୭୫ତମ ସାଧାରଣତନ୍ତ୍ର ଦିବସ : ଗାଣତାନ୍ତ୍ରିକ ଅନୁଷ୍ଠାନକୁ ଶକ୍ତିଶାଳୀ କରିବା ପ୍ରତ୍ୟେକ ନାଗରିକଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା

କେନ୍ଦ୍ରାପଡା ଜିଲା ପ୍ରଶାସନ ପକ୍ଷରୁ କେନ୍ଦ୍ରାପଡ଼ା ସ୍ୱୟଂ ଶାସିତ ମହାବିଦ୍ୟାଳୟ ପରିସରରେ ୭୫ତମ ସାଧାରଣତନ୍ତ୍ର ଦିବସ ଶୁକ୍ରବାର ପାଳିତ ହୋଇଯାଇଛି । ଜିଲ୍ଲାପାଳ ଅମ୍ରିତ ଋତୁରାଜ ମୁଖ୍ୟ ଅତିଥିଭାବେ ଯୋଗଦେଇ ଜାତୀୟ ପତାକା ଉତୋଳନ କରିବା ସହ ସମ୍ମିଳିତ ପ୍ୟାରେଡ୍‌ରେ ଅଭିବାଦନ…