Year: 2023

କେନ୍ଦ୍ରାପଡା ଜବାହର ନବୋଦୟ ବିଦ୍ୟାଳୟରେ ପୁରାତନ ଛାତ୍ର ସମ୍ମିଳନୀ

କେନ୍ଦ୍ରାପଡା, ୨୫ା୧୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବାରୋସ୍ଥିତ ଜବାହର ନବୋଦୟ ବିଦ୍ୟାଳୟର ପୁରାତନ ଛାତ୍ର(ଆଲୁମିନାଇ) ମାନଙ୍କ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀରେ ଶତାଧିକ ପୁରାତନ...

୧୯୮୬ମସିହା ମାଟ୍ରିକ ବ୍ୟାଚର ଗୁରୁ ପୂଜନ

କେନ୍ଦ୍ରାପଡା, ୨୫ା୧୨: ଫକିରାବାଦ ରାମଚନ୍ଦ୍ର ଉଚ୍ଚବିଦ୍ୟାଳୟର ୧୯୮୬ ବ୍ୟାଚ ଛାତ୍ରଛାତ୍ରୀମାନଙ୍କ ଗୁରୁପୂଜନ କାର୍ଯ୍ୟକ୍ରମ ବିଦ୍ୟାଳୟ ପରିସରରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ପ୍ରାକ୍ତନ ପ୍ରଧାନ...

ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ରଜତ ଜୟନ୍ତୀ ଉତ୍ସବ

ଦୁନିଆର ସମସ୍ତ ଆହ୍ୱାନକୁ ମୁକାବିଲା କରି ଜୀବନରେ ସଫଳ ହେବା ସହିତ ଶ୍ରେଷ୍ଠତ୍ବ ହାସଲ କରିବା ପାଇଁ ଛାତ୍ରଛାତ୍ରୀମାନେ ବିଭିନ୍ନ କ୍ଷେତ୍ରରେ ପାରଦର୍ଶୀ ହେବା ଦରକାର ବୋଲି...

ଚନ୍ଦନନଗର ହାଇସ୍କୁଲ ୧୯୮୪ ବ୍ୟାଚ ବନ୍ଧୁମିଳନ

ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଚନ୍ଦନନଗର ପଦ୍ମଲୋଚନ ବିଦ୍ୟାପୀଠ ୧୯୮୪ ମ୍ୟାଟ୍ରିକ ବ୍ୟାଚ ବନ୍ଧୁମିଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପୁରାତନ ଛାତ୍ର ସଂସଦ ଆବାହକ ବିଚିତ୍ର କୁମାର...

ଅଣ୍ଢରା ଶ୍ରୀରାମ ମନ୍ଦିରରେ ଗୀତାଜ୍ଞାନ ଯଜ୍ଞ

ଅଣ୍ଢରା ଶ୍ରୀରାମ ସେବକ ସଂଘ ଆନୁକୂଲ୍ୟରେ ପବିତ୍ର ଗୀତା ଜୟନ୍ତୀ ଶୁଭ ଅବସରରେ ଗୀତା ଜ୍ଞାନ ଯଜ୍ଞ ଅନୁଷ୍ଠିତ ହୋଇ ଯାଇଛି। ପଣ୍ଡିତ ପ୍ରଦୀପ କୁମାର ପାଢ଼ୀ,...

ନିଲମ୍ବନ ପ୍ରତ୍ୟାହାର ପରେ ପ୍ରଶାନ୍ତଙ୍କ ଶକ୍ତି ପ୍ରଦର୍ଶନ

କେନ୍ଦ୍ରାପଡ଼ା, ୨୪ା୧୨ : କେନ୍ଦ୍ରାପଡା ସହରର ଟାଣୁଆ ନେତା ପ୍ରଶାନ୍ତ କୁମାର ସିଂହ(ଧୁଣ୍ଡୁଭାଇ)ଙ୍କ ଉପରୁ ବିଜେଡି ନିଲମ୍ବନ ଆଦେଶ ପ୍ରତ୍ୟାହାର କରିବା ପରେ ସେ ଶକ୍ତି ପ୍ରଦର୍ଶନ...

କେନ୍ଦ୍ରାପଡା ଜିଲ୍ଲା ସାହିତ୍ୟ ପରିଷଦ ପକ୍ଷରୁ ଶିଶିର ଉତ୍ସବ ଓ ମୁଖପତ୍ର “ଭୂମିଲଗ୍ନା” ଉନ୍ମୋଚିତ

କେନ୍ଦ୍ରାପଡ଼ା ଜିଲ୍ଲା ସାହିତ୍ୟ ପରିଷଦ ପକ୍ଷରୁ ଶିଶିର ଉତ୍ସବ ୨୦୨୩ ଆଜି କମଳ ଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ...

ବାଞ୍ଛାନିଧି ଦାସ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ବାର୍ଷିକ ଉତ୍ସବରେ ୩୯୭ ଛାତ୍ରଛାତ୍ରୀଙ୍କୁ ମେଧାବୃତ୍ତି ପ୍ରଦାନ

କେନ୍ଦ୍ରାପଡ଼ା, ୨୪ା୧୨ : ରାଜ୍ୟର ଅଗ୍ରଣୀ ଅନୁଷ୍ଠାନ ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟର ବାର୍ଷିକ ଉତ୍ସବ ସ୍ଥାନୀୟ ପୈାରସଂସ୍ଥା ଟାଉନହଲ ପରିସରରେ ଆଜି...

ଭେଙ୍କଟେଶ୍ୱର ସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳର ସୁନାମଧନ୍ୟ ଇଂରାଜୀ ମାଧ୍ୟମ ସ୍କୁଲ ଭେଙ୍କଟେଶ୍ୱର ଇଂଲିଶ ମିଡିୟମ ସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ତିନି ଦିନ ଧରି ଅନୁଷ୍ଠିତ ହୋଇଯାଇଛି...

ବଡପଡା ଉଚ୍ଚମାଧ୍ୟମିକ ବିଦ୍ୟାଳୟ ଓ ଡିଗ୍ରୀ କଲେଜରେ ଯୁବଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ

ପଟ୍ଟାମୁଣ୍ଡାଇ ତା ୨୩/୧୨-ସୁଦୃଢ ଶିକ୍ଷା ବ୍ୟବସ୍ଥା, ଦୀର୍ଘସ୍ଥାୟୀ ବିକାଶ ଓ ଯୁବଶକ୍ତିର ପୂର୍ଣ୍ଣ ବିନିଯୋଗ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ମୂଳମନ୍ତ୍ର ବୋଲି ରାଜ୍ୟ ସରକାରଙ୍କ ଯୁବଓଡିଶା ନବୀନ...

ମଦ୍ରାସା ଇସଲାମିଆ ଆରାବିୟାରେ ବାର୍ଷିକ କ୍ରୀଡା ଉତ୍ସବ

କେନ୍ଦ୍ରାପଡା ପୈାରାଞ୍ଚଳ ଅନ୍ତର୍ଗତ ଦିଲାୱାରପୁରସ୍ଥିତ ମଦ୍ରାସା ଇସଲାମିଆ ଆରାବିୟାର ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଜନାବ ସେକ ଗୋଫ୍ରାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ଅତିଥି...

ଗୁରୁଜୀ ଡଃ. ଚନ୍ଦ୍ରଭାନୁ ଶତପଥୀଙ୍କ କରକମଳରେ ଶିରିଡି ସାଇ ମନ୍ଦିର ପ୍ରତିଷ୍ଠା ଉତ୍ସବ

କେନ୍ଦ୍ରାପଡ଼ା, ୨୩ା୧୨: ଜୀବନରେ ଦୁଃଖ ନଥିଲେ ସୁଖର ସନ୍ଧାନ ମିଳେନି । ସୁଖ ଓ ଦୁଃଖକୁ ସମାନ ମନେକରି ନିଜକୁ ପ୍ରଭୁଙ୍କ ନିକଟରେ ବା ସଦଗୁରୁଙ୍କ ନିକଟରେ...

କ୍ରୀଡା ଶାରୀରିକ ଗଠନ ଓ ସାମାଜିକ ପରିଚୟ ଦେଇଥାଏ

କ୍ରୀଡା ଶାରୀରିକ ଗଠନ ଓ ସାମାଜିକ ପରିଚୟ ଦେବାରେ ସହାୟକ ହୋଇଥାଏ ବୋଲି ପଟ୍ଟାମୁଣ୍ଡାଇ ପୌର ପରିଷଦ ପକ୍ଷରୁ ନୂଆ-ଓ ଯୁବଓଡ଼ିଆ ନବୀନ ଓଡିଶା କାର୍ଯ୍ୟକ୍ରମରେ କଷଣଅଂଟା...

କେନ୍ଦ୍ରାପଡା ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ବାର୍ଷିକୋତ୍ସବ

କେନ୍ଦ୍ରାପଡା ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ବାର୍ଷିକୋତ୍ସବ ଶନିବାର ଗରାପୁରସ୍ଥିତ ସଂଘର ସ୍ଥାୟୀ ଭବନରେ ସଭାପତି ରାଜକିଶୋର ବିଶ୍ୱାଳଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା । ଏଥିରେ କେନ୍ଦ୍ରାପଡା...

୩୫ କୋଟି ଟଙ୍କା ବ୍ୟୟରେ ଇନ୍ଦୁପୁର-ପଟ୍ଟାମୁଣ୍ଡାଇ ରାସ୍ତାର ନବିକରଣ , ଶୁଭ ଶିଳାନ୍ୟାସ କଲେ ବିଧାୟକ

କେନ୍ଦ୍ରାପଡ଼ା ଜିଲ୍ଲାର ପଟ୍ଟାମୁଣ୍ଡାଇ ଭାୟା ଚଉଦକୁଲାଟ ଇନ୍ଦୁପୁରକୁ ଯାଇଥିବା ଗୁରୁତ୍ୱପୂର୍ଣ୍ଣ ଇନ୍ଦୁପୁର-ପଟ୍ଟାମୁଣ୍ଡାଇ ରାସ୍ତା ଗ୍ରାମ୍ୟଉନ୍ନୟନ ବିଭାଗ ଅଧୀନରେ ଥିବା ବେଳେ ରାସ୍ତାର ଉପଯୁକ୍ତ ରକ୍ଷଣା ବେକ୍ଷଣ ଓ...

ନୂଆ-ଓ ଯୁବ ଓଡିଶା ଆନୁକୂଲ୍ୟରେ ପଟ୍ଟାମୁଣ୍ଡାଇ ମହା ବିଦ୍ୟାଳୟରେ ସ୍ୱାସ୍ଥ୍ୟସେବା ଶିବିର

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ମହା ବିଦ୍ୟାଳୟ ପକ୍ଷରୁ ନୂଆ-ଓ ଯୁବ ଓଡିଶା ଆନୁକୂଲ୍ୟରେ ସ୍ୱାସ୍ଥ୍ୟ ପରିକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶିବିରରେ ଛାତ୍ରୀଛାତ୍ର ଓ...

ନାବାଳିକା ଦୁଷ୍କର୍ମ ଅଭିଯୁକ୍ତକୁ ୨୧ବର୍ଷ କାରାଦଣ୍ଡାଦେଶ

କେନ୍ଦ୍ରାପଡ଼ା, ୨୨ା୧୨ : ଜନୈକ ନାବାଳିକାକୁ ଯୈାନ ଉତ୍ପୀଡନ ଦେବା ଓ ଦୁଷ୍କର୍ମ କରିବା ଅଭିଯୋଗରେ ୬୩ବର୍ଷୀୟ ଅଭିଯୁକ୍ତ କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଚିତିକାଣ୍ଡିଲୋ ଗ୍ରାମର...

ମାର୍ଶାଘାଇ ପୋଲିସ କବଜାରେ ୪ଜଣିଆ ଡକାୟତି ଗ୍ୟାଙ୍ଗ

କେନ୍ଦ୍ରାପଡା : ମାର୍ଶାଘାଇ ପୋଲିସର ଅପରାଧ ଓ ଅପରାଧି ଦମନ ପ୍ରକ୍ରିୟା ଅବ୍ୟାହତ ରହିଛି । ମାର୍ଶାଘାଇ ପୋଲିସ ପେଟ୍ରୋଲିଂ କରୁଥିବା ବେଳେ ଗତକାଲି ରାତି ପ୍ରାୟ...

ବ୍ଲକ ବିଜେଡି ସଭାପତିଙ୍କ ପୁଅ ସଂସ୍କୃତ ମହାବିଦ୍ୟାଳୟରେ ମଦ ରଖିବା ଘଟଣା ବିଧାୟକ ଓ ସଭାପତିଙ୍କ କୁଶପୁତଳିକା ଦାହ କଲା ବ୍ଲକ ଯୁବ କଂଗ୍ରେସ

କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ ହାତିନା ପଚାଂୟତ ଏଣ୍ଡୁଳାପୁରସ୍ଥିତ ଏନକେ ସଂସ୍କୃତ ମହାବିଦ୍ୟାଳୟ ଭିତରେ ବ୍ଲକ ବିଜେଡି ସଭାପତି ନିରଂଜନ ରାଉତଙ୍କ ପୁଅ ମଦ ବିକ୍ରି କରୁଥିବା...

କୋଟିପତି ମୁଖ୍ୟ ଯୋଗାଣ ଅଧିକାରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ୱର ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଶାନ୍ତ କୁମାର ଗନ୍ତାୟତଙ୍କୁ ଭିଜିଲାନ୍ସ ଶୁକ୍ରବାର ଗିରଫ କରିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଶାନ୍ତ...

ଷ୍ଟେଟବ୍ୟାଙ୍କ ପେନସନରର୍ସ ଅଭିଯୋଗ ସମାଧାନ ପକ୍ଷ ସମ୍ମିଳନୀ ଷ୍ଟେଟବ୍ୟାଙ୍କ ଡିସପେନସରୀ ଖୋଲାଯାଉନଥିବାରୁ ଉଦବେଗ

କେନ୍ଦ୍ରାପଡ଼ା, ୨୨ା୧୨ : ଭାରତୀୟ ଷ୍ଟେଟବ୍ୟାଙ୍କ ଆଞ୍ଚଳିକ କାର୍ଯ୍ୟାଳୟ ପାରାଦୀପ ପକ୍ଷରୁ କେନ୍ଦ୍ରାପଡା ଭାରତୀୟ ଷ୍ଟେଟବ୍ୟାଙ୍କ ମୁଖ୍ୟ ଶାଖା ସମ୍ମିଳନୀ କକ୍ଷରେ ଷ୍ଟେଟବ୍ୟାଙ୍କ ପେନସନରର୍ସ ଅଭିଯୋଗ ସମାଧାନ...

ଷଷ୍ଠ ଜିଲ୍ଲା ପରିଷଦର ଚତୁର୍ଥ ସାଧାରଣ ବୈଠକ ଅନୁଷ୍ଠିତ

କେନ୍ଦ୍ରାପଡ଼ା, ୨୨/୧୨: ଷଷ୍ଠ ଜିଲ୍ଲା ପରିଷଦର ଚତୁର୍ଥ ସାଧାରଣ ବୈଠକ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକକୁ ଜିଲ୍ଲାପାଳ ଅମ୍ରିତ ଋତୁରାଜ...

ହାରିହରାନନ୍ଦ ବାଳାଶ୍ରମର ବାର୍ଷିକଉତ୍ସବ

କେନ୍ଦ୍ରାପଡା, ୨୨/୧୨- ହରିହରାନନ୍ଦ ବାଳାଶ୍ରମର ୧୯ ତମ ବାର୍ଷିକ ଉତ୍ସବ ଶୁକ୍ରବାର ଦିନ କେନ୍ଦ୍ରାପଡା ବ୍ଲକ ପଟ୍ଟାମୁଣ୍ଡାଇ ଅରୁଆ କଦଳିବଣ ଠାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ...

ସମାଜସେବୀ ରଘୁନାଥ ସ୍ୱାଇଁଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ ଓ ସ୍ମୃତି ସଭା

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଧୋୟାଞ୍ଚଳର ବିଶିଷ୍ଟ ସମାଜସେବୀ ରଘୁନାଥ ନାଥ ସ୍ୱାଇଁଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ଅଣ୍ଢରା ଠାରେ ତାଙ୍କର ପୂର୍ଣ୍ଣଅବୟବ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଯାଇଛି...