ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ବାଲିପଡ଼ା ନୋଡାଲ ଉପ୍ରା ବିଦ୍ୟାଳୟ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସ୍କୁଲ ପରିଚାଳନା କମିଟି ସଭାପତି ସଞ୍ଜୟ ତ୍ରିପାଠୀ (ବୁଲୁ )ଙ୍କ ପୌରହିତ୍ୟରେ ଆୟୋଜିତ ବର୍ଣ୍ଣାଢ୍ୟ ଉତ୍ସବରେ ରାଜନଗର ବିଧାୟକ ଧ୍ରୁବ ସାହୁ…
Day: 23 January 2024
ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଳିତ
କେନ୍ଦ୍ରାପଡ଼ା,୨୩ା୧: ସହରପୁର ସ୍ଥିତ ଶ୍ରୀ ଶ୍ରୀ ଅଭିରାମ ପରାମହଂସ ମଠ ପ୍ରାଙ୍ଗଣରେ ଗ୍ରାମବାସୀଙ୍କ ଦ୍ୱାରା ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ଧୂମଧାମ୍ରେ ପାଳିତ ହୋଇଯାଇଛି । ପ୍ରଥମେ ଶ୍ରୀରାମ ଜନ୍ମଭୂମି ଅଯୋଦ୍ଧାଠାରେ ଅନୁଷ୍ଠିତ ହେଉଥିବା ପ୍ରଭୁଙ୍କ ପ୍ରାଣ ପ୍ରତିଷ୍ଠା…
ଆଜାଦହିନ୍ଦ ଟ୍ରଷ୍ଟ ପକ୍ଷରୁ ନେତାଜୀ ଜୟନ୍ତୀ ପାଳିତ
କେନ୍ଦ୍ରାପଡ଼ା,୨୩ା୧ : ଆଜାଦ ହିନ୍ଦ ଟ୍ରଷ୍ଟ ଏବଂ କଳ୍ପନା କ୍ରିଏଟିଭ କମ୍ ପକ୍ଷରୁ ସ୍ୱାଧୀନତା ସଂଗ୍ରାମୀ ପରିବାର ଓ ଭୁଦାନ କର୍ମୀଙ୍କ ଦ୍ୱାରା ଗଠନ କରାଯାଇଥିବା କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ପଞ୍ଚାୟତର ସୁଜାନଗର ସ୍ଥିତ ନେତାଜୀ ମଡେଲ ଏମ.ଇ. ସ୍କୁଲ…
ଘରୋଇ ବିଦ୍ୟାଳୟ ସଂଗଠନ ପକ୍ଷରୁ ବିଶାଳ ତ୍ରିରଙ୍ଗା ଯାତ୍ରା
କେନ୍ଦ୍ରାପଡ଼ା,୨୩ା୧ : ଆଜି ଆମ ଜିଲ୍ଲା ପାଇଁ ଏକ ଐତିହାସିକ ଦିନ । ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ପରି ଦେଶ ପ୍ରେମୀମାନଙ୍କ ଜନ୍ମଦିନ । ପବିତ୍ର ତିଥିର ଶୁଭ ଅବସରରେ କେନ୍ଦ୍ରାପଡା ଜିଲ୍ଲା ଘରୋଇ…
କେନ୍ଦ୍ରାପଡା ଜିଲ୍ଲା ସ୍ତରୀୟ ଜୁନିଅର ରେଡକ୍ରସ ଶିବିର ଉଦଯାପିତ
କେନ୍ଦ୍ରାପଡ଼ା,୨୩ା୧: ଜିଲ୍କା ଶିକ୍ଷା ଅଧିକାରୀ ଶୁଭଲକ୍ଷ୍ମୀ ନାୟକ ଓ ସହ ଶିକ୍ଷା ଅଧିକାରୀ ସୁରମା ମହାପାତ୍ରଙ୍କ ତତ୍ତ୍ୱାବଧାନରେ ତ୍ରିଦିବସୀୟ ଜିଲ୍ଲାସ୍ତରୀୟ ଜୁନିୟର ରେଡକ୍ରସ ଶିକ୍ଷା ଓ ପ୍ରଶିକ୍ଷଣ ଶିବିର ବାଲୁଙ୍କେଶ୍ୱର ନୋଡାଲ ବିଦ୍ୟାପୀଠରେ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଅନୁଷ୍ଠିତ…
ମଙ୍ଗୁଭାଇଙ୍କ ରାଜନୈତିକ ଜୀବନ କେନ୍ଦ୍ରାପଡାର ଅର୍ଦ୍ଧଶତାବ୍ଦୀର ଇତିହାସ
କେନ୍ଦ୍ରାପଡ଼ା, ୨୩ା୧:କେନ୍ଦ୍ରାପଡା ପୌରସଂସ୍ଥା ଅନ୍ତର୍ଗତ ବଡହାଟରେ ଜନ୍ମ ଗ୍ରହଣ କରିଥିବା ସ୍ୱର୍ଗତ ଶୈଳେନ୍ଦ୍ର ନାରାୟଣ ଦାସ(ମଙ୍ଗୁଭାଇ)ଙ୍କ ଚଳିତ ମାସ ୧୨ ତାରିଖରେ ମହାପ୍ରୟାଣ ହୋଇଥିଲା । ଆଜି ତାଙ୍କର ଦ୍ୱାଦଶାହ ଅବସରରେ ଏକ ଶ୍ରଦ୍ଧାଞ୍ଜଳି ସଭା ସ୍ଥାନୀୟ ସ୍ୱୟଂସେଲିବ୍ରେସନ୍ ମଣ୍ଡପରେ କେନ୍ଦ୍ରାପଡା…
ସମୀର ଟିଭିଏସ ପକ୍ଷରୁ ସ୍ୱେଛାକୃତ ରକ୍ତଦାନ ଶିବିର
କେନ୍ଦ୍ରାପଡ଼ା,୨୩ା୧: ପବିତ୍ର ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଅବସରରେ କେଶପୁର ବଜାରସ୍ଥିତ ସମୀର ଟିଭିଏସ ସୋରୁମ ପରିସରରେ ଏକ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ କଟକରେ କର୍କଟପିଡିତ ଅସହାୟ ରୋଗୀମାନଙ୍କୁ ସହାୟତା ପ୍ରଦାନ କରୁଥିବା…
କେନ୍ଦ୍ରୀୟ ବିଦ୍ୟାଳୟରେ ପରୀକ୍ଷା ପେ ଚର୍ଚ୍ଚା ଓ ନେତାଜୀ ଜୟନ୍ତୀ ପାଳିତ
କେନ୍ଦ୍ରାପଡ଼ା, ୨୩ା୧: କେନ୍ଦ୍ରାପଡା ବାରିମୂଳସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ ପରିସରରେ ‘ପରୀକ୍ଷା ପେ ଚର୍ଚ୍ଚା – ୨୦୨୪’ ଓ ନେତାଜୀ ଜୟନ୍ତୀ ପାଳିତ ହୋଇଯାଇଛି । ପରୀକ୍ଷା ପେ ଚର୍ଚ୍ଚା ଉପରେ ଏକ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଭାରତର ବିକାଶ,…
ଶିକ୍ଷାବିତ ଅଭୟ ପ୍ରଧାନଙ୍କ ଶ୍ରଦ୍ଧାଞ୍ଜଳି ସଭା
ପଟ୍ଟାମୁଣ୍ଡାଇ ଧ୍ୟୋାଂଚଳର ବିଶିଷ୍ଟ ଶିକ୍ଷାବିତ ତଥା ଦାଣ୍ଡିସାହି ବ୍ରାହ୍ମଣୀ କଲେଜର ଡେମୋନଷ୍ଟ୍ରେଟର ଅଭୟ ପ୍ରଧାନଙ୍କ ଅକାଳ ବିୟୋଗରେ ଏକ ଶ୍ରଦ୍ଧାଞ୍ଜଳି ସଭା ଦାଣ୍ଡିସାହି ଠାରେ ଅନୁଷ୍ଠିତ ହୋଇଯାଇଛି । ବନ୍ୟାଂଚଳ ଅବସର କର୍ମଚାରୀ ପରିଷଦ ସମ୍ପାଦକ ଶିକ୍ଷାବିତ ରାଜକୁମାର ବିଶ୍ୱାଳଙ୍କ ପୌରହିତ୍ୟରେ…
ଅଧାଦିନ ଛୁଟି ପରେ ବ୍ଲକ ସରକାରୀ କାର୍ଯ୍ୟାଳୟ ଫାଙ୍କା
ଅଯୋଧ୍ୟା ରାମ ମନ୍ଦିରରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟ ସୋମବାର ସମାପ୍ତ ହୋଇଛି । ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ପାଇଁ ଉତ୍ସବମୁଖର ହୋଇ ଉଠିଛି ସାରା ଦେଶ । ସୋମବାର ଦିନ ରାମ ମନ୍ଦିରର ପ୍ରତିଷ୍ଠା ଉତ୍ସବ ପାଇଁ କେନ୍ଦ୍ର…
ଦିବାକର ବିଶ୍ୱାଳ ସ୍ମୃତି ସଂସଦ ପୁନଃ ଗଠିତ
ପଟ୍ଟାମୁଣ୍ଡାଇ ତା ୨୨/୦୧ ଓଡିଶା ସାହିତ୍ୟ ଏକାଡେମୀ ପୁରସ୍କୃତ ସାହିତ୍ୟିକ ସ୍ତମ୍ଭକାର ସଂସ୍କୃତି ପୁରୁଷ ଦିବଂଗତ ଦିବାକର ବିଶ୍ୱାଳଙ୍କ ସ୍ମୃତି କମିଟି ପୁନର୍ଗଠିତ ହୋଇଛି। ଏହି ଉପଲକ୍ଷେ କସ୍ତୁରୀ କଳାନିକେତନ ପରିସରରେ ଏକ ସ୍ମୃତି ସଂସଦର ଜରୁରୀ ବୈଠକ ଅନୁଷ୍ଠିତ ହୋଇ…










