ଗ୍ରାମୀଣ ଡାକସେବକ ସଙ୍ଘ ମିଳିତ କ୍ରୀୟାନୁଷ୍ଠାନ କମିଟି ପକ୍ଷରୁ ଡିସେମ୍ବର୧୨ରୁ ଅନିର୍ଦ୍ଦିଷ୍ଟକାଳ ଧର୍ମଘଟ

କେନ୍ଦ୍ରାପଡ଼ା, ୧୦ା୧୨ : ଗ୍ରାମୀଣ ଡାକସେବକ ସଙ୍ଘ ମିଳିତ କ୍ରୀୟାନୁଷ୍ଠାନ କମିଟିର ଆହ୍ୱାନରେ ଅଖିଳ ଭାରତ ଗ୍ରାମୀଣ ଡାକସେବକ ସଙ୍ଘ, ଜାତୀୟ ଗ୍ରାମୀଣ ଡାକସେବକ ସଙ୍ଘ, ଓଡିଶା ସର୍କଲ ପକ୍ଷରୁ ମହାସଂଗ୍ରାମ ଅଧିକାର ପାଇଁ ଆସନ୍ତା ଡିସେମ୍ବର ୧୨ତାରିଖରୁ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ…

ବାଲିଆ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ “ନୂଆ – ଓ”କାର୍ଯ୍ୟକ୍ରମ ଉଦଘାଟିତ

କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭାଗବତପୁର ଗ୍ରାମପଞ୍ଚାୟତର ବାଲିଆ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ “ନୂଆ- ଓ”ଯୁବ ଓଡିଶା ନବୀନ ଓଡିଶା ଉଦଘାଟନୀ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ଉଚ୍ଚ ମାଧ୍ୟମିକ…

ରାଜ୍ୟସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା

କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଶାସନ ଓ ରାଜ୍ୟ ଶିଶୁ କଲ୍ୟାଣ ପରିଷଦର ମିଳିତ ସହଯୋଗରେ ଆଜି ପୁରୁଣା ମୁଖ୍ୟ ଡାକ୍ତରଖାନା ନିକଟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ରାଜ୍ୟସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ସକାଳ…

ପଟ୍ଟାମୁଣ୍ଡାଇରେ ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ବିଶ୍ୱମାନବାଧିକାର ଦିବସ ପାଳିତ

ମାନବ ଅଧିକାରର ସୁରକ୍ଷା ନିମନ୍ତେ ୧୯୪୮ ମସିହା ଡିସେମ୍ବର ୧୦ ତାରିଖରେ ମିଳିତ ଜାତିସଂଘରେ ମାନବାଧିକାର ଘୋଷଣାନାମା ସ୍ୱୀକୃତି ପାଇଥିଲା । ବିଶ୍ୱର ବହୁଦେଶ ଏହି ଐତିହାସିକ ଦିବସଟିକୁ ବିଶ୍ୱ ମାନବାଧିକାର ଦିବସ ରୂପେ ପାଳନ କରି ଆସୁଛନ୍ତି । ଆଜି…

ଅନ୍ତର୍ଜାତୀୟ ମାନବାଧିକାର ପରିଷଦ ଓଡିଶା ଶାଖା ପକ୍ଷରୁ ବିଶ୍ୱ ମାନବାଧିକାର ଦିବସ ପାଳିତ : ମାନବିକ ଅଧିକାରକୁ ମଜବୁତ କରିବା ସମାଜର ସାମୂହିକ ଦାୟିତ୍ୱ

ଅନ୍ତର୍ଜାତୀୟ ମାନବାଧିକାର ପରିଷଦ ଓଡିଶା ଶାଖା ସାଧାରଣ ବିଭାଗ ପକ୍ଷରୁ ୭୫ତମ ବିଶ୍ୱ ମାନବାଧିକାର ଦିବସ କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ପୌରପରିଷଦ ଅଡିଟୋରିୟମରେ ପାଳିତ ହୋଇଯାଇଛି । କେନ୍ଦ୍ରାପଡା ଜିଲ୍ଲା ବୋର୍ଡ ସଭାପତି ପ୍ରତାପ ପାଢୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୂଖ୍ୟ…

ଆୟକର ବିଭାଗ ସରକାରୀ ଗାଡି ଦୁର୍ଘଟଣା

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଥାନା ବେଲତଳ ଛକ ଠାରେ ଆୟକର ବିଭାଗ ସରକାରୀ ଗାଡି ଦୁର୍ଘଟଣା ଗ୍ରସ୍ତ ହୋଇଛି । ରବିବାର ସଂନ୍ଧ୍ୟାରେ କୌଣସି ଏକ ସରକାରୀ କାମରେ ପଟ୍ଟାମୁଣ୍ଡାଇ ଆସି ଫେରୁଥିବା ବେଳେ ବେଲତଳ ନିକଟରେ ଜଣେ ବାଇକ ଚାଳକ…

ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

କେନ୍ଦ୍ରାପଡା, ୯/୧୨: ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଆଜି ଜିଲ୍ଲା ସିଭିଲକୋର୍ଟ ପରିସରରେ ଜିଲ୍ଲା ଜଜ୍ ତଥା ଆଇନସେବା ପ୍ରାଧିକରଣ ଅଧ୍ୟକ୍ଷ ବିଶ୍ୱଜିତ୍ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ରାଷ୍ଟ୍ରୀୟ ଲୋକ ଅଦାଲତରେ ଫ୍ୟାମିଲି କୋର୍ଟ ଜଜ୍ ବିକାଶ…

ରାଜନଗର ଚିକିତ୍ସାଳୟରେ ଡାକ୍ତରଙ୍କୁ ଦୁର୍ବ୍ୟବହାର ଘଟଣା : ଜିଲ୍ଲା ଓମ୍‌ସା ପକ୍ଷରୁ ଆନ୍ଦୋଳନ ଚେତାବନୀ

କେନ୍ଦ୍ରାପଡା ୯/୧୨- କଥାରେ ଅଛି ଡାକ୍ତର ହେଉଛନ୍ତି ଭଗବାନ ସଦୃଶ । ସେମାନେ ସବୁବେଳେ ଦିନରାତି ପରିଶ୍ରମ କରି ଲୋକମାନଙ୍କର ରୋଗକୁ ଭଲ କରୁଛନ୍ତି । କିନ୍ତୁ ବେଳେବେଳେ ଡାକ୍ତରମାନେ କିଛି ଅସାମାଜିକ ଲୋକଙ୍କ ଆକ୍ରମଣର ଶିକାର ହେଉଛନ୍ତି । ଡାକ୍ତରଙ୍କ…

ଅବସରପ୍ରାପ୍ତ ଶିକ୍ଷା ପରିଦର୍ଶକ ସଂଗଠନ ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡା ଜିଲ୍ଲା ଅବସରପ୍ରାପ୍ତ ଶିକ୍ଷା ପରିଦର୍ଶକ ସଂଗଠନ ବାର୍ଷିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ବୈଠକ ଗରାପୁରସ୍ତ କାର୍ଯ୍ୟାଳୟଠାରେ ସଭାପତି ପୂର୍ଣ୍ଣାନନ୍ଦ ବିଶ୍ୱାଳଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ସାଧାରଣ ସମ୍ପାଦକ ନରୋତ୍ତମ ଜେନା ବନ୍ଧୁମାନଙ୍କୁ ସ୍ୱାଗତ ଜଣାଇବା ସହ ଆଗାମୀ…

କେନ୍ଦ୍ରାପଡାରେ ଏକାଠି ଲଢିବ ଇଣ୍ଡିଆ ମେଣ୍ଟ

କେନ୍ଦ୍ରାପଡା ଜିଲ୍ଲାସ୍ତରୀୟ ଇଣ୍ଡିଆ ମେଣ୍ଟର ଅଂଶୀଦାର ଦଳମାନଙ୍କର ଏକ ବୈଠକ ଗରାପୁର କଂଗ୍ରେସ କାର୍ଯ୍ୟାଳୟଠାରେ ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରାଙ୍କ ଅଧ୍ୟକ୍ଷତାରେ ଶନିବାର ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ କଂଗ୍ରେସ, ସିପିଆଇ, ସିପିଏମ୍ ଓ ଆପ୍ ଦଳର ଜିଲ୍ଲାସ୍ତରୀୟ ନେତୃମଣ୍ଡଳୀ…

ପଟ୍ଟାମୁଣ୍ଡାଇ କୋର୍ଟରେ ରାଷ୍ଟ୍ରୀୟ ଲୋକଅଦାଲତ

ପଟ୍ଟାମୁଣ୍ଡାଇ , ବିଭିନ୍ନ ମାମଲାର ଆପୋଷ ବୁଝାବଣା ଭିତିିରେ ତ୍ୱରିତ ସମାଧାନ ପାଇଁ ଆଜି ପଟ୍ଟାମୁଣ୍ଡାଇ କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକଅଦାଲତ ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ କୋର୍ଟର ସିଭିଲ ଜଜ ସିନିଅର ଡିଭିଜନ ସୁଶ୍ରୀ ସଂଗୀତା ମଲ୍ଲିକଙ୍କ ପୌରହିତ୍ୟରେ ଆୟୋଜିତ…

ସରକାରୀ ଆଇ ଟି ଆଇ ଛକରେ ବ୍ୟାଗ ଲୁଟ, ଥାନାରେ ଏତଲା

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳରେ ଲୁଟେରାଙ୍କ ଉପଦ୍ରବ ବଢିବାରେ ଲଗିଛି । ଶୁକ୍ରବାରି ଦିବା ୧.୪୦ ମିନିଟ ସମୟରେ ଲୁଟେରା ମାନେ ଟଙ୍କା ଲୁଟ ଆଶାରେ ବହୁ ଦରକାରୀ ସରକାରୀ କାଗଜପତ୍ର ଥିବା ଜନୈକ ମଦ୍ରାସାର ପ୍ରଧାନଶିକ୍ଷକଙ୍କ ବ୍ୟାଗ ଲୁଟ କରି…

ଲୋକଙ୍କ କାମରେ ଲାଗୁନି ପୌର ପରିଷଦର ସର୍ବସାଧାରଣ ଗୋଷ୍ଠୀ ଶୌଚାଳୟ

ସର୍ବସାଧାରଣ ଶୌଚାଳୟର ବାହାରେ ତାଲା  ଇକୋ ଟଏଲେଟ ନିର୍ମାଣ ପରେ ମଧ୍ୟ ତାଲା ଖୋଲା ହେଉନି ପୌର ପରିଷଦର ସ୍ୱଛ ଭାରତ ମିଶନ ଫେଲ କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ପୌରପାଳିକାରେ ସ୍ୱଛ ଭାରତ ମିଶନ କିଭଳି ସଫଳ ହେବ ସେଥିପାଇଁ ସରକାରୀ…

ଉଷା ଦେବୀ ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ବିଶ୍ୱ ଏଡ଼ସ ଦିବସ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଣ୍ଢରା ଉଷା ଦେବୀ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ଯୁବ ରେଡ଼କ୍ରସ ଓ ରେଡରିବନ କ୍ଲବ ପକ୍ଷରୁ ବିଶ୍ୱ ଏଡ଼ସ ଦିବସ ପାଳିତ ହୋଇଯାଇଛି । ଅଧକ୍ଷା ସଲୀଳା ବାରିକ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ । ଏହି…

ବଡ଼ପଡା ଅଭାବନୀୟକାଣ୍ଡ,ବର ବିବାହ ସମ୍ପନ୍ନ ଓ ମୃତ ଶିଶୁର ସଂସ୍କାର

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଡ଼ପଡା ପଂଚାୟତରେ ଗତକାଲି ବିବାହ ପ୍ରସ୍ତୁତିବେଳେ ପେଟ୍ରୋଲଜନିତ ଅଗ୍ନିକାଣ୍ଡରେ ଜଣେ ଶିଶୁର ମୃତ୍ୟୁ ହୋଇଥିବାବେଳେ ୩ଜଣ ଆହତ ହୋଇ ଚିକିତ୍ସାଧୀନ ଅଛନ୍ତି । ଏହି ଘଟଣା ସମଗ୍ର ଅଂଚଳରେ ଚାଞ୍ଚଲ୍ୟ ସାଙ୍ଗକୁ ସ୍ଥାନୀୟ ଅଂଚଳରେ…

ପଟ୍ଟାମୁଣ୍ଡାଇ ଅଂଚଳରରେ ବେଆଇନ ଭାବେ ବିକ୍ରି ହେଉଛି ଦହନଶୀଳ ପେଟ୍ରୋଲ-ଡିଜେଲ : ବଡପଡା ଶିଶୁ ମୃତ ଘଟଣା ପରେ ମଧ୍ୟ ପ୍ରଶାସନ ନିରବ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳର ବିଭିନ୍ନ ପେଟ୍ରୋଲ ଟାଙ୍କିରୁ ବେଆନି ଭାବେ ବାରେଲ ବାରେଲ ଖୋଲା ପେଟ୍ରୋଲ ବିକ୍ରୀ ହେଉଛି । ଅତ୍ୟନ୍ତ ଦହନଶୀଳ ଏହି ପେଟ୍ରୋଲ ଓ ଡିଜେଲ ଖୋଲାରେ ଚାଲଣ ହେଉଥିବାରୁ ବିଭିନ୍ନ ସ୍ଥାନରେ ଦୃର୍ଘଟଣା ଘଟି ଧନ…

ଜିଲ୍ଲାସ୍ତରୀୟ ଗ୍ରାମ୍ୟ ବିପର୍ଯ୍ୟୟ ପରିଚାଳନା ଯୋଜନା କର୍ମଶାଳା ଅନୁଷ୍ଠିତ

କେନ୍ଦ୍ରାପଡା ପଞ୍ଚୟତ ସମିତି ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ଗ୍ରାମ୍ୟ ବିପର୍ଯ୍ୟୟ ପରିଚାଳନା ଯୋଜନା କର୍ମଶାଳା ଶୁକ୍ରବାର ପୂର୍ବାହ୍ନରେ  ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ପୀତାମ୍ବର ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଚୟନ କରାଯାଇଥିବା ୫୫୦ଟି ଗ୍ରାମରେ ଗ୍ରାମ୍ୟ ବିପର୍ଯ୍ୟୟ ପରିଚାଳନା ଯୋଜନା ନିର୍ଦ୍ଧାରିତ…

ଏମ ଏନ ହାଇସ୍କୁଲରେ ଭୀମଭୋଇ ଭିନ୍ନକ୍ଷମ ଚିହ୍ନଟ ଶିବିର

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଏମ ଏନ ହାଇସ୍କୁଲ ଠାରେ ଭୀମଭୋଇ ଭିନ୍ନକ୍ଷମ ଚି୍‌ହ୍ନଟ ଓ ସହାୟକ ଉପକରଣ ବଂଟନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଅନ୍ତର୍ଯ୍ୟାମୀ ବିଶ୍ୱାଳଙ୍କ ପୌରହିତ୍ୟରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ…

ବଡପଡା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଯୁବଓଡିଶା ନବୀନ ଓଡିଶା ଓ ଭୋଟର ସଚେତନତା କାର୍ଯ୍ୟକ୍ରମ

ରାଜ୍ୟ ସରକାରଙ୍କ ଯୁବଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନ୍ତର୍ଗତ ସମନ୍ୱିତ ଯୁବବିକାଶ ଓ ଭୋଟର ସଚେତନତା କାର୍ଯ୍ୟକ୍ରମ ବଡ଼ପଡା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଶୁଭାରମ୍ଭ କରାଯାଇଛି । ଏହି ଉପଲକ୍ଷେ ଅଧ୍ୟକ୍ଷ ପ୍ରଫେସର ଶ୍ରୀକାନ୍ତ ଦାସଙ୍କ ପୌରହିତ୍ୟ ଓ ପ୍ରାଧ୍ୟାପକ ଅମରେନ୍ଦ୍ର ପତିଙ୍କ…

ବିଜେଡି ପ୍ରଶିକ୍ଷକଙ୍କୁ ଅଣ୍ଡାମାଡ

କେନ୍ଦ୍ରାପଡା ଜିଲା ୬ ଓ ୮ ନଂ ଜୋନରେ ଥିବା ବିଜେଡି କର୍ମକର୍ତାଙ୍କ ପ୍ରଶିକ୍ଷଣ ଶିବିର ସହର ନିକଟ ସଂସ୍କୃତି ଭବନ ଠାରେ ଗୁରୁବାର ଅନୁଷ୍ଠିତ ହୋଇଛି । ତେବେ ଏହି ଶିବରକୁ ଆସିଥିବା ପ୍ରଶିକ୍ଷକ ଦେବାଶିଷ ସ୍ୱାଇଁ ଓ ମିହିର…

ପାନୀୟଜଳ ଯୋଗାଣ ଏକକ ଦକ୍ଷତା ବିକାଶ ତାଲିମ ଚୟନ

ପଟ୍ଟାମୁଣ୍ଡାଇ ତା ୭/୧୨-ରାଜ୍ୟ ସରକାର ମେଗା ପାନୀୟଜଳ ପ୍ରକଳ୍ପ ମାନଙ୍କରେ ତାଲିମପ୍ରାପ୍ତ ଟେକ୍ନିସିଆନ ନିଯୁକ୍ତି ପାଇଁ  ଓରମାସ,, ଗ୍ରାମ୍ୟଜଳ ଯୋଗାଣ ଓ ପରିମଳ ଏବଂ ବସୁଧା ପକ୍ଷରୁ ପଟ୍ଟାମୁଣ୍ଡାଇ ବ୍ଲକରେ ଏକକ ଦକ୍ଷତା ବିକାଶ ତାଲିମ ପାଇଁ ଚୟନ କାର୍ଯ୍ୟକ୍ରମ ଅନୁଷ୍ଠିତ…

ଗଣତନ୍ତ୍ରର ସୁରକ୍ଷା ସମସ୍ତଙ୍କ ଦାୟିତ୍ୱ

ଗଣତାନ୍ତ୍ରିକ ଭାରତ ଦେଶରେ ସମ୍ବିଧାନର ଗୁରୁତ୍ୱ ଅଧିକ । ଏହା ମୁତାବକ ସୁଶାସନ ଆସିପାରିବ । ଏହାର ସୁରକ୍ଷାରେ ସମସ୍ତଙ୍କୁ ଉପଯୁକ୍ତ ନ୍ୟାୟ ମିଳିବ ବୋଲି ସମ୍ବିଧାନ ପ୍ରଣେତା ଡ. ବାବାସାହେବ ଆମ୍ବେଦକରଙ୍କ ମହାପ୍ରୟାଣ ଦିବସରେ ଅନୁଷ୍ଠିତ ସଭାରେ ଅତିଥିମାନେ ମତ…

ବଡପଡାରେ ଦୁର୍ଘଟଣା ପେଟ୍ରୋଲ ନିଆଁରେ ଶିଶୁପୁତ୍ର ମୃତ , ୩ ଜଣ ଗରୁତର

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଚଂଳ ଥାନା ଅନ୍ତର୍ଗତ ବଡପଡା ଗ୍ରାମରେ ବିବାହ ଉତ୍ସବରେ ଏକ ବଡ ଧରଣର ଦୁର୍ଘଟଣା ଗୁରୁବାର ସନ୍ଧ୍ୟାରେ ଘଟିଯାଇଛି । ବିବାହ ଉତ୍ସବରେ ସାମିଲ ହୋଇଥିବା ବରଯାତ୍ରୀଙ୍କ ବାଇକ ଗାଡିରେ ପେଟ୍ରୋଲ ଭରିବା ପାଇଁ ଆସିଥିବା ପେଟ୍ରୋଲରେ…

ବାତ୍ୟା ‘ ମିଗଜୋମ’ ପ୍ରଭାବରେ ପଟ୍ଟାମୁଣ୍ଡାଇ ଅଂଚଳରେ ଝିପିଝିପି ବର୍ଷା, କିଆରିରେ ପଡିଛି ପାଚିଲା ଧାନ, ଅମଳ ଚିନ୍ତାରେ ଚାଷୀ

ବାତ୍ୟା ମିଗ୍‌ଜୋମ୍ ସ୍ଥଳଭାଗ ଛୁଇଁବା ପରେ ଦୁର୍ବଳ ହେବା ସହ କେନ୍ଦ୍ରୀୟ ଆନ୍ଧ୍ର ଉପକୂଳରେ ଗଭୀର ଅବପାତରେ ପରିଣତ ହୋଇଛି । ତେବେ ବାତ୍ୟା ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଥିବା ବେଳେ କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳରେ…