କେନ୍ଦ୍ରାପଡ଼ା,୩୦ା୧ : ବରିଷ୍ଠ ସ୍ତମ୍ବକାର, ସାମ୍ବାଦିକ, ଦୈନିକ ସମାଜର ପ୍ରାକ୍ତନ ବରିଷ୍ଠ ସହ ସମ୍ପାଦକ, ରାଷ୍ଟ୍ରୀୟ ସ୍ୱୟଂ ସେବକ ସଙ୍ଘର ଅଭିଭକ୍ତ କଟକ ଜିଲ୍ଲାର ପୂର୍ବତନ ପ୍ରଚାରକ ଓ ବିଶ୍ୱହିନ୍ଦୁ ପରିଷଦର ପ୍ରାନ୍ତ ସାଧାରଣ ସମ୍ପାଦକ ସ୍ୱର୍ଗତ ଅରୁଣ ପଣ୍ଡାଙ୍କ ବିୟୋଗରେ…
Day: 30 January 2024
ବୀର ସହୀଦମାନଙ୍କୁ ଜିଲ୍ଲା ପ୍ରଶାସନର ଭକ୍ତିପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି
କେନ୍ଦ୍ରାପଡ଼ା,୩୦ା୧ : ସହୀଦ ଦିବସ ଅବସରରେ ବୀର ଅମର ସହୀଦମାନଙ୍କ ଉଦ୍ଦେଶ୍ୟରେ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦ୍ଭାବନା ସଭାଗୃହରେ ଦିବା ୧୧ ଘଟିକା ସମୟରେ ୨ ମିନିଟ୍ ପାଇଁ ଏକ ନୀରବ ପ୍ରାର୍ଥନା କରାଯାଇଛି । ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ,…
ବ୍ରାହ୍ମଣୀ ଘେରି ବନ୍ଧ ରାସ୍ତା ପଲଟିଛି ବିଭାଗୀୟ କର୍ତୃପକ୍ଷ ଓ ଠିକାଦାରଙ୍କ ଲେଉଟିଆ କିଆରି , ଦେଢ ବର୍ଷରେ ଦେଢ କୋଟି ଖର୍ଚ୍ଚ , ରାସ୍ତାରେ ଗାତ ସୃଷ୍ଟି ହୋଇ ଯାତାୟାତରେ ଅନ୍ତରାୟ
କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଜଳସମ୍ପଦ ବିଭାଗ ଅଧୀନରେ ଥିବା ପଟ୍ଟାମୁଣ୍ଡାଇ ବ୍ରାହ୍ମଣୀ ଘେରି ବନ୍ଧ ବାଇପାସ୍ଠାରୁ ଇନ୍ଦୁପୁର ପର୍ଯ୍ୟନ୍ତ ସାଢେ ୧୭ କିମି ରାସ୍ତା ବିଭାଗୀୟ କର୍ତୃପକ୍ଷ ଓ ଠିକାଦାରଙ୍କ ଲେଉଟିଆ କିଆରି ସାଜିଛି । ଗତ ଦେଢ ବର୍ଷ ମଧ୍ୟରେ…
ପଟ୍ଟାମୁଣ୍ଡାଇ ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର
କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି ବ ଅଧକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟରେ ଆୟୋଜିତ ଉଦଯାପନୀ କା ର୍ଯ୍ୟକ୍ରମରେ ପଟ୍ଟାମୁଣ୍ଡାଇ ପୌର ପରିଷଦ ଅଧ୍ୟକ୍ଷ ହେମନ୍ତ ସାହୁ ମୁଖ୍ୟଅତିଥି ଭାବେ ଯୋଗ…
କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ଉପଲକ୍ଷେ ଜାତୀୟ ଆଲୋଚନା ଚକ୍ର
କେନ୍ଦ୍ରାପଡ଼ା, ୩୦ା୧: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟ ପ୍ରାଙ୍ଗଣରେ ଥିବା ଗାନ୍ଧୀ ଭବନରେ ମଙ୍ଗଳବାର ‘ନୂଆ-ଓ’ କାର୍ଯ୍ୟକ୍ରମ ମାଧ୍ୟମରେ ‘ବିଶ୍ୱ ଓଡିଆ ଭାଷା ସମ୍ମିଳନୀ’ ଉପଲକ୍ଷେ ଉଦ୍ଘାଟନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷଙ୍କ ଦାୟିତ୍ୱରେ ଥିବା ଡ. ପ୍ରଭାକର ମଲ୍ଲିକ…
ଉଷାଦେବି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବାଳିକା ଆତ୍ମସୁରକ୍ଷା ଶିବିର ଉଦଯାପିତ
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଣ୍ଢରା ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ବାଳିକା ଆତ୍ମସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ ହୋଇଯାଇଛି । ଅଧ୍ୟକ୍ଷା ପ୍ରାଧ୍ୟାପିକା ସଲୀଳା ବାରିକଙ୍କ ପୌରାହିତ୍ୟ ଓ କାର୍ଯ୍ୟକ୍ରମ ସଂଯୋଜିକା ଅଧ୍ୟାପିକା ସସ୍ମିତା ମହାରଣାଙ୍କ ସଂଯୋଜନାରେ ଆୟୋଜିତ ଉଦଯାପନୀ…
ବାଳିକା ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍ଘାଟନ
କେନ୍ଦ୍ରାପଡ଼ା, ୩୦ା୧: କେନ୍ଦ୍ରାପଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବାଳିକା ଆତ୍ମସୁରକ୍ଷା ଶିବିରର ଉଦ୍ଘାଟନ ହୋଇଯାଇଛି । ଅଧ୍ୟକ୍ଷ ପ୍ରଫେସର ଅଶୋକ କୁମାର ଦାସ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରି ସରକାରଙ୍କର ଏହା ଏକ ନିଆରା ପଦକ୍ଷେପ ବୋଲି ମତବ୍ୟକ୍ତ କରିଥିଲେ ଏବଂ ଏଥିରେ…
କେନ୍ଦ୍ରାପଡ଼ାର ନୂତନ ଜିଲ୍ଲାପାଳ ଭାବେ ଯୋଗଦେଲେ ସୂର୍ଯ୍ୟବଂଶୀ ମୟୂର ବିକାଶ : ଦୁର୍ବଳତମ ଲୋକଙ୍କ ନିକଟରେ ପହଂଚିବ ଜିଲ୍ଲା ପ୍ରଶାସନ , ସୂଚନାଦେଲେ ଗଣମାଧ୍ୟମକୁ
କେନ୍ଦ୍ରାପଡ଼ା, ୩୦/୦୧: କେନ୍ଦ୍ରାପଡ଼ାର ନୂତନ ଜିଲ୍ଲାପାଳଭାବେ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ସୂର୍ଯ୍ୟବଂଶୀ ମୟୂର ବିକାଶ ଯୋଗଦାନ କରିଛନ୍ତି । ମଙ୍ଗଳବାର ସକାଳେ ତୁଳସୀକ୍ଷେତ୍ରର ଆରାଧ୍ୟ ଦେବତା ଶ୍ରୀଶ୍ରୀ ସିଦ୍ଧ ବଳଦେବଜୀୟୁଙ୍କୁ ଦର୍ଶନ ଓ ପୂଜାର୍ଚ୍ଚନା କରି ପୂର୍ବାହ୍ନ ୧୦ଟାରେ କାର୍ଯ୍ୟରେ…
ଆନ୍ଦୋଳନ ପାଇଁ ଓଷ୍ଟାର ପ୍ରସ୍ତୁତି ବୈଠକ
କେନ୍ଦ୍ରାପଡ଼ା, ୩୦ା୧: ମାଧ୍ୟମିକ ସ୍କୁଲ ଶିକ୍ଷକ, ଶିକ୍ଷିକା ଓ କର୍ମଚାରୀମାନଙ୍କର ବିଭିନ୍ନ ସମସ୍ୟା ନେଇ ଓଡିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ସଂଘ(ଓଷ୍ଟା) ବ୍ଲକଠାରୁ ଭୁବନେଶ୍ୱର ପର୍ଯ୍ୟନ୍ତ ବିଭିନ୍ନ ସମୟରେ ଆନ୍ଦୋଳନ କରିଥିଲେ ମଧ୍ୟ ସରକାର ପ୍ରତିଶ୍ରୁତି ଦେଇ ଆଜି ପର୍ଯ୍ୟନ୍ତ କୌଣସି…
ରାଜଶ୍ରୀର ପ୍ରମୁଖ କର୍ମକର୍ତ୍ତାମାନେ ଗୋଟିଏ ମଞ୍ଚରେ ସମ୍ବର୍ଦ୍ଧିତ
କେନ୍ଦ୍ରାପଡ଼ା, ୩୦ା୧: ରାଜ୍ୟର ଅଗ୍ରଣୀ ସାରସ୍ୱତ ପ୍ରତିଷ୍ଠାନ ଦିତୀୟ ଭଞ୍ଜ ସାହିତ୍ୟ ସଂସ୍କୃତି ସଂସଦ ଆନୁକୂଲ୍ୟରେ ପ୍ରାୟୋଜିତ ଗୋଲକ ଚନ୍ଦ୍ର ଭଞ୍ଜଙ୍କ ୧୨୮ତମ ଜୟନ୍ତୀ ଉତ୍ସବ ଓ ସାରସ୍ୱତ ସମାରୋହ ଅବସରରେ ରାଜଶ୍ରୀ କଳା ଓ ସାହିତ୍ୟ ସଂସଦର ପ୍ରମୁଖ କର୍ମକର୍ତ୍ତାଗଣ…
ଗାନ୍ଧିବାଦୀ ସଂଗଠନ ପକ୍ଷରୁ ବର୍ଷବ୍ୟାପୀ ପ୍ରାୟଶ୍ଚିତ ଓ ସଂକଳ୍ପ ଅଭିଯାନ ଉଦ୍ଯାପିତ
କେନ୍ଦ୍ରାପଡ଼ା, ୩୦/୧: ସମଗ୍ର ବିଶ୍ୱରେ ଗାନ୍ଧିଜୀଙ୍କ ବିଚାର ଓ ବ୍ୟକ୍ତିତ୍ୱ ପ୍ରତି ଆଦର ଓ ଆକର୍ଷଣ ବୃଦ୍ଧି ପାଉଥିବାବେଳେ ଦେଶ ଭିତରେ ଗାନ୍ଧିଜୀଙ୍କ ପ୍ରତି ଘୃଣାଭାବ ସୃଷ୍ଟି କରିବା ପାଇଁ ଗାନ୍ଧୀ ହତ୍ୟାକାଳରୁ ଆଜିଯାଏ କେତେକଙ୍କ ପକ୍ଷରୁ ଅହରହ ଉଦ୍ୟମ ହୋଇଆସୁଛି…
ମହାନଦୀ ଫେରିଘାଟ ମଝିରେ ଫସିଲା ଯାତ୍ରୀବାହୀ ଡଙ୍ଗା : ଅଳ୍ପକେ ବର୍ତ୍ତିଲେ ୫୦ ଯାତ୍ରୀ
କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ବାହାକୂଦ-ମୂଷାଡ଼ିଆ ମହାନଦୀ ଫେରିଘାଟ ମଝିରେ ଯାତ୍ରୀବାହୀ ଡ଼ଙ୍ଗା ଫସିଥିବା ବେଳେ ଅଳ୍ପକେ ୫୦ଜଣ ଯାତ୍ରୀ ବର୍ତ୍ତିଯାଇଛନ୍ତି । ସୂଚନାଯୋଗ୍ୟ, ମହାକାଳପଡ଼ା ବ୍ଲକ ବାହାକୂଦ-ମୂଷାଡ଼ିଆ ଫେରିଘାଟର ମଙ୍ଗଳବାର ଭୋରରୁ ବାହାକୁଦ ପଟୁ ୫୦ରୁ ଊର୍ଦ୍ଧ୍ଵ ଯାତ୍ରୀଙ୍କୁ ଡଙ୍ଗାଟି…
ଘଡିଆମାଳ-ନୂଆଗାଁ ଛକରେ ସ୍କୁଟି ଉପରେ ଚଢିଗଲା ହାଇୱା, ସ୍କୁଟି ଚାଳକ ମୃତ ; ପ୍ରତିବାଦରେ ରାସ୍ତାରୋକ
କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ ଘଡିଆମାଳ ପଚାଂୟତ ନୂଆଗାଁ ଛକରେ ଘଙ୍କିଛି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା । ନୁଆଗାଁର ହରିଶ୍ଚନ୍ଦ୍ର ପାଣ୍ଡବ(୫୨) କ୍ଷୀର ବିକ୍ରିକରି ସ୍କୁଟିରେ ଘରକୁ ଫେରୁଥିବା ବେଲେ ରାଜନଗର ଅଭିମୁଖେ ଦୃତ ଗତିରେ ଆସୁଥିବା ହାଇୱା ନଂ-…










