ଭିତରକନିକାର ଡାଙ୍ଗମାଳ ଯେତିକି ପ୍ରସିଦ୍ଧ ସେତିକି ପ୍ରସିଦ୍ଧି ଲାଭକରିଛି କୁମ୍ଭୀର ପ୍ରଜନନ ପାଇଁ, ଭିତରକନିକାର ବଗଗହନ ମଧ୍ୟ ସେତିକି ପ୍ରସିଦ୍ଧି ଲାଭକରିଛି ଦେଶୀୟ ପକ୍ଷୀ ମାନଙ୍କ ପ୍ରଜନନ ପାଇଁ । ବର୍ଷାଦିନେ ଭିତରକନିକାର ବଗଗହନ ଦେଶୀୟ ପକ୍ଷୀମାନଙ୍କ କଳରବରେ ଫାଟିପଡେ ।…
Year: 2023
କୁମ୍ଭୀର ଉପଦ୍ରବରୁ ସୁରକ୍ଷା ପାଇଁ ବନବିଭାଗ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ
କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ ଏକ ନଦୀନାଳ ଘେରା ଅଂଚଳ । ସମୁଦ୍ରକୂଳବର୍ତୀ ଏହି ଅଞ୍ଚଳରେ ବ୍ରାହ୍ମଣୀ, ବୈତରଣୀ ସହ ଶାଖାନଦୀ ହଂସୁଆ, ପାଟ୍ଟାଶାଳା, ଖୋଳା ଭିତରକନିକା ଦେଇ ପ୍ରବାହିତ ହୋଇ ସମୁଦ୍ରରେ ମିଶିଛନ୍ତି । ଏହି ବ୍ଲକ ତଥା ଜିଲ୍ଲାରେ…
ଗୋକୁଳ ଚନ୍ଦ୍ର ସଂଗୀତ ସଦନ ପକ୍ଷରୁ ଆଧ୍ୟାତ୍ମିକ ଓ ସାଂସ୍କୃତିକ ସମାରୋହ , ମାଟିର ଗୌରବାଜ୍ୱଳ ସାଂସ୍କୃତିକ ଐତିହ୍ୟର ସୁରକ୍ଷା ଦିଗରେ ପ୍ରୟାସ
କେନ୍ଦ୍ରାପଡ଼ା,୩ା୯ : କେନ୍ଦ୍ରାପଡ଼ା ଜିଲ୍ଲାର ସର୍ବ ପ୍ରାଚୀନ ସାଂସ୍କୃତିକ ଅନୁଷ୍ଠାନ ଗୋକୁଳ ଚନ୍ଦ୍ର ସଂଗୀତ ସଦନ ଆନୁକୂଲ୍ୟରେ ଆଜି ଜିଲ୍ଲା ସଂସ୍କୃତି ଭବନ ଠାରେ ଏକ ଭବ୍ୟ ଆଧ୍ୟାତ୍ମିକ ଓ ସାଂସ୍କୃତିକ ସମାରୋହ ଅନୁଷ୍ଠିତ ହୋଇଯାଇଛି । ସମାରୋହକୁ କେନ୍ଦ୍ରାପଡ଼ା ପୌରାଧ୍ୟକ୍ଷା…
ପାରାଉଡାଣ ପ୍ରତିଯୋଗୀତାରେ ବିଜୟୀଙ୍କୁ ପୁରସ୍କୃତ
କେନ୍ଦ୍ରାପଡ଼ା – ଅଲ ଓଡିଶା ପିଯନ ଆସୋସିଏସନ ଓ କେନ୍ଦ୍ରାପଡ଼ା ପିଯନ କ୍ଳବର ମିଳିତ ଉଦ୍ଧ୍ୟମରେ ଆଜି ଗୌରୀଶଙ୍କର ହୋଟେଲ ପରିସରରେ ପୁରସ୍କାର ବିତରଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟର ବିଭିନ୍ନ ଜିଲ୍ଲାର ଭିନ୍ନଭିନ୍ନ ସ୍ଥାନରେ ପାରା ଉଡ଼ା କାର୍ଯ୍ୟକ୍ରମ…
କେନ୍ଦ୍ରାପଡାରେ ଲିଗାଲ ଲିଟେରାସି ଫେଷ୍ଟିଭାଲ
କେନ୍ଦ୍ରାପଡ଼ା, ୩ା୯: କେନ୍ଦ୍ରାପଡା ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଆଜି ଲିଗାଲ ଲିଟେରାସି ଫେଷ୍ଟିଭାଲ(ଆଇନଗତ ସ୍ୱାକ୍ଷରତା ପାର୍ବଣ) ଅନୁଷ୍ଠିତ ହୋଇଯାଇଛି । ଏହି ବ୍ୟବସ୍ଥାକୁ ଆୟୋଜନ କରିବାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଯେ ବିଭିନ୍ନ ପ୍ରତିଯୋଗିତା ମାଧ୍ୟମରେ ଛାତ୍ରଛାତ୍ରୀମାନଙ୍କୁ ଆଇନ ବିଷୟରେ…
କେନ୍ଦ୍ରାପଡା ଜିଲ୍ଲା ଖଣ୍ଡାୟତ କ୍ଷେତ୍ରିୟ ମହାସଭାର ପ୍ରସ୍ତୁତି ବୈଠକ
କେନ୍ଦ୍ରାପଡ଼ା, ୩ା୯: କେନ୍ଦ୍ରାପଡା ଜିଲ୍ଲା “ଖଣ୍ଡାୟତ କ୍ଷେତ୍ରିୟ ମହାସଭା”ର ଏକ ପ୍ରସ୍ତୁତି ବୈଠକ ଆଜି ଗୋଲଖ ଚନ୍ଦ୍ର ପଢିହାରୀଙ୍କ ସଭାପତିତ୍ୱରେ କେନ୍ଦ୍ରାପଡା ସହରର ନୂଆ ବସ୍୍ଷ୍ଟାଣ୍ଡ୍ସ୍ଥିତ ହୋଟେଲ ରିଭର୍ ଭିୟୁ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଖଣ୍ଡାୟତ…
ବଜ୍ରପାତରେ ଯୁବ ଚାଷୀଙ୍କ ବିୟୋଗ
କେନ୍ଦ୍ରାପଡ଼ା,୩ା୯ : ବଜ୍ରପାତରେ ଜଣେ ଯୁବଚାଷୀଙ୍କ ବିୟୋଗ ହୋଇଯାଇଛି । କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ କଂସାର ପଞ୍ଚାୟତର କଂସାର ଗ୍ରାମର ରଘୁନାଥ ରଣାଙ୍କ ପୁତ୍ର ପ୍ରତାପ ରଣା(୨୮) ଆଜି ଅପରାହ୍ନ ପ୍ରାୟ ସାଢେ ଗୋଟାଏ ସମୟରେ ବିଲରେ ତଳି ରୁଆ…
ଷଣ୍ଢ ସହ ଧକ୍କା ହେଲା ବାଇକ୍, ଜଣେ ଗୁରୁତର
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ-ରାଜନଗର ତଳ ରାସ୍ତା ସଂସାରଫଳ ନିକଟରେ ଷଣ୍ଢ ସହ ବାଇକ୍ ଧକ୍କା ହେବା ଫଳରେ ବାଇକ୍ ଆରୋହୀ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଆହତ ଯୁବକଙ୍କଙ୍କୁ ସ୍ଥାନୀୟ ବାସିନ୍ଦା ଉଦ୍ଧାର କରି ପ୍ରଥମେ ରାଜନଗର ଗୋଷ୍ଠି ସ୍ୱାସ୍ଥ୍ୟ…
ସ୍କୁଟି ସହ ବାଇକ ମୁହାଁମୁହିଁ ଧକ୍କା , ଜଣେ ଗୁରୁତର
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ କଲେଜରୋଡ କାନାରା ବ୍ୟାଙ୍କ ନିକଟରେ ଏକ ସ୍କୁଟି ସହିତ ବାଇକ ମୁହାଁମୁହିଁ ଧକ୍କା ହେବାରୁ ସ୍କୁଟି ଆରୋହି ଗୁରୁତର ହୋଇଛନ୍ତି । ଶନିବାର ସନ୍ଧ୍ୟା ୬ଟା ସମୟରେ ଏକ ସ୍କୁଟି ଯୋଗେ ଅରପିତା ରାଉତ ନାମକ ଯୁବତୀ…
ଶ୍ରୀ ଶ୍ରୀ ବିନୋଦବିହାରୀ ଓ ଗୋପିନାଥଜୀୟୁଙ୍କ ଝୁଲଣ ଯାତ୍ରା ସମ୍ପନ୍ନ
କେନ୍ଦ୍ରାପଡା ସହର ଉପକଣ୍ଠ ଗଣାମାହାଲ ସ୍ଥିତ ଶ୍ରୀ ଶ୍ରୀ ବିନୋଦବିହାରୀ ଓ ଗୋପିନାଥଜୀୟୁଙ୍କ ଝୁଲଣ ଯାତ୍ରା ମହାସମାରୋହରେ ଗୁରୁବାର ଦିନ ଶେଷ ହୋଇଛି । ପବିତ୍ର ଶ୍ରାବଣ ଶୁକ୍ଳ ଏଦଶମୀ ଠାରୁ ଆରମ୍ଭ ହୋଇ ୫ଦିନ ଧରି ଅନୁଷ୍ଠିତ ଏହି ଝୁଲଣ…
ଭିନ୍ନକ୍ଷମ ଛାତ୍ରୀଙ୍କୁ ମେଧାବୃତ୍ତି ପ୍ରଦାନ କଲା ଟ୍ରଷ୍ଟ
କେନ୍ଦ୍ରାପଡ଼ା,୨ା୯ : ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ କେନ୍ଦ୍ରାପଡା ଜିଲ୍ଲାର ମହାକାଳପଡା ବ୍ଲକ ଅନ୍ତର୍ଗତ ବଡିହ(ରାମଚନ୍ଦ୍ରପୁର) ଗ୍ରାମର ଅଶୋକ କୁମାର ଖଟୁଆଙ୍କ ଭିନ୍ନକ୍ଷମ ଝିଅ ମିତାଲୀ ଖଟୁଆଙ୍କୁ ମେଧାବୃତ୍ତି ପ୍ରଦାନ କରାଯାଇଛି । ଟ୍ରଷ୍ଟର ପୃଷ୍ଟପୋଷକ…
ଜିଲ୍ଲା ମେଡିକାଲ କଲେଜ ମିଳିତ କ୍ରୀୟାନୁଷ୍ଠାନ କମିଟି ପକ୍ଷରୁ ଜିଲ୍ଲାରେ ବିପର୍ଯ୍ୟୟ ସ୍ୱାସ୍ଥ୍ୟସେବାର ସୁଧାର ପାଇଁ ସାମ୍ବାଦିକ ସମ୍ମିଳନୀ
କେନ୍ଦ୍ରାପଡା ଜିଲ୍ଲା ମେଡିକାଲ କଲେଜ ଓ ହସପିଟାଲ ପ୍ରତିଷ୍ଠା ମିଳିତ କ୍ରୀୟାନୁଷ୍ଠାନ କମିଟି ପକ୍ଷରୁ ସ୍ଥାନୀୟ ପବ୍ଲିକ ରିଡିଂରୁମ ପରିସରରେ ଜିଲ୍ଲାରେ ବିପର୍ଯ୍ୟୟ ସ୍ୱାସ୍ଥ୍ୟସେବାର ସୁଧାର ପାଇଁ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କ୍ରୀୟାନୁଷ୍ଠାନ କମିଟିର ସଭାପତି ଅଧ୍ୟାପକ…
ବରିଷ୍ଠ ନାଗରିକ ମଂଚ ତରଫରୁ ବୃକ୍ଷ ରୋପଣ
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ବରିଷ୍ଠ ନାଗରିକ ମଂଚ ତରଫରୁ ଶୁକ୍ରବାର ଷଣ୍ଢପଲ୍ଲୀ କେନାଲ ରାସ୍ତା ପାର୍ଶ୍ୱରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ବରିଷ୍ଠ ନାଗରିକ ମଂଚ ସଭାପତି ପ୍ରଫେସର ଅନିରୁଦ୍ଧ ରାଉଳ ଓ ପ୍ରଫେସର ଭରତ ପାତ୍ରଙ୍କ ନେତୃତ୍ୱରେ…
ଶ୍ରୀ ଶ୍ରୀ ନୃସିଂହନାଥଜୀଉଙ୍କ ଝୁଲଣ ଯାତ୍ରା ସମ୍ପନ୍ନ
କେନ୍ଦ୍ରାପଡା ସହର ଉପକଣ୍ଠ ବଣିଆମାଳସ୍ଥିତ ଶ୍ରୀ ଶ୍ରୀ ନୃସିଂହନାଥଜୀଉଙ୍କ ଝୁଲଣ ଯାତ୍ରା ଦୀର୍ଘ ୫ ଦିନ ଧରି ମହାଆଡମ୍ବରରେ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ପ୍ରାକ୍ତନ ଅର୍ଥମନ୍ତ୍ରୀ ତଥା ବର୍ତ୍ତମାନର କେନ୍ଦ୍ରାପଡାର ବିଧାୟକ ଶଶିଭୂଷଣ ବେହେରା ଯୋଗ ଦେଇ ଶ୍ରୀଜୀଉଙ୍କ…
ଚାଷୀ ସମସ୍ୟା ପ୍ରତି ଉଦାସିନ ରହିଲେ କେନ୍ଦ୍ରର ବିଜେପି ଓ ରାଜ୍ୟର ବିଜେଡି ସରକାରଙ୍କ ପତନ ନିଶ୍ଚୟ
କେନ୍ଦ୍ରାପଡ଼ା, ୧ା୯: ଅଖିଳ ଭାରତ କୃଷକ ସଭା(ଏ.ଆଇ.କେ.ଏସ.) କେନ୍ଦ୍ରାପଡା ଜିଲ୍ଲା କମିଟି ଓ ରମଚଣ୍ଡୀ କୃଷକ ସଭା ପକ୍ଷରୁ ଆଜି କୃଷକଙ୍କର ଦାବି ଦିବସ ପରିପ୍ରେକ୍ଷୀରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏକ ପ୍ରତିବାଦ ସଭା ସାଥି ଆଦିକନ୍ଦ ରାଉଳଙ୍କ ସଭାପତିତ୍ୱରେ ଅନୁଷ୍ଠିତ…
ଆମେ ବିଧାନସଭା ଯିବା ଧୋୟାଞ୍ଚଳ କଂଗ୍ରେସ ବୌଠକରେ ସଂକଳ୍ପ ପାରିତ
କେନ୍ଦ୍ରାପଡା ବିଧାନସବା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପଟ୍ଟାମୁଣ୍ଡାଇ ବ୍ଲକର ସାତଗୋଟି ଧୋୟାଅଞ୍ଚଳର ଅଳପୁଆ, ତରଡିପାଳ, ପେଣ୍ଠପାଳ, ସିଂହଗାଁ, ଅଣ୍ଡରା, ଅମୃତମଣୋହି ଓ ବଲୁରିଆର ପଞ୍ଚାୟତରେ ଏକ ମିଳିତ କଂଗ୍ରେସ କର୍ମୀ ବୈଠକ ଦାଣ୍ଡିସାହି ଠାରେ ପୂର୍ବଚନ ମନ୍ତ୍ରୀ ଗଣେଶ୍ୱର ବେହେରାଙ୍କ ଅଧ୍ୟକ୍ଷତାରେ…
କେନ୍ଦ୍ରାପଡାରେ କୁମ୍ଭୀର ଆତଙ୍କ ଦୂର କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କଲେ ,ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଓ ରାଜନଗର ବ୍ଲକରେ କୁମ୍ଭୀର ଆକ୍ରମଣରେ ଛଅଟି ଲୋକ ପ୍ରାଣ ହରାଇଥିବା ଘଟଣା ବ୍ରାହ୍ମଣୀ ନଦୀର ତଟବର୍ତ୍ତୀ ଗାଁରେ ଭୟଙ୍କର ଆତଙ୍କ ସୃଷ୍ଟି କରିଛି । ମାତ୍ର ୭୫ ଦିନ ମଧ୍ୟରେ ପଟ୍ଟାମୁଣ୍ଡାଇ ବ୍ଲକର ୩ଜଣ, ରାଜନଗର…
କେନାଲ ସଫେଇରେ ଅନିୟମିତତା: ଜମିରେ ମାଡୁନି ପାଣି , ତଳି ରୋଇ ବର୍ଷାକୁ ଚାହିଁଛନ୍ତି ଚାଷୀ,ମରୁଡ଼ି ଆଶଙ୍କାରେ
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳରେ ନିଅଂଟିଆ ବର୍ଷା ସାଙ୍ଗକୁ କେନାଲ ପାଣି କ୍ଷେତକୁ ମାଡୁନଥିବା ଯୋଗୁଁ ସବୁଠି ସ୍ଥିତି ବେହାଲ । ସରିଲା ଶ୍ରାବଣ, କିନ୍ତୁ ବର୍ଷାର ଦେଖାନାହିଁ । ନା ଅଛି ମୌସୁମୀ ବର୍ଷା ନା ଲଘୁଚାପଜନିତ ବର୍ଷା ।…
ସର୍ବଭାରତୀୟ ସ୍ୱାୟତ୍ତ ଶାସନ ଦିବସ
କେନ୍ଦ୍ରାପଡା ପୈାରପରିଷଦ ପକ୍ଷରୁ ସର୍ବ ଭାରତୀୟ ସ୍ୱାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସନ୍ଧ୍ୟାରେ ପୈାର ଟାଉନହଲରେ ପୈାରାଧ୍ୟକ୍ଷା ସରିତା ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ କେନ୍ଦ୍ରାପଡା ବିଧାୟକ ଶଶି ଭୂଷଣ ବେହେରା ମୁଖ୍ୟ ଅତିଥି ଭାବେ…
କେରଡାଗଡ-ଏକମାଣିଆ ନଦୀରେ ଡଙ୍ଗାବୁଡି ଘଟଣା ଘାଟିଆ ସ୍ୱର୍ଗତ ସୁଦର୍ଶନ ସ୍ୱାଇଁଙ୍କୁ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର
କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ କେରଡାଗଡ-ଏକମାଣିଆ ନଦୀରେ ଘାଟଡଙ୍ଗା ଚଳାଉଥିବା ସୁଦର୍ଶନ ସ୍ୱାଇଁଙ୍କୁ ମରଣୋତର ଭାବେ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର ପ୍ରଦାନ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୃତ ସୁଦର୍ଶନଙ୍କ ସ୍ତ୍ରୀ ସୁବାସୀ ସ୍ୱାଇଁଙ୍କୁ ଏହି ପୁରସ୍କାର ପ୍ରଦାନ…
କୁମ୍ଭୀର ଆକ୍ରମଣରେ ପ୍ରାଣ ହରାଇଥିବା ଅଭୟଙ୍କ ପରିବାରକୁ ଭେଟିଲେ ପ୍ରାକ୍ତନ ବିଧାୟକ ଅଂଶୁମାନ
କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ ରାଜପୁର ଗ୍ରାମରେ ଗୁରୁବାର ଅଭୟ ରାଉତଙ୍କୁ ବ୍ରାହ୍ମଣୀ ନଦୀପଠାରେ କୁମ୍ଭୀର ଝାମ୍ପି ନେଇଯାଇଥିବା ଖବରପାଇ ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି ଶୋକସନ୍ତପ୍ତ ଅଭୟଙ୍କ ବାସଭବନରେ ପହଁଞ୍ଚି ତାଙ୍କ ପରିବାରକୁ ଶାନ୍ତ୍ୱନା ଦେବା ସହ ସମବେଦନା ଜଣାଇଥିଲେ…
କୁମ୍ଭୀର ଆତଙ୍କରେ ନଦୀକୂଳିଆବାସୀ ଆତଙ୍କିତ, ପୁଅ ଆଖିଆଗରୁ ବାପାକୁ ଝାମ୍ପିନେଲା କୁମ୍ଭୀର
କେନ୍ଦ୍ରାପଡା ଜିଲ୍ଲାରେ କୁମ୍ଭୀର ଆତଙ୍କ ପୁଣି ଦେଖିବାକୁ ମିଳିଛି । ନଦୀକୂଳିଆ ଗ୍ରାମବାସୀଙ୍କ ମନରେ ଛନକା ପଶିଛି । ଦୁଇମାସ ମଧ୍ୟରେ ୫ଜଣ କୁମ୍ଭୀର ଆକ୍ରମଣରେ ପ୍ରାଣ ହରାଇଲେଣି । ରାଜନଗର ବ୍ଲକ ରାଜପୁର ଗ୍ରାମର ଅଭୟ ରାଉତ (ଭାସିଆ)…
ସେପ୍ଟେମ୍ବର ୯ରେ ହେବ ଋାଷ୍ଟ୍ରୀୟ ଲୋକ ଅଦାଲତ
କେନ୍ଦ୍ରାପଡ଼ା, ତା୩୧/୮: ଦରିଦ୍ର ଜନସାଧାରଣଙ୍କୁ ବିନା ମୂଲ୍ୟରେ ଆଇନସେବା ଯୋଗାଇଦେବା ଲକ୍ଷ୍ୟରେ ଅନୁଷ୍ଠିତ ହେବାକୁ ଯାଉଛି ରାଷ୍ଟ୍ରୀୟ ଲୋକ ଅଦାଲତ । ଆସନ୍ତା ସେପ୍ଟେମ୍ବର ମାସ ୯ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଏହି ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ କେନ୍ଦ୍ରାପଡ଼ା…
ପଟ୍ଟାମୁଣ୍ଡାଇ ପୌରପରିଷଦରେ ୩୫ ତମ ସ୍ୱାୟତଶାସନ ଦିବସ ପାଳିତ
ପଟ୍ଟାମୁଣ୍ଡାଇ ପୌର ପରିଷଦ ପକ୍ଷରୁ ୩୫ ତମ ସ୍ୱାୟତ ଶାସନ ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳ ସାଢେ ୫ ଟା ବେଳେ ପରିଷଦ ପକ୍ଷରୁ ସହରରେ ରାମଧୂନ ପ୍ରଚାର କରାଯାଇଥିବା ବେଳେ ୮ ଟାରେ ପୌରଧ୍ୟକ୍ଷ ହେମନ୍ତ…










