କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଶ୍ରୀରାମପୁର ପଂଚାୟତ କଦମଦାଣ୍ଡି ଗ୍ରାମ ନିକଟସ୍ଥ ବ୍ରାହ୍ମଣୀ ନଦୀରେ ବୁଧବାର ସକାଳେ ଏକ ଅଜଣା ଯୁବକର ମୃତଦେହ ଭାସୁଥିବା ଦେଖିବାକୁ ମିଳିଥିଲା ।ଏ ସମ୍ପର୍କରେ ଗ୍ରାମବାସୀ ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନାକୁ ଖବର ଦେବା…
Year: 2023
ବାଇକ ଚୋରି ବେଳେ ଧରାପଡ଼ିଲା ଚୋର
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ସହର ପୁରୁଣା ମାର୍କେଟ କମ୍ପେ୍ଲକ୍ସ ପାଖ ଏକ ପାନ ଦୋକାନ ଆଗରୁ ବାଇକ ଚୋରି କରିବା ସମୟରେ ସ୍ଥାନୀୟ ଲୋକେ ଚୋରକୁ ଧରି ପୋଲିସର ଜିମା ଦେଇଛନ୍ତି । ପୋଲିସ ଯୁବକ ଜଣକଙ୍କୁ ଥାନାରେ ଅଟକ ରଖି…
ଆଗୁଆ ନିର୍ବାଚନ ନେଇ ବଢୁଛି ଚର୍ଚ୍ଚା
ରାଜ୍ୟ ରାଜନୀତିରେ କିଛିଦିନ ହେବ ଆଗୁଆ ନିର୍ବାଚନ ହେବ ବୋଲି ଚର୍ଚ୍ଚା ଆଲୋଚନା ଜୋର୍ ଧରିଛି। ବିଜେଡି ଓ ଭାଜପା ମଧ୍ୟରେ ମେଣ୍ଟ ହୋଇପାରେ ବୋଲି ଆଉ ଏକ ଚର୍ଚ୍ଚା ମଧ୍ୟ ଆଲୋଚନା ହେଉଛି । ନିକଟରେ ଓଡିଶା ଗସ୍ତରେ ଆସିଥିବା…
ପଟ୍ଟାମୁଣ୍ଡାଇ ଜାତୀୟ ଦିବସ ପାଳନ କମିଟି ପକ୍ଷରୁ ଏମଏନ ହାଇ ସ୍କୁଲ ପଡ଼ିଆ ଠାରେ ସ୍ୱାଧୀନତା ଦିବସ ପାଳିତ
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଏମଏନ ହାଇ ସ୍କୁଲ ପଡିଆ ଠାରେ ମଙ୍ଗଳବାର ୭୭ ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଜାତୀୟ ଦିବସ ପାଳନ କମିଟିର ଅଧ୍ୟକ୍ଷ ତଥା ପଟ୍ଟାମୁଣ୍ଡାଇ ତହସିଲଦାର ଦିଲ୍ଲିପ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ…
फाइनेंस की किश्तें न चुकाने पर युवक की हत्या
कोरापुट जिले के जयपुर में फाइनेंस की किस्ती नहीं चुकाने पर एक युवक की हत्या कर दी गई है। इलाज के दौरान उनकी मौत हो गई. इससे आम जनता में…
हर घर एक पौधा
केंन्द्रापड़ा : केंद्रपाड़ा स्वायसासित महाविद्यालय पंजीकृत निकाय के लिए एन.सी.सी. ल्यूमिनी एसोसिएशन ने ‘हर घर एक पौधा’ के तहत एक स्वैच्छिक चारा वितरण कार्यक्रम स्थापित किया गया है। हर साल…
पूर्व विधायक के निधन पर श्रद्धांजलि सभा
पूर्व विधायक ओर कटक महानगर निगम की पूर्व मेयर स्वर्गीय निवेदिता प्रधान के निधन पर केंन्द्रापड़ा के सान्तसाही स्थित अमर भवन में श्रद्धांजलि सभा आयोजित की गयी है. वरिष्ठ भाजपा…
ହାଇସ୍କୁଲ ନିକଟ ଆମ୍ବେଦକରଙ୍କ ମୂର୍ତ୍ତୀ ସମ୍ମୁଖରୁ ଆନନ୍ଦ ଜେନାଙ୍କ ମୂର୍ତ୍ତୀ ନ ଉଠିଲେ ଗଣଅନଶନ ଚେତାବନୀ
କେନ୍ଦ୍ରାପଡ଼ା, ୧୪ା୮: ଡଃ ବି.ଆର୍. ଆମ୍ବେଦକରଙ୍କ ପ୍ରତିମୂର୍ତ୍ତୀ ସମ୍ମୁଖରୁ ଆନନ୍ଦ ଚନ୍ଦ୍ର ଜେନାଙ୍କ ପ୍ରତିମୂର୍ତ୍ତୀ ନ ହଟାଯିବାରୁ ଆମ୍ବେଦକର ଷ୍ଟାଚ୍ୟୁ କମିଟି ପକ୍ଷରୁ ଆଜି ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ଡଃ. ଆମ୍ବେଦକର ଷ୍ଟାଚ୍ୟୁ କମିଟି ସମ୍ପାଦକ ସୁଧୀର…
କେନ୍ଦ୍ରାପଡା ପୈାର ପରିଷଦର ସାଧାରଣ ବୈଠକ
କେନ୍ଦ୍ରାପଡା ପୈାର ପରିଷଦର ସାଧାରଣ ବୈଠକ ପୈାରସଭା ଗୃହରେ ଅନୁଷ୍ଠିତ ହୋଇଯାଇଛି । ପୈାରାଧ୍ୟକ୍ଷା ସରିତା ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାଉନସିଲ ବୈଠକରେ କେନ୍ଦ୍ରାପଡା ବିଧାୟକ ଶଶିଭୂଷଣ ବେହେରା ଯୋଗଦେଇ ନୂତନ ଭାବେ ଯୋଗଦେଇଥିବା ପୋର ନିର୍ବାହୀ ଅଧିକାରୀ ପ୍ରଫୁଲ୍ଲ…
ପୂର୍ବତନ ବିଧାୟିକାଙ୍କ ବିୟୋଗରେ ଶ୍ରଦ୍ଧାଞ୍ଜଳି ସଭା
କେନ୍ଦ୍ରାପଡ଼ା,୧୪ା୮ : ପୂର୍ବତନ ବିଧାୟିକା ତଥା କଟକ ମହାନଗର ନିଗମର ମେୟର ସ୍ୱର୍ଗତା ନିବେଦିତା ପ୍ରଧାନଙ୍କ ବିୟୋଗରେ ଏକ ଶ୍ରଦ୍ଧାଞ୍ଜଳି ସଭା କେନ୍ଦ୍ରାପଡା ସହରର ସାନ୍ତସାହିସ୍ଥିତ ଅମର ଭବନରେ ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ ବିଜେପି ନେତା ତଥା ଆଇନଜୀବୀ ବୈଦ୍ୟନାଥ…
ହର୍ ଘର୍ ଏକ ପୌଦ୍ଧା
କେନ୍ଦ୍ରାପଡ଼ା ୧୪ା୮: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ପଞ୍ଜୀକୃତ ସଂସ୍ଥା ମାଇଁ ଏନ୍.ସି.ସି. ଅ।।ଲୁମିନି ଆସୋସିଏସନ ପକ୍ଷରୁ ‘ହର ଘର ଏକ ପୌଦ୍ଧା’ ଅନ୍ତର୍ଗତ ଏକ ସ୍ୱେଚ୍ଛାକୃତ ଚାରା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିିତ ହୋଇଯାଇଛି । ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମାଇଁ…
ପଟ୍ଟାମୁଣ୍ଡାଇ ଭାଜପା ପକ୍ଷରୁ ତ୍ରିରଙ୍ଗା ଯାତ୍ରା
କେନ୍ଦ୍ରାପଡା ଜିଲ୍ଲା ରାଜନଗର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପଟ୍ଟାମୁଣ୍ଡାଇ ବ୍ଲକ ୧୭ନଂ ଜୋନ କଂଟାବଣ ଠାରେ ସ୍ୱାଧୀନତାର ଅମୃତ ମହୋତ୍ସବ ଓ ୭୬ତମ ସ୍ୱାଧୀନତା ଦିବସ ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ୱାନକ୍ରମେ ତ୍ରିରଙ୍ଗା ପଦଯାତ୍ରା ପଟ୍ଟାମୁଣ୍ଡାଇ ଭାଜପା ପକ୍ଷରୁ ଆୟୋଜିତ ହୋଇଯାଇଛି …
କେନ୍ଦ୍ରାପଡାରେ ରାଜ୍ୟସ୍ତରୀୟ ସମ୍ବର୍ଦ୍ଧନା ମହୋତ୍ସବ ଓ ପ୍ରତିଭା ଅନ୍ୱେଷଣ
କେନ୍ଦ୍ରାପଡା ୧୩/୮- ଆଜି କେନ୍ଦ୍ରାପଡା ସହରସ୍ଥ ପୌରପାଳିକା ଟାଉନ୍ହଲ୍ଠାରେ ଓଡିଶା ସଂସ୍କୃତି କଳା ଏକାଡେମୀ(ଓକା) ଓ ସଙ୍ଗୀତ ମୂର୍ଚ୍ଛନା ଅନୁଷ୍ଠାନ ତରଫରୁ ରାଜ୍ୟସ୍ତରୀୟ ସମ୍ବର୍ଦ୍ଧନା ମହୋତ୍ସବ ପାଳନ କରାଯାଇଛି । ସକାଳ ୮ଟାରୁ ଓକା ଆଇଡଲ୍ ପକ୍ଷରୁ ଏକ ସାଂସ୍କୃତିକ ପ୍ରତିଯୋଗୀତା…
କେନ୍ଦ୍ରାପଡାରେ କଂଗ୍ରେସର ବିଜୟ ପାଇଁ ନଗର କଂଗ୍ରେସର କର ବା ମର ନିଷ୍ପତ୍ତି
କେନ୍ଦ୍ରାପଡା ୧୩/୮- ଆଜି କେନ୍ଦ୍ରାପଡା ନଗର କଂଗ୍ରେସ କମିଟିର ଏକ ବୈଠକ ନଗର ସଭାପତି ରାଜେଶ ମହାନ୍ତିଙ୍କ ସଭାତିତ୍ୱରେ ଗରାପୁର କଂଗ୍ରେସ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠରେ ଆଗାମୀ ବିଧାନସଭା ନିର୍ବାଚନ-୨୦୨୪ ପାଇଁ ରଣନୀତି ସମ୍ପର୍କରେ ଆଲୋଚନା କରାଯାଇଥିଲା…
ବିଧାୟକଙ୍କ ସହିତ ପଟ୍ଟାମୁଣ୍ଡାଇ ମୋଟର ଚାଳକସଂଘ ଆଲୋଚନା
ପଟ୍ଟାମୁଣ୍ଡାଇ ତା ୧୩.୮-ଓଡିଶା ମୋଟର ଚାଳକ ସଂଘ ପଟ୍ଟାମୁଣ୍ଡାଇ ଶାଖା ପକ୍ଷରୁ ସଂଘର କର୍ମକର୍ତ୍ତାମାନେ ପଟ୍ଟାମୁଣ୍ଡାଇ ନଗର ମହିଳା ବିଜେଡି ସଭାନେତ୍ରୀ କାଉନସିଲର ଲାସ୍ୟମୟୀ ସାହୁ ଓ ଯୁବନେତା ନିରାକାର ସାହୁଙ୍କ ନେତୃତ୍ୱ ବିଭିନ୍ନ ସମସ୍ୟା ନେଇ ଆଜି ସନ୍ଧ୍ୟାରେ ରାଜନଗର…
भारी बारिश के कारण बिजली गिरने से 1 की मौत और 1 की हालत गंभीर
खबर है कि आज दोपहर मे पट्टामून्डाइ इलाके में बिजली गिरने से 1 व्यक्ति की मौत हो गई और 1 व्यक्ति घायल हो गया. पिछले कुछ दिनों से बारिश नहीं…
ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ , ୧ମୃତ ଓ ୧ଗୁରୁତର
ଆଜି ଅପରାହ୍ନରେ ପଟ୍ଟାମୁଣ୍ଡାଇ ଅଂଚଳରେ ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତରେ ୧ ମୃତ ୧ ଆହତ ହୋଇଥିବା ଜଣାପଡିଛି । ଗତକିଛି ଦିନ ଧରି ବର୍ଷା ଅଭାବରୁ ଚାଷ କାର୍ଯ୍ୟ ହୋଇପାରିନଥିଲା । ଆଜି ଅପରାହ୍ନ ୪ ଟା ସମୟରେ ପ୍ରବଳ…
ଜିଲ୍ଲା ସିନିଅର ହ୍ୟାଣ୍ଡବଲ ଦଳର କେଉଁଝର ଯାତ୍ରା
କେନ୍ଦ୍ରାପଡ଼ା, ୧୨ା୮: କେନ୍ଦ୍ରାପଡା ଜିଲ୍ଲା ହ୍ୟାଣ୍ଡବଲ ଆସୋସିଏସନର ସମ୍ପାଦକ ସେକ ସୈାକତ ଖାନ ଓ ସଭାପତି ଚିନ୍ତାମଣୀ ସାହୁଙ୍କ ନେତୃତ୍ୱରେ କେନ୍ଦ୍ରାପଡା ହ୍ୟାଣ୍ଡବଲ ଦଳ ରାଜ୍ୟ ସିନିଅର ହ୍ୟାଣ୍ଡବଲ ଚମ୍ପିୟନସିପ ପାଇଁ କେଉଁଝର ଯାତ୍ରା କରିଛନ୍ତି । ଏହି ୩୬ତମ ରାଜ୍ୟ…
आदर्श स्कूल में बिजली गिरने से 18 छात्र आहात
केंन्द्रापड़ा जिले के गारदपुर ब्लॉक से 10 किमी दूर, कुदानगरी हाई स्कूल मे अस्थायी रूप से ब्लॉक आदर्श स्कूल चलाता है, आज दोपहर बिजली गिरने से दो कक्षाओं के 18…
ଗରଦପୁର ବ୍ଲକ ଆଦର୍ଶ ବିଦ୍ୟାଳୟରେ ବଜ୍ରପାତ, ୨ ଗୁରୁତର ୧୮ ଛାତ୍ରଛାତ୍ରୀ ଆହାତ
କେନ୍ଦ୍ରାପଡା ଜିଲ୍ଲା ଗରଦପୁର ବ୍ଲକ କାର୍ଯ୍ୟଳୟ ଠାରୁ ୧୦ କିମି ଦୂରରେ କୁଦାନଗରୀ ହାଇସ୍କୁଲରେ ଅସ୍ଥାୟୀ ଭାବେ ଚାଲୁଥିବା ବ୍ଲକ ଆଦର୍ଶ ବିଦ୍ୟାଳୟ ରେ ଆଜି ଅପରାହ୍ନରେ ବଜ୍ରପାତ ଘଟି ଦୁଇଟି ଶ୍ରେଣୀରେ ୧୮ ଜଣ ଛାତ୍ରଛାତ୍ରୀ ଆହାତ ହୋଇ ପାଟକୁରା…
बहू ने सास को सड़क पर बेरहमी से पीटा : पुलिस के हाथ लगा वायरल वीडियो, जांच जारी
कलियुगिया बहू ने सास को सड़क पर बेरहमी से पीटा . औरत इंसानियत की हदें पार करते हुए अपनी बहू ने बूढ़ी सास को थप्पड़ मार कर रास्ता मे गिरा…
ଶାଶୁକୁ ଘୋଷାଡ଼ି ଘୋଷାଡ଼ି ମାରିଲା ବୋହୂ, ପୋଲିସ ହାତରେ ଭାଇରାଲ୍ ଭିଡିଓ ,ତଦନ୍ତ ଜାରି
ପଟ୍ଟାମୁଣ୍ଡାଇ ୧୨ା୮-କଳିଯୁଗିଆ ବୋହୂ । ଭୁଲିଗଲା ହିତାହିତ ଜ୍ଞାନ । ଆଉ ଶାଶୁଙ୍କୁ ଘୋଷାଡ଼ି ଘୋଷାଡ଼ି ରାସ୍ତାରେ ନିର୍ଧୁମ ପିଟିଲା । ମାନବିକତାର ସୀମା ଡେଇଁ ବୁଢ଼ୀ ଶାଶୁକୁ ବିଧା ଚାପୁଡ଼ା ମାରିବା ସହିତ ପିଙ୍କୁ ଦୌଡିଆ ବୋଲି ଡାକ ମାରୁଥିଲେ…
ରାଜ୍ୟସ୍ତରୀୟ ଟାଇକୋଣ୍ଡୋ ପ୍ରତିଯୋଗିତା
କେନ୍ଦ୍ରାପଡ଼ା, ୧୦ା୮: ରାଜ୍ୟସ୍ତରୀୟ ଟାଇକୋଣ୍ଡୋ ପ୍ରତିଯୋଗିତାରେ କେନ୍ଦ୍ରାପଡାରୁ ୫ଜଣ ଜାତୀୟସ୍ତରକୁ ମନୋନୀତ ହୋଇଛନ୍ତି । କଟକସ୍ଥିତ ଜବାହାରଲାଲ ନେହେରୁ ଇନ୍ଡୋର ଷ୍ଟାଡିୟମଠାରେ ଚଳିତମାସ ୭ ଓ ୮ ତାରିଖରେ ଓଡିଶା ଟାଇକୋଣ୍ଡୋ ଆସୋସିଏସନ ପକ୍ଷରୁ ରାଜ୍ୟସ୍ତରୀୟ ସବଜୁନିୟର ଓ ସିନିୟର ବାଳକ/ବାଳିକା…
ନବନିର୍ମାଣ କୃଷକ ସଂଗଠନ ପକ୍ଷରୁ ପ୍ରାୟଶ୍ଚିତ ସତ୍ୟାଗ୍ରହ
କେନ୍ଦ୍ରାପଡ଼ା,୧୧ା୮ : ନବନିର୍ମାଣ କୃଷକ ସଂଗଠନ ପକ୍ଷରୁ ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କୁସାସନ ବିରୋଧରେ କେନ୍ଦ୍ରାପଡା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏକ ପ୍ରାୟଶ୍ଚିତ ସତ୍ୟାଗ୍ରହ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଜିଲ୍ଲା ସଂଯୋଜକ ଅକ୍ରୁର ପଲାଇ, ସହସଂଯୋଜକ ଦୋଳଗୋବିନ୍ଦ…










