ଉଷା ଦେବୀ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ସଡ଼କ ସୁରକ୍ଷା



କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଣ୍ଢରା ଉଷା ଦେବୀ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ଯୁବରେଡକ୍ରସ ପକ୍ଷରୁ ସଡ଼କ ସୁରକ୍ଷା ସଚେତନତା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମକୁ ଅଧକ୍ଷା ସଲୀଳା ବାରିକ ଉଦଘାଟନ କରିଥିଲେ। ଯୁବରେଡକ୍ରସ କାଉନସେଲର ଅଧ୍ୟାପିକା ବିଜୟାଲଷ୍ମୀ ସ୍ୱାଇଁ, ଅଧ୍ୟାପିକା କବିତା ରାଉତ ଓ ମଞ୍ଜୁଶ୍ରୀ ଜେନାଙ୍କ ନେତୃତ୍ୱରେ କଲେଜ ଛାତ୍ରୀମାନେ ବିଭିନ୍ନ ପ୍ଲା କାର୍ଡ ଧରି ସଡ଼କ ସୁରକ୍ଷା ଜୀବନ ରକ୍ଷା ସ୍ଲୋଗାନ ଦେଇ ସ୍ଥାନୀୟ ଅଂଚଳ ପରିକ୍ରମା କରିବା ଯାନବାହନରେ ଯାତାୟାତ ବେଳେ ନିୟମିତ ହେଲମେଟ ପିନ୍ଧିବା ଓ ସିଟ ବ୍ଲେଟ ବାନ୍ଧିବା ଆଦି ସମ୍ପର୍କରେ ସଚେତନତା ସୃଷ୍ଟି କରିଥିଲେ ।


Discover more from

Subscribe now to keep reading and get access to the full archive.

Continue reading