କେନ୍ଦ୍ରାପଡ଼ା, ୨ା୧୦: ସେପ୍ଟେମ୍ବର ୩୦ରେ ସାରା ରାଜ୍ୟରେ ସାଇବର ସୁରକ୍ଷା କ୍ୟାମ୍ପେନ – ୨୦୨୩ ଆରମ୍ଭ ହୋଇଯାଇଥିବା ବେଳେ ଆଜି କେନ୍ଦ୍ରାପଡାରେ ସାଇବର ସୁରକ୍ଷା ରଥ ପହଞ୍ଚିଛି । ଏହି ଅବସରରେ ଜିଲ୍ଲା ପୋଲିସ କାର୍ଯ୍ୟାଳୟ ପକ୍ଷରୁ କେନ୍ଦ୍ରାପଡା ସହରର ତିନିମୁହାଣି ଛକରେ ଅନୁଷ୍ଠିତ ଏକ ପଥପ୍ରାନ୍ତ ସଭାରେ ସାଇବର ସୁରକ୍ଷା ରଥ ଓ ମାସ୍କଟକୁ ଜିଲ୍ଲା ପରିକ୍ରମା ନିମନ୍ତେ ପତକା ଦେଖାଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି । ଆରକ୍ଷୀ […]
Year: 2023
କେନ୍ଦ୍ରାପଡ଼ା, ୨ା୧୦ : ମୈାସୁମୀ ସାହିତ୍ୟ ପରିଷଦ ଆନୁକୂଲ୍ୟରେ ସ୍ଥାନୀୟ ଗୁଲନଗରସ୍ଥିତ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ କବି ପ୍ରେମାନନ୍ଦ ଖଣ୍ଡୁଆଳଙ୍କ ରଚିତ ଗଳ୍ପ ସଙ୍କଳନ “ଅଜବ ମଣିଷ” ଉନ୍ମୋଚନ ହେବା ସହ ଏକ ଭବ୍ୟ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଶିଷ୍ଠ ଶିକ୍ଷାବିତ ପ୍ରାଧ୍ୟାପକ ନନ୍ଦ କିଶୋର ପରିଡାଙ୍କ ପୈାରହିତ୍ୟରେ ଅନୁଷ୍ଠିତ ଏହି ଉତ୍ସବରେ ପରିଷଦର ସମ୍ପାଦକ କବି ଡଃ. ଶ୍ରୀଧର ସାମଲ ସ୍ୱାଗତ ଭାଷଣ […]
କେନ୍ଦ୍ରାପଡ଼ା, ୨ା୧୦ : ଅର୍କ ଏକାଡେମୀ ଅଫ୍ ମାନେଜମେଣ୍ଟ ଷ୍ଟଡିଜ୍ ପକ୍ଷରୁ ପବିତ୍ର ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ କଲେଜର ଚେୟାରମ୍ୟାନ ଅନୁଜ କୁମାର ପ୍ରଧାନଙ୍କ ପୈାରହିତ୍ୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବରିଷ୍ଠ ସାମ୍ବାଦିକ ଚିତ୍ତରଞ୍ଜନ ଦାସ ଯୋଗଦେଇ ମହାତ୍ମାଗାନ୍ଧୀ ଓ ଲାଲବାହାଦୂର ଶାସ୍ତ୍ରୀଙ୍କ ତ୍ୟାଗପୂତ ଜୀବନୀ ସମ୍ପର୍କରେ ବକ୍ତବ୍ୟ ରଖି କଲେଜର ଛାତ୍ରଛାତ୍ରୀମାନଙ୍କୁ ଗାନ୍ଦୀ ଓ ଶାସ୍ତ୍ରୀଜୀଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାକୁ ପରାମର୍ଶ […]
କେନ୍ଦ୍ରାପଡ଼ା, ୨ା୧୦ : କେନ୍ଦ୍ରାପଡା ସହରର ତିନିମୁହାଣି ଛକସ୍ଥିତ ଗାନ୍ଧୀ ପୀଠରେ ଗାନ୍ଧୀ ପଦଯାତ୍ରା ସ୍ମୃତି ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ପାଳିତ ହୋଇଯାଇଛି । ଜିଲ୍ଲା ସ୍ୱାଧୀନତା ସଂଗ୍ରାମୀ ସମିତି ସଭାପତି ବିମ୍ବାଧର ମୁଦୁଲିଙ୍କ ପୈାରହିତ୍ୟରେ ଅନୁଷ୍ଠିତ ସଭାରେ ବିଧାୟକ ଶଶିଭୂଷଣ ବେହେରା, ଶିକ୍ଷାବିତ ନନ୍ଦ କିଶୋର ପରିଡା, ବାସୁଦେବ ଦାସ, ଧିରେନ ସାହୁ, ଗୟାଧର ଧଳ, ମୁକ୍ତାର ଖାଁ, ଡଃ. ଗିରିଶ ପାତ୍ର, ପ୍ରତାପ ନାରାୟଣ ମହାପାତ୍ର, […]
କେନ୍ଦ୍ରାପଡ଼ା, ୨ା୧୦: ସମସ୍ତଙ୍କ ଭିତରେ ରହୁ ଶାନ୍ତିସୌହାର୍ଦ୍ଦ । ଅହିଂସାର ମନ୍ତ୍ରରେ ହୁଅନ୍ତୁ ସମସ୍ତେ ଉଦ୍ବୁଦ୍ଧ । ଆମ ସ୍ୱରାଜ୍ୟ ପରିଣତ ହେଉ ସୁରାଜ୍ୟରେ । ସାକାର ହେଉ ବାପୁଙ୍କ ସ୍ୱପ୍ନ । ଆଜି କେନ୍ଦ୍ରାପଡ଼ା ଜିଲ୍ଲା ସଦର ମହକୁମାରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ୧୫୪ତମ ଗାନ୍ଧୀ ଜୟନ୍ତୀ ଓ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳନ ଅବସରରେ ଏହି ମତ ରଖିଛନ୍ତି ମୁଖ୍ୟ ଅତିଥି ବିଧାୟକ […]
କେନ୍ଦ୍ରାପଡ଼ା,୨ା୧୦: ଗାନ୍ଧୀ-ଶାସ୍ତ୍ରୀ ଜୟନ୍ତୀ ଅବସରରେ ମଦ ବିରୋଧୀମାନଙ୍କର ଜିଲ୍ଲା ସଦର ମହକୁମାରେ ସଭା ଓ ଶୋଭାଯାତ୍ରା ସଂଗଠିତ ହୋଇଯାଇଛି । ମିଳିତ ଓଡିଶା ନିଶା ନିବାରଣ ଅଭିଯାନ ଆହ୍ୱାନରେ ସଂଗଠନର ଜିଲ୍ଲା କମିଟି ପକ୍ଷରୁ ପୂର୍ବାହ୍ନରେ ସହରର ନୂଆ ବସଷ୍ଟାଣ୍ଡସ୍ଥିତ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଓ ଉପମୁଖ୍ୟମନ୍ତ୍ରୀ ବସନ୍ତ ବିଶ୍ୱାଳଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରାଯାଇ ଶୋଭାଯାତ୍ରା ବାହାରି ଥିଲା । ସଂଗଠନର ଶତାଧିକ କର୍ମୀ ମଦ୍ୟମୁକ୍ତ ଓଡିଶା ଓ […]
ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଡ଼ପଡା ପଂଚାୟତ ସାହୁପଡା ଗ୍ରାମର ଅସହାୟା ରୋଗୀଣା ବୃଦ୍ଧା ସରୋଜିନୀ ମହାନ୍ତି ଓ ତାଙ୍କର ଏକମାତ୍ର ଦିବ୍ୟାଙ୍ଗ କନ୍ୟାଙ୍କ ଦୁର୍ଦଶାର କାହାଣୀ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଲା ପରେ ରାଜନଗର ବିଧାୟକ ଧ୍ରୁବ ସାହୁ ଆଜି ଉଭୟ ଅସହାୟା ମା ଓ ଝିଅଙ୍କୁ ନିଜ ବାସଭବନରେ ଭେଟି ସମବେଦନା ଜଣାଇଛନ୍ତି । ବିଧାୟକ ସାହୁ ମା ଝିଅଙ୍କ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠିରୁ ଅନୁଦାନ […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ପୌରାଂଚଳ ପକ୍ଷରୁ ସହରରେ ସ୍ୱଚ୍ଛତା ଅଭିଯାନ ଜାରି ରହିଛି । ସୋମବାର ଗାନ୍ଧିଜୟନ୍ତି ଉପଲକ୍ଷେ ପୌରପରିଷଦ ପକ୍ଷରୁ ବ୍ୟାପକ ସଫାଇ କାର୍ଯ୍ୟକ୍ରମ ହାତକୁ ନିଆଯାଇଥିବା ବେଳେ ସହରର ବିଭିନ୍ନ ସ୍ଥାନରେ ଅଳିଆ ଗାଡି ଗାଡି ପଡି ରହି ଗନ୍ଧମୟ ପରିବେଶ ସୃଷ୍ଟି କରୁଛିା ତେବେ ପୌରାଂଚଳର ସ୍ୱଚ୍ଛତା ଅଭିଯାନ କାନ୍ଥରେ ଚିତ୍ର ଅଙ୍କା ଏବଂ ସ୍ଲୋଗାନ ଲେଖା ମଧ୍ୟରେ ସୀମିତ ରହିଯାଇଛି । ସହର ସାରା […]
ରାଜ୍ୟ ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ପଟ୍ଟାମୁଣ୍ଡାଇ ବିଜେଡି ପକ୍ଷରୁ ଜନସମ୍ପର୍କ ପଦଯାତ୍ରା ଆରମ୍ଭ ହୋଇଛି । ପଟ୍ଟାମୁଣ୍ଡାଇ ବ୍ଲକ ବିଜେଡି ସଭାପତି କିଶୋର ସାହୁ ଓ ନଗର ବିଜେଡି ସଭାପତି ବୁଢ଼ା ଲେଙ୍କାଙ୍କ ନେତୃତ୍ୱରେ ବିଜେଡି ନେତା ଓ କର୍ମୀମାନେ ବ୍ଲକ ପରିସରରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିବା ପରେ ବିଜେଡି ସରକାର ଓ ନବୀନ ପଟ୍ଟନାୟକଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଏମ ଏନ ହାଇସ୍କୁଲ ପୁରାତନ ଛାତ୍ର ସଂସଦ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଛାତ୍ର ସଂସଦ ସଭାପତି ପ୍ରଫେସର ଦୁର୍ଯ୍ୟୋଧନ ପରିଡାଙ୍କ ପୌରହିତ୍ୟରେ ଆୟୋଜିତ ଉତ୍ସବରେ ପୌର ଅଧକ୍ଷ ହେମନ୍ତ ସାହୁ,ମୁଖ୍ୟଅତିଥି, ପ୍ରଫେସର ବୈଷ୍ଣବ ସିଂ ମୁଖ୍ୟବକ୍ତା ରାଜ୍ୟପାଳ ପୁରସ୍କାର ପ୍ରାପ୍ତ ଶିକ୍ଷକ ସନାତନ ବେହୁରା, ଜଗନ୍ନାଥ ସଂସ୍କୃତି ପ୍ରଚାରକ ପରୀକ୍ଷିତ ମିଶ୍ର, ପ୍ରଧାନଶିକ୍ଷକ ଗଗନ ବିହାରୀ ସୂତାର, ଉପଦେଷ୍ଟା ତ୍ରୈଲୋକ୍ୟ ନାଥ ପଣ୍ଡା, […]
ପଟ୍ଟାମୁଣ୍ଡାଇ ୨ା୧୦-ପଟ୍ଟାମୁଣ୍ଡାଇ ମହାବିଦ୍ୟାଳୟର ଆଲୁମ୍ୟୁନି ଆସୋସିଏସନ ପକ୍ଷରୁ ପବିତ୍ର ଗାନ୍ଧିଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି । ଆଲୁମ୍ୟୁନି ଆସୋସିଏସନର କାର୍ଯ୍ୟକର୍ତା ମାନେ ମହାବିଦ୍ୟାଳୟରେ ଥିବା ଗାନ୍ଧିଜୀଙ୍କ ପ୍ରତିମୂର୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ସ୍ୱଚ୍ଛ ଭାରତ ଅଭିଯାନ ଅନୁଯାଇ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମର ଆୟୋଜନ କରି କଲେଜ ପରିସରରେ ସଫେଇ କାର୍ଯକ୍ରମ ଆୟୋଜନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ପୌରଅଧ୍ୟକ୍ଷ ହେମନ୍ତ ସାହୁ ଆଲୁମୁନି […]
କେନ୍ଦ୍ରାପଡ଼ା, ୧ା୧୦ : କେନ୍ଦ୍ରାପଡା ସରକାରୀ ହାଇସ୍କୁଲର ୧୯୮୧ମସିହା ମାଟ୍ରିକ ବ୍ୟାଚ ଛାତ୍ରମାନଙ୍କ ବାର୍ଷିକ ବନ୍ଧୁମିଳନ ଉତ୍ସବ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ପୁରାତନ ଛାତ୍ର ସାମ୍ବାଦିକ ସଚ୍ଚିଦାନନ୍ଦ ବେହେରାଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ନିଲୁ ମହାପାତ୍ର ଯୋଗଦେଇ ପୁରାତନ ଛାତ୍ରମାନଙ୍କ ବିଦ୍ୟାଳୟ ପ୍ରତି ଥିବା ଆବେଗିକ ସମ୍ପର୍କ ଉପରେ ଆଲୋକପାତ କରିବା ସହିତ ଶିକ୍ଷକମାନଙ୍କ ପ୍ରତି […]
କେନ୍ଦ୍ରାପଡ଼ା, ୧ା୧୦ : କେନ୍ଦ୍ରାପଡା ସହର ସନ୍ନିକଟ ଗରାପୁରସ୍ଥିତ ଡିଏଭି ପବ୍ଲିକ ସ୍କୁଲ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନକୁ ସମ୍ମାନ ଜଣାଇ “ଏକ ଅକ୍ଟୋବର ଏକ ଘଣ୍ଟା ଶ୍ରମ ଦାନ” କରି ସ୍ୱଛତା ହିଁ ସେବା କାର୍ଯ୍ୟକ୍ରମକୁ ସଫଲ ରୂପାୟନ କରିଛନ୍ତି । ଏହି ଅବସରରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସଫେଇ ଉପକରଣ ଧରି ସେବା ମାଧ୍ୟମରେ ସଫେଇ କରି ସ୍ୱଛ ରଖିବାର ସଂକଳ୍ପ ନେଇଥିଲେ । ପ୍ରଥମେ ସେମାନେ ଜିଲ୍ଲାପାଳଙ୍କ […]
କେନ୍ଦ୍ରାପଡା,୧/୧୦- କେନ୍ଦ୍ରାପଡା ଜିଲ୍ଲାର ୧୮ତମ ଜିଲ୍ଲାସ୍ତରୀୟ କ୍ୟୁରୋସି ଏବଂ ସପ୍ତମ ଟ୍ୟୁମସି ଚମ୍ପିଆନସିପ୍ ଗରାପୁରସ୍ଥିତ ସୌଭାଗ୍ୟ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରାପଡା ତାଇକୋଣ୍ଡୋ ସଂଘର ସଭାପତି ବିମଳ କୁମାର ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ କପାଳେଶ୍ୱର ପଞ୍ଚାୟତ ସରପଞ୍ଚ କଳ୍ପନା ମହାନ୍ତି ମୁଖ୍ୟ ଅତିଥି ଓ ଓଡିଶା ତାଇକୋଣ୍ଡୋ ସଂଘର ସଭାପତି କୃଷ୍ଣଚନ୍ଦ୍ର ଦାସ, ଭୁବନେଶ୍ୱର ତାଇକୋଣ୍ଡୋ ସଂଘର ସଭାପତି ସଞ୍ଜୟ କୁମାର ଜଗଦେବ, ଭୁବନେଶ୍ୱର ତାଇକୋଣ୍ଡୋ ସଂଘର […]
କେନ୍ଦ୍ରାପଡ଼ା, : କଟକ-ଚାନ୍ଦବାଲି ରାସ୍ତାର ଚଣ୍ଡିବଜାର ଠାରୁ ଚାନ୍ଦୋଳ ମଧ୍ୟରେ ଥିବା ରାସ୍ତାରେ ବହୁତ ଗୁଡିଏ ଖାଲଖମା ପରିପୂର୍ଣ୍ଣ ହୋଇଥିବାରୁ ସେହି ରାସ୍ତାରେ ବିଭିନ୍ନ ସମୟରେ ଦୂର୍ଘଟଣା ମାନ ଘଟି ଧନଜୀବନ କ୍ଷୟକ୍ଷତି ହେଉଥିବା ଅଭିଯୋଗ ହୋଇଆସୁଛି । ଆଜି ସନ୍ଧ୍ୟା ପ୍ରାୟ ସାଢେ ୬ଟା ସମୟରେ ସେହି ରାସ୍ତାରେ ଚଣ୍ଡିବଜାର ନିକଟସ୍ଥ ଜହ୍ନିମୂଳ ଗ୍ରାମର ନିରଞ୍ଜନ ମୁଦୁଲି ନାମକ ବ୍ୟକ୍ତି ଘରୁ ସ୍କୁଟିରେ ଚଣ୍ଡିବଜାରକୁ ଯାଉଥିବା ବେଳେ ତାଙ୍କ […]
କେନ୍ଦ୍ରାପଡ.୧/୧୦- ପୌର ପରିଷଦ ଟାଉନ ହଲ ପରିସରରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତିକ ବରିଷ୍ଟ ନାଗରିକ ଦିବସ ପାଳିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ପୀତାମ୍ବର ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ବିଦାୟକ ଶଶିଭୂଷଣ ବେହେରା ଯୋଗ ଦେଇ ପ୍ରତ୍ୟେକ ପିତା ମାତା ସେମାନଙ୍କ ସନ୍ତାନ ପରିବାର ପାଇଁ ଅଶେଷ ତ୍ୟାଗ କରିବା ସହ ସମସଜ ଓ ଦେଶ ପାଇଂ ବହୁ ଅବଦାନ ଦେଇଛନ୍ତି ବୋଲି କହିଥିଲେ […]
କେନ୍ଦ୍ରାପଡା,୧ା୧୦ : ଗତ ଜୁଲାଇ ମାସରେ ବୋନ କ୍ୟାନସରରେ ପୁରୁଶତ୍ତମପୁର ଗ୍ରାମର ସୋମନାଥ ନାୟକଙ୍କ (ଓସିଏ ପ୍ୟାନେଲ ଅମ୍ପାୟାର) ମୃତ୍ୟୁ ଘଟିଥିଲା । ସୋମନାଥ ପରିବାର ମୁଖ୍ୟ ଉପାର୍ଜନକାରୀ ଥିବା ବେଳେ ମୃତ୍ୟୁ ପରେ ତାଙ୍କ ପତ୍ନୀ ଓ ଏକମାତ୍ର ୬ ମାସର ସନ୍ତାନକୁ ଛାଡି ଯାଇଛନ୍ତି । ଏହି ଖବର ପ୍ରଥମେ ଜିଲ୍ଲା କ୍ରିକେଟ ଆଶୋସିଏସନ କେନ୍ଦ୍ରାପଡା ଜାଣିବା ପରେ ଗଭୀର ଦୁଃଖ ପ୍ରକାଶ ସହ ଓଡିଶା କ୍ରିକେଟ […]
କେନ୍ଦ୍ରାପଡା,୧/୯- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନ କ୍ରମେ କେନ୍ଦ୍ରାପଡା କେନ୍ଦ୍ରୀୟବିଦ୍ୟାଳୟ ବାରିମୂଳଠାରେ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମର ଆୟୋଜନ କରା ଯାଇଥିଲା । ଏହି କାର୍ଯ୍ୟକ୍ରମ ଅନୁଯାୟୀ ୧ ଅକ୍ଟୋବର ଦିନ ୧୦ ବେଳେ ଏକ ଘଣ୍ଟା ଶ୍ରମ ଦାନ କରିବା ପାଇଁ ବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ/ଶିିକ୍ଷୟତ୍ରୀ ତଥା ଅଭିଭାବକ ମାନେ ବିଦ୍ୟାଳୟ ପରିସର, ନିକଟସ୍ଥ ସାହି ତଥା ଜେଲ୍ ପରିସରକୁ ସଫା କରିଥିଲେ । ଏହି କାର୍ଯ୍ୟକ୍ରମରେ ଅତିଥି […]
କେନ୍ଦ୍ରାପଡା,୧/୧୦- ଜାତିର ପିତା ମହାତ୍ମାଗାନ୍ଧୀଙ୍କ ୧୫୪ତମ ଜୟନ୍ତୀ ପାଳନ ପୂର୍ବଦିନ“ସ୍ୱଚ୍ଛତା ହିଁ ସେବା”କାର୍ଯ୍ୟକ୍ରମ ଅବସରରେ କେନ୍ଦ୍ରାପଡା ପୌରାଞ୍ଚଳର ୧୮ନଂ ୱାର୍ଡକୁ ସ୍ଥାନୀୟ ପୌରସଭ୍ୟ ଚୌଧୂରୀ ସୁକୁମାର ଦାସଙ୍କ ନେତୃତ୍ୱରେ ସଫେଇ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ପୌରଧ୍ୟକ୍ଷା ସରିତା ସାହୁ ଉପସ୍ଥିତରହି ସଦସ୍ୟମାନଙ୍କୁ ଉତ୍ସାହିତ କରିଥିଲେ । କାକଟଙ୍ଗଳା ମନ୍ଦିର ଠାରୁ ସହରର ମୁଖ୍ୟ ରାସ୍ତା ଦେଇ ବାଲାବାବା ମନ୍ଦିର ପର୍ଯ୍ୟନ୍ତ ସମସ୍ତ ଅଳିଆ ଆବର୍ଜନାକୁ ସଫା କରାଯାଇ ବ୍ଲିଚିଂ […]
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଉତିକଣ ଅଂଚଳ ୧୫ ପଂଚାୟତର ଚାଷୀମାନଙ୍କର ଏକମାତ୍ର ଭରସା ହେଉଛି ପଟ୍ଟାମୁଣ୍ଡାଇ କେନାଲକୁ ସଂଜୋଗ କରୁଥିବା ଗୋବରୀ ସମ୍ପ୍ରସାରିତ କେନାଲ । ଅତିତରେ ଏହି ଗୋବରୀ କେନାଲ ଦେଇ ଜଳସେଚନ ଓ ବାଣିଜ୍ୟ କାରବାରର ହେଉଥବା ବେଳେ ଦୀର୍ଘବର୍ଷ ହେଲା କେନାଲ ସଂସ୍କାର ନ ହେବା ଯୋଗୁ ଗୋବରୀ ସମ୍ପ୍ରସାରିତ କେନାଲ ଓ ଶାଖା କେନାଲ ଏବେ ସଙ୍କୁଚିତ ହେବା ସହ ପୋତି ହେବାରେ […]
ପଟ୍ଟାମୁଣ୍ଡାଇ ୧/୧୦ -ଜଙ୍ଗଲ ଜମିରେ ରାଜନଗର ବିଧାୟକ ଧ୍ରୁବ ସାହୁ ହୋଟେଲ କରିଥିବା ନେଇ ପଟ୍ଟାମୁଣ୍ଡାଇ ମେଡିକାଲଛକ ଓ ରାଜନଗରରେ ଗତ ୨୯ ତାରିଖରେ କଂଗ୍ରେସ ପକ୍ଷରୁ ବିକ୍ଷୋଭ, କୁଶପୁତଳିକା ଦାହ, ଖବରଦାତା ସମ୍ମିଳନୀ କରାଯାଇଥିବା ବେଳେ ରବିବାର ବରିଷ୍ଠ ବିଜେଡି ନେତା ଆଇନଜୀବୀ କ୍ଷୀରୋଦ ପ୍ରଧାନ ଏକ ପ୍ରେସ ବିବୃତିରେ ଜବାବ ରଖିଛନ୍ତି । ସେ ରାଜନଗର କଂଗ୍ରେସ ଆଣିଥିବା ଅଭିଯୋଗକୁ ଖଣ୍ଡନ କରିବା ସଂଙ୍ଗେ କଂଗ୍ରେସର ଏହା […]
କେନ୍ଦ୍ରାପଡା ଜିଲ୍ଲା ମହାକାଳପଡା ବ୍ଲକ ଅନ୍ତର୍ଗତ ନିପାଣିଆ ସେତୁ ଉଦ୍ଘାଟନ ଓ ନିପାଣିଆ ଗ୍ରାମକୁ ରାସ୍ତା ନିର୍ମାଣ ନିମନ୍ତେ ଶିଳାନ୍ୟାସ ପାଇଁ ଆଜି ଶ୍ରୀ ଅତନୁ ସବ୍ୟସାଚୀ ନାୟକ ଯିବାର ଥିଲା । ମାତ୍ର ଏହା ପୂର୍ବରୁ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଲଗାଯାଇଥିବା ଫଳକକୁ ଗତକାଲି ରାତିରେ କେହି ଦୁର୍ବୃତ୍ତ ଭାଙ୍ଗି ଦେଇଥିଲେ ଏହି ଘଟଣା ପରେ ବିଭାଗ ପକ୍ଷରୁ ବିକଳ୍ପ ବ୍ୟବସ୍ଥା କରାଯାଇଥିଲା ଓ ମନ୍ତ୍ରୀ ସେଠାକୁ […]
କେନ୍ଦ୍ରାପଡ଼ା, ୩୦ା୯: ଗାନ୍ଧିବାଦୀ ନେତା, ଶିକ୍ଷାବିତ୍ ସମାଜସେବୀ ଭଜକୃଷ୍ଣ ରାଉତଙ୍କ ଦ୍ୱାଦଶାହ ଅବସରରେ ତାଙ୍କ ଚ୍ଛଗରିଆସ୍ଥିତ ବାସଭବନରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ପଣ୍ଡିତ ହୃଷିକେଶ ରଥଙ୍କ ପରିଚାଳନାରେ ଅନୁଷ୍ଠିତ ସଭାରେ ମନ୍ତ୍ରୀ ପ୍ରତାପ କୁମାର ଦେବ, ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ବିଧାୟକ ଶଶିଭୂଷଣ ବେହେରାଙ୍କ ଦ୍ୱାରା ଶ୍ରଦ୍ଧାଞ୍ଜଳି ପୁସ୍ତକ “ଅନିର୍ବାଣ ଦୀପଶିଖା” ଉନ୍ମୋଚିତ ହୋଇଥିଲା । ସ୍ୱର୍ଗତ ଭଜକ୍ରୁଷ୍ଣ ରାଉତ ଜଣେ […]
କେନ୍ଦ୍ରାପଡା ଜିଲ୍ଲା ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ୫ ଦଫା ସମ୍ବଳିତ ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଜିଲ୍ଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲ୍ଲାପାଳ ନିଲୁ ମହାପାତ୍ରଙ୍କୁ ପ୍ରଦାନ କରାଯାଇଛି । ଅନ୍ୟ ୧୭ ଗୋଟି ରାଜ୍ୟ ଭଳି ଆମ ରାଜ୍ୟର ସାମ୍ବାଦିକ ମାନଙ୍କୁ ଭତ୍ତା ପ୍ରଦାନ, ଜିଲ୍ଲା ଏବଂ ବ୍ଲକ ସ୍ତରୀୟ ସାମ୍ବାଦିକ ମାନଙ୍କୁ ଅଧିକରୁ ଅଧିକ ଆକ୍ରିଡେସନ୍ ପ୍ରଦାନ, ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ କରାଯିବା, ଗୋପବନ୍ଧୁ ସ୍ୱାସ୍ଥ୍ୟବୀମା […]










