ଏମ ଏନ ହାଇସ୍କୁଲ ଏନ ସି ସି ସ୍କାଉଟ ଗାଇଡ଼ ପକ୍ଷରୁ ସଡ଼କ ସୁରକ୍ଷା ଅଭିଯାନ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଏମ ଏନ ହାଇସ୍କୁଲ ଏନ ସି ସି ସ୍କାଉଟ ଗାଇଡ଼ ପକ୍ଷରୁ ସଡ଼କ ସୁରକ୍ଷା ସଚେତନତା ଅଭିଯାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମକୁ ଏମ ଏନ ହାଇସ୍କୁଲ ପ୍ରଧାନଶିକ୍ଷକ ଗଗନ ବିହାରୀ ସୂତାର ଉଦଘାଟନ କରିଥିଲେ ।…

ଜାତୀୟ ରିଅଲିଟି ସୋ ରେ ଫିଟ ଅଫ ଡ୍ୟାନ୍ସ ଏକାଡେମୀ ଛାତ୍ରଙ୍କ କମାଲ

ଷ୍ଟାର ପ୍ଲସ ଟି ଭି ଚ୍ୟାନେଲ ଓ ହଟ ଷ୍ଟାର ଟି ଭି ରେ ହେଉଥିବା ଜାତୀୟ ସ୍ତରରେ ଡ୍ୟାନ୍ସ ରିଅଲିଟି ସୋରେ ଭାଗ ନେଇ କମାଲ କରିଛନ୍ତି କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳର ସୁନାମଧନ୍ୟ ଅଗ୍ରଣୀ ଡ୍ୟାନ୍ସ ସ୍କୁଲ ଫିଟ…

ଜୟ ଜଗନ୍ନାଥ ଧ୍ୱନିରେ କମ୍ପିଲା ତୁଳସୀକ୍ଷେତ୍ର

କେନ୍ଦ୍ରାପଡ଼ା, ତା ୦୯/୦୧: ‘ଅର୍ପଣ ରଥ’କୁ ସ୍ୱାଗତ କରିବା ପାଇଁ କେନ୍ଦ୍ରାପଡ଼ାବାସୀଙ୍କ ମନରେ ନାହିଁ ନଥିବା ଉତ୍ସାହ ପରିଲକ୍ଷିତ ହୋଇଛି । ରଙ୍ଗବେରଙ୍ଗର ମୁରୁଜ ଓ ଝୋଟିଚିତା ପକାଇ ଗାଁ ଦାଣ୍ଡକୁ ସଜେଇ ରଖିଛନ୍ତି ଶ୍ରଦ୍ଧାଳୁ । ଗୋବରରେ ଲିପାପୋଛା କରି…

କେନ୍ଦ୍ରାପଡାରେ ଜିଲ୍ଲାସ୍ତରୀୟ ନିଯୁକ୍ତି ମେଳା

କେନ୍ଦ୍ରାପଡ଼ା, ୯ା୧: ଦକ୍ଷତା ବିକାଶ ଓ କେନ୍ଦ୍ରାପଡା ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ନିଯୁକ୍ତି ମେଳା ଆଜି କେନ୍ଦ୍ରାପଡା ସ୍ୱୟଂଶାସିତ ମହବିଦ୍ୟାଳୟ ଖେଳପଡିଆରେ ଅନୁଷ୍ଠିତ ହୋଇଯାଇଛି । ଏହି ନିଯୁକ୍ତି ମେଳାକୁ ଆନୁଷ୍ଠାନିକ ଭାବେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ…

ଅଖିଳ ବିଶ୍ଵ ଗାୟତ୍ରୀ ପରିବାର କେନ୍ଦ୍ରାପଡା ଜିଲ୍ଲା ସମନ୍ଵୟ ସମିତି ପୁନର୍ଗଠନ

ଅଖିଳ ବିଶ୍ଵ ଗାୟତ୍ରୀ ପରିବାର ଶାନ୍ତିକୁଞ୍ଜ ହରିଦ୍ଵାର ଆନୁକୂଲ୍ୟରେ ମଙ୍ଗଳବାର କେନ୍ଦ୍ରାପଡା ଜିଲ୍ଲା ସମନ୍ଵୟ ସମିତି ପୁନର୍ଗଠନ ହୋଇଯାଇଛି । ଜିଲ୍ଲାର ମଧ୍ୟସ୍ଥଳି ପଟ୍ଟାମୁଣ୍ଡାଇ ସନ୍ନିକଟ କଷଣଅଣ୍ଟା ସ୍ଥିତ ମା’ଗାୟତ୍ରୀଙ୍କ ଶକ୍ତିପୀଠ ଠାରେ ଜିଲ୍ଲା ସମନ୍ଵୟ ସମିତିର ମୁଖ୍ୟ ସଂଯୋଜକ ମହେଶ୍ଵର…

ସିକିମ ସତ୍ୱ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

କେନ୍ଦ୍ରାପଡ଼ା, ତା ୦୮/୦୧: ସିକିମ ସତ୍ୱ ଜମି ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ଐତିହାସିକ ନିଷ୍ପତି ପରେ କେନ୍ଦ୍ରାପଡ଼ା ଜିଲ୍ଲାପାଳ ଅମ୍ରିତ୍ ଋତୁରାଜ ଦୃଢ଼ ପଦକ୍ଷେପ ଗ୍ରହଣ କରିଛନ୍ତି । ରାଜସ୍ୱ ବିଭାଗ ନିର୍ଦ୍ଦେଶକ୍ରମେ ଜିଲ୍ଲାର ୧୦,୧୫୦ ସିକିମ…

ବିଶିଷ୍ଟ ସମାଜସେବୀ ବାନାମ୍ବର ସାହୁଙ୍କ ବିୟୋଗ

  କେନ୍ଦ୍ରାପଡ଼ା ୮ା୧: ଆଞ୍ଚଳିକ ଅବସରପ୍ରାପ୍ତ କର୍ମଚାରୀ ସଙ୍ଘ, ବାଲିଆର ସମ୍ପାଦକ, ପ୍ରାକ୍ତନ ଶିକ୍ଷକ ତଥା ବିଶିଷ୍ଟ ସମାଜସେବୀ ବାନାମ୍ବର ସାହୁଙ୍କ ରବିବାର ରାତିରେ ବିୟୋଗ ହୋଇଯାଇଛି । ଭୁବନେଶ୍ୱରରୁ ଆସି ତାଙ୍କ ମର ଶରୀର ଜନ୍ମମାଟି ଜମଧରରେ ଆଜି ସକାଳେ…