ଭାରତୀୟ ଜନତା ପାର୍ଟି,କେନ୍ଦ୍ରାପଡ଼ା ବ୍ଲକ ତରଫରୁ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାରେ ଦୁର୍ନୀତି, ଭ୍ରଷ୍ଟାଚାର ଓ ବ୍ୟଭିଚାର ବିରୁଦ୍ଧରେ ଜନ ଆକ୍ରୋଶ ବ୍ଲକ ଘେରାଉ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ବୁଢ଼ୀବିଳାଶୁଣୀ ମନ୍ଦିର ସାନ୍ତସାହି ଠାରୁ ଏକ ବିଶାଳ ଶୋଭାଯାତ୍ରାରେ ଯାଇ କେନ୍ଦ୍ରାପଡ଼ା ବ୍ଲକ ସମ୍ମୁଖରେ “ଜନ ଆକ୍ରୋଶ ବ୍ଲକ ଘେରାଉ’ କାର୍ଯ୍ୟକ୍ରମରେ ଜିଲ୍ଲା ଉପସଭାପତି ଉପିନ କୁମାର ରାଉତଙ୍କ ସଂଯୋଜନାରେ ଆୟୋଜିତ ସଭାରେ ଭାଜପା ରାଷ୍ଟ୍ରୀୟ ପରିଷଦ ସଦସ୍ୟ […]

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକର ଖଣତା ପଂଚାୟତରେ ସୋମବାର ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ ବିଡ଼ିଓ ଶୁଭ୍ରାଂଶୁ ସାହୁଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିରିକ୍ତ ବିଡ଼ିଓ ସନ୍ତୋଷ କୁମାର ମନ୍ତ୍ରୀ,ଖଣତା ସରପଂଚ ଅନିଲ ଲେଙ୍କା ସମିତିସଭ୍ୟ ସୁରେଶ ଜେନା ଯୋଗ ଦେଇ ପଲ୍ଲୀ ପ୍ରଶାସନର ଲକ୍ଷ୍ୟ ଓ ଆଭିମୁଖ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ । ଏଥିରେ ଆବାସ, ରାସନକାର୍ଡ,ଓ ଭତାକୁ ମିଶାଇ ସମୁଦାୟ ୫୦ ଆପତି ଅଭିଯୋଗ […]

ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଣ୍ଢରା ଉଷା ଦେବୀ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟ ଯୁବ ରେଡକ୍ରସ ପକ୍ଷରୁ ତମାଖୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ଅଧ୍ୟକ୍ଷା ସଲୀଳା ବାରିକ ଉଦଘାଟନ କରିଥିଲେ । ଏହି ଉପଲକ୍ଷେ ଛାତ୍ରୀମାନେ ଯୁବରେଡ଼କ୍ରସ କାଉନସେଲର ଅଧ୍ୟାପିକା ବିଜୟଲଷ୍ମୀ ସ୍ୱାଇଁଙ୍କ ନେତୃତ୍ୱରେ ପ୍ଲାକାର୍ଡ ଧରି ବିଭିନ୍ନ ସ୍ଲୋଗାନ ଦେଇ ଉଚ୍ଚମାଧ୍ୟମିକ ସ୍କୁଲ ପରିସରରୁ ବାହାରି ବିଭିନ୍ନ ଅଂଚଳ ପରିକ୍ରମା କରି ବଲୁରିଆ ପର୍ଯ୍ୟନ୍ତ […]

ଓଡ଼ିଶା ସରକାରଙ୍କ ମିଶନ ଶକ୍ତି ବିଭାଗ ମାଧ୍ୟମରେ ମହିଳାମାନଙ୍କୁ ସଶକ୍ତିକରଣ ଓ ଆତ୍ମନିର୍ଭରଶିଳ ହେବାକୁ ବିଭିନ୍ନ ଯୋଜନା ରାଜ୍ୟ ସରକାର ଗ୍ରହଣ କରିଛନ୍ତି । ସେଥିମଧ୍ୟରୁ ମିଶନ ଶକ୍ତି ମାଧ୍ୟମରେ ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କୁ ଋଣ ପ୍ରଦାନ କରାଯାଉଅଛି ।ଏହି କ୍ରମରେ ସୋମବାର କେନ୍ଦ୍ରାପଡା ଜିଲ୍ଲାର ପଟ୍ଟାମୁଣ୍ଡାଇ ପଂଚାୟତ ସମିତି କାର୍ଯ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ମିଶନ ଶକ୍ତି ଋଣ ମେଳା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଓଏଲଏମ […]

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ସିଂହଗାଁ ଗ୍ରାମପଞ୍ଚାୟତର ପାଣି ସାଉଁଳିଆ ଗ୍ରାମର ସୁରେନ୍ଦ୍ର ମଲିକ, ଦୀନବନ୍ଧୁ ମଲିକ ଓ କୃପାସିନ୍ଧୁ ମଲିକଙ୍କ ବାସଗୃହ ପୋଡି ଯାଇଥିବା ଏବଂ ସେମାନେ ଅତ୍ୟନ୍ତ ଅସାହାୟ ଅବସ୍ଥାରେ ପଡିରହିଥିବାର ଖବର ପାଇ ବା ପରେ ସମାଜସେବୀ ବିଜେଡିର ସକ୍ରୀୟ ସଭ୍ୟ ଇଂ ମୂରଲୀଧର ସେଠୀ ଘଟଣାସ୍ଥଳରେ ପହଞ୍ଚି ଦୁଃଖ ପ୍ରକାଶ କରିଥିଲେ । ଏଥି ସହିତ ସେହି ଘରପୋଡି ବିପନ୍ନମାନଙ୍କୁ ଇଂ ସେଠୀ ଆର୍ଥିକ […]

ରାଜନଗର ନିର୍ବାଚନ ମଣ୍ଡଳୀ ପଟ୍ଟାମୁଣ୍ଡାଇ ଭାଜପା ପକ୍ଷରୁ ବ୍ଲକରେ ଚାଲିଥିବା ଦୁର୍ନୀତି ପିସି କାରବାର ଓ ସାଧାରଣ ଲୋକ ନ୍ୟାୟ ପାଉ ନ ଥିବା ଦାବିକରି ସୋମବାର ପୂର୍ବାହ୍ନରେ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଘେରାଉ କରାଯାଇଥିଲା । ପଟ୍ଟାମୁଣ୍ଡାଇ ଭାଜପା କର୍ଯ୍ୟାଳୟ ଠାରୁ ଭାଜପା କର୍ମୀମାନେ ଶୋଭାଯାତ୍ରାରେ ପଟ୍ଟାମୁଣ୍ଡାଇ ବଜାର ପରିକ୍ରମା କରି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପହଂଚି ଥିଲେ । ବ୍ଲକ କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ପ୍ରାୟ ୪ […]

କେନ୍ଦ୍ରାପଡା ସାନ୍ଧ୍ୟ ମହାବିଦ୍ୟାଳୟ ସଭାଗୃହରେ କବି ନିକୁଞ୍ଜ ବିହାରୀ ପୃଷ୍ଟିଙ୍କ ଦ୍ୱିତୀୟ କାଳ୍ପନିକ କାବ୍ୟ “ମା’ ମାଟି ମୋହ” ଲୋକାର୍ପର୍ିତ ହୋଇଯାଇଛି । “ଆମ ଗାଁ ସାହିତ୍ୟ ପରିଷଦ” ଆନୁକୂଲ୍ୟରେ ଅନୁଷ୍ଠିତ ଅଷ୍ଟମ ବାର୍ଷିର୍କ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସୁନାମଧନ୍ୟ ବରିଷ୍ଠ ସାହିତ୍ୟିକ, ସମାଲୋଚକ ତଥା ପୂର୍ବତନ ଆବାହକ କେନ୍ଦ୍ର ସାହିତ୍ୟ ଏକାଡେମୀ ସଭ୍ୟ ପ୍ରାଧ୍ୟାପକ ଡଃ. ବିଜୟାନନ୍ଦ ସିଂ ପୁସ୍ତକଟିକୁ ସମୀକ୍ଷା କରିବା ସହିତ ପୁସ୍ତକଟିର […]

କେନ୍ଦ୍ରାପଡା ଜିଲ୍ଲା ସାହିତ୍ୟ ସଂସଦର କର୍ମକର୍ତ୍ତା ନିର୍ବାଚନ ଆଜି ସ୍ଥାନୀୟ ସଖୀବଟଠାରେ ସଂସଦର ନିର୍ବାଚନ କମିଶନର ଡଃ ସୁରେନ୍ଦ୍ରନାଥ ଆଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିଥିଲେ ପ୍ରାକ୍ତନ ଏଲିମେଣ୍ଟାରୀ ଡେପୁଟି ଡାଇରେକ୍ଟର ବିଶିଷ୍ଟ ଗାଳ୍ପିକା ସୁପ୍ରିୟା ମଲ୍ଲିକ । ଆଜିର ନିର୍ବାଚିତ କର୍ମକର୍ତ୍ତା ଆଗାମୀ ୩ ବର୍ଷ ଲାଗି ଅନୁଷ୍ଠାନ, ଜିଲ୍ଲା ଓ ରାଜ୍ୟରେ ଆଖି ଦୃଶିଆ କାର୍ଯ୍ୟ କରିବେ । ଏହି […]

କେନ୍ଦ୍ର ସରକାରଙ୍କ ପିଏମ୍‌ଶ୍ରୀ (ପ୍ରାଇମ୍ ମିନିଷ୍ଟର ସ୍କୁଲସ୍ ଫର୍ ରାଇଜିଂ ଇଣ୍ଡିଆ) ଯୋଜନାରେ ରୂପାନ୍ତରିତ ହୋଇଛି କେନ୍ଦ୍ରୀୟ ବିଦ୍ୟାଳୟ କେନ୍ଦ୍ରାପଡା । ଏଠାରେ ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ତଥା ଅତ୍ୟାଧୁନିକ ଶିକ୍ଷା ପ୍ରଦାନ କରିବାରେ ପୁଣି ଗୋଟିଏ ପାହାଚ ଆଗରେ ରହିବ । ସେଥିପାଇଁ ବିଦ୍ୟାଳୟ ଅଧ୍ୟକ୍ଷ ସୁଭାଷ ଚନ୍ଦ୍ର ଜେନାଙ୍କ ନେତୃତ୍ୱରେ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯ।।ଇଛି । ବିଦ୍ୟାଳୟ ପରିସର ସଫେଇ, ପାନୀୟଜଳ ଓ ପରିମଳ ବ୍ୟବସ୍ଥାରେ […]

ରାଜ୍ୟର ପୁରାତନ ସାସ୍କୃତିକ ଅନୁଷ୍ଠାନ କେନ୍ଦ୍ରାପଡ଼ା ଜିଲ୍ଲା ବୋଇତ ବନ୍ଦାଣ ସମିତି କେନ୍ଦ୍ରାପଡାର ୫୫ତମ ବୋଇତ ବନ୍ଦାଣ ଉତ୍ସବର ଅବ୍ୟବହିତ ପୂର୍ବରୁ ଆଜି ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ତୁଳସୀ ମହିଳା ମହାବିଦ୍ୟାଳୟ ପରିସରରେ ବିଭିନ୍ନ ବିଭାଗରେ ୪ଶହରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀଙ୍କୁ ନେଇ ଏକ ଜିଲ୍ଲା ସ୍ତରୀୟ ପ୍ରତିଯୋଗୀ ସମାବେଶ ଅନୁଷ୍ଠିତ ହୋଇଥିଲା । ସମିତିର ସ୍ଥାୟୀ ମୁଖ୍ୟ ଉପଦେଷ୍ଟା ପ୍ରଦୀପ କୁମାର ମହାନ୍ତିଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ପ୍ରତିଯୋଗିତାରେ […]

କେନ୍ଦ୍ରାପଡ଼ା ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତା ଇନ୍ଦିରା ଗାନ୍ଧୀଙ୍କ ୧୦୬ତମ ଜୟନ୍ତୀ କଜଳାସ୍ଥିତ କଂଗ୍ରେସ ଭବନ ପରିସରରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଜିଲ୍ଲା କଂଗ୍ରେସ ଉପସଭାପତି ପ୍ରଫୁଲ୍ଲ କୁମାର ଦାସ, ପୂର୍ବତନ ବିଧାୟକ ଚିନ୍ମୟ ପ୍ରସାଦ ବେହୁରା, ଜିଲ୍ଲା କଂଗ୍ରେସ କୋଷାଧ୍ୟକ୍ଷ ଉମାଶଙ୍କର ଜେନା ପ୍ରମୁଖ ସ୍ୱର୍ଗତା ଗାନ୍ଧୀଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ପୂର୍ବତନ ବିଧାୟକ […]

କେନ୍ଦ୍ରାପଡ଼ା ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ନୂତନ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମ୍ମିଳନୀ କକ୍ଷରେ କର୍ମ କ୍ଷେତ୍ରରେ ମହିଳାମାନଙ୍କ ଉପରେ ହେଉଥିବା ଯୌନ ଶୋଷଣ ବିରୋଧରେ ଏକ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଆଇନ ସେବା ପ୍ରାଧିକରଣ ସଚିବ ସୁମିତ୍ରା ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ କର୍ମଜୀବୀ ମହିଳାମାନଙ୍କ ଉପରେ ହେଉଥିବା ନିର୍ଯାତନାକୁ ବିରୋଧ ପାଇଁ ଥିବା ଆଇନ୍‌ର ବିଭିନ୍ନ ଦିଗ ଉପରେ ଅତିଥିମାନେ […]

ଶିଶୁ ଜନ୍ମର ପ୍ରଥମ ୨୪ ଘଂଟା ଓ ପ୍ରଥମ ୨୮ ଦିନ ଅତ୍ୟନ୍ତ ସମ୍ବେଦନଶୀଳ । ତେଣୁ ନବଜାତ ଶିଶୁଙ୍କ ଯତ୍ନ ଦିଗରେ ସମସ୍ତେ ସଚେତନ ହେବା ଜରୁରୀ ବୋଲି ଶନିବାର କେନ୍ଦ୍ରାପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମ୍ମିଳନୀ କକ୍ଷରେ“ନବଜାତ ଶିଶୁ ଯତ୍ନ ସପ୍ତାହ” ପାଳନ ଅବସରରେ ବିଶେଷଜ୍ଞମାନେ ମତବ୍ୟକ୍ତ କରିଛନ୍ତି । ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ଅନୀତା ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ  ଅନୁଷ୍ଠିତ କାର୍ଯ୍ୟକ୍ରମରେ […]

ସମବାୟ ବିଭାଗ ଓ କେନ୍ଦ୍ରାପଡା  ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଜିଲ୍ଲା ସଂସ୍କୃତି ଭବନ ପରିସରରେ ୭୦ତମ ସର୍ବ ଭାରତୀୟ ସମବାୟ ସପ୍ତାହ ପାଳନ ଅବସରରେ ଜିଲ୍ଲା ସ୍ତରୀୟ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ନିଲୁ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ଜିଲ୍ଲା ପରିଷଦ ସଭାପତି ଗିତାଞ୍ଜଳୀ ସେଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆମ ଜିଲ୍ଲାର ବିଧାୟକ ତଥା ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ […]

ସାଧାରଣତଃ ବୌଦ୍ଧିକ ଭିନ୍ନକ୍ଷମ ଶିଶୁମାନେ ବାକ୍ ଓ ଶ୍ରବଣ ଶକ୍ତି ବାଧିତ ହୋଇଥିବାର ପରିଲଖିତ ହୁଏ । ଭିନ୍ନକ୍ଷମଙ୍କ ନିମନ୍ତେ କାର୍ଯ୍ୟରତ ସ୍ୱେଚ୍ଛାସେବୀ ଅନୁଷ୍ଠାନ ପୁନର୍ବାସ ଦ୍ୱାରା ଏହି ସ୍ୱତନ୍ତ୍ର ଶିଶୁମାନଙ୍କୁ ସାମାଜିକ ସୁରକ୍ଷା ବିଭାଗ ସହାୟତାରେ ନିଃସୁଳ୍କ ଫିଜିଓଥେରାପି ସହିତ ସ୍ପିଚ୍‌ଥେରାପିର ସୁବିଧା ପ୍ରଦାନ କରାଯାଇ ଆସୁଅଛି । ଏହି ଶିଶୁମାନଙ୍କର ଏକ ସ୍ୱତନ୍ତ୍ର ବାକ୍ ଓ ଶ୍ରବଣ ପରୀକ୍ଷା ଶିବିର ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜର […]

ମଣିଷ ଜୀବନରେ  ମୃତ୍ୟୁ କେତେବେଳେ ଓ କେମିତି ଆସେ ତାହା କେହି କହିପାରିବେନି। ଏମିତି ଏକ ମୃତ୍ୟୁ ମଣିଷ  ଜୀବନରେ ଘଟିଛି ଯେ ପୁତୁରାର ଶବ ସତ୍କାର କରିବାକୁ ଯାଇ ବଡବାପାର  ହୁଦଘାତରେ ମୃତ୍ୟୁ ହୋଇଛି । ଏଭଳି ଦୁଃଖଦ ଘଟଣା ପଟ୍ଟାମୁଣ୍ଡାଇ ଅଂଚଳରେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ଶୋକର ଛାୟା ଖେଳାଇ ଦେଇଛି । କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ବାଲିଝାରୀ ଗ୍ରାମର ଗଗନବିହାରୀ ମହାନ୍ତିଙ୍କ ଏକମାତ୍ର […]

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅଣ୍ଢରା ଗ୍ରାମପାଖ ବ୍ରାହ୍ମଣୀ ନଦୀରେ ଗାଧେଇବାକୁ ଯାଇ ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି । ଯୁବକ ଜଣକ ଅଣ୍ଢରା ଗାଁର ବିକ୍ରାନ୍ତ ମଲ୍ଲିକ (ବିଟୁ) ବୟସ ୪୭ ବୋଲି ଜଣାପଡିଛି । ଖବର ପାଇ ପଟ୍ଟାମୁଣ୍ଡାଇ ଅଗ୍ନିଶମ ବାହିନୀ ଓ ଗ୍ରାମବାସୀ ଖୋଜାଖୋଜି କରିବା ପରେ ମଧ୍ୟ ଯୁବକଙ୍କ ପତା ବର୍ତମାନ ପର୍ଯ୍ୟନ୍ତ ମିଳିପାରିନାହିଁ । ସୂଚନା ମୁତାବକ ଅଣ୍ଢରା ଗ୍ରାମର ବିକ୍ରାନ୍ତ ଶନିବାର […]

କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟ ଖେଳପଡ଼ିଆରେ ଦୁଇ ଦିନ ଧରି ଚାଲିଥିବା ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳା ଆଜି ଉଦ୍‌ଯାପିତ ହୋଇଯାଇଛି । ଜିଲ୍ଲା ପ୍ରଶାସନ ଏବଂ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ଉତ୍ସବର ଉଦ୍‌ଯାପନୀ ଦିବସରେ ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଦୀପ୍ତି ମହାପାତ୍ର ଅଧ୍ୟକ୍ଷତା କରିଥିବା ବେଳେ ଶକ୍ତି, ଶିଳ୍ପ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ପ୍ରତାପ […]

କେନ୍ଦ୍ରାପଡା ଗୋବରୀ କେନାଲରେ ଚାଷ ପାଇଁ ବହୁ ବିଳମ୍ବରେ ପାଣି ଛଡା ଯିବାରେ କେନାଲରେ ପାଣି ମଟାମ ହୋଇଛି । ଫଳରେ କେନ୍ଦ୍ରାପଡା ପୈାରାଞ୍ଚଳ ଅନ୍ତର୍ଗତ ଫକିରାବାଦ, ବଡହାଟ, ମୀରପାଟଣା ଓ ନସଡିପୁର ଭଳି ତଳିଆ ଅଞ୍ଚଳରେ ଥିବା ରାସ୍ତା ଓ ଘର ଭିତରେ ପାଣି ପଶିଯାଇଥିବା ସ୍ଥାନୀୟ ଅଞ୍ଚଳର ବାସୀନ୍ଦା ଅଭିଯୋଗ କରିଛନ୍ତି । ବିଶେଷକରି ଫକିରାବାଦ ଓ ବଡହାଟ ଅଞ୍ଚଳ ଅତ୍ୟନ୍ତ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି […]

କେନ୍ଦ୍ରାପଡ଼ା, ୧୬ା୧୧ : ଗଣମାଧ୍ୟମ ସମାଜର ଦର୍ପଣ । ଯେଉଁଠି ପ୍ରତଫଳିତ, ପ୍ରତିଧ୍ୱନିତ ଓ ପ୍ରତିବିମ୍ବିତ ହୁଏ ସମାଜର ପ୍ରକୃତ ରୂପ । ସାମ୍ବାଦିକମାନେ ସମାଜର ଜାଗ୍ରତ ପ୍ରହରୀ । ସେମାନେ ନିଷ୍ଠାର ସହ ଦାୟିତ୍ୱ ସମ୍ପନ୍ନ କଲେ ବ୍ୟବସ୍ଥାରେ ପରିବର୍ତ୍ତନ ଆସିପାରିବ ବୋଲି ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳନ ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଛନ୍ତି ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ନିଲୁ ମହାପାତ୍ର । ଚଳିତ […]

ବିଭିନ୍ନ ଅତ୍ୟାବଶ୍ୟକ ସାମଗ୍ରୀର ଆକାଶଛୁଆଁ ଦର ବୃଦ୍ଧି ଘଟିଥିଲେ ମଧ୍ୟ ଉଭୟ କେନ୍ଦ୍ର ବିଜେପି ଓ ରାଜ୍ୟ ବିଜେଡି ସରକାର ଚୁପ ହୋଇବସିଛନ୍ତି । କେନ୍ଦ୍ର ଓ ରାଜ୍ୟ ସରକାର ଅବିଳମ୍ବେ ଦର ବୃଦ୍ଧି ନରୋକିଲେ ଜନଶକ୍ତି ପାର୍ଟି ପକ୍ଷରୁ ରାଜ୍ୟ ବ୍ୟାପି ଆନେ୍ଦାଳନ କରାଯିବ ବୋଲି ଜନଶକ୍ତି ପାର୍ଟି ରାଜ୍ୟ ସଭାପତି ଆଡ଼ଭୋକେଟ ପ୍ରଦୀପ ଦାଶ ଚେତାବନୀ ଦେଇଛନ୍ତି । ଏକ ପ୍ରେସ ବିବୃତିରେ ଜନଶକ୍ତି ପାର୍ଟି ରାଜ୍ୟ […]

ତାଳଦଣ୍ଡା କେନାଲର ଭଳି ବୋଟିଂର ଭ୍ରମ ସୃଷ୍ଟି କରିବ ଜଳସେଚନ ଓ ବାଣିଜ୍ୟ କାରବାରର ଏକମାତ୍ର ବିକଳ୍ପ ଆମ ରାଜ୍ୟର ସର୍ବ ପୁରାତନ ପଟ୍ଟାମୁଣ୍ଡାଇ ମେନ କେନାଲକୁ ଲଗିଥିବା ଗୋବାରି ସର୍ମ୍ପସାରିତ କେନାଲ ଏବେ ବିପଦରେ । ଏହି କେନାଲ ଉପରେ ଆମଦାନୀ ରପ୍ତାନି, ପରିବହନ ଓ ଆର୍ଥିକ ସ୍ଥିତି ନିର୍ଭର କରୁଥିବା ବେଳେ କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଉତିକଣ ଅଂଚଳର ଭାତହାଣ୍ଡି କଥା ବି ବୁଝୁଥିଲା । ଏକଦା […]

ସମଗ୍ର କେନ୍ଦ୍ରାପଡା ଜିଲ୍ଲାକୁ ମରୁଡି ଘୋଷଣା ଦାବିରେ ଆଜି ଓଡିଶା କୃଷକ ସଭା (ଏଆଇକେଏସ) କେନ୍ଦ୍ରାପଡା ଜିଲ୍ଲା କମିଟି ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ସହିତ ଅତିରିକ୍ତ ଜିଲ୍ଲାପାଳ ନିଲୁ ମହାପାତ୍ରଙ୍କୁ ଏକ ଦାବିପତ୍ର ପ୍ରଦାନ କରା ଯାଇଛି । ସାରା ଜିଲ୍ଳାର ୯ଟି ବ୍ଲକ ଓ ୨ଟି ପୈାରସଂସ୍ଥାରେ ଆଜି ସୁଦ୍ଧା ପ୍ରାୟ ୩୦ଭାଗ ଜମିରେ ପାଣି ଅଭାବରୁ ମରୁଡି ହେଇ ସାରିଲାଣି । ବର୍ଷା ନାହିଁକି […]