କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଶିକ୍ଷାଧିକାରୀ କାର୍ଯ୍ୟାଳୟ ଅଧିନ ଅନ୍ତର୍ନିବେଶୀ ଶିକ୍ଷା କେନ୍ଦ୍ର ପକ୍ଷରୁ କଷଣଅଂଟା ପଂଚାୟତ ଉଚ୍ଚବିଦ୍ୟାଳୟ ଠାରେ ଦୁଇଦିନିଆ ଆୟୋଜିତ ମଣ୍ଡଳସ୍ତରୀୟ ଦିବ୍ୟାଙ୍ଗ କ୍ରୀଡା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଚିତ୍ରାଙ୍କନ, ସଙ୍ଗୀତ, ଆଳୁଚାମଚ ଦଉଡ, ଦଉଡ଼ି ଡିଆଁ, ମ୍ୟୁଜିକ୍ ଚେୟାର ଆଦି ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଅଧ୍ୟୟନରତ ଦିବ୍ୟାଙ୍ଗ ଛାତ୍ରୀଛାତ୍ର କ୍ରୀଡା ଅଂଶଗ୍ରହଣ କରିଥିଲେ । କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର […]

ପଟ୍ଟାମୁଣ୍ଡାଇ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ଓ ଡିଗ୍ରୀ କଲେଜରେ ଯୁବଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ  ସୁଦୃଢ ଶିକ୍ଷା ବ୍ୟବସ୍ଥା, ଦୀର୍ଘସ୍ଥାୟୀ ବିକାଶ ଓ ବିକଶିତ ଯୁବଶକ୍ତି ନବୀନ ଓଡିଶାର ଏକମାତ୍ର ଲକ୍ଷ୍ୟ ବୋଲି ରାଜ୍ୟ ସରକାରଙ୍କ ନୂଆ -ଓ ଯୁବଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ପାଇଁ କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ଓ ଡିଗ୍ରୀ କଲେଜ ପକ୍ଷରୁ ମିଳିତ ଭାବେ ଆୟୋଜିତ ସ୍ୱତନ୍ତ୍ର ବର୍ଣ୍ଣାଢ୍ୟ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗ […]

କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ସରକାରୀ ଅବସରପ୍ରାପ୍ତ କର୍ମଚାରୀ ସଂଘର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଗୁରୁବାର ରାମ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି । ଅବସରପ୍ରାପ୍ତ କର୍ମଚାରୀ ସଂଘର ସଭାପତି ପ୍ରଫେସର ଅନିରୁଦ୍ଧ ରାଉଳଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ସମ୍ପାଦକ ଚତୁର୍ଭୁଜ ରାଉଳ ସଭାରେ ବିବରଣୀ ପାଠ କରିଥିଲେ । ସଭାରେ କର୍ମଚାରୀମାନଙ୍କ ବିଭିନ୍ନ ସମସ୍ୟା ଉପରେ ସଭ୍ୟମାନେ ଆଲୋଚନା କରିଲେ । ଅବସରପ୍ରାପ୍ତ ସରକାରୀ କର୍ମଚାରୀମାନଙ୍କୁ ୬୫ବର୍ଷ, ୭୦ବଷ, […]