କୃଷଙ୍କ ବିନା ବ୍ଲକସ୍ତରୀୟ ଉଦ୍ୟାନକୃଷି କର୍ମଶାଳା , ସରକାରୀ ସ୍ତରରେ କୃଷକଙ୍କୁ ଦିଆଗଲାନି ସୁଚନା

କେନ୍ଦ୍ରାପଡା ୨୦ ।୭-ଉପଯୁକ୍ତ ସଚେତନତା ଓ ଆଧୁନିକ ଜ୍ଞାନ କୌଶଳ ଦ୍ୱାରା କୃଷିର ବିକାଶ ସହ କୃଷକମାନେ ସଶକ୍ତ ହୋଇ ଆର୍ôଥକ ପ୍ରଗତି ହାସଲ କରିପାରିବାକୁ ସରକାର କୃଷକମାନଙ୍କୁ ତାଲିମ ଦେବାର ବ୍ୟବସ୍ଥା କରିଛନ୍ତି । କିନ୍ତୁ ସରକାରୀ ବାବୁ ମାନଙ୍କ…

ଆନ୍ତର୍ଜାତୀୟ ଭଳିବଲ ଖେଳାଳି ମହମ୍ମଦ ରାଜାଙ୍କୁ କେନ୍ଦ୍ରାପଡାରେ ଉତ୍ସସିତ ସମ୍ବର୍ଦ୍ଧନା

କେନ୍ଦ୍ରାପଡ଼ା, ୧୯ା୭ : ବାହାରିନର ପାନାମା ଠାରେ ଆନ୍ତର୍ଜାତୀୟ ଭଲିବଲ ଫେଡେରେସନ ୨୧ବର୍ଷରୁ କମ ପୁରୁଷ ଭଲିବଲ ବିଶ୍ୱ ଚମ୍ପିୟନଶିପରେ ଅଶଂଗ୍ରହଣ କରି ଘରକୁ ଫେରିଥିବା କେନ୍ଦ୍ରାପଡା ମାଟିର ପୁଅ ମହମ୍ମଦ ରାଜାଙ୍କୁ ଜନ୍ମମାଟିରେ ଉତ୍ସସିତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି ।…

ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ ଓ ବ୍ଲାକମେଲିଂ ଅଭିଯୋଗରେ ୨କୋର୍ଟ ଚାଲାଣ

  କେନ୍ଦ୍ରାପଡ଼ା,୧୯ା୭: କେନ୍ଦ୍ରାପଡା ଟାଉନ ଥାନା ଅନ୍ତର୍ଗତ ଘରଭଡା ନେଇ ରହୁଥିବା ଜନୈକ ବ୍ୟକ୍ତିଙ୍କ ନାବାଳିକା ଝିଅକୁ ଦୁଷ୍କର୍ମ ଉଦ୍ୟମ କରିବା ଓ ତା’ର ନେକେଡ ଫଟୋ ଭାଇରାଲ କରିଦେବାକୁ ଧମକ ଦେବା ଅଭିଯୋଗରେ ସଂପୃକ୍ତ ନାବାଳିକାର ପିତାଙ୍କ ଅଭିଯୋଗକ୍ରମେ ଟାଉନ…

ଶିକ୍ଷକ ଅଭାବ ପ୍ରତିବାଦ ଜଳାପୋକ ବିଦ୍ୟାଳୟରେ ତାଲା

କେନ୍ଦ୍ରାପଡ଼ା ୧୯/୭ – କେନ୍ଦ୍ରାପଡ଼ା ଜିଲ୍ଲାର ବିଭିନ୍ନ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାରୁ ଶିକ୍ଷାଦାନରେ ବାଧା ଦେଖାଦେଇଛି । କେଉଁଠି ଗୋଟିଏ ଶିକ୍ଷକରେ ପାଠ ପଢା ହେଉଛି ତ କେଉଁ ୫ ଟା କ୍ଲାସରେ ୨ ଟି ଶିକ୍ଷକ ଅଛନ୍ତି ।…

କେନ୍ଦ୍ରାପଡା ବନ୍ୟା ନିୟନ୍ତ୍ରଣ କରିବାକୁ ଜାତୀୟ ମାନବାଧିକାର ଆୟୋଗଙ୍କ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

କେନ୍ଦ୍ରାପଡା ୧୯/୭- କେନ୍ଦ୍ରାପଡା ଜିଲ୍ଲାରେ ବର୍ଷା ଋତୁରେ ହେଉଥିବା ବନ୍ୟା ବିତ୍ପାତରୁ ରକ୍ଷା କରିବା ପାଇଁ ଉପଯୁକ୍ତ ପଦକ୍ଷେପ ନେବାକୁ ଜାତୀୟ ମାନବାଧିକାର ଆୟୋଗ କେନ୍ଦ୍ରାପଡା ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ନଦୀ, ନାଳମାନଙ୍କରେ କୂଳ ବନ୍ଧ ନଥିବା, ଜଳ ନିଷ୍କାସନ…

ବିରଳ ଅସ୍ତ୍ରୋପ୍ରଚାର ମହିଳାଙ୍କ ପେଟରୁ ବାହାରିଲା ୬ କିଲୋ ଟିୁ୍ୟମର

କେନ୍ଦ୍ରାପଡା, ୧୯ା୭: ଜଣେ ମହିଳାଙ୍କ ପେଟରୁ ପାଖାପାଖି ୬ କିଲୋ ଓଜନର ଟିୁ୍ୟମର ଅପରେସନ୍ କରାଯାଇ ବାହାର କରାଯାଇଥିବା ଘଟଣା ଦେଖିବାକୁ ମିଳିଛି । କେନ୍ଦ୍ରାପଡା ସହର ତିନିମୁହାଣିସ୍ଥିତ ଶ୍ରୀରାମ ହସ୍ପିଟାଲରେ ମହିଳାଙ୍କୁ ଚିକିତ୍ସା ନିମନ୍ତେ ଭର୍ତି କରାଯାଇଥିଲା । ମହାକାଳପଡା…

ଜବରଦଖଲ ଉଚ୍ଛେଦ ଭୟରେ ବ୍ୟବସାୟୀ ଭାଙ୍ଗିନେଲେ ଦୋକାନ ଘର

କେନ୍ଦ୍ରାପଡା ୧୯/୭- କେନ୍ଦ୍ରାପଡା ଏକ ପୁରାତନ ସହର ହୋଇଥିବାବେଳେ ଅଣ ଓସାରିଆ ରାସ୍ତାକୁ ବ୍ୟବସାୟୀମାନେ ଜବରଦଖଲ କରି ସଙ୍କୁଚିତ କରୁଛନ୍ତି । ବିଭିନ୍ନ ଛକ ଏବଂ ଗୁରୁତ୍ୱପୂର୍ଣ୍ଣ ସ୍ଥାନରୁ ଜିଲ୍ଲା ତଥା ପୌର ପ୍ରଶାସନ ଜବରଦଖଲ ହଟାଇ ସହରକୁ ସରସ ସୁନ୍ଦର…

ମଣିଷ ଖିଆ କୁମ୍ଭୀରକୁ ଧରି ନଦୀରେ ଛାଡ଼ିଲା ବନ ବିଭାଗ

କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ ମହୁଲିଆ ନାଳରେ ଏକ ବଡ କୁମ୍ଭୀର ଭାସୁଥିବା ଦେଖି ଆତଙ୍କ ସୃଷ୍ଟି ହୋଇଥିଲା । ବୁଧବାର ସକାଳୁ କିଆବୁଦା ମୂଳରେ ଶୋଇଥିବା ଦେଖି ସ୍ଥାନୀୟ ଲୋକେ ବନବିଭାଗକୁ ଖବର ଦେଇଥିଲେ । ବନଖଣ୍ଡ ଅଧିକାରୀ ସୁଦର୍ଶନ…

ବଦଳି ଆଦେଶକୁ ଦେଖାତିର କରି ଗାଦି ଛାଡୁ ନାହାନ୍ତି ଅଧ୍ୟାପକ ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ଜିଲ୍ଲାପାଳଙ୍କୁ ଦାବିପତ୍ର

କେନ୍ଦ୍ରାପଡ଼ା,୧୯ା୭: କେନ୍ଦ୍ରାପଡା ଜିଲ୍ଲାର ରାଜକନିକା ବ୍ଲକ ଅନ୍ତର୍ଗତ ଓଳାଭର ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗର ଜନୈକ ଅଧ୍ୟାପକଙ୍କର ସେହି ବ୍ଲକ ଅନ୍ତର୍ଗତ ଏସ.ଏନ. ମହାବିଦ୍ୟାଳୟକୁ ବଦଳି ହୋଇଥିବା ବେଳେ ସେ ଗାଦି ଛାଡୁନଥିବା ନେଇ ଅଭିଯୋଗ ହୋଇଛି । ଫଳରେ ସେଠାରେ…

ପାରିବାରିକ କଳହର କରୁଣ ପରିଣତି ପତ୍ନୀକୁ ହତ୍ୟାକଲା ସ୍ୱାମୀ

କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଂଚଳରେ ଏକ ଅଭବନୀୟ ଘଟଣା ଦେଖିବାକୁ ମିଳିଛି । ନିଶାଗ୍ରସ୍ତ ସ୍ୱାମୀ ତାର ପତ୍ନୀକୁ ପିଟି ମାରିବା ପରେ ଘଟଣାକୁ ଆତ୍ମହତ୍ୟା ରୁପ ଦେବା ପାଇଁ ଘର ଭିତରେ ଶବରେ ନିଆଁ ଲଗାଇ ପୋଡି…

ଦାରିଦ୍ର‌୍ୟ କବଳରୁ ମୁକ୍ତ ହେଉଛି ଭାରତ

ଗଣତାନ୍ତ୍ରିକ ଓ ପ୍ରଜାମଙ୍ଗଳ ଶାସନ ବ୍ୟବସ୍ଥାରେ ଦାରିଦ୍ର‌୍ୟ ଦୂରୀକରଣ ପାଇଁ ବହୁମୁଖୀ ପଦକ୍ଷେପ ଗ୍ରହଣ କରାଯାଉଛି । ଆମ ଦେଶ ଭାରତରେ ମଧ୍ୟ ଏଥିପାଇଁ ଜୋରସୋରରେ ଉଦ୍ୟମ ଚାଲିଛି । ଦାରିଦ୍ର‌୍ୟ ଏକ ସ୍ଥିତି ଓ ପକ୍ରିୟା ଏବଂ ଏହାର କାରଣ…

ଜୀବନ ପାଇଁ ଜଙ୍ଗଲର ଉପାଦେୟତା

ସଂସ୍କୃତରେ ଏକ ବାକ୍ୟ ଅଛି ‘ବୃକ୍ଷଃ ରକ୍ଷତି ରକ୍ଷିତମ୍‌’ । ବୃକ୍ଷକୁ ଆମେ ରକ୍ଷା କଲେ ବୃକ୍ଷ ଆମ ଜୀବନ ରକ୍ଷା କରିଥାଏ । ସୃଷ୍ଟିର ପ୍ରାରମ୍ଭ କାଳରୁ ଉଦ୍ଭିଦ ଓ ପ୍ରାଣୀ ଓତପ୍ରୋତ ଭାବେ ଜଡିତ । ପ୍ରକୃତି ଆମର…

ବେଙ୍ଗାଲୁରୁରେ ବିରୋଧୀ ଦଳଙ୍କ ବୈଠକ

ବେଙ୍ଗାଲୁରୁ,୧୮ା୭: ବିରୋଧୀ ଦଳଙ୍କ ବେଙ୍ଗାଲୁରୁରେ ଜାରି ବୈଠକରେ ସେମାନଙ୍କ ମେଣ୍ଟ ପୂର୍ବରୁ ୟୁପିଏ ନାମରେ ଜଣାଯାଉଥିଲା । ଏବେ ସମସ୍ତ ବିରୋଧୀ ଦଳ ଇଣ୍ଡିଆ ମେଣ୍ଟ ବାହାରର ରାସ୍ତା ଦେଖାଇ ଦେଇଛି । ଖଡଗେ କହିଛନ୍ତି ଯେ ଏବେ ବିଜେପି ଅଧ୍ୟକ୍ଷ…

ନାବାଳିକା ଦୁଷ୍କର୍ମ ଅଭିଯୁକ୍ତକୁ ୨୦ବର୍ଷ କାରାଦଣ୍ଡାଦେଶ

  କେନ୍ଦ୍ରାପଡ଼ା,୧୮ା୭: ଜନୈକ ନାବାଳିକାକୁ ବାରମ୍ବାର ଦୁଷ୍କର୍ମ କରି ଗର୍ଭବତୀ କରାଇବା ଅପରାଧରେ ଅଭିଯୁକ୍ତ କେନ୍ଦ୍ରାପଡା ଜିଲ୍ଲାର ଆଳି ଥାନା ଅଂଚଳର ରାଜୀବ ମଲିକକୁ କେନ୍ଦ୍ରାପଡା ଅତିରିକ୍ତ ଜିଲ୍ଲା ଦୈାରାଜଜ୍ ତଥା ସ୍ୱତନ୍ତ୍ର ପୋକ୍ସୋ କୋର୍ଟର ଜଜ୍ ପ୍ରଣତୀ ପଟ୍ଟନାୟକ ୨୦ବର୍ଷ…

କେନ୍ଦ୍ରାପଡା ଜିଲ୍ଲା “ଭୂମି ସମ୍ମାନ”ରେ ପୁରସ୍କୃତ

କେନ୍ଦ୍ରାପଡ଼ା,୧୮ା୭: ଲ୍ୟାଣ୍ଡ ରେକର୍ଡସର ସମ୍ପୂର୍ଣ୍ଣ ଡିଜିଟାଲାଇଜେସନରେ ଉଲ୍ଲେଖନୀୟ ସଫଳତା ହାସଲ କରି କେନ୍ଦ୍ରାପଡା ଜିଲ୍ଲା କେନ୍ଦ୍ର ସରକାରଙ୍କ ଗ୍ରାମୀଣ ବିକାଶ ବିଭାଗ(ଲ୍ୟାଣ୍ଡ ରିସୋର୍ସେସ) ଦ୍ୱାରା “ଭୂମି ସମ୍ମାନ-୨୦୨୩” ଭାବରେ ପୁରସ୍କୃତ ହୋଇଛି । ନୂଆ ଦିଲ୍ଲୀ ବିଜ୍ଞାନ ଭବନ ଠାରେ ଭାରତର…

ଦିହୁଡିପୁର ସମିତିସଭ୍ୟ ଉପନିର୍ବାଚନ ପାଇଁ ୩ ପ୍ରାର୍ଥୀଙ୍କ ପ୍ରାର୍ଥୀପତ୍ର କାୟମ

ପଟ୍ଟାମୁଣ୍ଡାଇ ୧୮ା୭-ପଟ୍ଟାମୁଣ୍ଡାଇ ବ୍ଲକ ଦିହୁଡିପୁର ପଂଚାୟତର ସମିତିସଭ୍ୟ ପଦବୀ ପାଇଁ ଆସନ୍ତା ୯ ତାରିଖରେ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ଏଥି ପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ କରାଯାଇଛି । ଏହି ପଂଚାୟତର କଂଗ୍ରେସ ସମର୍ôଥତ…

ପଟ୍ଟାମୁଣ୍ଡାଇ ବିଜେଡି ସଂଗଠନ ମଜଭୁତ କରିବା ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ

ପଟ୍ଟାମୁଣ୍ଡାଇ ୧୮.୭- ତୃଣମୂଳ ସ୍ତରରେ ବିଜେଡି ସଂଗଠନକୁ ମଜଭୁତ କରିବା ସହିତ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଯୋଜନା ଓ ବିକାଶର ବାର୍ତା ଜନସାଧାରଣଙ୍କ ନିକଟରେ ପହଁଚାଇବା ପାଇଁ ରାଜ୍ୟ ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳର ମନ୍ତ୍ରୀ, ସାଂସଦ…

ସମସ୍ତଙ୍କ ମଙ୍ଗଳ କାମନା କଲେ ଆପଣା ଛାଏଁ ନିଜର ମଙ୍ଗଳ ହୋଇଥାଏ- ଶ୍ରୀମା, ଦିଲ୍ଲୀରେ ବିଶ୍ୱଶାନ୍ତି ପ୍ରାର୍ଥନା ଦିବସର ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା,୧୮ା୭: ମଣିଷ ନିଜ ପାଇଁ ଅନେକ କିଛି କାମ କରେ । ନିଜ ମଙ୍ଗଳ ପାଇଁ ଈଶ୍ୱରଙ୍କୁ ପ୍ରାର୍ଥନା କରେ । ଅନ୍ୟ ପାଇଁ କାମ କରୁଥିବା, ଅନ୍ୟର ମଙ୍ଗଳ ପାଇଁ ଈଶ୍ୱରଙ୍କୁ ପ୍ରାର୍ଥନା କରୁଥିବା ଲୋକଙ୍କ ସଂଖ୍ୟା ଆଜିର ଦୁନିଆରେ…

ଅଳିଆ ଆବର୍ଜ୍ଜନା ଓ ପଚା ପାଣି ଯୋଗୁଁ ମଶା ବଂଶ ବୃଦ୍ଧି, ରୋଗ ବ୍ୟାପିବା ଆଶଙ୍କା

କେନ୍ଦ୍ରାପଡ଼ା,୧୭ା୭: କେନ୍ଦ୍ରାପଡା ପୈାରାଞ୍ଚଳ ଅନ୍ତର୍ଗତ ୨୧ନମ୍ବର ୱାର୍ଡ ସଂଲଗ୍ନ କଟକ-ଚାନ୍ଦବାଲି ରାଜ୍ୟ ରାଜପଥର ଶୁକଦେବ ଏନକ୍ଲାଭ ପାଶ୍ୱର୍ ତଥା କେନ୍ଦ୍ରାପଡା ସାନ୍ଧ୍ୟ ମହାବିଦ୍ୟାଳୟ ସମ୍ମୁଖ ରାସ୍ତାର ଅପରପାଶ୍ୱର୍ରେ ଅଳିଆ ଆବର୍ଜ୍ଜନା ଭର୍ତ୍ତି ହୋଇ ରହିବା ଏବଂ ପଚା ପାଣି ନିଷ୍କାସନ ହୋଇନପାରି…

କେନ୍ଦ୍ରାପଡା ଜିଲ୍ଲା ମିଳିତ ଟ୍ରେଡ୍ ୟୁନିୟନ ସମନ୍ୱୟ ସମିତିର ବୈଠକ

କେନ୍ଦ୍ରାପଡ଼ା, ୧୭ା୭: ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ଭାଗବତ ପ୍ରସାଦ ମହାନ୍ତିଙ୍କ କେନ୍ଦ୍ରାପଡାସ୍ଥିତ ବାସଭବନରେ ମିଳିତ ଟ୍ରେଡ ୟୁନିୟନ ପକ୍ଷରୁ ସାଧାରଣ ସମ୍ପାଦକ ସୌମ୍ୟରଞ୍ଜନ ଧଳଙ୍କ ତତ୍ତ୍ୱାବଧାନରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଶ୍ରମିକମାନଙ୍କର ବିଭିନ୍ନ ସମସ୍ୟା…

ସଂଗ୍ରାମୀ ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନାଙ୍କ ପ୍ରତିମୂର୍ତି ଉନ୍ମୋଚନ

କେନ୍ଦ୍ରାପଡ଼ା, ସହରର ସୈାନ୍ଧର୍ଯ୍ୟକରଣ ଅବସରରେ ପ୍ରଭାବିତ ହୋଇଥିବା ସ୍ୱାଧୀନତା ସଂଗ୍ରାମୀ ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନାଙ୍କ ପ୍ରତିମୂର୍ତ୍ତିକୁ ଜିଲ୍ଲାର ପ୍ରମୁଖ ବିଶିଷ୍ଟ ଲୋକମାନଙ୍କ ଗହଣରେ ଆଡମ୍ବର ସହକାରେ ପ୍ରଶାସନର ପ୍ରତ୍ୟକ୍ଷ ତତ୍ୱାବଧାନରେ ଗୋପସ୍ଥିତ ତୁଳସୀ ପାର୍କ ନିକଟରେ ଉନ୍ମୋଚିତ କରାଯାଇଛି ।…

ବହୁ ଚର୍ଚ୍ଚିତ ମାର୍ଶାଘାଇ ବିଭୁ ସାହୁ ହତ୍ୟା ଘଟଣାରେ ମୁଖ୍ୟ ଆସାମୀ ସମେତ ୬ ଗିରଫ, ବ୍ୟବହୃତ କାର ଓ ବାଇକ ଜବତ

କେନ୍ଦ୍ରାପଡା ଜିଲ୍ଲାର ବହୁ ଚର୍ଚ୍ଚିତ ମାର୍ଶାଘାଇ ବିଭୁ ସାହୁ ହତ୍ୟା ମାମଲାର ମୁଖ୍ୟ ଆସାମୀ ସମେତ ୬ ଜଣଙ୍କୁ ପୋଲିସ ଗିରଫ କରିବା ସହିତ ବ୍ୟବହୃତ ୨ଟି କାର, ୩ଟି ବାଇକ, ୫ଟି ମୋବାଇଲ ଫୋନ ଓ ଦୁଇଟି କୋଦାଳ ବେଣ୍ଟ…

ବାଛରା ପଂଚାୟତରେ ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକର ବାଛରା ପଂଚାୟତରେ ସୋମବାର ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ ବ୍ଲକ ଅଧକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ , ବାଛରା ସରପଂଚ ରଂଜିତା ସାହୁ (ରାଉତ ), ସମିତିସଭ୍ୟା ସୁମିତ୍ରା ସାହୁ ଯୋଗ ଦେଇ…

ବୋଲବମ ଭକ୍ତଙ୍କ ମନ୍ଦିରରେ ଜଳାଭିଷେକ

ଶ୍ରାବଣ ମାସରେ ବିଭିନ୍ନ ଶୈବ ପୀଠରେ ଜଳାଭିଷେକ କରିବା ବୋଲବମ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଥାଏ । ସାରା ରାଜ୍ୟର ବିଭିନ୍ନ ଅଂଚଳରେ ସକାଳ ଠାରୁ ରାତ୍ରୀ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବୋଲବମ ଭକ୍ତଙ୍କ ଶୋଭାଯାତ୍ରା ଚାଲିଥାଏ । ବୋଲବମ ଭକ୍ତ…