦ୍ରାପଡା ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ବାର୍ଷିକୋତ୍ସବ

କେନ୍ଦ୍ରାପଡା ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ବାର୍ଷିକୋତ୍ସବ ଶନିବାର ଗରାପୁରସ୍ଥିତ ସଂଘର ସ୍ଥାୟୀ ଭବନରେ ସଭାପତି ରାଜକିଶୋର ବିଶ୍ୱାଳଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା । ଏଥିରେ କେନ୍ଦ୍ରାପଡା ବ୍ଲକ ଶିକ୍ଷାଧିକାରୀ କୈଳାସ ଚନ୍ଦ୍ର ଦଳାଇ, ମାର୍ଶାଘାଇ ବ୍ଲକ ଶିକ୍ଷାଧିକାରୀ ପ୍ରଫୁଲ୍ଲ କୁମାର…

୩୫ କୋଟି ଟଙ୍କା ବ୍ୟୟରେ ଇନ୍ଦୁପୁର-ପଟ୍ଟାମୁଣ୍ଡାଇ ରାସ୍ତାର ନବିକରଣ , ଶୁଭ ଶିଳାନ୍ୟାସ କଲେ ବିଧାୟକ

କେନ୍ଦ୍ରାପଡ଼ା ଜିଲ୍ଲାର ପଟ୍ଟାମୁଣ୍ଡାଇ ଭାୟା ଚଉଦକୁଲାଟ ଇନ୍ଦୁପୁରକୁ ଯାଇଥିବା ଗୁରୁତ୍ୱପୂର୍ଣ୍ଣ ଇନ୍ଦୁପୁର-ପଟ୍ଟାମୁଣ୍ଡାଇ ରାସ୍ତା ଗ୍ରାମ୍ୟଉନ୍ନୟନ ବିଭାଗ ଅଧୀନରେ ଥିବା ବେଳେ ରାସ୍ତାର ଉପଯୁକ୍ତ ରକ୍ଷଣା ବେକ୍ଷଣ ଓ ଉନ୍ନତିକରଣରେ ସମସ୍ୟା ଦେଖାଦେବାରୁ ଅବିଳମ୍ବେ ପୂର୍ତ ବିଭାଗକୁ ହସ୍ତାନ୍ତର କରାଯାଇଥିଲା । ପୁର୍ତ…

ନୂଆ-ଓ ଯୁବ ଓଡିଶା ଆନୁକୂଲ୍ୟରେ ପଟ୍ଟାମୁଣ୍ଡାଇ ମହା ବିଦ୍ୟାଳୟରେ ସ୍ୱାସ୍ଥ୍ୟସେବା ଶିବିର

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ମହା ବିଦ୍ୟାଳୟ ପକ୍ଷରୁ ନୂଆ-ଓ ଯୁବ ଓଡିଶା ଆନୁକୂଲ୍ୟରେ ସ୍ୱାସ୍ଥ୍ୟ ପରିକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶିବିରରେ ଛାତ୍ରୀଛାତ୍ର ଓ ରୋଗୀମାନେ ସେମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ । କଟକ ମେଡିକାଲ କଲେଜ ଅବସରପ୍ରାପ୍ତ…

ନାବାଳିକା ଦୁଷ୍କର୍ମ ଅଭିଯୁକ୍ତକୁ ୨୧ବର୍ଷ କାରାଦଣ୍ଡାଦେଶ

କେନ୍ଦ୍ରାପଡ଼ା, ୨୨ା୧୨ : ଜନୈକ ନାବାଳିକାକୁ ଯୈାନ ଉତ୍ପୀଡନ ଦେବା ଓ ଦୁଷ୍କର୍ମ କରିବା ଅଭିଯୋଗରେ ୬୩ବର୍ଷୀୟ ଅଭିଯୁକ୍ତ କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଚିତିକାଣ୍ଡିଲୋ ଗ୍ରାମର ପ୍ରହଲ୍ଲାଦ ବେହେରାଙ୍କୁ କେନ୍ଦ୍ରାପଡା ଅତିରିକ୍ତ ଜିଲ୍ଲାଜଜ ତଥା ସ୍ୱତନ୍ତ୍ର ପୋକ୍ସୋ କୋର୍ଟର ପ୍ରଣତୀ…