ପ୍ରାକ୍ତନ ଚିକିତ୍ସକ ଶତ୍ରୁଘ୍ନ ନାଥଶର୍ମାଙ୍କ ପରଲୋକ

ପଟ୍ଟାମୁଣ୍ଡାଇ ଧୋୟା ଅଂଚଳର ବିଶିଷ୍ଟ ସମାଜସେବୀ ପ୍ରାକ୍ତନ ଚିକିତ୍ସକ ତରଡ଼ିପାଳ ଗ୍ରାମର ଶତ୍ରୁଘ୍ନ ନାଥଶର୍ମାଙ୍କ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୮ବର୍ଷ ବୟସ ହୋଇଥିଲା । ତାଙ୍କ ପତ୍ନୀ ସୁଶୀଳା ନାଥଶର୍ମା ତରଡ଼ିପାଳ ପଂଚାୟତ ସରପଞ୍ଚ ଭାବେ ପଂଚାୟତର…

ପଟ୍ଟାମୁଣ୍ଡାଇ କଲେଜ ପକ୍ଷରୁ ସହାୟତା

ପଟ୍ଟାମୁଣ୍ଡାଇ କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ନିର୍ଦେଶକ୍ରମେ କଲେଜ ରେଡକ୍ରସ ଓ ଏନ ଏସ ଏସ ପକ୍ଷରୁ ସହାୟତା ପ୍ରଦାନ କରାଯାଇଛି । କଲେଜ ରେଡକ୍ରସ ଅଧିକାରୀ ଅଧ୍ୟାପକ ସରୋଜକାନ୍ତ ନାୟକ ଓ ଜାତୀୟ ସେବା ସଂସ୍ଥା ଅଧିକାରୀ ଅଧ୍ୟାପକ…

ମାଟିଆପଡା ହାଇସ୍କୁଲରେ ରେଡକ୍ରସ ଅଭିମୁଖୀକରଣ କାର୍ଯ୍ୟକ୍ରମ

ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ମାଟିଆପଡା ହାଇସ୍କୁଲରେ ପଟ୍ଟାମୁଣ୍ଡାଇ ଓ ରାଜନଗର ବ୍ଲକ ଜୁନିଅର ରେଡକ୍ରସ ପକ୍ଷରୁ ମିଳିତ ଭାବେ ଅଭିମୁଖୀକରଣ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ପ୍ରଧାନଶିକ୍ଷକ ମନୋଜ କୁମାର ଶତପଥୀଙ୍କ ପୌରହିତ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ରାଜନଗର ବ୍ଲକ ଶିକ୍ଷାଧିକାରୀ ମନୋରଞ୍ଜନ…

ପୁସ୍ତକ ମେଳାର ଦ୍ୱିତୀୟ ସନ୍ଧ୍ୟା : ପାଠକୀୟ ଚାହିଦାରେ ‘କେନ୍ଦ୍ରାପଡା ପରିକ୍ରମା’ର ଭିତରକନିକା ବିଶେଷଜ୍ଞ

କେନ୍ଦ୍ରାପଡ଼ା ୭/୧: ଏକଦଶତମ ରାଜ୍ୟସ୍ତରୀୟ ପୁସ୍ତକମେଳା ଉଦ୍‌ଘାଟନ ଦିବସରେ ଲୋକାର୍ପିତ ହୋଇଥିବା ଚଳିତବର୍ଷ ‘କେନ୍ଦ୍ରାପଡା ପରିକ୍ରମା’ର ଭିତରକନିକା ବିଶେଷଜ୍ଞ ବିପୁଳ ପାଠକୀୟ ଆଦୃତି ପାଉଥିବାର ଲକ୍ଷ୍ୟ କରାଯାଇଛି । ଏହି ଆକର୍ଷଣୀୟ ପରିପାଟିରେ ପ୍ରକାଶିତ ଏହି ସଂଗ୍ରହ୍ୟ ବିଶେଷାଙ୍କରେ ଭିତରକନିକାର ଜୈବ…

ଜୟରାଷ୍ଟ୍ର ପକ୍ଷରୁ ପରିକ୍ରମା କରିବ ରାମରଥ : ଅଯୋଧ୍ୟାରେ ରାମ ମନ୍ଦିର ପ୍ରତିଷ୍ଠା ଉତ୍ସବର ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା,୭ା୧: ଅଯୋଧ୍ୟାରେ ହେବାକୁ ଥିବା ଶ୍ରୀରାମ ଲାଲାଙ୍କ ଭବ୍ୟ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅବସରରେ ସାମାଜିକ ସଂଗଠନ ଜୟରାଷ୍ଟ୍ର ପକ୍ଷରୁ ଏକ ଭବ୍ୟ ‘ରାମ ରଥ‘ ବିଭିନ୍ନ ଅଞ୍ଚଳ ପରିକ୍ରମା କରିବ । “ରାମ ରଥ” ପାଳକଣା ନିମ୍ବଦାରୁ ରାମ ମନ୍ଦିରରୁ…

 ସଡକ ସୁରକ୍ଷା ସପ୍ତାହ ୨୦୨୪ ଉଦଯାପିତ

କେନ୍ଦ୍ରାପଡ଼ା ଜିଲ୍ଲା ସଡ଼କ ସୁରକ୍ଷା ସମିତି ଆନୁକୂଲ୍ୟରେ ଆୟୋଜିତ ସଡ଼କ ସୁରକ୍ଷା ସପ୍ତାହ (୧ରୁ ୭ ଜାନୁଆରୀ)-୨୦୨୪ ପାଳନ ଉଦ୍‌ଯାପିତ ହୋଇଯାଇଛି । କେନ୍ଦ୍ରାପଡ଼ା ପୌରପରିଷଦ ଟାଉନ୍ ହଲ୍‌ଠାରେ ଜିଲ୍ଲା ପରିବହନ ଅଧିକାରୀ ଧୀରେନ୍ଦ୍ର କୁମାର ନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ପାପନୀ…

ଉଲ୍ଲାସ ନାଟ୍ୟ ଉତ୍ସବ ଦ୍ୱିତୀୟ ସନ୍ଧ୍ୟା ସପନ ଆଣିବ ନୂଆ ସକାଳ ମଞ୍ଚସ୍ଥ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳର ଅଗ୍ରଣୀ ସାଂସ୍କୃତିକ ଓ ସମାଜକଲ୍ୟାଣ ପରିଷଦ ଉଲ୍ଲାସ ନାଟ୍ୟ ଉତ୍ସବର ଦ୍ୱିତୀୟ ସନ୍ଧ୍ୟାରେ ମନୋରମ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଛି ।ଏହି ଉପଲକ୍ଷେ ଉଲ୍ଲାସ ଉପସଭାପତି କ୍ୟାପଟେନ ମନୋଜ ପରିଡାଙ୍କ ପୌରହିତ୍ୟରେ ଆୟୋଜିତ ବର୍ଣ୍ଣାଢ୍ୟ ଉତ୍ସବରେ…

ଉଲ୍ଲାସ ନାଟ୍ୟ ଉତ୍ସବ ଉଦଘାଟିତ, ଗୌରବମୟ କଳା ସଂସ୍କୃତି ପଟ୍ଟାମୁଣ୍ଡାଇର ପରିଚୟ ପାଲଟିଛି

କଳା ତୀର୍ଥ ପଟ୍ଟାମୁଣ୍ଡାଇର କଳା ସଂସ୍କୃତି ବିଶ୍ୱ ଦରବାରରେ ପ୍ରତିଷ୍ଠା ଲାଭ କରିଛି । ଗୌରବମୟ କଳା ସଂସ୍କୃତି ପଟ୍ଟାମୁଣ୍ଡାଇ ମାଟିର ପରିଚୟ ପାଲଟିଛି ବୋଲି ଅଗ୍ରଣୀ ସାଂସ୍କୃତିକ ଓ ସମାଜକଲ୍ୟାଣ ପରିଷଦ ଉଲ୍ଲାସ ର ନାଟ୍ୟ ଉତ୍ସବକୁ ମୁଖ୍ୟଅତିଥି ଭାବେ…

ସମାଜସେବୀ ଜନାର୍ଦ୍ଦନ ତ୍ରିପାଠୀଙ୍କ ଶ୍ରାଦ୍ଧବାର୍ଷିକୀ

ପଟ୍ଟାମୁଣ୍ଡାଇ ଅଂଚଳର ବିଶିଷ୍ଟ ସମାଜସେବୀ ବେଲତଳ ଗ୍ରାମର ଜନାର୍ଦ୍ଦନ ତ୍ରିପାଠୀଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ସ୍ମୃତି ଶ୍ରଦ୍ଧାଞ୍ଜଳି ଗ୍ୟାମ୍ପନ କରାଯାଇଛି।ରାଜନଗର ବିଧାୟକ ଧ୍ରୁବ ସାହୁ,ପଟ୍ଟାମୁଣ୍ଡାଇ ପୌର ପରିଷଦ ଅଧ୍ୟକ୍ଷ ହେମନ୍ତ ସାହୁ, ରାଧାରମଣ ମଠ ମହନ୍ତ ସ୍ୱାମୀ ଅସୀମାନନ୍ଦ ଦାସ…

ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ମେଧାବୃତ୍ତି ପ୍ରଦାନ

କେନ୍ଦ୍ରାପଡ଼ା,୬ା୧: ରାଜ୍ୟର ଅଗ୍ରଣୀ ସ୍ୱେଛାସେବୀ ସଂଗଠନ ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଆଜି କେନ୍ଦ୍ରାପଡା ସହରର ବଳଦେବ ହାଇସ୍କୁଲ ଓ କେନ୍ଦ୍ରାପଡା ସରକାରୀ ଉଚ୍ଚ ବିଦ୍ୟାଳୟର ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ମେଧାବୃତ୍ତି ପ୍ରଦାନ କରାଯାଇଛି । ଟ୍ରଷ୍ଟର…

ଫକିରାବାଦ ଉର୍ଦ୍ଦୁ ଉ.ପ୍ରା ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ଉଦ୍‌ଯାପିତ

କେନ୍ଦ୍ରାପଡ଼ା ୬/୧: କେନ୍ଦ୍ରାପଡା ପୌରାଞ୍ଚଳ ଅନ୍ତର୍ଗତ ଫକିରାବାଦ ଉର୍ଦ୍ଦୁ ଉ.ପ୍ରା ବିଦ୍ୟାଳୟର ୩୪ତମ କ୍ରୀଡା ଉତ୍ସବ ପ୍ରଧାନ ଶିକ୍ଷକ ସେକ୍ ମନସୁର୍ ଅଲ୍ଲୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଭ୍ରମର ରାଉତ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିବାବେଳେ ଇଚ୍ଛାପୁର କ୍ଲଷ୍ଟର…

ସ୍ୱାମୀ ଓ ସ୍ତ୍ରୀଙ୍କ ମନୋମାଳିନ୍ୟ ବିଛେଦ , ପୁନଃ ସଂସାର ଗଢିବାକୁ ନିଷ୍ପତ୍ତି

କେନ୍ଦ୍ରାପଡା ପରିବାର ଅଦାଲତରେ ଏକ ପରିବାର ବିଛେଦ ମାମଲାର ବିଚାର ସମୟରେ ବିଚାରପତିଙ୍କ ମାନବିକତା ନିକଟରେ ଉଭୟ ପତିପତ୍ନୀଙ୍କ ବିଛେଦ ହାର ମାନିଥିବା ବେଳେ ପୁଣି ଉଭୟ ସଂସାର ଗଢିବାକୁ ନିଷ୍ପତ୍ତି ନେଇଥିବା ଦେଖାଯାଇଛି । ଘଟଣା ଅନୁଯାୟୀ କେନ୍ଦ୍ରାପଡା ସଦର…

ମହିପାଳ ପୌରସଂସ୍ଥା ଉଚ୍ଚ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ଉଦ୍‌ଯାପିତ

କେନ୍ଦ୍ରାପଡ଼ା ୬/୧: କେନ୍ଦ୍ରାପଡା ସହରସ୍ଥ ପୌର ସରକାରୀ ଉଚ୍ଚ ବିଦ୍ୟାଳୟ ମହିପାଳର ଶିକ୍ଷା ବର୍ଷ- ୨୦୨୩-୨୪ ବାର୍ଷିକ କ୍ରୀଡା ଉତ୍ସବ ତିନିଦିନ ଧରି ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଆଜି ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ପୁରସ୍କାର ବିତରଣୀ ଉତ୍ସବରେ ମୁଖ୍ୟ…

ରାଜ୍ୟପାଳ ରଘୁବର ଦାସଙ୍କ ଦିନିକିଆ କେନ୍ଦ୍ରାପଡା ଗସ୍ତ

କେନ୍ଦ୍ରାପଡ଼ା, ୬ା୧: ଓଡିଶାର ରାଜ୍ୟପାଳ ରଘୁବର ଦାସ କେନ୍ଦ୍ରାପଡା ସହରର ଇଚ୍ଛାପୁର ରଥଦାଣ୍ଡରେ ପୂର୍ବାହ୍ନ ୧୦.୩୦ ମିନିଟ୍‌ରେ ପହଞ୍ôଚବା ପରେ କେନ୍ଦ୍ରାପଡାର ଆରାଧ୍ୟ ପ୍ରଭୁ ଶ୍ରୀ ବଳଦେବଜୀଉଙ୍କ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିବା ସହିତ ରାଜ୍ୟର ସମୃଦ୍ଧି ପାଇଁ ପ୍ରାର୍ଥନା…