ନିଖିଳ ଓଡିଶା ମଧ୍ୟାହ୍ନ ଭୋଜନ ପାଚିକା ସହାୟିକା ସଙ୍ଘ ପକ୍ଷରୁ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀଙ୍କୁ ଦାବିପତ୍ର

କେନ୍ଦ୍ରାପଡ଼ା,୨୪ା୧: ନିଖିଳ ଓଡିଶା ମଧ୍ୟାହ୍ମ ଭୋଜନ ପାଚିକା ସହାୟିକା ସଙ୍ଘ ଜିଲ୍ଲା କମିଟି ପକ୍ଷରୁ ଆଜି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ଉଦେଶ୍ୟରେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଏକ ୧୨ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରାଯାଇଛି । ସେହି ଦାବିପତ୍ରରେ ଉଲ୍ଲେଖ…

ମୋଦୀ ସରକାରଙ୍କ କର୍ପୋରେଟ୍ ପ୍ରୀତି ବିରୋଧରେ ୨୬ରେ କିଷାନ-ମଜଦୂର ଟ୍ରାକ୍ଟର ଶୋଭାଯାତ୍ରା

କେନ୍ଦ୍ରାପଡ଼ା, ୨୪ା୧: ସଂଯୁକ୍ତ କିଷାନ ମୋର୍ଚ୍ଚା ନେତୃତ୍ୱରେ ଐତିହାସିକ କୃଷକ ଆନ୍ଦୋଳନ ଉପରେ ୨୬ ଜାନୁଆରୀରେ ହୋଇଥିବା ଦମନଲୀଳାର ସ୍ମାରକୀ ଉଦ୍ଦେଶ୍ୟରେ ଆଗାମୀ ୨୬ ତାରିଖରରେ କିଷାନ-ମଜଦୂର ମିଳିତ ମଞ୍ଚ ପକ୍ଷରୁ ଦେଶ ବ୍ୟାପି ଟ୍ରାକ୍ଟର ଶୋଭାଯାତ୍ରାର ଆହ୍ୱାନ ଦିଆଯାଇଛି ।…

ଓଡିଶା ରାଜସ୍ୱ କ୍ଷେତ୍ରାଧିକାରୀ ସଙ୍ଘର ମୁଖ୍ୟ ଶାସନ ସଚିବଙ୍କ ଉଦେଶ୍ୟରେ ଦାବିପତ୍ର

କେନ୍ଦ୍ରାପଡ଼ା,୨୪ା୧: ଓଡିଶା ରାଜସ୍ୱ କ୍ଷେତ୍ରାଧିକାରୀ ସଙ୍ଘର ଆହ୍ୱାନ କ୍ରମେ କେନ୍ଦ୍ରାପଡା ଜିଲ୍ଲା ଶାଖା ସଙ୍ଘ ପକ୍ଷରୁ ଆଜି ବିଭିନ୍ନ ଦାବି ନେଇ ମୁଖ୍ୟ ଶାସନ ସଚିବ, ଭୁବନେଶ୍ୱରଙ୍କ ଉଦେଶ୍ୟରେ ଜିଲ୍ଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ନିଲୁ ମହାପାତ୍ରଙ୍କୁ ଏକ ଦାବିପତ୍ର ପ୍ରଦାନ…

ଜିଲ୍ଲା ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳିତ

କେନ୍ଦ୍ରାପଡ଼ା,୨୪ା୧: ରାଜ୍ୟ ସରକାର କୃଷି ତଥା କୃଷକମାନଙ୍କ ଉନ୍ନତି ଓ କ୍ରମବର୍ଦ୍ଧିଷ୍ଣୁ ଜନସମୁଦାୟର ଖାଦ୍ୟ ସୁରକ୍ଷା ନିମନ୍ତେ ଜଳ ସୁରକ୍ଷାର ବିକାଶ ଓ ସଫଳ ପରିଚାଳନା ନିମନ୍ତେ ଗୁରୁତ୍ୱଆରୋପ କରୁଛନ୍ତି ବୋଲି ଜିଲ୍ଲାସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ ଉପଲକ୍ଷେ ଆୟୋଜିତ…

୨୫ କୋଟି ଟଙ୍କା ବ୍ୟୟରେ ବିଭିନ୍ନ ପ୍ରକଳ୍ପ ଶୁଭ ଶିଳାନ୍ୟାସ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଶ୍ରିବାଦରେ ଆଜି ପଟ୍ଟାମୁଣ୍ଡାଇ ବିକାଶରେ ଏକ ନୂଆ ଫର୍ଦ ଯୋଡି ହେବା ସହିତ ବିକାଶଧାରା ଅଧିକ ତ୍ୱରାନ୍ୱିତ ହୋଇଛି ବୋଲି ପ୍ରାୟ ୨୫ କୋଟି ଟଙ୍କା ବ୍ୟୟରେ ପଟ୍ଟାମୁଣ୍ଡାଇ ବ୍ଲକର ବିଭିନ୍ନ ପ୍ରକଳ୍ପର ଶୁଭ ଶିଳାନ୍ୟାସ କରି…