ପଟ୍ଟାମୁଣ୍ଡାଇରେ ଜନରାଜ୍ୟ ଦିବସ ପାଳିତ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଜାତୀୟ ଦିବସ ପାଳନ କମିଟି ପକ୍ଷରୁ ପଟ୍ଟାମୁଣ୍ଡାଇ ପ୍ୟାରେଡ ପଡିଆ ଠାରେ ୭୫ତମ ସାଧାରଣତନ୍ତ୍ର ଦିବସ ଶୁକ୍ରବାର ପାଳିତ ହୋଇଯାଇଛି । ତହସିଲଦାର ପଂଚାନନ ନାୟକଙ୍କ ପୈାରହିତ୍ୟରେ ଆୟୋଜିତ ବର୍ଣ୍ଣାଢ୍ୟ ଉତ୍ସବରେ ରାଜନଗର ବିଧାୟକ ଧ୍ରୁବ ସାହୁ…