ପଟ୍ଟାମୁଣ୍ଡାଇ ବ୍ଲକର ୧୧୩ ଶିକ୍ଷକଙ୍କ ପଦୋନ୍ନତି ଆଦେଶ ସ୍ଥଗିତ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଶିକ୍ଷାଧିକାରୀ ୧୧୩ ଜଣ ଶିକ୍ଷକଙ୍କୁ ପଦୋନ୍ନତି ଦେଇଛନ୍ତି । ଏଥିରେ ୨ ଜଣ ଶିକ୍ଷକ ଲେବୁଲ-୩କୁ ଉନ୍ନୀତ ହୋଇ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ଭାବେ ପଦୋନ୍ନତି ପାଇଥିବାବେଳେ ୪୨ଜଣ ଶିକ୍ଷକ ଲେବେଲ-୩କୁ ଉନ୍ନୀତ ହୋଇ ଉଚ୍ଚ…

ଦିହୁଡିପୁର ସମିତିସଭ୍ୟ ପାଇଁ ବିଜେଡି ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନପତ୍ର ଦାଖଲ

କେନ୍ଦ୍ରାପଡା  ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଦିହୁଡିପୁର ପଂଚାୟତର ସମିତିସଭ୍ୟ ପଦବୀ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ଏଥି ପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ କରାଯାଇଛି । ଏହି ପଂଚାୟତର କଂଗ୍ରେସ ସମର୍ôଥତ ସମିତି ସଭ୍ୟା…

ପିସିସି ସଭାପତିଙ୍କ କୁଶପୁତ୍ତଳିକା ଦାହ

କେନ୍ଦ୍ରାପଡ଼ା ୧୭/୭ କଂଗ୍ରେସ ଦଳର ପ୍ରଭାବଶାଳୀ ନେତା, ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ବାଳ ଓ କଟକ ବାରବାଟି ବିଧାୟକ ମହମ୍ମଦ ମୋକୀମଙ୍କୁ ଦଳରୁ ନିଲମ୍ବନ କରାଯିବା ପରେ କେନ୍ଦ୍ରାପଡା କଂଗ୍ରେସରେ ଏକ ପ୍ରକାର କମ୍ପନ ସୃଷ୍ଟି ହୋଇଛି। ଏହି ଘଟଣାକୁ ବିରୋଧ…

ପ୍ରଭାତ ଚନ୍ଦ୍ର ପାଣିଙ୍କ ଦେହାନ୍ତ , ଗଡମେକର ପକ୍ଷରୁ ଶୋକସଭା

ଗୋପାଳଦାସ ସ୍ମାରକୀ କଳାମନ୍ଦିରର ଉପଦେଷ୍ଟା ପ୍ରଭାତ ଚନ୍ଦ୍ର ପାଣି ଙ୍କ ବିୟୋଗରେ (ଗଡମେକର) ପକ୍ଷରୁ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି । ଗଡମେକର ସାଧାରଣ ସଂପାଦକ ଦୟାନିଧି ବଳଙ୍କ ପୈାରହିତ୍ୟରେ ଅନୁଷ୍ଠିତ ଶୋକସଭାରେ ଗଡମେକର ପ୍ରତିଷ୍ଠାତା ଗୀତିକବି ସୁଶାନ୍ତ ପାଣି ,…

ଆଠ ମାସ ହେଲା ରାଶନ କାର୍ଡଧାରୀଙ୍କୁ ମିଳୁନି ଗହମ , ହତାଶ ହୋଇପଡ଼ିଛନ୍ତି ହିତାଧିକାରୀ

ଦେଶରେ କେହି ଯେପରି ଭେକିଲା ନରହୁନ୍ତି ସେଥିପାଇଁ ଖାଦ୍ୟ ସୁରକ୍ଷା ଯୋଜନା କରି ସମସ୍ତ ଗରିବ ପରିବାରକୁ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ କରିଛନ୍ତି । ସେଥିପାଇଁ ପ୍ରତି ରାଶନ କାର୍ଡଧାରୀଙ୍କୁ ସରକାର ମାସିକିଆ ଚାଉଳ ସହ ଗହମ ପ୍ରଦାନ କରୁଥିଲେ…

କେନ୍ଦ୍ରାପଡା ବିଧାନସଭା ନିର୍ବାଚନ ମଣ୍ଡଳୀ ସ୍ତରୀୟ ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ : ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଓ ମହିଳା ଶସକ୍ତିକରଣରେ ନବୀନ ପଟ୍ଟନାୟକ ଶତାଦ୍ଦି ପୁରୁଷ ହୋଇ ରହିବେ

କେନ୍ଦ୍ରାପଡ଼ା,୧୬ା୭: କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ସ୍ତରୀୟ ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ରବିବାର ଇଛାପୁରସ୍ଥିତ ଶ୍ୟାମକାଳୀ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରାପଡ଼ା ବିଧାୟକ ଶଶିଭୂଷଣ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବିଜେଡି ଦଳୀୟ ପର୍ଯ୍ୟବେକ୍ଷକ ତଥା ରାଜସ୍ୱ ଓ…

୨୦୨୪ ପୂର୍ବରୁ ମଦ ବିରୋଧୀ ଆନ୍ଦୋଳନ ଚୂଡାନ୍ତ ରୂପ ନେବ , ନିଶା ନିବାରଣ ଅଭିଯାନର ଜିଲ୍ଲା ବୈଠକରେ ନିଷ୍ପତ୍ତି

କେନ୍ଦ୍ରାପଡ଼ା,୧୬ା୭: ରାଜ୍ୟରେ ବିଭିନ୍ନ ପ୍ରକାର ଅପରାଧିକ କାର୍ଯ୍ୟକଳାପ ସାଙ୍ଗକୁ ସଡକ ଦୁର୍ଘଟଣା ଜନିତ ଜୀବନ ହାନୀ ଓ ଅନେକ ସାମାଜିକ ସମସ୍ୟା ବହୁ ପରିମାଣରେ ବଢି ଚାଲିଥିବା ବେଳେ ଏସବୁର ମୂଳ କାରଣ ମଦ ଓ ଅନ୍ୟାନ୍ୟ ନିଶା ଦ୍ରବ୍ୟ କାରବାରକୁ…

ପଟ୍ଟାମୁଣ୍ଡାଇ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ତାଲା ପକାଇଲେ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି

ପଟ୍ଟାମୁଣ୍ଡାଇ ୧୫.୭-ପଟ୍ଟାମୁଣ୍ଡାଇ ବ୍ଲକରେ ବିଭିନ୍ନ ବିଦ୍ୟାଳୟରେ ଲାଗିରହିଥିବା ଶିକ୍ଷକ ଅଭାବ ସମସ୍ୟାକୁ ନେଇ ଆଜି ଶିକ୍ଷା ଅଧିକାରୀ କାର୍ଯ୍ୟାଳୟରେ ତାଲା ପକାଇ ଗଣ ଧାରଣାରେ ବସିଲେ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି । ବିଭିନ୍ନ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାରୁ…

ମାନବ ସମ୍ବଳର ବିକାଶ ପାଇଁ ଦକ୍ଷତା ବୃଦ୍ଧି ଅପରିହାର୍ଯ୍ୟ: ଅତିରିକ୍ତ ଜିଲ୍ଲାପାଳ

କେନ୍ଦ୍ରାପଡ଼ା,୧୫ା୭: ଦକ୍ଷତାର ବୃଦ୍ଧି ହେଲେ କେବଳ ମାନବ ସମ୍ବଳର ବିକାଶ ହୁଏନି ବରଂ ପ୍ରଗତିର ନନ୍ଦିଘୋଷ ହୁଏ ଦୃପ୍ତ । ସମାଜରେ ଆସେ ବ୍ୟାପକ ରୂପାନ୍ତର । କେନ୍ଦ୍ରାପଡ଼ା ଜିଲ୍ଲା ନିୟୋଜନ କାର୍ଯ୍ୟାଳୟ ପକ୍ଷରୁ ‘ବିଶ୍ୱ ଯୁବ ଦକ୍ଷତା ଦିବସ’ ପାଳନ…

ବୃଦ୍ଧାଙ୍କୁ ଦୁଷ୍କର୍ମ ଘଟଣା  ; ଅଭିଯୁକ୍ତକୁ ଖୋଜୁଛି ପୋଲିସ

ଜଣେ ୮୦ ବର୍ଷିୟା ବୃଦ୍ଧାଙ୍କୁ ଝିଅ ଘରେ ଛାଡ଼ି ଦେବା ବାହାନା ଦେଖାଇ ବାଇକ୍‌ରେ ନେଇ ବଳାତ୍କାର କରି ଫେରାର ହୋଇଯାଇଥିବା ଘଟଣାକୁ ଏକମାସରୁ ଅଧିକ ହୋଇଥିଲେ ମଧ୍ୟ ପୋଲିସ ଏ ପର୍ଯ୍ୟନ୍ତ ବଳାତ୍କାରୀଙ୍କୁ ଧରିବାରେ ବିଫଳ ହୋଇଛି। ଏହିଘଟଣା ଅତ୍ୟନ୍ତ…

ଆସନ୍ତା ୨୫ ତାରିଖରୁ ବ୍ଲକ ସ୍ତରୀୟ ପରାମର୍ଶ ଶିବିର

କେନ୍ଦ୍ରାପଡ଼ା,୧୫ା୭: ଆସନ୍ତା ୨୫ତାରିଖରୁ ଜିଲ୍ଲାର ବିଭିନ୍ନ ବ୍ଲକରେ ବ୍ଲକ ସ୍ତରୀୟ ପରାମର୍ଶ ଶିବିର(ଦକ୍ଷତା ମେଳା) ଅନୁଷ୍ଠିତ ହେବ । ଓଡିଶା ଦକ୍ଷତା ପ୍ରାଧିକରଣ ଓ କେନ୍ଦ୍ରାପଡା ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଜିଲ୍ଲାର ସମସ୍ତ ୯ଟି ବ୍ଲକରେ ଚଳିତମାସ ୨୫ତାରିଖରୁ ଅଗଷ୍ଟମାସ…

କଂଗ୍ରେସ ଘେରିଲା କେନ୍ଦ୍ରାପଡା ବ୍ଲକ

କେନ୍ଦ୍ରାପଡା ୧୪/୭- କେନ୍ଦ୍ରାପଡା ବ୍ଲକ ଓ ନଗର କଂଗ୍ରେସ ତରଫରୁ ବ୍ଲକରେ ଆଖିବୁଜା ଦୁର୍ନିତି ଓ ସରକାରୀ ଯୋଜନାରେ ରାଜନୈତିକ ବାଛବିଚାର ପ୍ରତିବାଦରେ ଶୁକ୍ରବାର କେନ୍ଦ୍ରାପଡା ବ୍ଲକ ଘେରାଉ କରାଯାଇଥିଲା । ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରାଙ୍କ ନେତୃତ୍ୱରେ ଗରାପୁର କଂଗ୍ରେସ…

ଜିଲ୍ଲା ଓକିଲ ସଙ୍ଘ ପକ୍ଷରୁ ଲୋକପ୍ରିୟ ବରିଷ୍ଠ ଆଇନଜୀବୀଙ୍କ ତୈଳଚିତ୍ର ଉନ୍ମୋଚିତ

କେନ୍ଦ୍ରାପଡ଼ା, ୧୪ା୭ : କେନ୍ଦ୍ରାପଡା ଜିଲ୍ଲା ଓକିଲ ସଙ୍ଘ ପକ୍ଷରୁ ପାଠାଗାର ପରିସରରେ ଦୁଇ ଲୋକପ୍ରିୟ ବରିଷ୍ଠ ଆଇନଜୀବୀ ସ୍ୱର୍ଗତ ରାଜେନ୍ଦ୍ର ଚନ୍ଦ୍ର ମହାନ୍ତି ଓ ସ୍ୱର୍ଗତ ଭାଗବତ ପ୍ରସାଦ ମହାନ୍ତିଙ୍କ ତୈଳଚିତ୍ର ଉନ୍ମୋଚିତ ହୋଇଯାଇଛି । ଏହି ଉପଲକ୍ଷେ ଜିଲ୍ଲା…

ଅନନ୍ୟା ସ୍ଥିତପ୍ରଜ୍ଞI ସି ସି ଆର ଟି ବୃତ୍ତି ପାଇଁ ଯୋଗ୍ୟବିବେଚିତ

ଓଡିଶାର ସୁନାମଧନ୍ୟ ପଞ୍ଚକଳା ପ୍ରତିଷ୍ଠାନ ଗୋପାଳ ଦାସ ସ୍ମାରକୀ କଳାମନ୍ଦିର(ଗଡ଼ମେକର ),ନସିପୁର (ପଟ୍ଟାମୁଣ୍ଡାଇ )ର ଛାତ୍ରୀ ତଥା ବାଲିପଡ଼ା ଗ୍ରାମର ଶିକ୍ଷକ ଅଶୋକ କୁମାର ସାହୁ ଓ ମନୋରମା ସାହୁଙ୍କ ସୁପୁତ୍ରୀ ଅନନ୍ୟା ସ୍ଥିତିପ୍ରଜ୍ଞI ସାହୁ ସର୍ବଭାରତୀୟ ସି ସି ଆର…

ଦିହୁଡିପୁର ସମିତିସଭ୍ୟ ପାଇଁ କଂଗ୍ରେସର ପ୍ରାର୍ଥୀପତ୍ର ଦାଖଲ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଦିହୁଡିପୁର ପଂଚାୟତର ସମିତିସଭ୍ୟ ପଦବୀ ପାଇଁ ଅଗଷ୍ଟ ମାସ ୯ ତାରିଖ ଦିନ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ଏଥି ପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ କରାଯାଇଛି । ଏହି…

ନୂଆ ବସଷ୍ଟାଣ୍ଡରେ ଜବରଦଖଲ ଉଛେଦ କଲା ପୈାରପାଳିକା ଦୀର୍ଘ ୨୫ବର୍ଷରୁ ଉର୍ଦ୍ଧ୍ୱ ଜବରଦଖଲ କରିଥିଲେ

କେନ୍ଦ୍ରାପଡ଼ା, ୧୩ା୭ : ତିନିମୁହାଣି- ଅଙ୍ଗୁଳେଇ ରାସ୍ତାର ନୁଆ ବସଷ୍ଟାଣ୍ଡ ନିକଟସ୍ଥ ମୁଖ୍ୟ ରାସ୍ତା କଡରେ ଥିବା ଶ୍ରୀଗୋବିନ୍ଦଜୀଉଙ୍କ ଜମିକୁ ଦୀର୍ଘ ୨୫ବର୍ଷ ଧରି ଜବରଦଖଲରେ ଦୋକାନ ଘର କରି ବ୍ୟବସାୟ କରୁଥିବା ବେଳେ ଶ୍ରୀଜୀଉ ବୋର୍ଡଙ୍କୁ  କୈାଣସି ଭଡା ପଇଠ…

କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ବନ ମହୋତ୍ସବ ସପ୍ତାହ ପାଳିତ

କେନ୍ଦ୍ରାପଡ଼ା, ୧୩ା୭ : କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ପରିସରରେ ଜାତୀୟ ସେବା ଯୋଜନା ଆନୁକୂଲ୍ୟରେ ବନ ମହୋତ୍ସବ ସପ୍ତାହ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ପ୍ରଫେସର ଜ୍ଞାନେନ୍ଦ୍ର ଦାସ ଉଦଘାଟନ କରିଥିଲେ…

ବିଳମ୍ବିତ ବର୍ଷା ସାଂଗକୁ କେନାଲ ଶୁଖିଲା , ପଛେଇଛି ଚାଷ କାର୍ଯ୍ୟ, ଚିନ୍ତାରେ ଚାଷୀ

କେନ୍ଦ୍ରାପଡା ୧୩ା୭- ଚଳିତ ବର୍ଷ ବିଳମ୍ବିତ ବର୍ଷା ଯୋଗୁଁ ପଟ୍ଟାମୁଣ୍ଡାଇ ଅଂଚଳରେ ଚାଷ କାର୍ଯ୍ୟ ପଛେଇ ଯାଇଛି । ବର୍ତମାନ ଯେଉଁଠି ରୁଆ ବିହୁଡା ହେବା କଥା ଏବେ ସେଇଠି ଧାନ ବୁଣାବୁଣି ଓ ତଳିପକା କାର୍ଯ୍ୟ ଚାଲିଛି । ଏପରିକି…

କୃଷି ଉତ୍ପାଦ ପାଇଁ ଜଳ ପରିଚାଳନା ବଡ଼ ସମସ୍ୟା,ସ୍ଥାଣୁ ପଲିଟିଛି ଦୁଇ ବିଭାଗ

କୃଷି ଆମର ଅର୍ଥନୀତିର ମୂଖ୍ୟ ଆଧାର । ଆମ ରାଜ୍ୟ ଏକ କୃଷି ଭିତିକ ରାଜ୍ୟ ହୋଇଥିବା ବେଳେ ବହୁଲୋକ କୃଷି ଉପରେ ନିର୍ଭରଶୀଳ । ରାଜ୍ୟର ବିକାଶ କ୍ଷେତ୍ରରେ କୃଷିର ଅଭିବୃଦ୍ଧି ମୂଖ୍ୟ କ୍ଷେତ୍ର ଭାବେ ଚିହ୍ନଟ କରାଯାଇଛି ।…

ସଂଜୀବନୀ ବିଦ୍ୟା ମନ୍ଦିରରେ ବନ ମହୋତ୍ସବ

କେନ୍ଦ୍ରାପଡା ୧୨/୭- କେନ୍ଦ୍ରାପଡା ସହର ଉପଖଣ୍ଡ ଗୁଲନଗରସ୍ଥିତ ସଂଜୀବନୀ ବିଦ୍ୟାମନ୍ଦିର ପରିସରରେ ବନ ମହୋତ୍ସବ ପାଳନ ଅବସରରେ ବିଦ୍ୟାଳୟର ପ୍ରତିଷ୍ଠାତା ଅଧ୍ୟକ୍ଷ ଚିତ୍ତରଞ୍ଜନ ଆଚାର୍ଯ୍ୟଙ୍କ ନେତୃତ୍ୱରେ ବିଦ୍ୟାଳୟ ପରିସରରେ ଆଜି ଚାରାରୋପଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଉପସଭାପତି କୂଳମଣି…

ଡେଙ୍ଗୁ ଓ ମାଲେରିଆ ରୋଗମୁକ୍ତ କେନ୍ଦ୍ରାପଡ଼ା ଆମର ଲକ୍ଷ୍ୟ: ସିଡିଏମ୍‌ଓ

କେନ୍ଦ୍ରାପଡ଼ା,୧୨୭ -ମୌସୁମୀ ବର୍ଷା କେବଳ ଚାଷ ପାଇଁ ଅନୁକୂଳ ସୁଯୋଗ ସୃଷ୍ଟି କରିନଥାଏ ବରଂ ମଶାର ବଂଶ ବୃଦ୍ଧି ପାଇଁ ସହାୟକ ହୋଇଥାଏ । ତେଣୁ ମଶାର ବଂଶ ବୃଦ୍ଧିକୁ ରୋକି କେନ୍ଦ୍ରାପଡ଼ାକୁ ସମ୍ପୂର୍ଣ୍ଣ ଡେଙ୍ଗୁ ଓ ମାଲେରିଆ ରୋଗରୁ ମୁକ୍ତ…

ଦୁଇଟି ସନ୍ତାନ ଆଇନ ଲାଗୁ କରିବା ପାଇଁ ଜିଲ୍ଲାପାଳଙ୍କୁ ଦାବିପତ୍ର

କେନ୍ଦ୍ରାପଡା ୧୨/୭(ପିଏନଏସ)- ଜନସଂଖ୍ୟା ସମାଧାନ ଫାଉଣ୍ଡେସନ ଓଡିଶା କେନ୍ଦ୍ରାପଡା ଜିଲ୍ଲା ଶାଖା ତରଫରୁ ଫାଉଣ୍ଡେସନର ଜିଲ୍ଲା ସଭାପତି ପବିତ୍ର ପରିଡା, ଜିଲ୍ଲା କାର୍ଯ୍ୟକାରିଣୀ ସଭ୍ୟ ମନିନ୍ଦ୍ର ରାଉତ, ମହିଳା ସଭାନେତ୍ରୀ ରୋଜାଲିନ ମହାନ୍ତି, ଉପସଭାପତି ସୁଧୀର ପରିଡା ପ୍ରମୁଖ ଆଜି ଜିଲ୍ଲାପାଳଙ୍କ…

ଜିଲ୍ଲାର ୬୬୨ ବର୍ଗ ଅଧ୍ୟାପକ ଓ କର୍ମଚାରୀ ସଂଘର ଜିଲ୍ଲାପାଳଙ୍କୁ ଦାବିପତ୍ର

କେନ୍ଦ୍ରାପଡା ଜିଲ୍ଲା ୬୬୨ ବର୍ଗ (ଯୁକ୍ତଦୁଇ ଓ ଯୁକ୍ତତିନି) ମହାବିଦ୍ୟାଳୟ ସଂଘ ତରଫରୁ ଅଧ୍ୟାପକମାନେ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଧାରଣା ଦେବା ସହିତ ସେମାନଙ୍କ ପ୍ରତି ହୋଇଥିବା ପାତରଅନ୍ତର ନୀତି ବିରୋଧରେ ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଏକ ଦାବିପତ୍ର ପ୍ରଦାନ…

କେନ୍ଦ୍ରାପଡା ଜିଲ୍ଲାକୁ ସହରାଞ୍ଚଳ ପରିବହନ ମାନ୍ୟତା ଦାବି

କେନ୍ଦ୍ରାପଡା ଜିଲ୍ଲାକୁ ସହରାଞ୍ଚଳ ପରିବହନ(ଅର୍ବାନ ଟ୍ରାନ୍ସପୋର୍ଟ) ମାନ୍ୟତା ଦିଆଯିବାକୁ ପରିବହନ ମନ୍ତ୍ରୀଙ୍କ ନିକଟରେ ଦାବି କରାଯାଇଛି । ଏହା ଦ୍ୱାରା କେନ୍ଦ୍ରାପଡା ଜିଲ୍ଲା ମୋବସ୍‌ର ସୁବିଧା ସୁଯୋଗ ପାଇପାରିବ । କେନ୍ଦ୍ରାପଡା ରାଜ୍ୟ ସଦର ମହକୁମା ଭୂବନେଶ୍ୱର ମଧ୍ୟରେ ୭୦କିଲୋମିଟର ଦୂରରେ…