ଅବହେଳିତ ପଟ୍ଟାମୁଣ୍ଡାଇ ପ୍ରସଙ୍ଗ, ପଟ୍ଟାମୁଣ୍ଡାଇ ବାସୀଙ୍କ ଶୂନ୍ୟ ନେତୃତ୍ୱ ପାଇଁ ସହରିକରଣରେ ବାଧା

କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ନିର୍ବାଚନମଣ୍ଡଳୀକୁ ସୀମା ପୁନଃ ନିର୍ଦ୍ଧାରଣ ବେଳେ ଭାଗ ଭାଗ କରି ରାଜନଗର, କେନ୍ଦ୍ରାପଡ଼ା ଓ ଆଳି ବିଧାନସଭା ଆସନରେ ମିଶାଇ ଦିଆଯାଇଛି । ପଟ୍ଟାମୁଣ୍ଡାଇର ୧୯ ଟି ପଂଚାୟତ ଓ ପୌରପାଳିକାର ୨୦ଟି ୱାର୍ଡକୁ ନେଇ ଗଠିତ…

୧୯୮୭ ବ୍ୟାଚ ବଳଦେବ ହାଇସ୍କୁଲ ଛାତ୍ରଙ୍କ ବନ୍ଧୁମିଳନ

କେନ୍ଦ୍ରାପଡ଼ା, ୨୯/୧: ସମୟ ସ୍ରୋତରେ ବର୍ତ୍ତମାନ ଅତୀତ ହୋଇଯାଏ ସତ ମାତ୍ର ସେହି ଅତୀତ ପୁଣି ସ୍ମୃତିକୁ ଉଜ୍ଜିବୀତ କରି ଚେଇଁ ଉଠିଥାଏ ବନ୍ଧୁମିଳନର ରୂପରେ । କେନ୍ଦ୍ରାପଡାସ୍ଥିତ ବଳଦେବ ହାଇସ୍କୁଲର ୧୯୮୭ ବ୍ୟାଚ ଛାତ୍ରଛାତ୍ରୀମାନେ ନିଜର ପୁରୁଣା ସ୍ମୃତିକୁ ଓ…

ଟି.ଏସ. ଗୁରୁକୁଳର ଦଶମ ବାର୍ଷିକ ଉତ୍ସବ

କେନ୍ଦ୍ରାପଡ଼ା,୨୯ା୧ : ସହର ଉପକଣ୍ଠ ଉଦୟନଗରସ୍ଥିତ ସଂସ୍କୃତି ଭବନରେ ଟି.ଏସ. ଗୁରୁକୁଳର ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଉଦଘାଟକ ଭାବେ ଡ. ସୁଧାକର କର ଯୋଗଦେଇ ପ୍ରଦୀପ ପ୍ରଜ୍ୱଳନ ପୂର୍ବକ ଉତ୍ସବକୁ ଉଦଘାଟନ…

ମେଡିକାଲ କଲେଜ ଦାବିରେ ଫେବୃଆରୀ ୮ରେ ପଟ୍ଟାମୁଣ୍ଡାଇ ବ୍ଲକରେ ଧାରଣା

କେନ୍ଦ୍ରାପଡ଼ା ଜିଲ୍ଲାରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବି ପ୍ରତି ସରକାର ଟାଳଟୁଳ ନୀତି ଅବଲମ୍ବନ କରୁ ଥିବାରୁ ମିଳିତ କ୍ରିୟାନୁଷ୍ଠାନ କମିଟି ପ୍ରଥମ ଥର ପାଇଁ ଆନ୍ଦୋଳନକୁ ଜିଲ୍ଲା ସ୍ତରରୁ ବ୍ଲକ ସ୍ତରକୁ ନେବାକୁ ନିଷ୍ପତି ଗ୍ରହଣ କରିଛି । ଏହି…

କୁନ୍ଦୁପୁର-ବାବର ପୂର୍ତ୍ତବିଭାଗ ରାସ୍ତାର ଶିଳାନ୍ୟାସ ଓ କୁନ୍ଦୁପୁର ଗ୍ରାମ୍ୟ ପାନୀୟଜଳ ପ୍ରକଳ୍ପର ଲୋକାର୍ପିତ କଲେ ବିଧାୟକ

ରାଜନଗର ବିଧାୟକ ଧୃବ ସାହୁ କୁନ୍ଦୁପୁର-ବାବର ପୂର୍ତ ବିଭାଗ ରାସ୍ତାର ପ୍ରଶସ୍ତି ଓ ଉନ୍ନତିକରଣ ପାଇଁ ଶିଳାନ୍ୟାସ କରିଛନ୍ତି । କୁନ୍ଦୁପୁରଠାରୁ ବଡପଲୀ-ବାବର ପର୍ଯ୍ୟନ୍ତ ଯାଇଥିବା ରାସ୍ତାର ୭କିଲୋମିଟର ପର୍ଯ୍ୟନ୍ତ ରାସ୍ତାକୁ ୧୦କୋଟି ଟଙ୍କା ବ୍ୟୟ ଅଟକଳରେ ଏହି ପ୍ରଶସ୍ତିକରଣ କାର୍ଯ୍ୟ…

ମୂଳବସନ୍ତ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ବାର୍ଷିକ ଉତ୍ସବ

ଶିଶୁମାନେ ହେଉଛନ୍ତି ଦେଶର ଆଗାମୀ ଭବିଷ୍ୟତ ପଟ୍ଟାମୁଣ୍ଡାଇ ତା୨୮.୧- ଶିଶୁମାନେ ଦେଶର ଆଗାମୀ ଭବିଷ୍ୟତ ହୋଇଥିବାରୁ ସେମାନଙ୍କୁ ଉଚିତ ମାର୍ଗ ଦର୍ଶନ ପ୍ରଦାନ କରି ଭଲ ମଣିଷ ତିଆରି କରିବା ସହିତ ଏକ ସୁଦୃଢ, ବିକଶିତ ରାଜ୍ୟ ଓ ଦେଶ ଗଠନରେ…

 କଟକର ଇଣ୍ଡିପେଣ୍ଡେନ୍ସ କ୍ଲବ ବି.ଏନ. ଏଫ. ସି. ମୁମ୍ବାଇକୁ ୨-୦ଗୋଲରେ ହରାଇଲା

ଚତୁର୍ଥ ଅବଦୁଲ କରିମ ଖାନ ମେମୋରିଆଲ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଣ୍ଟର ତୃତୀୟ କ୍ୱାଟର ଫାଇନାଲ ମ୍ୟାଚ ଅନୁଷ୍ଠିତ   କେନ୍ଦ୍ରାପଡ଼ା,୨୮ା୧ : ଫକିରାବାଦ ଲକି ସ୍ପୋର୍ଟିଂ କ୍ଲବ ଆନୁକୂଲ୍ୟରେ କେନ୍ଦ୍ରାପଡା ସରକାରୀ ହାଇସ୍କୁଲ ଖେଳପଡିଆରେ ଚତୁର୍ଥ ବାର୍ଷିକ ସର୍ବ ଭାରତୀୟ ସ୍ତରୀୟ…

ବୀର ହନୁମାନଜୀଉ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଓଡିଆ ସାହିତ୍ୟ ପ୍ରତିଯୋଗିତା

କେନ୍ଦ୍ରାପଡ଼ା,୨୮ା୧: ନିକିରାଇସ୍ଥିତ ବୀର ହନୁମାନଜୀଉ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ପ୍ରାୟୋଜିତ ‘ନୂଆ – ଓ ଆମ ଓଡିଶା ନବୀନ ଓଡିଶା’ ଯୋଜନା ଅନ୍ତର୍ଗତ ‘ଓଡିଆ ସାହିତ୍ୟ ପ୍ରତିଯୋଗିତା’ କାର୍ଯ୍ୟକ୍ରମ ଅଧ୍ୟକ୍ଷ ପ୍ରଫେସର ତୁଷାରକାନ୍ତ ବରାଳଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି…

ବାରୋ ପଡ଼ିଆରେ ନୂଆ-ଓ’ ଯୁବ ଓଡ଼ିଶା ନବୀନ ଓଡ଼ିଶା ଉତ୍ସବ ଅନୁଷ୍ଠିତ

  କେନ୍ଦ୍ରାପଡ଼ା, ୨୮/୦୧: ଆଜି ସ୍ଥାନୀୟ ବାରୋ ପଡ଼ିଆରେ ଜିଲ୍ଲାସ୍ତରୀୟ “ନୂଆ-ଓ’ ଯୁବ ଓଡ଼ିଶା ନବୀନ ଓଡ଼ିଶା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମ ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରାପଡ଼ାର ଯୁବଶକ୍ତିଙ୍କୁ ଶୁଭେଚ୍ଛା ପ୍ରଦାନ କରିବା ସହ ଏକ ସଶକ୍ତ…

ଜିଳ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲ୍ଲାପାଳଙ୍କୁ ଭାବବିହ୍ୱଳ ବିଦାୟକାଳୀନ ସମ୍ବର୍ଦ୍ଧନା

  କେନ୍ଦ୍ରାପଡ଼ା ଜିଲ୍ଳାପାଳଭାବେ କାର୍ଯ୍ୟକରୁଥିବା ଅମ୍ରିତ୍ ଋତୁରାଜ ଶ୍ରମ କମିଶନ ଭାବେ ବଦଳି ହୋଇଛନ୍ତି । ରବିବାର ଅପରାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଅଧିକାରୀ ଓ କର୍ମଚାରୀମାନଙ୍କ ପକ୍ଷରୁ ଏକ ବିଦାୟକାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ଅଧ୍ୟକ୍ଷତା କରି…

କେନ୍ଦ୍ରାପଡା ମହାବିଦ୍ୟାଳୟ ବାଣିଜ୍ୟ ବିଭାଗ ପୁରାତନ ଛାତ୍ରଛାତ୍ରୀଙ୍କ ସମ୍ମିଳନୀ

କେନ୍ଦ୍ରାପଡ଼ା,୨୮ା୧: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ବାଣିଜ୍ୟ ବିଭାଗ ପୁରାତନ ଛାତ୍ରଛାତ୍ରୀମାନଙ୍କ ଏକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀରେ ବାଣିଜ୍ୟ ବିଭାଗ ମୁଖ୍ୟ ପ୍ରଫେସର ୱାଇ. ପଦ୍ମାବତୀ ଅଧ୍ୟକ୍ଷତାକରି ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ । କଲେଜ ଅଧ୍ୟକ୍ଷ…