ଜିଲ୍ଲାରେ ବ୍ୟାଟେରୀ ଚାଳିତ ତିନିଚକିଆ ସାଇକେଲ ବଣ୍ଟନ ମେଳା

କେନ୍ଦ୍ରାପଡ଼ା,୨୨ା୧: କେନ୍ଦ୍ରାପଡା ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ପ୍ରଥମ ବ୍ୟାଟେରୀ ଚାଳିତ ତିନିଚକିଆ ସାଇକେଲ ବଣ୍ଟନ କାର୍ଯ୍ୟକ୍ରମରେ ୭୬ଜଣ (୮୦ ପ୍ରତିଶତରୁ ଉର୍ଦ୍ଧ୍ୱ ) ଭିନ୍ନକ୍ଷମଙ୍କୁ ଭୁବନେଶ୍ୱରର ଆଲମିକୋ ସହାୟତାରେ ପ୍ରଦାନ କରାଯାଇଛି । ମୋଟ୍ ୩୨ଲକ୍ଷ ଟଙ୍କା ବ୍ୟୟରେ…

ଶ୍ରୀରାମ ମନ୍ଦିର ପ୍ରତିଷ୍ଠା ଉପଲକ୍ଷେ ଗୋବିନ୍ଦଜୀଉ ମନ୍ଦିରରେ ହନୁମାନ ଚାଳିସା ପାଠ ଓ ଦୀପାବଳୀ ଉତ୍ସବ

କେନ୍ଦ୍ରାପଡ଼ା,୨୨ା୧: ଅଯୋଧ୍ୟାରେ ଶ୍ରୀରାମଙ୍କ ମନ୍ଦିର ପ୍ରତିଷ୍ଠା ଉପଲକ୍ଷେ ଆଜି ସନ୍ଧ୍ୟାରେ ନୂଆ ବସଷ୍ଟାଣ୍ଡ ସନ୍ନିକଟ ଶ୍ରୀଗୋବିନ୍ଦଜୀଉଙ୍କ ମନ୍ଦିର ପରିସରରେ ପ୍ରଭୁ ଶ୍ରୀରାମ ଓ ଭକ୍ତ ହନୁମାନଜୀଉଙ୍କ ପୂଜାର୍ଚ୍ଚନା କରାଯିବା ସହ ହୋମଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ଏଥିସହିତ ବହୁ ଯୁବକ ଓ…

ଶ୍ରୀରାମଲାଲଙ୍କ ମନ୍ଦିର ପ୍ରତିଷ୍ଠା ଅବସରରେ କିନ୍ନରଙ୍କ ଶୋଭାଯାତ୍ରା

କେନ୍ଦ୍ରାପଡ଼ା,୨୨ା୧: ଅଯୋଧ୍ୟାରେ ରାମଲାଲଙ୍କ ମନ୍ଦିର ପ୍ରତିଷ୍ଠା ଅବସରରେ କିନ୍ନର ସମାଜ ପକ୍ଷରୁ ଏକ ଶ୍ରୀରାମ ରଥ ଶୋଭାଯାତ୍ରା କେନ୍ଦ୍ରାପଡା ସହରରେ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ କିନ୍ନର ସମାଜ ସଭାପତି ଦେବୀକା ବାରିକଙ୍କ ନେତୃତ୍ୱରେ ଶତାଧିକ କିନ୍ନର ସହରର କଜଳା…

ଶ୍ରୀରାମଲାଲଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ ପାଳିତ

କେନ୍ଦ୍ରାପଡ଼ା,୨୨ା୧: ଅଯୋଧ୍ୟାରେ ରାମଲାଲଙ୍କ ମନ୍ଦିର ପ୍ରତିଷ୍ଠା ଅବସରରେ ସାମାଜିକ ସଂଗଠନ ‘ଜୟରାଷ୍ଟ୍ର’ ପକ୍ଷରୁ ବିଭିନ୍ନ ଅଧ୍ୟାତ୍ମିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଭାତରେ ପାଣ୍ଡିରି ଲକ୍ଷ୍ମୀ ନାରାୟଣ ମନ୍ଦିର, କନ୍ତେଇ ଠାକୁରାଣୀ ଓ ବିରସ୍ୱତୀ ଗ୍ରାମରେ ନଗର ସଂକୀର୍ତ୍ତନ କରାଯାଇଥିଲା ।…

ଅଯୋଧ୍ୟା ନଗରୀ ରାମମୟ , ଆଜି ଭବ୍ୟ ମନ୍ଦିରରେ ବିରାଜିବେ ପ୍ରଭୁ ଶ୍ରୀରାମ

ଅଯୋଧ୍ୟା ୨୧ା୧ . ଶହଶହ ବର୍ଷ ଅପେକ୍ଷାର ଅନ୍ତ ଘଟିବାକୁ ଯାଉଛି, ବନବାସ ସାରି ଅଯୋଧ୍ୟା ଫେରୁଛନ୍ତି ପ୍ରଭୁ ଶ୍ରୀରାମ । ରାତି ପାହିଲେ ଭବ୍ୟ ମନ୍ଦିରରେ ବିରାଜିବେ ପ୍ରଭୁ । ଏଥିପାଇଁ ସମଗ୍ର ଅଯୋଧ୍ୟା ନଗରୀ ରାମମୟ ହୋଇଯାଇଛି ।…

ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତିଙ୍କ କୁଶପୁତଳିକା ଦାହ କାର୍ଯ୍ୟକ୍ରମକୁ ପଟ୍ଟାମୁଣ୍ଡାଇ ନଗର ଓ ବ୍ଲକ କଂଗ୍ରେସ କମିଟିର ନିନ୍ଦା

ସୋସିଆଲ ମେଡିଆରେ ମିଥ୍ୟା ଓ ଭିତିହୀନ ପ୍ରାୟୋଜିତ ଖବର ପ୍ରସାରଣ କରି ନଗର ବିଜେଡି ମହିଳା ସଭାପତିଙ୍କ ନେତୃତ୍ୱରେ  ବିଜେଡି ମହିଳା କର୍ମୀ ମାନେ ଆଜି ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତିଙ୍କ କୁଶପୁତଳିକା ଦାହ କାର୍ଯ୍ୟକ୍ରମକୁ ପଟ୍ଟାମୁଣ୍ଡାଇ ନଗର ଓ ବ୍ଲକ…