ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ରଜତ ଜୟନ୍ତୀ ଉତ୍ସବ

ଦୁନିଆର ସମସ୍ତ ଆହ୍ୱାନକୁ ମୁକାବିଲା କରି ଜୀବନରେ ସଫଳ ହେବା ସହିତ ଶ୍ରେଷ୍ଠତ୍ବ ହାସଲ କରିବା ପାଇଁ ଛାତ୍ରଛାତ୍ରୀମାନେ ବିଭିନ୍ନ କ୍ଷେତ୍ରରେ ପାରଦର୍ଶୀ ହେବା ଦରକାର ବୋଲି ପଟ୍ଟାମୁଣ୍ଡାଇ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ରଜତ ଜୟନ୍ତୀର ଉଦଯାପନୀ ଉତ୍ସବରେ ମୁଖ୍ୟଅତିଥି ଭାବେ…

ଚନ୍ଦନନଗର ହାଇସ୍କୁଲ ୧୯୮୪ ବ୍ୟାଚ ବନ୍ଧୁମିଳନ

ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଚନ୍ଦନନଗର ପଦ୍ମଲୋଚନ ବିଦ୍ୟାପୀଠ ୧୯୮୪ ମ୍ୟାଟ୍ରିକ ବ୍ୟାଚ ବନ୍ଧୁମିଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପୁରାତନ ଛାତ୍ର ସଂସଦ ଆବାହକ ବିଚିତ୍ର କୁମାର ସିଂହଙ୍କ ପୌରହିତ୍ୟରେ ଆୟୋଜିତ ଉତ୍ସବରେ ପ୍ରାକ୍ତନ ପ୍ରଧାନଶିକ୍ଷକ ମହେଶ୍ୱର ଦାସ,ଆଦର୍ଶ ଶିକ୍ଷକ ସଚ୍ଚିନନ୍ଦନ…

ଅଣ୍ଢରା ଶ୍ରୀରାମ ମନ୍ଦିରରେ ଗୀତାଜ୍ଞାନ ଯଜ୍ଞ

ଅଣ୍ଢରା ଶ୍ରୀରାମ ସେବକ ସଂଘ ଆନୁକୂଲ୍ୟରେ ପବିତ୍ର ଗୀତା ଜୟନ୍ତୀ ଶୁଭ ଅବସରରେ ଗୀତା ଜ୍ଞାନ ଯଜ୍ଞ ଅନୁଷ୍ଠିତ ହୋଇ ଯାଇଛି। ପଣ୍ଡିତ ପ୍ରଦୀପ କୁମାର ପାଢ଼ୀ, ପଣ୍ଡିତ ଗଣେଶ ଚନ୍ଦ୍ର ଶତପଥି, ପଣ୍ଡିତ ମାନସ ରଞ୍ଜନ ମିଶ୍ର ଓ ପଣ୍ଡିତ…

ନିଲମ୍ବନ ପ୍ରତ୍ୟାହାର ପରେ ପ୍ରଶାନ୍ତଙ୍କ ଶକ୍ତି ପ୍ରଦର୍ଶନ

କେନ୍ଦ୍ରାପଡ଼ା, ୨୪ା୧୨ : କେନ୍ଦ୍ରାପଡା ସହରର ଟାଣୁଆ ନେତା ପ୍ରଶାନ୍ତ କୁମାର ସିଂହ(ଧୁଣ୍ଡୁଭାଇ)ଙ୍କ ଉପରୁ ବିଜେଡି ନିଲମ୍ବନ ଆଦେଶ ପ୍ରତ୍ୟାହାର କରିବା ପରେ ସେ ଶକ୍ତି ପ୍ରଦର୍ଶନ କରିଛନ୍ତି । ଏହି ଅବସରରେ ଶ୍ରୀ ସିଂହ ଇଛାପୁରସ୍ଥିତ ବାରଙ୍ଗେଇ ଠାରେ ଏକ…

କେନ୍ଦ୍ରାପଡା ଜିଲ୍ଲା ସାହିତ୍ୟ ପରିଷଦ ପକ୍ଷରୁ ଶିଶିର ଉତ୍ସବ ଓ ମୁଖପତ୍ର “ଭୂମିଲଗ୍ନା” ଉନ୍ମୋଚିତ

କେନ୍ଦ୍ରାପଡ଼ା ଜିଲ୍ଲା ସାହିତ୍ୟ ପରିଷଦ ପକ୍ଷରୁ ଶିଶିର ଉତ୍ସବ ୨୦୨୩ ଆଜି କମଳ ଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବିଶିଷ୍ଟ କଥାକାର ତଥା ପୂର୍ବତନ ଓଡ଼ିଶା ସାହିତ୍ୟ ଏକାଡେମୀ ସଭାପତି ଡ଼ଃ ରାମଚନ୍ଦ୍ର…

ବାଞ୍ଛାନିଧି ଦାସ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ବାର୍ଷିକ ଉତ୍ସବରେ ୩୯୭ ଛାତ୍ରଛାତ୍ରୀଙ୍କୁ ମେଧାବୃତ୍ତି ପ୍ରଦାନ

କେନ୍ଦ୍ରାପଡ଼ା, ୨୪ା୧୨ : ରାଜ୍ୟର ଅଗ୍ରଣୀ ଅନୁଷ୍ଠାନ ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟର ବାର୍ଷିକ ଉତ୍ସବ ସ୍ଥାନୀୟ ପୈାରସଂସ୍ଥା ଟାଉନହଲ ପରିସରରେ ଆଜି ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଟ୍ରଷ୍ଟର ମୁଖ୍ୟ ପୃଷ୍ଟପୋଷକ ଆମେରିକାସ୍ଥିତ ଆଲାସ୍କା…