କେନ୍ଦ୍ରାପଡା କଲେଜ ବାଣିଜ୍ୟ ବିଭାଗ ଆଲୁମିନି ମିଟ ପାଇଁ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା,୫ା୧: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ବାଣିଜ୍ୟ ବିଭାଗର ଆଲୁମିନି ମିଟ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଟିତ ହୋଇଯାଇଛି । ଏହି ଉପଲକ୍ଷେ ବିଭାଗୀୟ ମୁଖ୍ୟ ୱାଇ. ପଦ୍ମାବତୀଙ୍କ ପୈାରହିତ୍ୟରେ ଏକ ପ୍ରସ୍ତୁତି ବୈଠକ ବାଣିଜ୍ୟ ବିଭାଗରେ ଅନୁଷ୍ଠିତ ହୋଇଥିଲା…

 ରାଜନୈତିକ ଦଳର ପ୍ରତିନିଧିଙ୍କ ଉପସ୍ଥିତିରେ ଜିଲ୍ଲାର ଫାଇନାଲ ଭୋଟର ତାଲିକା ପ୍ରକାଶନ

କେନ୍ଦ୍ରାପଡ଼ା,୫ା୧: ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧିମାନଙ୍କ ଉପସ୍ଥିତିରେ ଆଜି କେନ୍ଦ୍ରାପଡା ଜିଲ୍ଲାର ୫ଟି ବିଧାନସଭା ନିର୍ବାଚନ ମଣ୍ଡଳୀର ଫାଇନାଲ ଭୋଟର ତାଲିକାକୁ ପ୍ରକାଶନ କରାଯାଇଛି । ଏହି ଅବସରରେ ଭୋଟର ପଞ୍ଜିକରଣ ଅଧିକାରୀ ତଥା ଉପଜିଲ୍ଲାପାଳ ରବୀନ୍ଦ୍ର କୁମାର ପ୍ରଧାନ ସୂଚନା…

ପାଣି ପଞ୍ଚାୟତ ପକ୍ଷ ପାଳନ ନିମନ୍ତେ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା, ୫ା୧: ଓଡିଶା ସରକାରଙ୍କ ଜଳ ସମ୍ପଦ ବିଭାଗ ନିର୍ଦ୍ଦେଶକ୍ରମେ ଜିଲ୍ଲା ଜଳସମ୍ପଦ ବିଭାଗ ଆନୁକୂଲ୍ୟରେ କେନ୍ଦ୍ରାପଡା ପ୍ରଦକ୍ଷଣ ଭବନଠାରେ ଆଜି ପାଣି ପଞ୍ଚାୟତ ପକ୍ଷ ପାଳନ -୨୦୨୪ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ପୀତାମ୍ବର ସାମଲଙ୍କ ଅଧ୍ୟକ୍ଷତାରେ…

ବିଏସ୍‌କେୱାଇ ନବୀନ କାର୍ଡ ସଚେତନତା ରଥର ଶୁଭାରମ୍ଭ

କେନ୍ଦ୍ରାପଡ଼ା, ୫ା୧: ପ୍ରତିଟି ଜୀବନ ମୂଲ୍ୟବାନ- ରାଜ୍ୟ ସରକାରଙ୍କର ଏହି ଆଭିମୁଖ୍ୟକୁ ସଫଳ କରିବାକୁ ଆଜି ଆରମ୍ଭ ହୋଇଛି ବିଏସ୍‌କେୱାଇ ନବୀନ କାର୍ଡ ସଚେତନତା ରଥର ଶୁଭାରମ୍ଭ । ଯେଉଁ ଗ୍ରାମୀଣ ପରିବାର ବିଏସ୍‌କେୱାଇ ଅନ୍ତର୍ଭୁକ୍ତ ହୋଇନଥିବେ ସେମାନେ ବିଏସ୍‌କେୱାଇ ନବୀନ…

ଜମଧର ନିୟନ୍ତ୍ରିତ ବଜାର କମିଟି ପରିସରରେ ଜିଲ୍ଲା ସ୍ତରୀୟ ଧାନ ମଣ୍ଡି ଉଦଘାଟିତ

କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଜମଧର ଗ୍ରାମପଞ୍ଚାୟତର ନିୟନ୍ତ୍ରିତ ବଜାର କମିଟି ପରିସରରେ ଆଜି ଚଳିତ ଖରିଫ ବର୍ଷ ପାଇଁ ଜିଲ୍ଲା ସ୍ତରୀୟ ଧାନକ୍ରୟ ମଣ୍ଡି ଉଦଘାଟିତ ହୋଇଛି । ଉପଜିଲ୍ଲାପାଳ ତଥା ନିୟନ୍ତ୍ରିତ ବଜାର କମିଟିର ସଭାପତି ରବୀନ୍ଦ୍ର କୁମାର ପ୍ରଧାନଙ୍କ…

ଅବସରପ୍ରାପ୍ତ ଶିକ୍ଷା ପରିଦର୍ଶକ ସଂଗଠନ ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡା ଜିଲ୍ଲା ଅବସରପ୍ରାପ୍ତ ଶିକ୍ଷା ପରିଦର୍ଶକ ସଂଗଠନର ଅଷ୍ଟାଦଶ ବାର୍ଷିକ ବନ୍ଧୁମିଳନ ସମାରୋହ ନିମନ୍ତେ ଶେଷ ପ୍ରସ୍ତୁତି ବୈଠକ ଗୁଣୀ ଉପଦେଷ୍ଟା ମନ୍ମଥ କୁମାର ରାୟଙ୍କ ବାସଭବନରେ ସଂଗଠନର ସଭାପତି ପୂର୍ତ୍ତି ଚନ୍ଦ୍ର ବିଶ୍ୱାଳଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ…

ଆଇନ ସମ୍ମତ ପୋଷ୍ୟ ସନ୍ତାନ ଗ୍ରହଣ ନିମନ୍ତେ କର୍ମଶାଳା

କେନ୍ଦ୍ରାପଡ଼ା,୪ା୧: ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମ୍ମିଳନୀ କକ୍ଷରେ ଆଇନ ସମ୍ମତ ପୋଷ୍ୟ ସନ୍ତାନ ଗ୍ରହଣ ନିମନ୍ତେ ଏକ ଦିନିକିଆ ସଚେତନତା କର୍ମଶାଳା ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ଅନୀତା ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ…

ବିଶ୍ୱ ବ୍ରେଲି ଦିବସ ପାଳନ

କେନ୍ଦ୍ରାପଡ଼ା,୪ା୧: କେନ୍ଦ୍ରାପଡ଼ା ପୌରସଂସ୍ଥା ଦୃଷ୍ଟିହୀନ ବିଦ୍ୟାଳୟ ଆନୁକୁଲ୍ୟରେ ବିଶ୍ୱ ବ୍ରେଲି ଦିବସ ଓ ମହାତ୍ମା ଲୁଇସ ବ୍ରେଲଙ୍କର ୨୧୫ ତମ ଜୟନ୍ତି ଉତ୍ସବ ପାଳନ ହୋଇଯାଇଛି । ପ୍ରଧାନଶିକ୍ଷକ ସ୍ୱପ୍ନା୍‌ଶୁ ଦାସଙ୍କ ପୈାରହିତ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ…

କଥାକାର ଚିତ୍ତରଞ୍ଜନ ଚିରଞ୍ଜିତଙ୍କୁ ‘କେମ ଯୁବ ସାହିତ୍ୟ’ ପୁରସ୍କାର ପ୍ରଦାନ କରାଯିବ

    ଏକବିଂଶତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡା ପୁସ୍ତକମେଳାର ଶେଷ ପ୍ରସ୍ତୁତି ବୈଠକ   ଜାନୁଆରୀ ୬ତାରିଖରୁ ଆରମ୍ଭ ହୋଇ ୧୩ତାରିଖ ପର୍ଯ୍ୟନ୍ତ ହେବାକୁଥିବା ଏକବିଂଶତମ ରାଜ୍ୟସ୍ତରୀୟ ପୁସ୍ତକମେଳାର ଶେଷ ପ୍ରସ୍ତୁତି ବୈଠକ ମାଧପୁର ସ୍ଥିତ ଉପଦେଷ୍ଟା ଡଃ ବିରଜା ରାଉତରାୟଙ୍କ ବାସଭବନରେ…