ଓଷ୍ଟା ପକ୍ଷରୁ ସପ୍ତବିଂଶତମ ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ-୨୦୨୩ ଅନୁଷ୍ଠିତ
ଓଡିଶା ମାଧ୍ୟ୍ୟମିକ ଶିକ୍ଷକ ସଂଘ (ଓଷ୍ଟା) ଆନୁକୂଲ୍ୟରେ ପଟ୍ଟାମୁଣ୍ଡାଇ ଏମଏନ ହାଇସ୍କୁଲ ପରିସରରେରେ ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ-୨୦୨୩ ଅନୁଷ୍ଠିତ ହୋଇଯାଇଛି । ଓଷ୍ଟା ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ ଦ୍ୱାରା […]
