ଭାରତ ରତ୍ନ ମହାନ ଜନନାୟକ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ଜୟନ୍ତୀ ଓ ସୁଶାସନ ଦିବସ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବିଜେପି ପକ୍ଷରୁ ଦଳୀୟ କାର୍ଯ୍ୟାଳୟ ଠାରେ ଭାରତବର୍ଷର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପାୟୀଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ମଣ୍ଡଳ ସଭାପତି ବନମାଳୀ ମହାପାତ୍ରଙ୍କ ପୌରହିତ୍ୟରେ ଆୟୋଜିତ ଜୟନ୍ତୀ ସଭାରେ ରାଜନଗର ପୂର୍ବତନ ବିଧାୟକ…

ସ୍ୱେଛାସେବୀ ସଂଗଠନ ପକ୍ଷରୁ ବରିଷ୍ଠ ନାଗରିକ ସମ୍ବର୍ଦ୍ଧନା

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ବଡମହନପୁର ପଂଚାୟତ କଣିପାଳ ଗ୍ରାମରେ ନବଦିଗନ୍ତ ସ୍ୱେଛାସେବୀ ସଂଗଠନ ପକ୍ଷରୁ ଏକ ବରିଷ୍ଠ ନାଗରିକ ସମ୍ବର୍ଦ୍ଧନା ସଭା ସୋମବାର ଅନୁଷ୍ଟିତ ହୋଇଯାଇଛି । ଶିକ୍ଷାବିତ ପଦ୍ମନାଭ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ପଟ୍ଟାମୁଣ୍ଡାଇ, ରାଜନଗର ଓ…

ପୂର୍ବତନପ୍ରଧାନମନ୍ତ୍ରୀ ଭାରତରତ୍ନ ବାଜପାୟୀ ଜୟନ୍ତୀ ପାଳିତ

କେନ୍ଦ୍ରାପଡା ଜିଲ୍ଲା ରାଜନଗର ନିର୍ବାଚନ ମଣ୍ଡଳୀ ପଟ୍ଟାମୁଣ୍ଡାଇ ଭାଜପା ପକ୍ଷରୁ ପବିତ୍ରଶୈବପୀଠ ଚନ୍ଦ୍ରମୌଳୀ ମନ୍ଦିର ଠାରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ୯୯ତମ ଜୟନ୍ତୀ ଉତ୍ସବକୁ ପୂର୍ବବର୍ଷମାନଙ୍କ ପରି “ସୁଶାସନ ଦିବସ”ଭାବେ ପାଳିତ ହୋଇଯାଇଛି । ଭାଜପା…

କେନ୍ଦ୍ରାପଡା ମହାବିଦ୍ୟାଳୟ ୧୯୯୩ ସ୍ନାତକ ବ୍ୟାଚ ବନ୍ଧୁମିଳନ

କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ୧୯୯୩ ସ୍ନାତକ ବ୍ୟାଚ(କଳା, ବିଜ୍ଞାନ ଓ ବାଣିଜ୍ୟ)ର ଏକ ବନ୍ଧୁମିଳନ କାର୍ଯ୍ୟକ୍ରମ ମହାବିଦ୍ୟାଳୟର ବାଣିଜ୍ୟ ବିଭାଗ ପରିସରରେ ଅନୁଷ୍ଠିତ ହୋଇଥିଲା । ବନ୍ଧୁ ଦାମୋଦର ପଣ୍ଡାଙ୍କ ପୈାରହିତ୍ୟରେ ଅନୁଷ୍ଠିତ ଏହି ବନ୍ଧୁମିଳନ ଉତ୍ସବର ପ୍ରାରମ୍ଭରେ ଶ୍ରୀବଳଦେବଜୀଉଙ୍କ…

ବିଶ୍ୱ ପ୍ରାର୍ଥନା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡା ଗରାପୁରସ୍ଥିତ ଦିବ୍ୟଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମ ପରିସରରେ ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ଅଧ୍ୟକ୍ଷତାରେ ଆସନ୍ତା ଜାନୁଆରୀମାସ ପହିଲାରେ ପାଳନ ହେବାକୁ ଥିବା ବିଶ୍ୱ ପ୍ରାର୍ଥନା ଦିବସ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି ।…

ଶ୍ରୀ ଶ୍ରୀ ନୀଳାଚଳ ନିଖିଳୋତ୍କଳ ପାଲାଗାୟକ ପରିଷଦର ୨୬ତମ ବାର୍ଷିକ ଉତ୍ସବ

କେନ୍ଦ୍ରାପଡା, ୨୬ା୧୨: ଶ୍ରୀ ଶ୍ରୀ ନୀଳାଚଳ ନିଖିଳୋତ୍କଳ ପାଲାଗାୟକ ପରିଷଦର କେନ୍ଦ୍ରାପଡା ଜିଲ୍ଲା ପାଲାଗାୟକ ପରିଷଦର ସଭାପତି ଗାୟକ ପ୍ରକୃତିବନ୍ଧୁ ଗଗନ ବିହାରୀ ସିଂହଙ୍କ ସଭାପତିତ୍ୱରେ ୨୬ତମ ବାର୍ଷିକ ଉତ୍ସବ ଗରାପୁରସ୍ଥିତ ଦିବ୍ୟଜୀବନ ସଂଘ ଶିବାନନ୍ଦ ଆଶ୍ରମ ପରିସରରେ ଉଦ୍‌ଘାଟିତ ହୋଇଯାଇଛି…

ଅଣୁକବି ବ୍ରହ୍ମାନନ୍ଦ ଦାସଙ୍କ ଅଷ୍ଟଦଶ ପୁଣ୍ୟ ତିଥି ଅନୁଷ୍ଠିତ

କେନ୍ଦ୍ରାପଡା ଜିଲ୍ଲା ସାହିତ୍ୟ ସଂସଦ ଆନୁକୂଲ୍ୟରେ ସାହିତ୍ୟ ସଂସଦର ପ୍ରତିଷ୍ଠାତା ସଭାପତି ଅଣୁକବି ବ୍ରହ୍ମାନନ୍ଦ ଦାସଙ୍କ ଅଷ୍ଟାଦଶ ପୁଣ୍ୟତିଥି ସାହିତ୍ୟ ସଂସଦର କାର୍ଯ୍ୟକାରୀ ସଭାପତି କବି କରୁଣାକର ଦାସଙ୍କ ପୌରୋହିତ୍ୟରେ ଆଜି ସ୍ଥାନୀୟ ପବ୍ଲିକ ରିଡିଂରୁମ ପରିସରରେ ଅନୁଷ୍ଠିତ ହୋଇଯାଇଛି ।…