ଗୋଟା ଅଣ୍ଡା ୯ କିନ୍ତୁ ତରକାରି ପାଇଁ ମିଳୁଛି ୬, ଡାଲି ଦର ବାଧୁଛି ବିଗତ କିଛି ଦିନ ହେବ ଅଣ୍ଡା ଦର ହୁ ହୁ ହୋଇ ବଢି ଚାଲିବା ଡାଲି ଓ ପରିବା ଦର କ୍ରମାଗତ ଭାବରେ ବଢ଼ିଥିବାରୁ ଏହାର ସିଧାସଳଖ ପ୍ରଭାବ ପଡିଛି ସରକାରଙ୍କ ପକ୍ଷରୁ ଗର୍ଭବତୀ ମହିଳା ଓ ଶିଶୁଙ୍କ ଲାଗି କାର୍ଯ୍ୟକାରୀ କରାଯାଉଥିବା ପୃଷ୍ଟିକର ଖାଦ୍ୟ ପ୍ରଦାନ ଯୋଜନା ପରିଚାଳିତ କରୁଥିବା ଅଙ୍ଗନୱାଡି କେନ୍ଦ୍ର […]
Day: 16 January 2024
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ କଲେଜ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ଭାବ ଓ ଭାଷାର ସମ୍ରାଟ ସୁରେନ୍ଦ୍ର ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଓଡ଼ିଆ ଭାଷା ସାହିତ୍ୟ ବିଭାଗ ମୁଖ୍ୟ ଡ଼ ପ୍ରେମଲତା ରାଉତଙ୍କ ପୌରହିତ୍ୟରେ ଆୟୋଜିତ ଆଲୋଚନାଚକ୍ରରେ ବିଷୟ ବିଶାରଦ ଭାବେ ପ୍ରାକ୍ତନ ପ୍ରାଧ୍ୟାପକ ଡ଼ ସର୍ବେଶ୍ୱର ସେଣ ଯୋଗ ଦେଇ ବିଷୟ ଭିତ୍ତିକ ଆଲୋଚନା କରିଥିଲେ । ଡ଼ ରାଉତ ସ୍ୱାଗତ ଭାଷଣ ଦେଇ […]
ଜାନୁଆରୀ ୧୭ ତାରିଖ ଓ ଜାନୁଆରୀ ୨୨ ତାରିଖରେ କେନ୍ଦ୍ରାପଡ଼ା ଜିଲ୍ଲାର ସମସ୍ତ ଠିପିଖୋଲା, ଠିପି ବନ୍ଦ, ତାଡି, ଦେଶୀ ମଦ ଦୋକାନ ବନ୍ଦ ରଖିବାକୁ ଜିଲ୍ଲାପାଳ ଅମ୍ରିତ ଋତୁରାଜ ନିର୍ଦ୍ଦେଶ ଦେଇଛନ୍ତି । କେନ୍ଦ୍ରାପଡ଼ା ଜିଲ୍ଲାର ସମସ୍ତ ଠିପିଖୋଲା, ଠିପି ବନ୍ଦ, ତାଡି ଓ ଦେଶୀ ମଦ ଦୋକାନଗୁଡିକୁ ଜାନୁଆରୀ ୧୭ ତାରିଖ ଓ ୨୨ ତାରିଖରେ ବନ୍ଦ ରଖିବାକୁ ଜିଲ୍ଲାପାଳ ଅମ୍ରିତ ଋତୁରାଜ ନିର୍ଦ୍ଦେଶ ଦେଇଛନ୍ତି […]
କେନ୍ଦ୍ରାପଡ଼ା ୧୬ା୧: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଲୟର ନୂଆ “ଓ” ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଆଜି ଉଦଯାପିତ ହୋଇଯାଇଛି । ଏହି ଉପଲକ୍ଷେ ମହାବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ଅଶୋକ କୁମାର ଦାସଙ୍କ ପୈାରହିତ୍ୟରେ ଅନୁଷ୍ଠିତ ଉତ୍ସବରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ଏବଂ ଉଚ୍ଚ ଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶରେ ସାରା […]
ଧ୍ରୁବ -ଅନ୍ନପୂର୍ଣ୍ଣା ସେବା ପରିଷଦ ପକ୍ଷରୁ ଦିବଂଗତ କୃଷକନେତା ଧ୍ରୁବ ଚରଣ ସ୍ୱାଇଁଙ୍କ ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଯୁବସ୍ବେଛାସେବୀ ନଳିନୀକାନ୍ତ ସ୍ୱାଇଁଙ୍କ ପୌରହିତ୍ୟରେ ପଟ୍ଟାମୁଣ୍ଡାଇ ବ୍ଲକ ଗରା ଠାରେ ଆୟୋଜିତ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭାରେ ପୂର୍ବତନ ବିଧାୟକ କିଶୋର ତରାଇ,ବ୍ଲକ ଉପାଧ୍ୟାକ୍ଷା ଜୟନ୍ତୀ ସ୍ୱାଇଁ, ଜିଲ୍ଲାପରିଷଦ ସଦସ୍ୟ ରଞ୍ଜନ ବିଶ୍ୱାଳ, ବିଜେପି ପ୍ରଭାରୀ ସୁନାକାର ପ୍ରଧାନ, ବିଜେପି ଯୁବନେତା ଅଜୟ ବେହେରା, ନଗର […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବିଲିକଣା ହାଇସ୍କୁଲ ପଡିଆରେ ରାଜ୍ୟସ୍ତରୀୟ ମହାବୀର କପ କ୍ରିକେଟ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଯାଇଛି । ଏଥିରେ ରାଜ୍ୟର ବଛା ବଛା ୮ଟି ଟିମ ଅଂଶଗ୍ରହଣ କରିଥିଲେ । ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ ଗରାର ସପନେଶ୍ୱର କ୍ରିକେଟ କ୍ଳବ ଓ ଭୁବନେଶ୍ୱର ଫୁଲନଖରାର ଇଲେଭେନ ଷ୍ଟାର କ୍ରିକେଟ କ୍ଲବ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ଏଥିରେ ଇଲେଭେନ ଷ୍ଟାର ଟିମ ସପନେଶ୍ୱର ଟିମକୁ ହରାଇ […]
କେନ୍ଦ୍ରାପଡା, ୧୬ା୧: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ବିଭିନ୍ନ ଦୁର୍ନୀତିକୁ ନେଇ ଛାତ୍ର କଂଗ୍ରେସ ପକ୍ଷରୁ ଜିଲ୍ଲାପାଳଙ୍କ ଜରିଆରେ ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି । ସେମାନଙ୍କ ଦାବି ହେଉଛି, ସରକାରୀ ଅର୍ଥ ଆତ୍ମସାତ୍ ଓ ଅନିୟମତାର ଅଭିଯୋଗ ନିୟମିତ ଭାବେ ସାମ୍ନାକୁ ଆସୁଥିବାରୁ ଏହାର ଉଚ୍ଚସ୍ତରୀୟ ପ୍ରଶାସନିକ ତଦନ୍ତ ବା ସ୍ୱତନ୍ତ୍ର ଏ.ଜି. ଅଡିଟ୍ କରିବା, କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ପ୍ରଦାନ, କଲେଜ କ୍ୟାମ୍ପସ୍ […]