କେନ୍ଦ୍ରାପଡ଼ା, ୮ା୧: “ନୂଆ ଓ’ ଯୁବ ଓଡ଼ିଶା ନବୀନ ଓଡ଼ିଶା”ର ଜିଲ୍ଲାସ୍ତରୀୟ କ୍ରୀଡ଼ା ଉତ୍ସବ ଆଜିଠାରୁ କେନ୍ଦ୍ରାପଡ଼ା ହାଇସ୍କୁଲ ପଡ଼ିଆ (ମିନି ଷ୍ଟାଡିୟମ୍)ରେ ଆୟୋଜିତ ହୋଇଯାଇଛି । ଉଦ୍ଘାଟନୀ ଉତ୍ସବରେ ମୁଖ୍ୟ ଅତିଥିଭାବେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ନିଲୁ ମହାପାତ୍ର ଯୋଗଦେଇ…
Day: 8 January 2024
କେନ୍ଦ୍ରାପଡ଼ା ରାଜସ୍ୱ ଅମଲା ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା
ରାଜ୍ୟ ସରକାରଙ୍କୁ କୃତଜ୍ଞତା ଜଣାଇଲେ କେନ୍ଦ୍ରପଡ଼ା ଜିଲ୍ଲା ଅମଲା ସଂଘ । ଓଡ଼ିଶା ରାଜସ୍ୱ ଅମଲା ସଂଘର ୨୦୧୭ ମସିହା ଠାରୁ ବହୁ ପ୍ରତୀକ୍ଷିତ ପୃଥକ ପାହ୍ୟା (Separate Cadre)ଦାବି ରାଜ୍ୟ ସରକାର ପୂରଣ କରିଛନ୍ତି । ଏନେଇ ସାଧାରଣ ପ୍ରଶାସନ…
ପୂର୍ବତନ ବିଧାୟିକା ସରସ୍ୱତୀ ଦେବୀଙ୍କ ୧୦୪ତମ ଜୟନ୍ତୀ ପାଳିତ
କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗରର ପୂର୍ବତନ ମହିଳା ବିଧାୟିକା ସରସ୍ୱତୀ ଦେବୀଙ୍କର ୧୦୪ତମ ଜୟନ୍ତୀ କେନ୍ଦ୍ରାପଡା ଜିଲ୍ଲା ସରକାରୀ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ତରଫରୁ ପାଳିତ ହୋଇଯାଇଛି । ସଂଘର ଉପଦେଷ୍ଟା ଅଧ୍ୟାପକ ଅଜୟ ସାମଲ, ଡ. ଉପେନ୍ଦ୍ର ନାଥ ପ୍ରଧାନ,…
ଶପଥ ନେଲେ କେନ୍ଦ୍ରାପଡା ଜିଲ୍ଲା ସାହିତ୍ୟ ସଂସଦର ନୂତନ କର୍ମକର୍ତ୍ତା
କେନ୍ଦ୍ରାପଡା ଜିଲ୍ଲା ନବନିର୍ବାଚିତ ସାହିତ୍ୟ ସଂସଦର ନୂତନ କର୍ମକର୍ତ୍ତା କେନ୍ଦ୍ରାପଡା ପୌରସଂସ୍ଥା ଅନ୍ତର୍ଗତ ସ୍ଥାନୀୟ ପବ୍ଲିକ୍ ରିଡିଂ ରୁମ୍ ପରିସରରେ କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ପ୍ରଫେସର ନନ୍ଦକିଶୋର ପରିଡା ସାହିତ୍ୟ ସଂସଦର ସମ୍ବିଧାନ, ନୀତି ଆଦର୍ଶ ଓ ମୂଲ୍ୟବୋଧକୁ…
ସମାଜଵାଦୀନେତା ବିଶ୍ବନାଥ ଧଳଙ୍କ ଶ୍ରଦ୍ଧାଞ୍ଜଳି ସଭା
ବିପ୍ଳବୀ ମରିଯାଏ କିନ୍ତୁ ବିପ୍ଳବ ମରେ ନାହିଁଁ । ସମୟର ସଵୁ ପ୍ରତିକୂଳ ପରିସ୍ଥିତିକୁ ଅତିକ୍ରମ କରି ଯିଏ ସଵୁ ମଣିଷର ହୃଦୟରେ ନିଜ ପାଇଁ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିପାରେ ସେ ହିଁ ପ୍ରକୃତ ବିପ୍ଳଵୀ ବୋଲି ଆଜି କେନ୍ଦ୍ରାପଡା…
ବିଦ୍ୟାଳୟ ଭିତ୍ତିକ ମାନନିର୍ଦ୍ଧାରଣ ତାଲିମ ଉଦଯାପିତ
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଧବଳେଶ୍ଵର ନୋଡାଲ ଉପ୍ରା ବିଦ୍ୟାଳୟରେ ତିନିଦିନ ଧରି ବିଦ୍ୟାଳୟ ଭିତ୍ତିକ ମାନନିର୍ଦ୍ଧାରଣ ତାଲିମ ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ ବ୍ଲକ ଶିକ୍ଷାଧିକାରୀ ହରିହର ଦଳାଇ, ପଟ୍ଟାମୁଣ୍ଡାଇ ବି. ଆର ସିସି ଚନ୍ଦ୍ରଶେଖର ତ୍ରିପାଠୀଙ୍କ ତତ୍ଵବଧାନରେ…
ପଟ୍ଟାମୁଣ୍ଡାଇ ବ୍ଳକରେ ମିଳିତ ଜନଶୁଣାଣୀ ଶିବିର,୮୨ ଅଭିଯୋଗ ଉପରେ କାର୍ଯାନୁଷ୍ଠାନ ନିର୍ଦେଶ
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଳକ ସମ୍ମିଳନୀ କକ୍ଷରେ ଜିଲ୍ଲାପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ କେନ୍ଦ୍ରାପଡ଼ା ଜିଲ୍ଲାପାଳ ଅମ୍ରିତ ଋତୁରାଜ, ଏସ ପି ସନ୍ଦୀପ ସମ୍ପଦ ମଦକର, ପଟ୍ଟାମୁଣ୍ଡାଇ ବ୍ଲକ ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ, ଉପାଧ୍ୟକ୍ଷା…
ବ୍ୟବସାୟଙ୍କ ବାଇକ ଲୁଟ୍ ମାମଲା, ଅଭିଯୁକ୍ତଙ୍କୁ ୨ ବର୍ଷ ଜେଲ୍ ଦଣ୍ଡ
ପଟ୍ଟାମୁଣ୍ଡାଇ ବଜାରରୁ ଜଣେ ବ୍ୟବସାୟଙ୍କ ବାଇକ ଲୁଟ୍ ମାମଲାରେ ପଟ୍ଟାମୁଣ୍ଡାଇ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ବିଚାରପତି ସମିକ୍ଷା ମହାନ୍ତି ଆସାମୀ ଦୀପକ ସେଠୀଙ୍କୁ ୨ ବର୍ଷ ଦଣ୍ଡାଦେଶ ପ୍ରକାଶ କରିଛନ୍ତି । ସୂଚନାଯୋଗ୍ୟ, କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ପୌରାଂଚଳ ଅନ୍ତର୍ଗତ…
ଉଲ୍ଲାସ ନାଟ୍ୟ ଉତ୍ସବ ଉଦଯାପିତ ସାମାଜିକ ପରିବର୍ତନ କ୍ଷେତ୍ରରେ ନାଟକର ଭୂମିକା ଗୁରୁତ୍ୱପୂର୍ଣ୍ଣ
ସାମାଜିକ ପରିବର୍ତନ କ୍ଷେତ୍ରରେ ମଞ୍ଚ ନାଟକର ଗୁରୁତ୍ୱପୂର୍ଣ୍ଣ ରହିଛି ବୋଲି ପଟ୍ଟାମୁଣ୍ଡାଇ ଅଂଚଳର ଅଗ୍ରଣୀ ସାଂସ୍କୃତିକ ଓ ସମାଜକଲ୍ୟାଣ ପରିଷଦ ଉଲ୍ଲାସ ପକ୍ଷରୁ ପଟ୍ଟାମୁଣ୍ଡାଇ ଯଜ୍ଞ ପଡିଆ ଠାରେ ତିନି ଦିନ ବ୍ୟାପି ଆୟୋଜିତ ନାଟ୍ୟ ଉତ୍ସବର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟଅତିଥି…
ପଟ୍ଟାମୁଣ୍ଡାଇ ପୌରାଂଚଳରେ ଅର୍ପଣ ରଥ ପରିକ୍ରମା ଶୁଭାରମ୍ଭ , ଜୟ ଜଗନ୍ନାଥ ଧ୍ୱନିରେ କମ୍ପିଲା ଅଂଚଳ
ଆସନ୍ତା ୧୭ ତାରିଖରେ ଶ୍ରୀକ୍ଷେତ୍ର ପୁରୀରେ ଜଗତର ନାଥ ଶ୍ରୀଜଗନ୍ନାଥଙ୍କ ଭବ୍ୟ ଓ ସଦୃଶ୍ୟ ପରିକ୍ରମା ପ୍ରକଳ୍ପ ଉଦଘାଟିତ ହେବାକୁ ଯାଉଛି । ଏହି ମହାର୍ଘ୍ୟ କାର୍ଯ୍ୟକ୍ରମରେ କୋଟି କୋଟି ଜଗନ୍ନାଥ ପ୍ରେମୀ ଓ ଭକ୍ତମାନେ ସାମିଲ ହେବା ସହିତ ନିଜ…










