ପଟ୍ଟାମୁଣ୍ଡାଇ କଲେଜରେ ଆବର୍ଜନା ସଫେଇ ଓ ପରିଚାଳନା ସଚେତନତା

ପଟ୍ଟାମୁଣ୍ଡାଇ କଲେଜ ପକ୍ଷରୁ ସାଧାରଣ ଲୋକମାନଙ୍କ ମଧ୍ୟରେ ସାମାଜିକ ସଚେତନତା ସୃଷ୍ଟି କରିବା ପାଇଁ ଆବର୍ଜନା ସଫେଇ ଓ ଏହାର ସୁପରିଚାଳନା ସଚେତନତା ନୂଆ -ଓ ଯୁବଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଯାୟୀ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ କଲେଜ…

କେନ୍ଦ୍ରାପଡା ଜବାହର ନବୋଦୟ ବିଦ୍ୟାଳୟରେ ପୁରାତନ ଛାତ୍ର ସମ୍ମିଳନୀ

କେନ୍ଦ୍ରାପଡା, ୨୫ା୧୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବାରୋସ୍ଥିତ ଜବାହର ନବୋଦୟ ବିଦ୍ୟାଳୟର ପୁରାତନ ଛାତ୍ର(ଆଲୁମିନାଇ) ମାନଙ୍କ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀରେ ଶତାଧିକ ପୁରାତନ ଛାତ୍ରଛାତ୍ରୀମାନେ ଯୋଗଦେଇଥିଲେ । ନବୋଦୟ ବିଦ୍ୟାଳୟର ଅଧ୍ୟକ୍ଷ ଆର. ପି. ସାହୁ ଏହି…

୧୯୮୬ମସିହା ମାଟ୍ରିକ ବ୍ୟାଚର ଗୁରୁ ପୂଜନ

କେନ୍ଦ୍ରାପଡା, ୨୫ା୧୨: ଫକିରାବାଦ ରାମଚନ୍ଦ୍ର ଉଚ୍ଚବିଦ୍ୟାଳୟର ୧୯୮୬ ବ୍ୟାଚ ଛାତ୍ରଛାତ୍ରୀମାନଙ୍କ ଗୁରୁପୂଜନ କାର୍ଯ୍ୟକ୍ରମ ବିଦ୍ୟାଳୟ ପରିସରରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ପ୍ରାକ୍ତନ ପ୍ରଧାନ ଶିକ୍ଷକ ଦେବକୀନନ୍ଦନ ମିଶ୍ର ପ୍ରଦୀପ ପ୍ରଜ୍ଜ୍ୱଳନ କରି ଉତ୍ସବର ଉଦଘାଟନ କରିଥିଲେ ।…